Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, July 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗ୍ଲୋବାଲ୍ ପାସପୋର୍ଟ ଇଣ୍ଡେକ୍ସ-୨୦୨୬: ...

  • ବାଙ୍କିପୁର ବିଧାନସଭା ଉପନିର୍ବାଚନ: ...

  • ପତ୍ନୀଙ୍କୁ ତିନ୍ ତଲାକ୍ ଦେବା ପରେ ବଡ଼ ଭାଇ ...

  • ନାଟୋ ସମ୍ମିଳନୀ ପୂର୍ବରୁ ବିବାଦୀୟ ମିମ୍ ...

  • ଘନ ଅନ୍ଧକାର : ବିନା ହେଡଲାଇଟରେ ଚାଲିଲା ବସ

  • ଗର୍ଭରେ ସନ୍ତାନ ରଖିବେ କି ନାହିଁ, ସ୍ତ୍ରୀ ...

  • ଶିଶୁ ଯୌନ ଶୋଷଣ ସହିତ ଜଡିତ ବିଜ୍ଞାପନ ...

  • ବିବାହକୁ ନେଇ ଖୁସି ନଥିଲେ, ପ୍ରେମିକ ସହ ...

  • ଟ୍ୱିନ୍ ସିଟିରେ ପ୍ରବଳ ବର୍ଷା: ଦିଲ୍ଲୀରେ ...

  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ...

ରାଜ୍ୟ
Home ›› ରାଜ୍ୟ ››ଭିମ୍‌ସାରରେ ଅଘଟଣ, ସିଟିସ୍କାନ୍ କକ୍ଷରେ ଖସିଲା ସିଲିଂ

ଭିମ୍‌ସାରରେ ଅଘଟଣ, ସିଟିସ୍କାନ୍ କକ୍ଷରେ ଖସିଲା ସିଲିଂ

2024-07-21 20:07:58
14884
Share:
Facebook
Twitter
E-Mail
WhatsApp
Telegram
ଭିମ୍‌ସାରରେ ଅଘଟଣ, ସିଟିସ୍କାନ୍ କକ୍ଷରେ ଖସିଲା ସିଲିଂ

ସମ୍ବଲପୁର ବୁର୍ଲା ଭିମସାରରେ ବଡ଼ ଅଘଟଣ ଘଟିଛି । ସିଟିସ୍କାନ୍ କକ୍ଷରେ ଜଣେ ରୋଗୀଙ୍କ ସ୍କାନିଂ ଚାଲିଥିବାବେଳେ ହଠାତ୍ ସିଲିଂ ଖସି ପଡ଼ିଛି । ତୁରନ୍ତ ମେସିନ୍ ବନ୍ଦ କରିଦିଆଯିବା ଫଳରେ ବଡ଼ ଦୁର୍ଘଟଣା ଟଳି ଯାଇଛି ।

ଭିମସାର ଆଉଟ୍ ଡୋର ବିଲ୍ଡିଂ କୋଠାର ତଳ ମହଲାରେ ରହିଛି ସିଟିସ୍କାନ କକ୍ଷ । କୋଠା ଛାତର ଭିତର ପାଶ୍ୱର୍ରେ ସିଲିଂ କାମ ହୋଇଛି । କିନ୍ତୁ ଉପର ମହଲାରୁ ପାଣି ଗଳି ଛାତ ଦେଇ ସିଲିଂରେ ଜମା ହେଉଥିବାରୁ ସିଲିଂ ନଷ୍ଟ ହୋଇଯାଇଥିଲା । ରବିବାର ସିଟି ସ୍କାନ ପାଇଁ ଜଣେ ଯୁବକଙ୍କୁ ମେଡିସିନ ବିଭାଗରୁ ସେଠାକୁ ନିଆଯାଇଥିଲା । ସନ୍ଧ୍ୟା ପ୍ରାୟ ୬ଟାରେ ଯୁବକଙ୍କୁ ସିଟିସ୍କାନ କରିବା ପାଇଁ ମେସିନରେ ଥିବା ଶଯ୍ୟାରେ ଶୁଆଇ ଦିଆଯାଇଥିଲା । ଏହି ସମୟରେ ହଠାତ୍ ସିଲିଂ ଖସି ପଡ଼ିଥିଲା ।

ଭଙ୍ଗା ସିଲିଂରୁ କିଛି ମେସିନ ଉପରେ ପଡ଼ିଥିବା ବେଳେ ଆଉ କିଛି କୋଠରିର ବିଭିନ୍ନ ସ୍ଥାନରେ ବିଛାଡ଼ି ପଡ଼ିଥିଲା । ପାଣି ମଧ୍ୟ ମେସିନ୍ ସମେତ ଚାରିଆଡ଼େ ପଡ଼ିଥିଲା । କର୍ମଚାରୀମାନେ ତୁରନ୍ତ ମେସିନ୍‌କୁ ବନ୍ଦ କରି ଦେଇଥିଲେ । ଫଳରେ ଏକ ବଡ଼ ଅଘଟଣ ଟଳିବା ସହ ମେସିନ ଭିତରେ ଥିବା ରୋଗୀ ଜଣକ ଅଳ୍ପକେ ରକ୍ଷା ପାଇଯାଇଥିଲେ ।

Powered by Froala Editor

Tags vimsar

Related articles Odisha News Lens 4.1

  • ଗ୍ଲୋବାଲ୍ ପାସପୋର୍ଟ ଇଣ୍ଡେକ୍ସ-୨୦୨୬: ଭାରତ କେତେ ସ୍ଥାନରେ ଅଛି ଜାଣନ୍ତୁ
    ଦେଶ-ଦେଶାନ୍ତର

    ଗ୍ଲୋବାଲ୍ ପାସପୋର୍ଟ ଇଣ୍ଡେକ୍ସ-୨୦୨୬: ଭାରତ କେତେ ସ୍ଥାନରେ ଅଛି ଜାଣନ୍ତୁ

    14002
    Jul 06, 2026
  • ଶିଶୁ ଯୌନ ଶୋଷଣ ସହିତ ଜଡିତ ବିଜ୍ଞାପନ ହଟାଇବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଶିଶୁ ଯୌନ ଶୋଷଣ ସହିତ ଜଡିତ ବିଜ୍ଞାପନ ହଟାଇବାକୁ ନିର୍ଦ୍ଦେଶ

    13813
    Jul 06, 2026
  • ନାଟୋ ସମ୍ମିଳନୀ ପୂର୍ବରୁ ବିବାଦୀୟ ମିମ୍ ସେୟାର
    ଦେଶ-ଦେଶାନ୍ତର

    ନାଟୋ ସମ୍ମିଳନୀ ପୂର୍ବରୁ ବିବାଦୀୟ ମିମ୍ ସେୟାର

    14642
    Jul 06, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା
    ବିଶେଷ

    ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15161
    Jul 06, 2026
  • ପତ୍ନୀଙ୍କୁ ତିନ୍ ତଲାକ୍ ଦେବା ପରେ ବଡ଼ ଭାଇ କଲା ଦୁଷ୍କର୍ମ
    ଦେଶ-ଦେଶାନ୍ତର

    ପତ୍ନୀଙ୍କୁ ତିନ୍ ତଲାକ୍ ଦେବା ପରେ ବଡ଼ ଭାଇ କଲା ଦୁଷ୍କର୍ମ

    13766
    Jul 06, 2026
  • ଟ୍ୱିନ୍ ସିଟିରେ ପ୍ରବଳ ବର୍ଷା: ଦିଲ୍ଲୀରେ ବିମାନ ସେବା ବ୍ୟାହତ, ମୁମ୍ବାଇରେ ୬ ଜଣଙ୍କ ...
    ଦେଶ-ଦେଶାନ୍ତର

    ଟ୍ୱିନ୍ ସିଟିରେ ପ୍ରବଳ ବର୍ଷା: ଦିଲ୍ଲୀରେ ବିମାନ ସେବା ବ୍ୟାହତ, ମୁମ୍ବାଇରେ ୬ ଜଣଙ୍କ ...

    13948
    Jul 06, 2026
  • ବିବାହକୁ ନେଇ ଖୁସି ନଥିଲେ, ପ୍ରେମିକ ସହ ମିଶି ସ୍ୱାମୀଙ୍କୁ ହତ୍ୟା
    ଅପରାଧ

    ବିବାହକୁ ନେଇ ଖୁସି ନଥିଲେ, ପ୍ରେମିକ ସହ ମିଶି ସ୍ୱାମୀଙ୍କୁ ହତ୍ୟା

    15379
    Jul 06, 2026
  • ଘନ ଅନ୍ଧକାର : ବିନା ହେଡଲାଇଟରେ ଚାଲିଲା ବସ
    ଦେଶ-ଦେଶାନ୍ତର

    ଘନ ଅନ୍ଧକାର : ବିନା ହେଡଲାଇଟରେ ଚାଲିଲା ବସ

    15363
    Jul 06, 2026
  • ବାଙ୍କିପୁର ବିଧାନସଭା ଉପନିର୍ବାଚନ: ପ୍ରଶାନ୍ତ କିଶୋରଙ୍କୁ ପ୍ରାର୍ଥୀ ଘୋଷଣା
    ଦେଶ-ଦେଶାନ୍ତର

    ବାଙ୍କିପୁର ବିଧାନସଭା ଉପନିର୍ବାଚନ: ପ୍ରଶାନ୍ତ କିଶୋରଙ୍କୁ ପ୍ରାର୍ଥୀ ଘୋଷଣା

    13699
    Jul 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବାଙ୍କିପୁର ବିଧାନସଭା ଉପନିର୍ବାଚନ: ପ୍ରଶାନ୍ତ କିଶୋରଙ୍କୁ ପ୍ରାର୍ଥୀ ଘୋଷଣା

    13699
    Jul 06, 2026
  • ଦେଶ-ଦେଶାନ୍ତର

    ଶିଶୁ ଯୌନ ଶୋଷଣ ସହିତ ଜଡିତ ବିଜ୍ଞାପନ ହଟାଇବାକୁ ନିର୍ଦ୍ଦେଶ

    13813
    Jul 06, 2026
  • ବିଶେଷ

    ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15161
    Jul 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16965
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17576
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17628
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18028
    Sep 06, 2023

ବିଶେଷ

  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15161
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15174
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15166
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14592
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14356
    Jun 28, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15830
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15699
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13802
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14914
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15161
    Jul 06, 2026
  • ଗ୍ଲୋବାଲ୍ ପାସପୋର୍ଟ ଇଣ୍ଡେକ୍ସ-୨୦୨୬: ଭାରତ କେତେ ସ୍ଥାନରେ ଅଛି ଜାଣନ୍ତୁ

    14002
    Jul 06, 2026
  • ଶିଶୁ ଯୌନ ଶୋଷଣ ସହିତ ଜଡିତ ବିଜ୍ଞାପନ ହଟାଇବାକୁ ନିର୍ଦ୍ଦେଶ

    13813
    Jul 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In