Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, November 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦିଲ୍ଲୀରେ ଗମ୍ଭୀର ବର୍ଗରେ ପହଞ୍ଚିଛି ...

  • ରାସ୍ତା ଉପରେ ଜଳିଗଲା କାର୍‍, ୬ ଜୀବନ୍ତ ...

  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

  • ପୁଅ ବିହାନ ସହ ଫଟୋ ପୋଷ୍ଟ କଲେ ...

  • ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲା ...

  • ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ ଅସୁସ୍ଥ

  • ଦୀପାବଳିରେ କର୍ମଚାରୀଙ୍କୁ ଲକ୍ଷେ ଟଙ୍କାର ...

  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ...

  • ଅବସର ଘୋଷଣା କଲେ ମହମ୍ମଦ ସାମି

  • ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଦୁଗ୍ଧ କଣ୍ଟେନରକୁ ପଛପଟୁ ପିଟିଲା ଯାତ୍ରୀବାହୀ ବସ

ଦୁଗ୍ଧ କଣ୍ଟେନରକୁ ପଛପଟୁ ପିଟିଲା ଯାତ୍ରୀବାହୀ ବସ

2024-07-10 10:57:51
15636
Share:
Facebook
Twitter
E-Mail
WhatsApp
Telegram
ଦୁଗ୍ଧ କଣ୍ଟେନରକୁ ପଛପଟୁ ପିଟିଲା ଯାତ୍ରୀବାହୀ ବସ

ଲକ୍ଷ୍ମୌ:ବୁଧବାର ଭୋର ସମୟରେ ଉତ୍ତରପ୍ରଦେଶର ଉନ୍ନାଓ ଜିଲ୍ଲାରେ ଦୁଗ୍ଧ କଣ୍ଟେନରକୁ ପଛପଟୁ ପିଟିଲା ଯାତ୍ରୀବାହୀ ବସ । ଏହି ଦୁର୍ଘଟଣାରେ ୧୮ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୯ରୁ ଉର୍ଦ୍ଧ୍ୱ ଆହତ ହୋଇଛନ୍ତି ।   ଅନ୍ୟପଟେ ରାଷ୍ଟ୍ରପତି, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ପ୍ରମୁଖ ଘଟଣାକୁ ନେଇ ଦୁଃଖପ୍ରକାଶ କରିଛନ୍ତି ।
ବୁଧବାର ଭୋର ପାଖାପାଖି ୪.୩୦ ସୁଦ୍ଧା ବିହାରରୁ ଦିଲ୍ଲୀ ଯାଉଥିବା ଏକ ଘରୋଇ ଯାତ୍ରୀବାହୀ ବସ୍ ଉତ୍ତରପ୍ରଦେଶ ଉନ୍ନାଓ ଜିଲ୍ଲାରେ ଲକ୍ଷ୍ମୌ- ଆଗ୍ରା ଏକ୍ସପ୍ରେସଓ୍ବେରେ ଦୁଗ୍ଧ କଣ୍ଟେନରକୁ ପଛପଟୁ ଧକ୍କା ଦେଇଥିଲା । ଏହି ଅଘଟଣରେ ୧୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୯ରୁ ଅଧିକ ଆହତ ହୋଇଛନ୍ତି ।ଆହତମାନଙ୍କ ମଧ୍ୟରେ ଅନେକ ଯାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ସୂଚନା ରହିଛି । ବସଟି ଦ୍ରୁତ ଗତିରେ ଯାଉଥିବା ନେଇ ସ୍ଥାନୀୟ ଲୋକେମାନେ ସୂଚନା ଦେଇଛନ୍ତି ।ଦୁର୍ଘଟଣା ସମ୍ବନ୍ଧରେ ଖବର ପାଇବା ମାତ୍ରେ ଗ୍ରାମୀଣ ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲା । ଆହତମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯିବା ସହ ମୃତଦେହଗୁଡିକୁ ଜବତ କରି ପୋଲିସ ତଦନ୍ତ ଜାରି ରଖିଛି ।

Powered by Froala Editor

Tags Accident

Related articles Odisha News Lens 4.1

  • ରାସ୍ତା ଉପରେ ଜଳିଗଲା କାର୍‍, ୬ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ରାସ୍ତା ଉପରେ ଜଳିଗଲା କାର୍‍, ୬ ଜୀବନ୍ତ ଦଗ୍ଧ

    13634
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍
    ବିଶେଷ

    ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15217
    Nov 08, 2026
  • ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ସ୍ୱେଚ୍ଛାକୃତ ଅବସର
    ଦେଶ-ଦେଶାନ୍ତର

    ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ସ୍ୱେଚ୍ଛାକୃତ ଅବସର

    13552
    Nov 08, 2026
  • ଦୀପାବଳିରେ କର୍ମଚାରୀଙ୍କୁ ଲକ୍ଷେ ଟଙ୍କାର ବୋନସ୍
    ଦେଶ-ଦେଶାନ୍ତର

    ଦୀପାବଳିରେ କର୍ମଚାରୀଙ୍କୁ ଲକ୍ଷେ ଟଙ୍କାର ବୋନସ୍

    14400
    Nov 08, 2026
  • ପୁଅ ବିହାନ ସହ ଫଟୋ ପୋଷ୍ଟ କଲେ କ୍ୟାଟ୍ରିନା-ଭିକ୍କି
    ମନୋରଞ୍ଜନ

    ପୁଅ ବିହାନ ସହ ଫଟୋ ପୋଷ୍ଟ କଲେ କ୍ୟାଟ୍ରିନା-ଭିକ୍କି

    15682
    Nov 08, 2026
  •  ଦିଲ୍ଲୀରେ ଗମ୍ଭୀର ବର୍ଗରେ ପହଞ୍ଚିଛି ଏୟାର କ୍ୱାଲିଟି ଇଣ୍ଡେକ୍ସ
    ଦେଶ-ଦେଶାନ୍ତର

    ଦିଲ୍ଲୀରେ ଗମ୍ଭୀର ବର୍ଗରେ ପହଞ୍ଚିଛି ଏୟାର କ୍ୱାଲିଟି ଇଣ୍ଡେକ୍ସ

    14840
    Nov 09, 2026
  • ଅବସର ଘୋଷଣା କଲେ ମହମ୍ମଦ ସାମି
    ଖେଳ ଖବର

    ଅବସର ଘୋଷଣା କଲେ ମହମ୍ମଦ ସାମି

    14534
    Nov 08, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ
    ବିଶେଷ

    ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    13847
    Nov 09, 2026
  • ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲା ଷ୍ଟାର୍ କପଲଙ୍କ କେମେଷ୍ଟ୍ରୀ
    ମନୋରଞ୍ଜନ

    ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲା ଷ୍ଟାର୍ କପଲଙ୍କ କେମେଷ୍ଟ୍ରୀ

    15437
    Nov 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15217
    Nov 08, 2026
  • ମନୋରଞ୍ଜନ

    ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲା ଷ୍ଟାର୍ କପଲଙ୍କ କେମେଷ୍ଟ୍ରୀ

    15437
    Nov 08, 2026
  • ଦେଶ-ଦେଶାନ୍ତର

    ରାସ୍ତା ଉପରେ ଜଳିଗଲା କାର୍‍, ୬ ଜୀବନ୍ତ ଦଗ୍ଧ

    13634
    Nov 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17262
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17964
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17909
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18331
    Sep 06, 2023

ବିଶେଷ

  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    13847
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15217
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14223
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14340
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14943
    Nov 01, 2026

ବାଣିଜ୍ୟ

ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

ଭୁବନେଶ୍ୱର  : ମହିଳା ସଶକ୍ତିକରଣ ଏବଂ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ଭିଏଏମ୍ଏଲ୍ ଲାଞ୍ଜିଗଡ଼ ଏହାର ଫ୍ଲାଗସିପ୍ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ପ୍ରକଳ୍ପ 'ସଖୀ' ଅଧୀନରେ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15557
    Nov 06, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14149
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14159
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14440
    Nov 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦୀପାବଳିରେ କର୍ମଚାରୀଙ୍କୁ ଲକ୍ଷେ ଟଙ୍କାର ବୋନସ୍

    14400
    Nov 08, 2026
  • ଦିଲ୍ଲୀରେ ଗମ୍ଭୀର ବର୍ଗରେ ପହଞ୍ଚିଛି ଏୟାର କ୍ୱାଲିଟି ଇଣ୍ଡେକ୍ସ

    14840
    Nov 09, 2026
  • ଅବସର ଘୋଷଣା କଲେ ମହମ୍ମଦ ସାମି

    14534
    Nov 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In