Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, July 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ...

  • ମୋଦୀଙ୍କୁ ହତ୍ୟା ଧମକ

  • ଗୌରୀ ସ୍ପ୍ରେଟଙ୍କୁ ବିବାହ କରି ଜୀବନର ନୂଆ ...

  • ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ...

  • ପଦ୍ମ ବିଭୂଷଣ ପାଣ୍ଡବାଣୀ ଗାୟିକା ତୀଜନ ...

  • ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ...

  • ରାମ ମନ୍ଦିର ପରେ ବଦ୍ରିନାଥ ଓ କେଦାରନାଥରୁ ...

  • ମୌସୁମୀ ଅଧିବେଶନ ଜୁଲାଇ ୨୦ରୁ ଆରମ୍ଭ

  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ...

  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ...

Home ›› ››ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଜେପି ନଡ୍ଡା

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଜେପି ନଡ୍ଡା

2024-07-16 10:08:29
14740
Share:
Facebook
Twitter
E-Mail
WhatsApp
Telegram
ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଜେପି ନଡ୍ଡା

ଭୁବନେଶ୍ବର: ଆସନ୍ତା ୧୯ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ପୁରୀରେ ହେବାକୁ ଥିବା ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ । ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଜେପି ନଡ୍ଡା ଯୋଗଦେବେ ବୋଲି ସୂଚନା ମିଳିଛି । ୧୯,୨୦ ହେବାକୁ ଥିବା ରାଜ୍ୟ କାର୍ଯ୍ୟକାରିଣୀରେ ସେ ସାମିଲ ହେବେ ବୋଲି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି । ବୈଠକରେ ଆଗାମି ଦିନର ରଣନୀତି ଓ କାର୍ଯ୍ୟପନ୍ଥା ପ୍ରସ୍ତୁତ କରାଯିବ ବୋଲି ସୂଚନା ମିଳିଛି । ସେହିପରି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ଥିଲା । ହେଲେ ତାଙ୍କର ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ଓଡ଼ିଶା ଆସିପାରୁନାହାଁନ୍ତି ବୋଲି ମନମୋହନ ସାମଲ ସୂଚନା ଦେଇଛନ୍ତି ।

Powered by Froala Editor

Tags Jp nadda

Related articles Odisha News Lens 4.1

  • ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ଗାଏବ
    ଦେଶ-ଦେଶାନ୍ତର

    ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ଗାଏବ

    14821
    Jul 05, 2026
  • ପଦ୍ମ ବିଭୂଷଣ ପାଣ୍ଡବାଣୀ ଗାୟିକା ତୀଜନ ବାଈଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ପଦ୍ମ ବିଭୂଷଣ ପାଣ୍ଡବାଣୀ ଗାୟିକା ତୀଜନ ବାଈଙ୍କ ଦେହାନ୍ତ

    13564
    Jul 05, 2026
  • ମୋଦୀଙ୍କୁ ହତ୍ୟା ଧମକ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ହତ୍ୟା ଧମକ

    15067
    Jul 05, 2026
  • ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ
    ରାଜନୀତି

    ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ

    14287
    Jul 05, 2026
  •     ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?
    ବିଶେଷ

    ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15011
    Jul 05, 2026
  • ମୌସୁମୀ ଅଧିବେଶନ ଜୁଲାଇ ୨୦ରୁ ଆରମ୍ଭ
    ଦେଶ-ଦେଶାନ୍ତର

    ମୌସୁମୀ ଅଧିବେଶନ ଜୁଲାଇ ୨୦ରୁ ଆରମ୍ଭ

    13605
    Jul 05, 2026
  • ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ଗୁରୁତ୍ବପୂର୍ଣ୍ଣ ବୈଠକ ୬ ରେ
    ଦେଶ-ଦେଶାନ୍ତର

    ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ଗୁରୁତ୍ବପୂର୍ଣ୍ଣ ବୈଠକ ୬ ରେ

    14025
    Jul 05, 2026
  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ...
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ...

    14989
    Jul 04, 2026
  • ଗୌରୀ ସ୍ପ୍ରେଟଙ୍କୁ ବିବାହ କରି ଜୀବନର ନୂଆ ଅଧ୍ୟାୟ ଆରମ୍ଭ କଲେ ଆମିର ଖାନ
    ଦେଶ-ଦେଶାନ୍ତର

    ଗୌରୀ ସ୍ପ୍ରେଟଙ୍କୁ ବିବାହ କରି ଜୀବନର ନୂଆ ଅଧ୍ୟାୟ ଆରମ୍ଭ କଲେ ଆମିର ଖାନ

    14824
    Jul 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ଗୁରୁତ୍ବପୂର୍ଣ୍ଣ ବୈଠକ ୬ ରେ

    14025
    Jul 05, 2026
  • ବିଶେଷ

    ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15011
    Jul 05, 2026
  • ଦେଶ-ଦେଶାନ୍ତର

    ଗୌରୀ ସ୍ପ୍ରେଟଙ୍କୁ ବିବାହ କରି ଜୀବନର ନୂଆ ଅଧ୍ୟାୟ ଆରମ୍ଭ କଲେ ଆମିର ଖାନ

    14824
    Jul 05, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16965
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17576
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17628
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18025
    Sep 06, 2023

ବିଶେଷ

  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15011
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15076
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14574
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14339
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15958
    Jun 26, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15829
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15699
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13802
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14911
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପଦ୍ମ ବିଭୂଷଣ ପାଣ୍ଡବାଣୀ ଗାୟିକା ତୀଜନ ବାଈଙ୍କ ଦେହାନ୍ତ

    13564
    Jul 05, 2026
  • ରାମ ମନ୍ଦିର ପରେ ବଦ୍ରିନାଥ ଓ କେଦାରନାଥରୁ ଦାନ ଟଙ୍କା ଚୋରି

    13552
    Jul 05, 2026
  • ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ

    14287
    Jul 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In