Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, February 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ...

  • ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ...

  • ଆଜି ପୁଣି କମିଛି ସୁନା ଓ ରୂପା ଦର

  • ଅନ୍‌ଲାଇନ୍ ଗେମ୍ ନିଶା, ୯ ମହଲାରୁ ଡେଇଁଲେ ...

  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ...

  • ମୋଦିଙ୍କ ଲୋକପ୍ରିୟ କାର୍ୟ୍ୟକ୍ରମ ...

  • ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜୈଶ୍ ...

  • ଲୋକସଭାରେ ମୁହାଁମୁହିଁ ହେଲେ ରାହୁଲ ଏବଂ ...

  • ସରପଞ୍ଚ ପଦ ପାଇଁ ଝିଅକୁ କେନାଲରେ ଫୋପାଡି ...

  • ସିନ୍ଧୁ ଜଳ ଚୁକ୍ତିନାମା ବିବାଦ : ପିସିଏର ...

Home ›› ››ରାଜ୍ୟପାଳ ନିଜେ ନିଜ ପଦ ମର୍ୟ୍ୟାଦା ରଖନ୍ତୁ: ସୁର

ରାଜ୍ୟପାଳ ନିଜେ ନିଜ ପଦ ମର୍ୟ୍ୟାଦା ରଖନ୍ତୁ: ସୁର

2024-07-17 11:14:11
14343
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟପାଳ ନିଜେ ନିଜ ପଦ ମର୍ୟ୍ୟାଦା ରଖନ୍ତୁ: ସୁର

ଭୁବନେଶ୍ବର: : ପୁରୀ ରାଜଭବନରେ ରାଜ୍ୟପାଳଙ୍କ ପୁଅ ଲଳିତ କୁମାର ଓ ତାଙ୍କ ସ‌ହଯୋଗୀମାନେ ଏଏସ୍‌ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ମାଡ଼ ମାରିବା ଘଟଣା ଜଟିଳ ରୂପ ନେଉଛି। ଏହି ଘଟଣାରେ ରାଜ୍ୟପାଳଙ୍କ ପୁଅ ବିରୋଧରେ ପୁଲିସ୍‌ କାର୍ୟ୍ୟାନୁଷ୍ଠାନ ଗ୍ରହଣ ନକରିବା ଓ ଏଏସ୍‌ଓଙ୍କୁ ‌ରାଜଭବନରୁ ବଦଳି କରାଯିବାକୁ ନେଇ ବିବାଦ ବଢ଼ୁଛି। ‘ଓଡ଼ିଆ ଅସ୍ମିତା’ କଥା ଉଠାଇ ବିରୋଧୀ  ସରକାରଙ୍କୁ ଘେରିଛନ୍ତି। ଏଏସ୍‌‌ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ରାଜ୍ୟପାଳଙ୍କ ପୁଅ ମାଡ଼ ମାରିବା ଘଟଣାକୁ ନେଇ ବରିଷ୍ଠ ରାଜନେତା ସୁରେଶ କୁମାର ରାଉତରାୟ ବର୍ଷିଛନ୍ତି। ତୁରନ୍ତ ରାଜ୍ୟପାଳ ପୁଅଙ୍କ ଗିରଫ କରାଯାଉ ବୋଲି ସେ କହିଛନ୍ତି। ରାଜ୍ୟପାଳ ନିଜେ ନିଜ ପଦ ମର୍ୟ୍ୟାଦା ରଖନ୍ତୁ। କାରଣ ସଭିଙ୍କ ପାଇଁ ଆଇନ ସମାନ। ତେଣୁ ସେ ଆଉ ଏତେ ତଳକୁ ନ ଯାଅନ୍ତୁ। ଓଡ଼ିଶାବାସୀ ଚୁପ୍ ରହିବେ ନାହିଁ। ଏମିତି କହି ରାଜ୍ୟ ସରକାରଙ୍କୁ ତେରେଛା ବାଣ ମାରିଛନ୍ତି ବରିଷ୍ଠ ରାଜେନେତା ସୁରେଶ କୁମାର ରାଉତରାୟ। କହିଲେ ମୋହନ ସରକାରଙ୍କ ଏ କି ନୀତି । ଯିଏ ମାଡ଼ ଖାଇବ ସେ ନ୍ୟାୟ ପାଇବା ବଦଳରେ ବଦଳି ହେବ। ଏ କ’ଣ ଲୋକଙ୍କ ସରକାର ବୋଲି ପ୍ରଶ୍ନ କରିଛନ୍ତି ସୁରେଶ ରାଉତରାୟ।

Powered by Froala Editor

Tags Suro routray

Related articles Odisha News Lens 4.1

  • ଅନ୍‌ଲାଇନ୍ ଗେମ୍ ନିଶା, ୯ ମହଲାରୁ ଡେଇଁଲେ ୩ ଭଉଣୀ
    ଦେଶ-ଦେଶାନ୍ତର

    ଅନ୍‌ଲାଇନ୍ ଗେମ୍ ନିଶା, ୯ ମହଲାରୁ ଡେଇଁଲେ ୩ ଭଉଣୀ

    14845
    Feb 04, 2026
  • ଲୋକସଭାରେ ମୁହାଁମୁହିଁ ହେଲେ ରାହୁଲ ଏବଂ ରବନୀତ
    ଦେଶ-ଦେଶାନ୍ତର

    ଲୋକସଭାରେ ମୁହାଁମୁହିଁ ହେଲେ ରାହୁଲ ଏବଂ ରବନୀତ

    13795
    Feb 04, 2026
  • ଆଜି ପୁଣି କମିଛି ସୁନା ଓ ରୂପା ଦର
    ଦେଶ-ଦେଶାନ୍ତର

    ଆଜି ପୁଣି କମିଛି ସୁନା ଓ ରୂପା ଦର

    13543
    Feb 05, 2026
  • ସରପଞ୍ଚ ପଦ ପାଇଁ ଝିଅକୁ କେନାଲରେ ଫୋପାଡି ଦେଲା ବାପା
    ଦେଶ-ଦେଶାନ୍ତର

    ସରପଞ୍ଚ ପଦ ପାଇଁ ଝିଅକୁ କେନାଲରେ ଫୋପାଡି ଦେଲା ବାପା

    15328
    Feb 03, 2026
  • ଭୃଷଙ୍ଗ ପତ୍ରରେ ଅଛି  ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର
    ବିଶେଷ

    ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    15606
    Feb 04, 2026
  • ମୋଦିଙ୍କ ଲୋକପ୍ରିୟ କାର୍ୟ୍ୟକ୍ରମ ‘ପରୀକ୍ଷା ପେ ଚର୍ଚ୍ଚା’ ର ୯ମ ସଂସ୍କରଣ ୬ରେ
    ଦେଶ-ଦେଶାନ୍ତର

    ମୋଦିଙ୍କ ଲୋକପ୍ରିୟ କାର୍ୟ୍ୟକ୍ରମ ‘ପରୀକ୍ଷା ପେ ଚର୍ଚ୍ଚା’ ର ୯ମ ସଂସ୍କରଣ ୬ରେ

    15678
    Feb 04, 2026
  • ସିନ୍ଧୁ ଜଳ ଚୁକ୍ତିନାମା ବିବାଦ : ପିସିଏର ହସ୍ତକ୍ଷେପକୁ ଭାରତର ପ୍ରତ୍ୟାଖ୍ୟାନ
    ଦେଶ-ଦେଶାନ୍ତର

    ସିନ୍ଧୁ ଜଳ ଚୁକ୍ତିନାମା ବିବାଦ : ପିସିଏର ହସ୍ତକ୍ଷେପକୁ ଭାରତର ପ୍ରତ୍ୟାଖ୍ୟାନ

    14565
    Feb 03, 2026
  • ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ଆକ୍ରମଣ, ୧୬୨ ମୃତ
    ଦେଶ-ଦେଶାନ୍ତର

    ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ଆକ୍ରମଣ, ୧୬୨ ମୃତ

    13803
    Feb 05, 2026
  • ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା: ଜାଣନ୍ତୁ କାହିଁକି ?
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା: ଜାଣନ୍ତୁ କାହିଁକି ?

    14658
    Feb 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜୈଶ୍ ଆତଙ୍କବାଦୀ ନିହତ

    15089
    Feb 04, 2026
  • ଦେଶ-ଦେଶାନ୍ତର

    ସିନ୍ଧୁ ଜଳ ଚୁକ୍ତିନାମା ବିବାଦ : ପିସିଏର ହସ୍ତକ୍ଷେପକୁ ଭାରତର ପ୍ରତ୍ୟାଖ୍ୟାନ

    14565
    Feb 03, 2026
  • ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା: ଜାଣନ୍ତୁ କାହିଁକି ?

    14658
    Feb 05, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17325
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17396
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17742
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16218
    Apr 03, 2021

ବିଶେଷ

  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    15606
    Feb 04, 2026
  • ସକାଳେ ଖାଲି ପେଟରେ ଉଷୁମ ପାଣି ସହିତ ଆପଣଙ୍କ ଦିନ କରନ୍ତୁ ଆରମ୍ଭ

    14169
    Feb 02, 2026
  • କ୍ଷୀରକୁ କଦାପି ଖୋଲା ରଖନ୍ତୁ ନାହିଁ, ପରିବାରରେ ସୃଷ୍ଟି ହୁଏ କଳହ

    14383
    Jan 31, 2026
  • ଏମିତି କଲେ ହେବ ନାହିଁ ଗ୍ୟାସ୍

    14531
    Jan 29, 2026
  • ଅଧିକ ପିଆଜ ଖାଆନ୍ତୁ ନାହିଁ ଏହି ରୋଗୀ

    16113
    Jan 28, 2026

ବାଣିଜ୍ୟ

ଭୁଶୁଡିଲା ସେୟାର ମାର୍କେଟ

ଘରୋଇ ସେୟାର ବଜାରରେ ଏକ ଭୟଙ୍କର ସୁନାମି ଦେଖିବାକୁ ମିଳିଛି। ରବିବାର ଦିନ, BSE ସେନସେକ୍ସରେ ୧୫୪୬.୮୪ ପଏଣ୍ଟ (୧.୮୮%) ହ୍ରାସ ଘଟି ୮୦୭୨୨.୯୪ ପଏଣ୍ଟରେ ବନ୍ଦ ହୋଇଛି । ସେହିଭଳି NSE ନିଫ୍ଟି ୫୦ ଇଣ୍ଡେକ୍ସରେ ୪୯୫.୨୦ (୧.୯୬%) ହ୍ରାସ ଘଟି ୨୪୮୨୫.୪୫ ପଏଣ୍ଟରେ ବନ୍ଦ ହୋଇଥିଲା । ତେବେ ବଜେଟ୍ ଦିନ ସବୁଜ ରଙ୍ଗରେ ଖୋଲିଥ ...

  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16053
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15330
    Jan 22, 2026
  • ୧.୪୦ ଲକ୍ଷ ଟପିଲା ସୁନା

    15742
    Jan 12, 2026
  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15496
    Jan 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅନ୍‌ଲାଇନ୍ ଗେମ୍ ନିଶା, ୯ ମହଲାରୁ ଡେଇଁଲେ ୩ ଭଉଣୀ

    14845
    Feb 04, 2026
  • ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ଆକ୍ରମଣ, ୧୬୨ ମୃତ

    13803
    Feb 05, 2026
  • ମୋଦିଙ୍କ ଲୋକପ୍ରିୟ କାର୍ୟ୍ୟକ୍ରମ ‘ପରୀକ୍ଷା ପେ ଚର୍ଚ୍ଚା’ ର ୯ମ ସଂସ୍କରଣ ୬ରେ

    15678
    Feb 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In