Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ...

  • ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ...

  • ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ...

  • ଏପରି ନିଅନ୍ତୁ ନିଜର ଯତ୍ନ

  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ...

  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ...

  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ...

  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ ...

  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ...

  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ

Home ›› ››ସୁନାବେଶ ପାଇଁ ସ୍ୱତନ୍ତ୍ର ଟ୍ରାଫିକ୍ ରୁଟ୍ ଚାର୍ଟ

ସୁନାବେଶ ପାଇଁ ସ୍ୱତନ୍ତ୍ର ଟ୍ରାଫିକ୍ ରୁଟ୍ ଚାର୍ଟ

2024-07-17 07:32:34
14106
Share:
Facebook
Twitter
E-Mail
WhatsApp
Telegram
ସୁନାବେଶ ପାଇଁ ସ୍ୱତନ୍ତ୍ର ଟ୍ରାଫିକ୍ ରୁଟ୍ ଚାର୍ଟ

ପୁରୀ: ଆଜି ଶ୍ରୀଜିଉଙ୍କ ସୁନାବେଶ। ମହାପ୍ରଭୁଙ୍କ ରାଜରାଜେଶ୍ୱର ବେଶକୁ ଦର୍ଶନ ଲାଗି ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେବ। ଭକ୍ତଙ୍କ ଭିଡ଼କୁ ନଜରରେ ରଖି ପୁରୀରେ ଟ୍ରାଫିକ୍ ବ୍ୟବସ୍ଥା ଉପରେ ମଧ୍ୟ ବିଶେଷ ଧ୍ୟାନ ଦିଆଯାଇଛି। ସୁନାବେଶ ଉପଲକ୍ଷେ ହୋଇଛି ସ୍ୱତନ୍ତ୍ର ଟ୍ରାଫିକ୍ ରୁଟ୍ ଚାର୍ଟ।
ଯେଉଁମାନେ ଭୁବନେଶ୍ୱର ପଟୁ ୪ ଚକିଆରେ ଆସୁଥିବେ ସେମାନେ ସଂସ୍କୃତ ବିଶ୍ୱବିଦ୍ୟାଳୟ ପରିସର, ବ୍ରହ୍ମଗିରି ପଟୁ ଆସୁଥିବା ଯାତ୍ରୀ ଜଗନ୍ନାଥ ବଲ୍ଲଭ, ୟାତ୍ରିକା ପ୍ୟାଲେସ୍ ଏବଂ ନୋଳିଆ ଫିଲଡରେ ପାର୍କିଂ କରିବେ। କୋଣାର୍କ ପଟୁ ଆସୁଥିବା ଯାତ୍ରୀ, ଇଣ୍ଡୋର ଷ୍ଟାଡ଼ିୟମ୍, ଆଇଟିଆଇ ଏବଂ ହେଲିପ୍ୟାଡ୍ ପାର୍କିଂରେ ଗାଡ଼ି ରଖିବେ। ଭୁବନେଶ୍ୱର ପଟୁ ଆସୁଥିବା ଟୁରିଷ୍ଟ ବସ୍ ମାଳତୀପାଟ ପୁରରେ ଓ ଦୈନିକ ବସ୍ ତାଳବଣିଆଠାରେ ପାର୍କିଂ କରିବେ। ସେହିପରି ଭୁବନେଶ୍ୱରପଟୁ ଆସୁଥିବା ଦୁଇ ଚକିଆ ଯାନ ପାଇଁ ଜଗନ୍ନାଥ ବଲ୍ଲଭ, ଜେଲ୍ ରୋଡ୍, ମାଟିତୋଟା ପାର୍କିଂ ଏବଂ କୋଣାର୍କ ପଟୁ ଆସୁଥିଲେ ବ୍ଲୁ ଫାଗ୍ ବିଚ୍, ହୋଟେଲ୍ ନୀଳାଚଳ ଅଶୋକ, ହଲିଡେ ରିସର୍ଟ ପଛପଟ ପାର୍କିଂରେ ଗାଡ଼ି ରଖିବେ।ଶ୍ରଦ୍ଧାଳୁମାନେ ବ୍ୟାରିକେଡରେ ନନ୍ଦିଘୋଷ ରଥ ପାର୍ଶ୍ୱ ଦେଇ ୱାନ ୱେରେ ପ୍ରଥମେ ଶ୍ରୀଜଗନ୍ନାଥ, ପରେ ଦେବୀ ସୁଭଦ୍ରା ଓ ଶେଷରେ ପ୍ରଭୁ ବଳଭଦ୍ରଙ୍କୁ ଦର୍ଶନ କରି ତାଳଧ୍ୱଜ ରଥ କଡ଼େ କଡ଼େ ଫେରିବା ଲାଗି ବ୍ୟବସ୍ଥା କରାଯାଇଛି।

Powered by Froala Editor

Tags Puri ratha yatra

Related articles Odisha News Lens 4.1

  • ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ଟଙ୍କା ବୃଦ୍ଧି
    ଦେଶ-ଦେଶାନ୍ତର

    ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ଟଙ୍କା ବୃଦ୍ଧି

    14426
    May 01, 2026
  •  ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ପୁରସ୍କାର!
    ଦେଶ-ଦେଶାନ୍ତର

    ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ପୁରସ୍କାର!

    15275
    May 01, 2026
  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ
    ଦେଶ-ଦେଶାନ୍ତର

    କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ

    14546
    Apr 30, 2026
  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ...
    ଦେଶ-ଦେଶାନ୍ତର

    ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ...

    15567
    Apr 30, 2026
  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ
    ଦେଶ-ଦେଶାନ୍ତର

    କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ

    13742
    Apr 30, 2026
  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ
    ଦେଶ-ଦେଶାନ୍ତର

    କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ

    15735
    Apr 30, 2026
  • ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଆଗୁଆ ଜାମିନ
    ଦେଶ-ଦେଶାନ୍ତର

    ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଆଗୁଆ ଜାମିନ

    13599
    May 01, 2026
  • ଏପରି ନିଅନ୍ତୁ ନିଜର ଯତ୍ନ
    ବିଶେଷ

    ଏପରି ନିଅନ୍ତୁ ନିଜର ଯତ୍ନ

    13744
    May 01, 2026
  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ...
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ...

    15664
    Apr 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ପୁରସ୍କାର!

    15275
    May 01, 2026
  • ବିଶେଷ

    ଏପରି ନିଅନ୍ତୁ ନିଜର ଯତ୍ନ

    13744
    May 01, 2026
  • ଦେଶ-ଦେଶାନ୍ତର

    ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ନେଇଥିଲା: ରାଜନାଥ

    15567
    Apr 30, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17449
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17501
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17857
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16329
    Apr 03, 2021

ବିଶେଷ

  • ଏପରି ନିଅନ୍ତୁ ନିଜର ଯତ୍ନ

    13744
    May 01, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13946
    Apr 30, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    16029
    Apr 28, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15975
    Apr 27, 2026
  • ଶୋଇବା ପୂର୍ବରୁ ସେବନ କରନ୍ତୁ ଅଳେଇଚ

    14592
    Apr 25, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15369
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15103
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15599
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13909
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଆଗୁଆ ଜାମିନ

    13599
    May 01, 2026
  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ

    14546
    Apr 30, 2026
  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ

    15534
    Apr 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In