Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, July 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ...

  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ...

  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ ...

  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ...

  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ...

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ...

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ...

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ...

Home ›› ››ବଡ଼ ଠାକୁର ଖସି ପଡ଼ିବା ଘଟଣା ଯିଏ ସାଧାରଣ କହୁଛନ୍ତି, ତାଙ୍କର ଗର୍ବ ଅହଙ୍କାର ବଢ଼ି ଗଲାଣି: ତାରା

ବଡ଼ ଠାକୁର ଖସି ପଡ଼ିବା ଘଟଣା ଯିଏ ସାଧାରଣ କହୁଛନ୍ତି, ତାଙ୍କର ଗର୍ବ ଅହଙ୍କାର ବଢ଼ି ଗଲାଣି: ତାରା

2024-07-11 09:43:57
15579
Share:
Facebook
Twitter
E-Mail
WhatsApp
Telegram
ବଡ଼ ଠାକୁର ଖସି ପଡ଼ିବା ଘଟଣା ଯିଏ ସାଧାରଣ କହୁଛନ୍ତି, ତାଙ୍କର ଗର୍ବ ଅହଙ୍କାର ବଢ଼ି ଗଲାଣି: ତାରା

ଭୁବନେଶ୍ୱର: ଭୁବନେଶ୍ବର: ଆଡ଼ପ ପହଣ୍ଡି ବେଳେ ବଡ଼ ଠାକୁର ବଳଭଦ୍ର ପଡିଯିବା ଜଗନ୍ନାଥ ପ୍ରେମୀଙ୍କ ଭାବାବେଗକୁ ଗଭୀର ଆଘାତ ଦେଇଛି । ବିଶ୍ବର ସମସ୍ତ ଜଗନ୍ନାଥପ୍ରେମୀ ମର୍ମାହତ, ଦୁଃଖିତ ଏବଂ ଲଜ୍ଜିତ । ଘଟଣାକୁ ନେଇ ଉପମୁଖ୍ୟମନ୍ତ୍ରୀ ଏବଂ ଆଇନମନ୍ତ୍ରୀ ଦେଇଥିବା ମନ୍ତବ୍ୟକୁ ଦାୟିତ୍ବହୀନ କହି ତୀବ୍ର ନିନ୍ଦା କରିଛି ବିରୋଧୀ  କଂଗ୍ରେସ । 

ବରିଷ୍ଠ କଂଗ୍ରେସ ବିଧାୟକ ତାରା ବାହିନୀପତି କହିଛନ୍ତି, "ବଡ଼ ଠାକୁର ଖସି ପଡ଼ିବା ଘଟଣା ସାଧାରଣ ନୁହେଁ । ଯିଏ ଏହାକୁ ସାଧାରଣ ବୋଲି କହୁଛନ୍ତି, ତାଙ୍କର ଗର୍ବ ଅହଙ୍କାର ବଢ଼ି ଗଲାଣି । ବିଜେପି ସରକାର ଅହଙ୍କାରରେ ଫାଟି ପଡ଼ୁଛି । ଏହା କେବଳ ନିନ୍ଦନୀୟ ଘଟଣା ନୁହେଁ, ସାରା ରାଜ୍ୟ ପାଇଁ ଏକ ଅଶୁଭ ସଙ୍କେତ । ଆଗକୁ କଣ ଯେ ହେବ କିଛି ଅନୁମାନ କରିହେଉନି । ଏହାର ତଦନ୍ତ ହେଉ । ହାଇକୋର୍ଟର ଜଣେ କାର୍ୟ୍ୟରତ ବିଚାରପତିଙ୍କ ତତ୍ବାବଧାନରେ ତଦନ୍ତ ହେଉ । କେତେଜଣ ସେବାୟତ ରଥରେ ରହିବା ଆବଶ୍ୟକ ରହିଛି, କେତେଜଣ ରହିଥିଲେ, କଣ ପାଇଁ ଏଭଳି ଅଘଟଣ ଘଟିଲା, ସେସବୁର ତଦନ୍ତ ହେଉ ।" ତେବେ ମହାପ୍ରଭୁଙ୍କ ରଥଯାତ୍ରାରେ ଏଭଳି ମନମୁଖୀ କାର୍ୟ୍ୟକଳାପ ଆମେ ବିଧାନସଭାରେ ମଧ୍ୟ ଉଠାଇବୁ ବୋଲି କହିଛନ୍ତି ତାରା ।

Powered by Froala Editor

Tags Tara bahinipati

Related articles Odisha News Lens 4.1

  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ...
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ...

    14730
    Jul 04, 2026
  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ
    ଦେଶ-ଦେଶାନ୍ତର

    ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15427
    Jul 03, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ
    ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    15008
    Jul 02, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା
    ବିଶେଷ

    ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14824
    Jul 03, 2026
  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ
    ଦେଶ-ଦେଶାନ୍ତର

    ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14720
    Jul 03, 2026
  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ
    ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15910
    Jul 02, 2026
  •  ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ
    ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14480
    Jul 02, 2026
  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି

    15536
    Jul 04, 2026
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ
    ଦେଶ-ଦେଶାନ୍ତର

    ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13571
    Jul 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    15008
    Jul 02, 2026
  • ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14480
    Jul 02, 2026
  • ଦେଶ-ଦେଶାନ୍ତର

    ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର

    13642
    Jul 04, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16963
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17574
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17626
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18023
    Sep 06, 2023

ବିଶେଷ

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14824
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14540
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14308
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15927
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15800
    Jun 24, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15729
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15696
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13800
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14907
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14480
    Jul 02, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    15008
    Jul 02, 2026
  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି

    15536
    Jul 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In