Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ...

  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ...

  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ...

  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ ...

  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ...

  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ...

  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ...

  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ...

  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ...

  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ ...

ବାଣିଜ୍ୟ
Home ›› ବାଣିଜ୍ୟ ››ଜିନ୍ଦଲ ଷ୍ଟେନଲେସ୍ ପକ୍ଷରୁ କୋଭିଡ୍ ରିଲିଫ୍ ପାଇଁ ୭୫ ଭେଂଟିଲେଟର ଯୋଗାଣ

ଜିନ୍ଦଲ ଷ୍ଟେନଲେସ୍ ପକ୍ଷରୁ କୋଭିଡ୍ ରିଲିଫ୍ ପାଇଁ ୭୫ ଭେଂଟିଲେଟର ଯୋଗାଣ

2021-06-24 10:46:18
27440
Share:
Facebook
Twitter
E-Mail
WhatsApp
Telegram
ଜିନ୍ଦଲ ଷ୍ଟେନଲେସ୍ ପକ୍ଷରୁ କୋଭିଡ୍ ରିଲିଫ୍ ପାଇଁ ୭୫ ଭେଂଟିଲେଟର ଯୋଗାଣ

ଭୁବନେଶ୍ୱର : ଭାରତର ଅଗ୍ରଣୀ ଷ୍ଟେନଲେସ୍ ଷ୍ଟିଲ୍ ନିର୍ମାତା ଜିନ୍ଦଲ ଷ୍ଟେନଲେସ୍ ତରଫରୁ ଓଡ଼ିଶା ସରକାରଙ୍କୁ ୭୫ଟି ଭେଂଟିଲେଟର ଯୋଗାଇ ଦିଆଯାଇଛି । କୋଭିଡ୍‌-୧୯ର ମୁକାବିଲା ଓ ପ୍ରଭାବକୁ ହ୍ରାସ କରିବା ଲାଗି କଂପାନି ଗ୍ରହଣ କରିଥିବା ବହୁ ପ୍ରକାର ପଦକ୍ଷେପକୁ ଏହା ଜରିଆରେ ଜାରି ରଖାଯାଇଛି । ଏକ ସମ୍ଭାବ୍ୟ ତୃତୀୟ ଲହରର ମୁକାବିଲା ଲାଗି ରାଜ୍ୟ ପ୍ରସ୍ତୁତ ହେଉଥିବା ବେଳେ କଂପାନିର ଅଧିକାରୀମାନେ ଅନ୍ୟାନ୍ୟ ଆକ୍‌ସେସୋରିଜ୍ ସହିତ ୭୫ଟି ଭେଂଟିଲେଟରକୁ ମେଡିକାଲ୍ ବ୍ୟବହାର ପାଇଁ ରାଜ୍ୟ ମାଲିକାନାରେ ଥିବା ଗୋଦାମକୁ ପଠାଇଛନ୍ତି ।


ଏ ସମ୍ପର୍କରେ ଜିନ୍ଦଲ ଷ୍ଟେନଲେସ୍‌ର ପରିଚାଳନା ନିର୍ଦେଶକ ଅଭ୍ୟୁଦୟ ଜିନ୍ଦଲ କହିଛନ୍ତି ଯେ, “ଭାରତର ସରକାରଙ୍କ ସମ୍ପ୍ରସାରିତ ହାତ ଭାବେ ଆମେ ପ୍ରଥମ ଦିନରୁ କରୋନା ମୁକାବିଲା କରୁଛୁ । ଆମେ ଗ୍ରହଣ କରୁଥିବା ପ୍ରତିଟି ପଦକ୍ଷେପରେ ଆମେ ସବୁ ସମ୍ଭବ ଉପାୟରେ ସ୍ୱାସ୍ଥ୍ୟ ସେବା ଭିତିଭୂମିକୁ ସୁଦୃଢ଼ କରିବାକୁ ପ୍ରୟାସ କରୁଛୁ । ଆମର ଉଭୟ ୟୁନିଟ୍‌ରୁ ନିରବଚ୍ଛିନ୍ନ ଭାବେ ବହୁ ରାଜ୍ୟକୁ ଏଲ୍‌ଏମ୍‌ଓ ଯୋଗାଇବା, ହିସାରରେ ଏକ ଜରୁରୀକାଳୀନ କୋଭିଡ୍ ହସ୍ପିଟାଲ୍ ସ୍ଥାପନ କରିବା ଓ ଆମ କର୍ମଚାରୀ ଓ ସେମାନଙ୍କ ପରିବାର ସଦସ୍ୟଙ୍କ ସଫଳତାର ସହ ଟିକାରଣ ଆଦି ସହିତ ଆମେ ଦ୍ୱିତୀୟ ଲହର ସହ ଲଢ଼େଇ କରିଛୁ । ଯଦି ତୃତୀୟ ଲହର ଆମକୁ ଆକ୍ରମଣ କରିବ ତେବେ ସେଥିପାଇଁ ଆମେ ଉତମ ପ୍ରଯୁକ୍ତିକୁ ଏବେ ନିଶ୍ଚିତ କରୁଛୁ ।’’


ବର୍ତମାନ ସୁଦ୍ଧା, ଜିନ୍ଦଲ ଷ୍ଟେନଲେସ୍ ପକ୍ଷରୁ ବିଭିନ୍ନ ହସ୍ପିଟାଲ୍ ଓ ଅକ୍ସିଜେନ୍ ଫିଲିଂ ଷ୍ଟେସନକୁ ପ୍ରାୟ ୫୪୦୦ ନିୟୁତ ଟନ୍ ଲିକ୍ୱିଡ୍ ମେଡିକାଲ୍ ଅକ୍ସିଜେନ୍ (ଏଲ୍‌ଏମ୍‌ଓ) ଯୋଗାଇ ଦିଆଯାଇଛି । ହିସାର ଓ ଯାଜପୁରରେ ଥିବା ୟୁନିଟ୍‌ ଜରିଆରେ କଂପାନି ପକ୍ଷରୁ ହରିୟାଣା, ଦିଲ୍ଲୀ ଏନସିଆର ଓ ଓଡ଼ିଶାର ୫୦ରୁ ଅଧିକ ମେଡିକାଲ୍ ବ୍ୟବସ୍ଥାକୁ ଦୈନିକ ୫୦ଟନ୍ ରୁ ଅଧିକ ଅକ୍ସିଜେନ୍ ଯୋଗାଣ କରାଯାଉଛି । ପୁନଶ୍ଚ, ହିସାରରେ ଥିବା ଓପି ଜିନ୍ଦଲ ମଡର୍ଣ୍ଣ ସ୍କୁଲ ପରିସରରେ ସ୍ଥାପନ କରାଯାଇଥିବା ୫୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ୍ ପାଇଁ କଂପାନି ଏଲ୍‌ଏମ୍‌ଓ ଯୋଗାଣ କରିଛି ।


କର୍ମଚାରୀ ଓ ସେମାନଙ୍କ ପରିବାର ସଦସ୍ୟଙ୍କୁ ଟିକା ଦେବା ଲାଗି କଂପାନି ତରଫରୁ ବିଭିନ୍ନ କାର୍ଯ୍ୟାଳୟ ସ୍ଥଳରେ ଟିକାକରଣ ଶିବିର ଆୟୋଜନ କରାଯାଇଛି । ଏହା ବ୍ୟତୀତ, ଜିନ୍ଦଲ ଷ୍ଟେନଲେସ୍ ତରଫରୁ ଏକ ନୀତି ଘୋଷଣା କରାଯାଇଛି ଯେଉଁଥିରେ ସଂପ୍ରତି ମହାମାରୀରେ ଯେଉଁମାନେ ପ୍ରାଣ ହରାଇଛନ୍ତି ସେହି ସମସ୍ତ କର୍ମଚାରୀଙ୍କ ପରିବାର ସଦସ୍ୟଙ୍କୁ ସବୁ ପ୍ରକାର ସହାୟତା ପ୍ରଦାନ କରାଯିବ । 

Powered by Froala Editor

Tags jindal

Related articles Odisha News Lens 4.1

  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା
    ଦେଶ-ଦେଶାନ୍ତର

    କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା

    14442
    Jul 08, 2026
  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...
    ଦେଶ-ଦେଶାନ୍ତର

    ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...

    14115
    Jul 08, 2026
  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ
    ଦେଶ-ଦେଶାନ୍ତର

    ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13645
    Jul 07, 2026
  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା

    13483
    Jul 08, 2026
  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ
    ଦେଶ-ଦେଶାନ୍ତର

    ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ

    13810
    Jul 07, 2026
  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...

    15119
    Jul 07, 2026
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା
    ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15239
    Jul 08, 2026
  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ

    14575
    Jul 07, 2026
  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    14461
    Jul 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା

    13483
    Jul 08, 2026
  • ଦେଶ-ଦେଶାନ୍ତର

    ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15549
    Jul 08, 2026
  • ଦେଶ-ଦେଶାନ୍ତର

    ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ

    13810
    Jul 07, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16971
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17582
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17636
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18035
    Sep 06, 2023

ବିଶେଷ

  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15224
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15566
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15372
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15237
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14661
    Jun 30, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15838
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15708
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13814
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14926
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    14461
    Jul 08, 2026
  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ଆଦିପୂର୍ଣ୍ଣ’ ପଦକ

    15119
    Jul 07, 2026
  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା

    14442
    Jul 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In