Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, September 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ...

  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ...

  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ...

  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

  • ଭାରତରେ ହେବାକୁ ଥିବା ବ୍ରିକ୍ସ ...

  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ...

  • ବିବାହ ପରେ ଏହି ଦୁଇ ରାଶିର ଲୋକ ...

  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ...

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ...

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ...

ରାଜ୍ୟ
Home ›› ରାଜ୍ୟ ››ଏଣିକି ନିୟମିତ ଯାଞ୍ଚ୍ ହେବ ସ୍କୁଲ୍ ବସ୍‌ର ଅଗ୍ନି ନିରାପତ୍ତା ବ୍ୟବସ୍ଥା

ଏଣିକି ନିୟମିତ ଯାଞ୍ଚ୍ ହେବ ସ୍କୁଲ୍ ବସ୍‌ର ଅଗ୍ନି ନିରାପତ୍ତା ବ୍ୟବସ୍ଥା

2024-07-21 20:11:34
15713
Share:
Facebook
Twitter
E-Mail
WhatsApp
Telegram
ଏଣିକି ନିୟମିତ ଯାଞ୍ଚ୍ ହେବ ସ୍କୁଲ୍ ବସ୍‌ର ଅଗ୍ନି ନିରାପତ୍ତା ବ୍ୟବସ୍ଥା

ବିଭିନ୍ନ ସମୟରେ ଦେଖିବାକୁ ମିଳୁଛି ଯେ, ସ୍କୁଲ୍ ବସ ଦୁର୍ଘଟଣା ହେଉଛି । ତେବେ ପିଲାଙ୍କ ଜୀବନକୁ ନେଇ ଆଉ ଖାମଖିଆଲି ନୀତି ଚଳିବନି । ଏଣିକି ସ୍କୁଲ୍ ବସ୍‌ରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ଅଛି କି ନାହିଁ ନିୟମିତ ଯାଞ୍ଚ୍ ହେବ । ଏନେଇ ବଡ଼ ନିଷ୍ପତ୍ତି ନେଇଛି ରାଜ୍ୟ ପରିବହନ ପ୍ରାଧିକରଣ (ଏସ୍‌ଟିଏ) । ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏସ୍‌ଟିଏ ତରଫରୁ ଏଭଳି ପଦକ୍ଷେପ ନିଆଯାଇଛି । ସମସ୍ତ ଆର୍‌ଟିଓଙ୍କୁ ଚିଠି ଲେଖି ଏ ସଂକ୍ରାନ୍ତରେ ସୂଚନା ଦେଇଛନ୍ତି ରାଜ୍ୟ ପରିବହନ କମିସନର ।

କେନ୍ଦ୍ରୀୟ ମୋଟର ଯାନ ନିୟମ (ସିଏମ୍‌ଭିଆର୍‌) ୧୯୮୯ର ଧାରା ୧୨୫(ସି) ଅନୁସାରେ ସମସ୍ତ ସ୍କୁଲ୍ ବସ୍‌ରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ରହିବା ଜରୁରି । ସ୍କୁଲ୍ ବସ୍‌ରେ ଏଫ୍‌ଡିଏଏସ୍ (ଫାୟାର୍ ଡିଟେକ୍‌ସନ୍ ଆଲାର୍ମ୍ ସିଷ୍ଟମ୍‌), ଏଫ୍‌ଡିଏସ୍‌ଏସ୍ (ଫାୟାର୍ ଡିଟେକ୍‌ସନ୍ ସପ୍ରେସନ୍ ସିଷ୍ଟମ୍‌), ଏଫ୍‌ଏପିଏସ୍ (ଫାୟାର୍ ଆଲାର୍ମ୍ ପ୍ରୋଟେକସନ୍ ସିଷ୍ଟମ୍‌) ବ୍ୟବସ୍ଥା ଲାଗୁ କରିବାକୁ ବାଧ୍ୟତାମୂଳକ ନିୟମ ରହିଛି । ତେଣୁ ବସ୍‌ରେ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଏହା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଛାତ୍ରଛାତ୍ରୀଙ୍କୁ ପରିବହନ କରୁଥିବା ବସ୍ ମାଲିକମାନେ ନିୟମର ଅନୁପାଳନ ନିମନ୍ତେ ବାଧ୍ୟତାମୂଳକ ରହିଛି ।

ତେଣୁ ସମସ୍ତ ଜୋନ୍ ପରିବହନ ଉପଆୟୁକ୍ତ ଓ ଆଞ୍ଚଳିକ ପରିବହନ ଅଧିକାରୀମାନେ ନିୟମିତ ଏହା ଯାଞ୍ଚ୍ କରିବେ । କୌଣସି ସ୍କୁଲ୍ ବସ୍ ଏହାର ଉଲ୍ଲଂଘନ କଲେ ଆଇନ୍ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବାକୁ ପରିବହନ କମିସନର ନିର୍ଦ୍ଦେଶ ଦେଇଛନ୍ତି ।

Powered by Froala Editor

Tags bus

Related articles Odisha News Lens 4.1

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି
    ବିଶେଷ

    ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13920
    Sep 11, 2026
  • ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ...
    ଦେଶ-ଦେଶାନ୍ତର

    ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ...

    14096
    Sep 11, 2026
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15854
    Sep 10, 2026
  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍
    ଦେଶ-ଦେଶାନ୍ତର

    ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍

    13566
    Sep 12, 2026
  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ
    ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    13846
    Sep 11, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର
    ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14576
    Sep 10, 2026
  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...

    14767
    Sep 12, 2026
  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ
    ଦେଶ-ଦେଶାନ୍ତର

    ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    13877
    Sep 12, 2026
  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ
    ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13725
    Sep 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13725
    Sep 10, 2026
  • ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର କୋରାପୁଟ କଫି

    14767
    Sep 12, 2026
  • ଦେଶ-ଦେଶାନ୍ତର

    ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    13877
    Sep 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17090
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17762
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17756
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18162
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13920
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16007
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14594
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13903
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14710
    Aug 31, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14025
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14693
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15033
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14993
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15551
    Sep 11, 2026
  • ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହିଁକି?

    14096
    Sep 11, 2026
  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    13846
    Sep 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In