Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, April 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ...

  • ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

  • ଗୋଟିଏ ଘରୁ ୪ ସଦସ୍ୟଙ୍କ ମୃତଦେହ ଉଦ୍ଧାର

  • ରୁଷରେ ଭୟଙ୍କର ବିମାନ ଦୁର୍ଘଟଣା, ୨୯ ମୃତ

  • ବାଣିଜ୍ୟିକ ସିଲିଣ୍ଡରର ଦର ବୃଦ୍ଧି

  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

  • ନକ୍ସଲ ଦମନ : ଅପରେସନରେ ମିଳିଲା ୭ କେଜି ...

  • ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ ...

  • ଶୀତଳା ମାତା ମନ୍ଦିର ଦଳାଚକଟାରେ ୮ ମୃତ

  • ଆହୁରି ଭୟଙ୍କର ହୋଇପାରେ ମଧ୍ୟପ୍ରାଚ୍ୟ ...

Home ›› ››ଦାଦାବଟି ପାଇଁ ଯୁବକଙ୍କୁ ମାରିଦେଲେ ଗୁଳି

ଦାଦାବଟି ପାଇଁ ଯୁବକଙ୍କୁ ମାରିଦେଲେ ଗୁଳି

2024-07-10 20:02:59
16650
Share:
Facebook
Twitter
E-Mail
WhatsApp
Telegram
ଦାଦାବଟି ପାଇଁ ଯୁବକଙ୍କୁ ମାରିଦେଲେ ଗୁଳି

ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ବୃନ୍ଦାବତୀ ବିଦ୍ୟାପୀଠ ନିକଟ ଜଟେଶ୍ୱର ପୋଖରୀ ହୁଡ଼ା ଚାନ୍ଦନି ନିକଟରେ ଜଣେ ଯୁବକଗୁ ଗୁଳି କରି ହତ୍ୟା କରାଯାଇଛି । ମୃତକ ହେଲେ ତ୍ରିନାଥ ମଲ୍ଲିକ । ଏହି ଗୁଳିମାଡ଼ ପରେ ଭୟଭୀତ ହୋଇପଡ଼ିଛନ୍ତି ଅଞ୍ଚଳବାସୀ । ତ୍ରିନାଥଙ୍କ ନାମରେ ଅନେକ ଅପରାଧିକ ମାମଲା ରହିଥିବା ବେଳେ ପୂର୍ବ ଶତ୍ରୁତାରୁ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି ।

ତ୍ରିନାଥଙ୍କ ଘର କବିସୂର୍ଯ୍ୟନଗରରେ । କିଛିମାସ ହେଲା ସେ ବାପା-ମାଆଙ୍କଠାରୁ ଅଲଗା ହୋଇ ଚଢ଼େୟାପଡ଼ା ଗାଁରେ ଭଡ଼ା ଘରେ ରହୁଥିଲେ । ବୁଧବାର ହରିହର କଳାକେନ୍ଦ୍ରରୁ ଏକାଦଶାହ ଭୋଜି ଖାଇ ଜଟେଶ୍ୱର ପୋଖରୀ ହୁଡ଼ାରେ ଅପରାହ୍ନରେ ବସି ତାସ୍ ଖେଳୁଥିଲେ । ଏହି ସମୟରେ ଅଜଣା ଯୁବକଙ୍କ ହଠାତ୍ ବାଇକ୍‌ରେ ଆସି ତ୍ରିନାଥଙ୍କୁ ଅତି ନିକଟରୁ ଗୁଳି କରିଥିଲା । ଗୋଟିଏ ମୁଣ୍ଡକୁ ଓ ଆଉ ଗୋଟିଏ ଗୁଳି ଛାତିକୁ ବାଜିଥିଲା । ତ୍ରିନାଥ ସେଠାରେ ଟଳି ପଡ଼ିଥିଲେ ।

କବିସୂର୍ଯ୍ୟନଗର ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ପୁଲିସ ଘଟଣାସ୍ଥଳରୁ ଜୋତା, ଖୋକା, ମୋବାଇଲ୍ ଜବତ କରିଛି । ମୃତକଙ୍କ ଶବ ଜବତ କରି ବ୍ୟବଚ୍ଛେଦ ନିମନ୍ତେ କବିସୂର୍ଯ୍ୟନଗର ଡାକ୍ତରଖାନା ପଠାଯାଇଛି । ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ପୁଲିସ କହିଛି । ତେବେ ଦାଦାବଟି ଆଦାୟକୁ କେନ୍ଦ୍ର କରି ହତ୍ୟା ହୋଇଥିବା ପୁଲିସ ତଦନ୍ତରେ ଜଣାପଡ଼ିଛି ।  



Powered by Froala Editor

Tags firing

Related articles Odisha News Lens 4.1

  • ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ ଏକ୍ସପ୍ରେସ୍ ବିମାନ
    ଦେଶ-ଦେଶାନ୍ତର

    ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ ଏକ୍ସପ୍ରେସ୍ ବିମାନ

    15046
    Mar 31, 2026
  • କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ଦୁବେ
    ଦେଶ-ଦେଶାନ୍ତର

    କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ଦୁବେ

    15244
    Apr 01, 2026
  • ନକ୍ସଲ ଦମନ : ଅପରେସନରେ ମିଳିଲା ୭ କେଜି ସୁନା ବିସ୍କୁଟ୍
    ଦେଶ-ଦେଶାନ୍ତର

    ନକ୍ସଲ ଦମନ : ଅପରେସନରେ ମିଳିଲା ୭ କେଜି ସୁନା ବିସ୍କୁଟ୍

    14167
    Mar 31, 2026
  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ
    ବିଶେଷ

    ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    14029
    Apr 01, 2026
  • ରୁଷରେ ଭୟଙ୍କର ବିମାନ ଦୁର୍ଘଟଣା, ୨୯ ମୃତ
    ଦେଶ-ଦେଶାନ୍ତର

    ରୁଷରେ ଭୟଙ୍କର ବିମାନ ଦୁର୍ଘଟଣା, ୨୯ ମୃତ

    14834
    Apr 01, 2026
  • ଶୀତଳା ମାତା ମନ୍ଦିର ଦଳାଚକଟାରେ ୮ ମୃତ
    ଦେଶ-ଦେଶାନ୍ତର

    ଶୀତଳା ମାତା ମନ୍ଦିର ଦଳାଚକଟାରେ ୮ ମୃତ

    14148
    Mar 31, 2026
  • ବାଣିଜ୍ୟିକ ସିଲିଣ୍ଡରର ଦର ବୃଦ୍ଧି
    ଦେଶ-ଦେଶାନ୍ତର

    ବାଣିଜ୍ୟିକ ସିଲିଣ୍ଡରର ଦର ବୃଦ୍ଧି

    14153
    Apr 01, 2026
  • ଆହୁରି ଭୟଙ୍କର ହୋଇପାରେ ମଧ୍ୟପ୍ରାଚ୍ୟ ଯୁଦ୍ଧ
    ଦେଶ-ଦେଶାନ୍ତର

    ଆହୁରି ଭୟଙ୍କର ହୋଇପାରେ ମଧ୍ୟପ୍ରାଚ୍ୟ ଯୁଦ୍ଧ

    14651
    Mar 31, 2026
  • ଗୋଟିଏ ଘରୁ ୪ ସଦସ୍ୟଙ୍କ ମୃତଦେହ ଉଦ୍ଧାର
    ଦେଶ-ଦେଶାନ୍ତର

    ଗୋଟିଏ ଘରୁ ୪ ସଦସ୍ୟଙ୍କ ମୃତଦେହ ଉଦ୍ଧାର

    13387
    Apr 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଶୀତଳା ମାତା ମନ୍ଦିର ଦଳାଚକଟାରେ ୮ ମୃତ

    14148
    Mar 31, 2026
  • ଦେଶ-ଦେଶାନ୍ତର

    ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ ଏକ୍ସପ୍ରେସ୍ ବିମାନ

    15046
    Mar 31, 2026
  • ବିଶେଷ

    ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    14029
    Apr 01, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17390
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17455
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17804
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16281
    Apr 03, 2021

ବିଶେଷ

  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    14029
    Apr 01, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15511
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15197
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    16123
    Mar 28, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    15393
    Mar 27, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15033
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15538
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13833
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14273
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରୁଷରେ ଭୟଙ୍କର ବିମାନ ଦୁର୍ଘଟଣା, ୨୯ ମୃତ

    14834
    Apr 01, 2026
  • ବାଣିଜ୍ୟିକ ସିଲିଣ୍ଡରର ଦର ବୃଦ୍ଧି

    14153
    Apr 01, 2026
  • ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ ଏକ୍ସପ୍ରେସ୍ ବିମାନ

    15046
    Mar 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In