Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, January 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତକୁ ଆଟାକ କରିବା ପାଇଁ ପାକିସ୍ତାନ ...

  • ବୁଲେଟ୍ ଟ୍ରେନ୍ ପ୍ରକଳ୍ପ: ପ୍ରଥମ ସେକ୍ସନ ...

  • ଆଜି ଧରାପୃଷ୍ଠରେ ବିରାଜିଛନ୍ତି ...

  • ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ

  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ...

  • ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ...

  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ...

  • ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

  • ଶୀତଦିନେ ଏପରି କରନ୍ତୁ ମେକଅପ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଏଣିକି ଘରେ ବସି ମଦ ଅର୍ଡର : ୧୦ ମିନିଟରେ ପହଞ୍ଚିବ ମଦ ସାଙ୍ଗକୁ ‘ଚାଖଣା’

ଏଣିକି ଘରେ ବସି ମଦ ଅର୍ଡର : ୧୦ ମିନିଟରେ ପହଞ୍ଚିବ ମଦ ସାଙ୍ଗକୁ ‘ଚାଖଣା’

2024-07-16 18:49:15
15946
Share:
Facebook
Twitter
E-Mail
WhatsApp
Telegram
ଏଣିକି ଘରେ ବସି ମଦ ଅର୍ଡର : ୧୦ ମିନିଟରେ ପହଞ୍ଚିବ ମଦ ସାଙ୍ଗକୁ ‘ଚାଖଣା’

ଘରେ ବସି ଏଣିକି ହୋମ ଡେଲିଭରୀ କରିପାରିବେ ଗ୍ରାହକ । ସ୍ୱିଗି-ଜୋମାଟୋ ଏବଂ ବିଗ୍ ବାସ୍କେଟ ଭଳି ଅନଲାଇଡ଼୍ ଫୁଡ ଡେଲିଭରୀ ଆପ୍ ଏହି ସୁବିଧା ଉପଲବ୍ଧ କରିବାକୁ ଯାଉଛି । ଅର୍ଡର କରିବାର ମାତ୍ର ୧୦ ମିନିଟ ଭିତରେ ଗ୍ରାହକଙ୍କ ଘରେ ପହଞ୍ଚିବ ମଦ । ଗ୍ରାହକଙ୍କ ଡିମାଣ୍ଡକୁ ନଜରରେ ରଖି ମଦ ଏବଂ ଚାଖଣାର ହୋମ୍ ଡେଲିଭରୀ କରିବା ନେଇ ଚର୍ଚ୍ଚା ହେଉଛି ।ବର୍ତ୍ତମାନ ଦିଲ୍ଲୀ, କର୍ଣ୍ଣାଟକ, ହରିୟାଣା, ପଞ୍ଜାବ, ତାମିଲନାଡୁ, ଗୋଆ ଏବଂ କେରଳ ଇତ୍ୟାଦି ରାଜ୍ୟରେ ମଦ ହୋମ୍ ଡେଲିଭରୀ କରିବା ପାଇଁ ବ୍ୟବସ୍ଥା କରାଯାଉଛି ।

ତେବେ ବର୍ତ୍ତମାନ ଏହି ସୁବିଧା କିଛିଟା ସହରରେ ପାଇଲଟ୍ ପ୍ରୋଜେକ୍ଟ ଭାବରେ ଲଞ୍ଚ୍ କରାଯିବ । ପରେ ଏହାକୁ ବିସ୍ତାର କରାଯାଇ ଦେଶର ଅନ୍ୟ ସହର ଗୁଡ଼ିକରେ ଉପଲବ୍ଧ କରାଯିବ ବୋଲି ପ୍ଲାନ ରହିଛି । ଅଧିକାରୀମାନେ ବର୍ତ୍ତମାନ ଏହାର ଲାଭ-କ୍ଷତି ଉପରେ ଆକଳନ କରୁଛନ୍ତି । ତେବେ ମଦକୁ ହୋମ୍ ଡେଲିଭରୀ କରାଇବା ଏତେ ସହଜ ହେବନାହିଁ । ଏହି ସୁବିଧା ଉପଲବ୍ଧ କରିବା ପୂର୍ବରୁ ଏଥିପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିବାକୁ ହେବ । କେୱାଇସି, ଲିମିଟ୍, ନିୟମ ଆଦି ନିଶ୍ଚିତ କରିବାକୁ ପଡ଼ିବ ଏବଂ ଏହାକୁ ସଠିକ ଭାବରେ ପାଳନ କରିବାକୁ ହେବ । ଯଦି ପରୀକ୍ଷା ସଫଳ ହୁଏ ତେବେ ସାରା ଦେଶରେ ଅନଲାଇନ୍ ଅର୍ଡର ଦ୍ବାରା ଏବଂ ମଦ ଡେଲିଭରି ଆରମ୍ଭ ହେବ।


Powered by Froala Editor

Tags beer

Related articles Odisha News Lens 4.1

  • ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ
    ଦେଶ-ଦେଶାନ୍ତର

    ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ

    13656
    Jan 22, 2026
  • ଶୀତଦିନେ ଏପରି କରନ୍ତୁ ମେକଅପ
    ବିଶେଷ

    ଶୀତଦିନେ ଏପରି କରନ୍ତୁ ମେକଅପ

    15494
    Jan 21, 2026
  • ଭାରତକୁ ଆଟାକ କରିବା ପାଇଁ ପାକିସ୍ତାନ କରୁଛି ଯୋଜନା: ଦିଲ୍ଲୀ ସମେତ ଜାମ୍ମୁ ଓ ...
    ଦେଶ-ଦେଶାନ୍ତର

    ଭାରତକୁ ଆଟାକ କରିବା ପାଇଁ ପାକିସ୍ତାନ କରୁଛି ଯୋଜନା: ଦିଲ୍ଲୀ ସମେତ ଜାମ୍ମୁ ଓ ...

    14143
    Jan 23, 2026
  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ...
    ଦେଶ-ଦେଶାନ୍ତର

    ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ...

    15419
    Jan 22, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ...
    ବାଣିଜ୍ୟ

    ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ...

    14590
    Jan 22, 2026
  • ବୁଲେଟ୍ ଟ୍ରେନ୍ ପ୍ରକଳ୍ପ: ପ୍ରଥମ ସେକ୍ସନ ସୁରଟରୁ ବିଲିମୋରା ରହିବ
    ଦେଶ-ଦେଶାନ୍ତର

    ବୁଲେଟ୍ ଟ୍ରେନ୍ ପ୍ରକଳ୍ପ: ପ୍ରଥମ ସେକ୍ସନ ସୁରଟରୁ ବିଲିମୋରା ରହିବ

    15298
    Jan 23, 2026
  • ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ...
    ଦେଶ-ଦେଶାନ୍ତର

    ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ...

    15829
    Jan 22, 2026
  • ଆଜି ଧରାପୃଷ୍ଠରେ ବିରାଜିଛନ୍ତି  ବିଦ୍ୟାଦାତ୍ରୀ ମା’ ସରସ୍ୱତୀ
    ବିଶେଷ

    ଆଜି ଧରାପୃଷ୍ଠରେ ବିରାଜିଛନ୍ତି ବିଦ୍ୟାଦାତ୍ରୀ ମା’ ସରସ୍ୱତୀ

    14848
    Jan 23, 2026
  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

    13747
    Jan 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଆଜି ଧରାପୃଷ୍ଠରେ ବିରାଜିଛନ୍ତି ବିଦ୍ୟାଦାତ୍ରୀ ମା’ ସରସ୍ୱତୀ

    14848
    Jan 23, 2026
  • ଦେଶ-ଦେଶାନ୍ତର

    ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ପ୍ରସ୍ତାବ ମାଗିଲେ ନିର୍ବାଚନ କମିଶନ

    15829
    Jan 22, 2026
  • ବାଣିଜ୍ୟ

    ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା ...

    14590
    Jan 22, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17313
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17382
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17726
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16202
    Apr 03, 2021

ବିଶେଷ

  • ଆଜି ଧରାପୃଷ୍ଠରେ ବିରାଜିଛନ୍ତି ବିଦ୍ୟାଦାତ୍ରୀ ମା’ ସରସ୍ୱତୀ

    14848
    Jan 23, 2026
  • ଶୀତଦିନେ ଏପରି କରନ୍ତୁ ମେକଅପ

    15494
    Jan 21, 2026
  • ସକାଳୁ ଖାଲି ପେଟରେ ଚା ପିଇବା ଦ୍ବାରା ହୋଇଥାଏ ଏହିସବୁ ସମସ୍ୟା

    16095
    Jan 19, 2026
  • ଅତ୍ୟଧିକ ମାତ୍ରାରେ ରସୁଣ ଖାଇବା ଶରୀର ପାଇଁ ହୋଇଥାଏ କ୍ଷତିକାରକ

    15762
    Jan 17, 2026
  • ଶୀତଦିନେ ଓଠ ଫାଟିବାର କାରଣ ଓ ନିରାକରଣ ଜାଣନ୍ତୁ.....

    16420
    Jan 16, 2026

ବାଣିଜ୍ୟ

ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

ଭୁବନେଶ୍ୱର: ସାମ୍ପ୍ରତିକ ସମୟର ବିଳମ୍ବିତ ରାତି, ଅଧିକ ଚାପ ଏବଂ ପୋଷଣ ହ୍ରାସ ଖାଦ୍ୟ ଯୁଗରେ ସବୁଠାରୁ ସୁସ୍ଥ କେଶ, ତ୍ୱଚା ଏବଂ ନଖ ମଧ୍ୟ ସେଗୁଡିକର ମଜଭୁତପଣ ହରାଇପାରେ । ଉପଭୋକ୍ତାମାନେ ସମାଧାନଗୁଡିକ ଭିତରେ ଅଧିକର ...

  • ୧.୪୦ ଲକ୍ଷ ଟପିଲା ସୁନା

    15723
    Jan 12, 2026
  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15474
    Jan 08, 2026
  • ଆଇଟିସି 'ଭିଟାମିନ୍ ଡି' ସହିତ ସନଫିଷ୍ଟ ମାରି ଲାଇଟ୍ ଶୁଭାରମ୍ଭ କରିଛି

    14439
    Jan 07, 2026
  • ୨୪ ଶହ ଟଙ୍କା ବଢ଼ିଲା ସୁନା

    14542
    Dec 23, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଜି ଧରାପୃଷ୍ଠରେ ବିରାଜିଛନ୍ତି ବିଦ୍ୟାଦାତ୍ରୀ ମା’ ସରସ୍ୱତୀ

    14848
    Jan 23, 2026
  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ମାଡ୍ରାସ ହାଇକୋର୍ଟ

    15419
    Jan 22, 2026
  • ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

    14696
    Jan 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In