Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ...

  • ବାହାରିନ୍ ଓଡିଆ ସମାଜ ଦ୍ୱାରା ୧୨ତମ ...

  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ...

  • ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ...

  • ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ...

  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ...

  • ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ...

  • ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ...

  • ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ...

  • ଅଲ୍ଲୁ ଅର୍ଜୁନଙ୍କୁ ସମନ

Home ›› ››କାହିଁକି କମ୍ ବୟସରୁ ଦୁର୍ବଳ ହୋଇଯାଉଛି ହାଡ, ଜାଣନ୍ତୁ କାରଣ.....

କାହିଁକି କମ୍ ବୟସରୁ ଦୁର୍ବଳ ହୋଇଯାଉଛି ହାଡ, ଜାଣନ୍ତୁ କାରଣ.....

2024-07-15 05:00:53
14684
Share:
Facebook
Twitter
E-Mail
WhatsApp
Telegram
କାହିଁକି କମ୍ ବୟସରୁ ଦୁର୍ବଳ ହୋଇଯାଉଛି ହାଡ, ଜାଣନ୍ତୁ କାରଣ.....

ଶରୀରକୁ ମଜବୁତ ରଖେ ଅସ୍ଥି ବା ହାଡ। ସେଥିପାଇଁ ଅସ୍ଥି ସ୍ୱାସ୍ଥ୍ୟର ଯତ୍ନ ନିହାତି ଆବଶ୍ୟକ। କିନ୍ତୁ ବର୍ତ୍ତମାନର ଜୀବନଶୈଳୀ ଯୁବାବସ୍ଥାରୁ ହାଡକୁ ଦୁର୍ବଳ କରିଦେଉଛି। କମ୍ ବୟସର ପିଲାମାନେ ଆଣ୍ଠୁଗଣ୍ଠି ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଅସନ୍ତୁଳିତ ଖାଦ୍ୟ ଏବଂ ଶାରୀରିକ କାର୍ୟ୍ୟକଳାପ ହ୍ରାସ ଏହାର ମୁଖ୍ୟ କାରଣ ପାଲଟିଛି।

ଏହି କାରଣରୁ ବର୍ତ୍ତମାନ ସମୟରେ ୩୫ ବର୍ଷରୁ କମ୍ ବୟସର ଲୋକ ଅସ୍ଥିଜନିତ ସମସ୍ୟା, ଅଷ୍ଟିଓପୋରୋସିସ୍ ରୋଗର ଶିକାର ହେଉଛନ୍ତି। ତେବେ ହାଡ କାହିଁକି ଦୁର୍ବଳ ହୁଏ, ଦୁର୍ବଳ ହେବାର ଲକ୍ଷଣ କ’ଣ ଏବଂ ହାଡକୁ ମଜବୁତ କରିବା ପାଇଁ କଣ କରିବା ଉଚିତ୍, ଜାଣନ୍ତୁ...

ହାଡ ଦୁର୍ବଳ ହେବାର କାରଣ
ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ କହିବା ଅନୁସାରେ, ବର୍ତ୍ତମାନର ପରିବର୍ତ୍ତିତ ଜୀବନଶୈଳୀ, ଖାଦ୍ୟ ଏବଂ ବ୍ୟାୟାମର ଅଭାବ ହାଡ ଦୁର୍ବଳ ହେବାର ମୁଖ୍ୟ କାରଣ। ଏହା ବ୍ୟତୀତ ଅଳ୍ପ ବୟସରେ ଆଘାତ, ରକ୍ତ ଏବଂ କ୍ୟାଲସିୟମର ଅଭାବ, ସୂର୍ୟ୍ୟ କିରଣ ସଂସ୍ପର୍ଶରେ କମ୍ ଆସିବା ଏବଂ ଭୁଲ ଖାଦ୍ୟ ଯୋଗୁଁ ହାଡ ଦୁର୍ବଳ ହୋଇଯାଏ।

ମହିଳାମାନଙ୍କ କ୍ଷେତ୍ରରେ ଏହି ସମସ୍ୟା ଅଧିକ ଦେଖାଯାଏ। ମେନୋପଜ୍ କାରଣରୁ ଶରୀରରେ ଇଷ୍ଟ୍ରୋଜେନ୍ ଅଭାବରୁ ହାଡ ଦୁର୍ବଳ ହେବାକୁ ଲାଗେ।
କିପରି ନେବେ ଯତ୍ନ
ଅସ୍ଥି କାର୍ୟ୍ୟକୁ ଦୃଢ ରଖିବାକୁ ଚାହୁଁଥିଲେ, ପ୍ରଥମେ ଡାଏଟରେ କ୍ୟାଲସିୟମ ସମୃଦ୍ଧ ଖାଦ୍ୟ ଯୋଗ କରନ୍ତୁ। ୨୦ରୁ ୫୦ ବର୍ଷ ବୟସର ଲୋକମାନେ ସେମାନଙ୍କର ଦୈନନ୍ଦିନ ଖାଦ୍ୟରେ ୧୦୦୦ ଗ୍ରାମ କ୍ୟାଲସିୟମ ସମୃଦ୍ଧ ଖାଦ୍ୟ ଗ୍ରହଣ କରିବା ଉଚିତ୍। ଯେଉଁମାନଙ୍କର ପୂର୍ବରୁ ଅଷ୍ଟିଓପୋରୋସିସ୍ ଅଛି ସେମାନେ ପ୍ରତିଦିନ ୧୨୦୦ ଗ୍ରାମ କ୍ୟାଲସିୟମ ଗ୍ରହଣ କରିବା ଉଚିତ୍।
କେଉଁ ସବୁ ଖାଦ୍ୟରୁ କ୍ୟାଲସିୟମ ପାଇବେ
କ୍ୟାଲସିୟମ ସମୃଦ୍ଧ ଖାଦ୍ୟରେ କ୍ଷୀର, ବଟରମିଲ୍କ ଏବଂ ପନିର ଅନ୍ତର୍ଭୁକ୍ତ। ଏହା ବ୍ୟତୀତ ସୋୟାବିନ୍, ବ୍ରୋକଲି ଏବଂ ଅଞ୍ଜୀରରେ ପ୍ରଚୁର ପରିମାଣର କ୍ୟାସିୟମ ମିଳିଥାଏ। ଅସ୍ଥି ସ୍ୱାସ୍ଥ୍ୟ ପାଇଁ ଭିଟାମିନ୍ ଡି ମଧ୍ୟ ଆବଶ୍ୟକ। ଭିଟାମିନ ଡି ଅଭାବକୁ ଦୂର କରିବା ପାଇଁ ସୂର୍ୟ୍ୟକିରଣ ନିହାତି ଆବଶ୍ୟକ। ଏଥିପାଇଁ ପ୍ରତ୍ୟେକ ଦିନ କିଛି ସମୟ ସୂର୍ୟ୍ୟକିରଣରେ ବସନ୍ତୁ। ସବୁଜ ପତ୍ରଯୁକ୍ତ ପନିପରିବା ସହ ଏକ ସନ୍ତୁଳିତ ଖାଦ୍ୟ ବଜାୟ ରଖିପାରିଲେ ଅସ୍ଥି ସ୍ୱାସ୍ଥ୍ୟ ମଜବୁତ ରହିବ।

Powered by Froala Editor

Tags Why are bones becoming weak at an early age?

Related articles Odisha News Lens 4.1

  • ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ଧରାପଡିଲେ ଦୁଇଗୁଣା ଆଦାୟ ହେବ ଜୋରିମାନା
    ଦେଶ-ଦେଶାନ୍ତର

    ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ଧରାପଡିଲେ ଦୁଇଗୁଣା ଆଦାୟ ହେବ ଜୋରିମାନା

    15493
    Jun 21, 2026
  • ବାହାରିନ୍ ଓଡିଆ ସମାଜ ଦ୍ୱାରା ୧୨ତମ ଅନ୍ତରାଷ୍ଟ୍ରିୟ ଯୋଗ ଉତ୍ସବ ପାଳନ
    ଦେଶ-ଦେଶାନ୍ତର

    ବାହାରିନ୍ ଓଡିଆ ସମାଜ ଦ୍ୱାରା ୧୨ତମ ଅନ୍ତରାଷ୍ଟ୍ରିୟ ଯୋଗ ଉତ୍ସବ ପାଳନ

    14027
    Jun 22, 2026
  • ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ...
    ଦେଶ-ଦେଶାନ୍ତର

    ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ...

    14029
    Jun 20, 2026
  • ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ
    ଦେଶ-ଦେଶାନ୍ତର

    ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ

    15460
    Jun 20, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ
    ବିଶେଷ

    ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14508
    Jun 22, 2026
  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ

    13651
    Jun 21, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ
    ବିଶେଷ

    ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14389
    Jun 21, 2026
  • ଅଲ୍ଲୁ ଅର୍ଜୁନଙ୍କୁ ସମନ
    ମନୋରଞ୍ଜନ

    ଅଲ୍ଲୁ ଅର୍ଜୁନଙ୍କୁ ସମନ

    15680
    Jun 20, 2026
  • ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ପ୍ରସ୍ତୁତ : ଉଦ୍ଧବ ଠାକରେ
    ଦେଶ-ଦେଶାନ୍ତର

    ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ପ୍ରସ୍ତୁତ : ଉଦ୍ଧବ ଠାକରେ

    14661
    Jun 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14508
    Jun 22, 2026
  • ଦେଶ-ଦେଶାନ୍ତର

    ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ

    15460
    Jun 20, 2026
  • ଦେଶ-ଦେଶାନ୍ତର

    ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ

    13651
    Jun 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16937
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17556
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17606
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18002
    Sep 06, 2023

ବିଶେଷ

  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14508
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14389
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15526
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14412
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15742
    Jun 18, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13767
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14869
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15482
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15232
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ

    15460
    Jun 20, 2026
  • ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ଅବୁଧାବି

    14029
    Jun 20, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14389
    Jun 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In