Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, September 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ...

  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ...

  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ...

  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ...

  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ...

  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ...

  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ...

  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

ରାଜ୍ୟ
Home ›› ରାଜ୍ୟ ››ବଡଠାକୁର ପ୍ରଭୁ ବଳଭଦ୍ର ମୁହଁ ମାଡି ପଡିଯିବା ଘଟଣା, ଏହା କହିଲେ ସେବାୟତ

ବଡଠାକୁର ପ୍ରଭୁ ବଳଭଦ୍ର ମୁହଁ ମାଡି ପଡିଯିବା ଘଟଣା, ଏହା କହିଲେ ସେବାୟତ

2024-07-10 10:21:55
14000
Share:
Facebook
Twitter
E-Mail
WhatsApp
Telegram
ବଡଠାକୁର ପ୍ରଭୁ ବଳଭଦ୍ର ମୁହଁ ମାଡି ପଡିଯିବା ଘଟଣା, ଏହା କହିଲେ ସେବାୟତ

ପୁରୀ:  ରଥ ଉପରୁ ଆଡ଼ପ ମଣ୍ଡପକୁ ପହଣ୍ଡି ବେଳେ ଚାରମାଳ ଉପରେ ବଡଠାକୁର ପ୍ରଭୁ ବଳଭଦ୍ର ମୁହଁ ମାଡି ପଡିଯିବା ଘଟଣା କୋଟି କୋଟି ଜଗନ୍ନାଥପ୍ରେମୀ ତଥା ଓଡ଼ିଶାବାସୀଙ୍କ ଭାବାବେଗକୁ ଆଘାତ ଦେଇଛି । ଏହି ଘଟଣାକୁ ନେଇ ରାଜ୍ୟବ୍ୟାପୀ ପ୍ରତିକ୍ରିୟା ପ୍ରକାଶ ପାଇଛି । ଏନେଇ ଘଟଣାରେ ଆହତ ଆହତ ସେବାୟତ କହିଛନ୍ତି, ରଥ ଉପରେ ଆବଶ୍ୟକତାଠାରୁ ଥିଲେ ଅଧିକ ସେବାୟତ । ଅଧିକ ସେବାୟତ ଥିବାରୁ ଘଟିଲା ଏପରି ଅଘଟଣ । ପ୍ରଭୁଙ୍କ ପଛ ପଟେ ଥିବା ଡୋର ଖସିଗଲା, ଯିଏ ଧରିବା କଥା ଭଲରେ ଧରିନଥିଲେ । ଯେଉଁ ସେବାୟତଙ୍କର ପହଣ୍ଡି ସେବା ନାହିଁ ସେମାନେ ଆସି ପହଣ୍ଡି କରୁଛନ୍ତି ।

ଅନ୍ୟପକ୍ଷରେ ରଥ ଉପରୁ ଆଡ଼ପ ମଣ୍ଡପକୁ ପହଣ୍ଡି ବେଳେ ଚାରମାଳ ଉପରେ ବଡଠାକୁର ପ୍ରଭୁ ବଳଭଦ୍ର ମୁହଁ ମାଡି ପଡିଯିବାକୁ ମହାପ୍ରଭୁଙ୍କ ଲୀଳା ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି ଯେ, ମହାପ୍ରଭୁ ରଥଯାତ୍ରାକୁ ସୁଚାର ଓ ଶୃଙ୍ଖଳିତ ରୂପେ ଅନୁଷ୍ଠିତ କରାଇଲେ । ଏବେ ଇଚ୍ଛାଧାରୀ ପ୍ରଭୁ ଲୀଳା ଦେଖାଇଛନ୍ତି । ଚାରମାଳ ଉପରେ ଖସିପଡିବା ତାଙ୍କର ଲୀଳା ହୋଇପାରେ । ଏହି ଘଟଣାରେ କାହାର କିଛି ଭୁଲ ନାହିଁ । ମହାପ୍ରଭୁଙ୍କ ଲୀଳା କେବଳ ସେ ଜାଣନ୍ତି । ଆଗାମୀ ଦିନରେ ବାହୁଡା ଯାତ୍ରା ଓ ନୀଳାଦ୍ରି ବିଜେକୁ କିପରି ଆହୁରି ଶୃଙ୍ଖଳିତ ଭାବେ ଅନୁଷ୍ଠିତ କରାଯିବ ସେନେଇ ବିଭିନ୍ନ ନିଯୋଗ ସହ ଆଲୋଚନା କରାଯାଇଛି।

ପ୍ରକାଶ ଥାଉକି, ଗତକାଲି ଆଡ଼ପ ମଣ୍ଡପ ବିଜେ ବେଳେ ପ୍ରଭୁ ବଳଭଦ୍ର ମୁହଁ ମାଡି ତଳେ ଖସି ପଡିଥିଲେ । ଏହି ଘଟଣାରେ ୧୦ ରୁ ଅଧିକ ସେବାୟତ ଆହତ ହୋଇଥିଲେ। ଅଧିକାଂଶ ସେବାୟତଙ୍କ ହାତ, ଗୋଡରେ ଆଘାତ ଲାଗିଛି। ତେବେ କେହି ଗୁରୁତର ନାହାଁନ୍ତି। ଚିକିତ୍ସା ପରେ ସମସ୍ତଙ୍କୁ ଡିସଚାର୍ଜ କରଯାଇଛି ।

Powered by Froala Editor

Tags Ratha yatra

Related articles Odisha News Lens 4.1

  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌
    ଅପରାଧ

    ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    14995
    Sep 12, 2026
  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍
    ଦେଶ-ଦେଶାନ୍ତର

    ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍

    13848
    Sep 12, 2026
  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ
    ଦେଶ-ଦେଶାନ୍ତର

    କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ

    14813
    Sep 13, 2026
  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ
    ଦେଶ-ଦେଶାନ୍ତର

    ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    13896
    Sep 12, 2026
  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...

    15054
    Sep 12, 2026
  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ
    ଦେଶ-ଦେଶାନ୍ତର

    ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    14161
    Sep 12, 2026
  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ
    ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    14114
    Sep 11, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !
    ବାଣିଜ୍ୟ

    ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14136
    Sep 12, 2026
  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି

    13388
    Sep 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ

    14813
    Sep 13, 2026
  • ଅପରାଧ

    ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    14995
    Sep 12, 2026
  • ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର କୋରାପୁଟ କଫି

    15054
    Sep 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17091
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17768
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17759
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18163
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14190
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16089
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14625
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13934
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14740
    Aug 31, 2026

ବାଣିଜ୍ୟ

୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

୯ ଅକ୍ଟୋବରରୁ ଆରମ୍ଭ ହେବ ଫ୍ଲିପକାର୍ଟର Big Billion Days Sale । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ସୂଚନା ଅନୁସାରେ, Flipkart Big Billion Days Sale ୨୦୨୬ ଅକ୍ଟୋବର ୯ ତାରିଖରୁ ଆରମ୍ଭ ହୋଇପାରେ। ଜଣେ X ୟୁଜର ଫ୍ଲିପକାର୍ଟ ମୋବାଇଲ୍ ଆପ୍‌ର ଏକ ସ୍କ୍ରିନ୍‌ସଟ୍ ସେୟାର କରିଛନ୍ତି। ଏଥିରେ ବିଗ୍ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14217
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14074
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14698
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15036
    Sep 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି

    13388
    Sep 13, 2026
  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର କୋରାପୁଟ କଫି

    15054
    Sep 12, 2026
  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍

    13848
    Sep 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In