ଭିତର ରତ୍ନଭଣ୍ଡାରରୁ ମିଳିଲା ପୁରାତନ କାଳର ଯୁଦ୍ଧ ସାମଗ୍ରୀ
ପୁରୀ: ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରୁ ମିଳିଛି ପୁରାତନ କାଳର ବା ରାଜ ରାଜୁଡ଼ା ସମୟର ଯୁଦ୍ଧ ସାମଗ୍ରୀ। ତେବେ ଏହି ସାମଗ୍ରୀ ଗୁଡ଼ିକ କେଉଁ ଧାତୁରେ ତିଆରି ହୋଇଛି ତାହା ଜଣାପଡ଼ି ନାହିଁ। ସେଗୁଡ଼ିକ କଳା ପଡ଼ିଯାଇଥିବାରୁ ତାହା କେଉଁ ଧାତୁରେ ନିର୍ମିତ ହୋଇଛି ତାହା ସ୍ପଷ୍ଟ ହୋଇନାହିଁ ବୋଲି କହିଛନ୍ତି ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ଵନାଥ ରଥ।
ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରୁ ମିଳିଛି ପୁରାତନ କାଳର ବା ରାଜ ରାଜୁଡ଼ା ସମୟର ଯୁଦ୍ଧ ସାମଗ୍ରୀ। ତେବେ ଏହି ସାମଗ୍ରୀ ଗୁଡ଼ିକ କେଉଁ ଧାତୁରେ ତିଆରି ହୋଇଛି ତାହା ଜଣାପଡ଼ି ନାହିଁ। ସେଗୁଡ଼ିକ କଳା ପଡ଼ିଯାଇଥିବାରୁ ତାହା କେଉଁ ଧାତୁରେ ନିର୍ମିତ ହୋଇଛି ତାହା ସ୍ପଷ୍ଟ ହୋଇନାହିଁ ବୋଲି କହିଛନ୍ତି ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ଵନାଥ ରଥ।
Powered by Froala Editor