ବାହୁଡ଼ା ଯାତ୍ରା ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ
ଭୁବନେଶ୍ବର: ପବିତ୍ର ବାହୁଡ଼ା ଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ରାଜ୍ୟପାଳ ରଘୁବର ଦାସ ନିଜର ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ଅବସରରେ ମାନ୍ୟବର ରାଜ୍ୟପାଳ ସମସ୍ତ ଭକ୍ତ ଶ୍ରଦ୍ଧାଳୁ ତଥା ଜଗନ୍ନାଥ ପ୍ରେମୀଙ୍କୁ ଶୁଭେଚ୍ଛା ଜଣାଇବା ସହିତ ସମସ୍ତଙ୍କର ସୁଖ ଶାନ୍ତି ଓ ସମୃଦ୍ଧି କାମନା କରିଛନ୍ତି।
Powered by Froala Editor