Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, November 19, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହନୁମାନଙ୍କ ବିରୋଧରେ କହି ବିବାଦରେ ...

  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ...

  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ...

  • ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ...

  • ଗଣହତ୍ୟା ମାମଲାରେ ପୂର୍ବତନ ...

  • ସ୍ମୃତିଙ୍କୁ ବିବାହ କରିବେ ପଲାଶ, ୨୩ରେ ...

  • ତୁର୍କୀର ଝିଅଙ୍କୁ ବିବାହ କଲେ ମିଲିମିଟର

  • ଗଣହତ୍ୟା ମାମଲାରେ ହସିନାଙ୍କୁ ମୃତ୍ୟୁ ...

  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

ଅପରାଧ
Home ›› ଅପରାଧ ››ଜ୍ୱାଇଁର ଟାଙ୍ଗିଆ ମାଡ଼ରେ ଜୀବନମରଣ ସହ ଲଢ଼ୁଛନ୍ତି ଅନଳା

ଜ୍ୱାଇଁର ଟାଙ୍ଗିଆ ମାଡ଼ରେ ଜୀବନମରଣ ସହ ଲଢ଼ୁଛନ୍ତି ଅନଳା

2024-07-21 20:14:29
18183
Share:
Facebook
Twitter
E-Mail
WhatsApp
Telegram
ଜ୍ୱାଇଁର ଟାଙ୍ଗିଆ ମାଡ଼ରେ ଜୀବନମରଣ ସହ ଲଢ଼ୁଛନ୍ତି ଅନଳା

ଗଜପତି ଜିଲ୍ଲା ମୋହନା ଥାନା କଳାମେରୀ ଗାଁରେ ଅଭାବନୀୟ ଘଟଣା ଘଟିଛି । ଜ୍ୱାଇଁର ଟାଙ୍ଗିଆ ଚୋଟରେ ଶାଶୂ ଗୁରୁତର ହୋଇ ଜୀବନମରଣ ସହ ସଂଘର୍ଷ କରୁଛି । ଗୁରୁତର ହେଲେ ଅନଳା ବଣସିଂ । ଗୁରୁତର ଅନଳାଙ୍କୁ ପ୍ରଥମେ ମୋହନା ଡାକ୍ତରଖାନା ଓ ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୋହନା ଥାନା ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ପୁଲିସ ସୂଚନା ଅନୁଯାୟୀ, କଳାମେରୀ ଗାଁର ଅନଳାଙ୍କ ଝିଅ ସ୍ୱପ୍ନାଙ୍କୁ ସେହି ଗାଁର ମନମୋହନ ବିଷୋୟୀ ପ୍ରେମ କରୁଥିଲେ । ଧୀରେ ଧୀରେ ପ୍ରେମ ସମ୍ପର୍କ ବିବାହ ବନ୍ଧନରେ ବାନ୍ଧି ହୋଇଥିଲା । ୫ ବର୍ଷ ତଳେ ସ୍ୱପ୍ନାଙ୍କ ହାତ ଧରିଥିଲେ ମନମୋହନ । ସେମାନଙ୍କ ୪ ବର୍ଷର ଗୋଟିଏ ଝିଅ ଅଛି ।

କିନ୍ତୁ ପ୍ରେମ ବେଶୀ ଦିନ ତିଷ୍ଠିଲାନି । ସ୍ୱାମୀ-ସ୍ତ୍ରୀ ସବୁବେଳେ ଝଗଡ଼ା ହେଉଥିଲେ । ଝଗଡା ବଢିବାରୁ ଅନଳା ଝିଅ ସ୍ୱପ୍ନାଙ୍କୁ ଆଣି ପାଖରେ ରଖିଥିଲେ । ରବିବାର କୌଣସି କାରଣରୁ ମନମୋହନ ଶାଶୂ ଘରକୁ ଯାଇ ଝଗଡ଼ା କରିଥିଲା । ଅନଳା ତାଙ୍କୁ ବୁଝାଇବାକୁ ଚେଷ୍ଟା କଲାବେଳେ ମନମୋହନ ଏକ ଟାଙ୍ଗିଆରେ ଶାଶୂଙ୍କୁ ଆକ୍ରମଣ କରିଥିଲା । ଆକ୍ରମଣରେ ଅନଳାଙ୍କ ମୁଣ୍ଡ, ଶରୀରର ଟାଙ୍ଗିଆ ଚୋଟ ବାଜିବାରୁ ତାଙ୍କ ଅବସ୍ଥା ଗୁରୁତର ରହିଛି । ତେବେ ମନମୋହନଙ୍କ ବିରୋଧରେ ଏଯାଏ ଥାନାରେ କୌଣସି ରିପୋର୍ଟ ହୋଇନାହିଁ । ପୁଲିସ ନିଜଆଡୁ ମାମଲା ରୁଜୁ କରି ତଦନ୍ତ କରୁଛି । ଅନଳାଙ୍କ ସ୍ୱାସ୍ଥ୍ୟବସ୍ଥାରେ ସୁଧାର ଆସିବା ପରେ ତାଙ୍କ ବୟାନ ରେକର୍ଡ କରାଯିବ ।

Powered by Froala Editor

Tags anala

Related articles Odisha News Lens 4.1

  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

    13821
    Nov 18, 2025
  • ସ୍ମୃତିଙ୍କୁ ବିବାହ କରିବେ ପଲାଶ, ୨୩ରେ ହାତଗଣ୍ଠି
    ଖେଳ ଖବର

    ସ୍ମୃତିଙ୍କୁ ବିବାହ କରିବେ ପଲାଶ, ୨୩ରେ ହାତଗଣ୍ଠି

    14014
    Nov 17, 2025
  •  ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ

    14339
    Nov 18, 2025
  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର
    ଦେଶ-ଦେଶାନ୍ତର

    ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର

    13596
    Nov 18, 2025
  • ଗଣହତ୍ୟା ମାମଲାରେ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ
    ଦେଶ-ଦେଶାନ୍ତର

    ଗଣହତ୍ୟା ମାମଲାରେ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    14266
    Nov 17, 2025
  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ
    ବିଶେଷ

    ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    14280
    Nov 17, 2025
  • ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ
    ଦେଶ-ଦେଶାନ୍ତର

    ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    15570
    Nov 18, 2025
  • ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ
    ମନୋରଞ୍ଜନ

    ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ

    14646
    Nov 18, 2025
  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ
    ଦେଶ-ଦେଶାନ୍ତର

    ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ

    14849
    Nov 18, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    14280
    Nov 17, 2025
  • ଦେଶ-ଦେଶାନ୍ତର

    ଗଣହତ୍ୟା ମାମଲାରେ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    14266
    Nov 17, 2025
  • ଖେଳ ଖବର

    ସ୍ମୃତିଙ୍କୁ ବିବାହ କରିବେ ପଲାଶ, ୨୩ରେ ହାତଗଣ୍ଠି

    14014
    Nov 17, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16856
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16952
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17297
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15769
    Apr 03, 2021

ବିଶେଷ

  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    14280
    Nov 17, 2025
  • ଏହି କାରଣରୁ ବିନ୍ଧିଥାଏ ଗୋଡ

    16100
    Nov 16, 2025
  • ଶୀତଦିନ ପାଇଁ ସୁପର୍ ଫୁଡ

    15153
    Nov 15, 2025
  • ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ

    14429
    Nov 13, 2025
  • ଶୋଇବା ପୂର୍ବରୁ କ୍ଷୀର ସହିତ ଚୋବାଇ ଖାଆନ୍ତୁ ଗୁଜୁରାତି

    15288
    Nov 13, 2025

ବାଣିଜ୍ୟ

ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

ଭୁବନେଶ୍ୱର: ଚଳିତବର୍ଷ ମିଳିତ ଜାତିସଂଘ ଓ ବ୍ରାଜିଲ ସରକାରଙ୍କ ମିଳିତ ଆନୁକୂଲ୍ୟରେ ବେଲେମ୍ସ ସହରରେ ଅନୁଷ୍ଠିତ ହେଉଥିବା କପ୍‌ ୩୦ ସମ୍ମିଳନୀରେ ଆୟୋଜିତ ଏକ ସ୍ୱତନ୍ତ୍ର ସଭାରେ ବ୍ରାଜିଲ ପ୍ରଥମ ମହିଳା ସମ୍ମାନନୀ ...

  • ଭାରତର ଉଦୀୟମାନ ଆର୍ଥିକ ଅଭିବୃଦ୍ଧି କାହାଣୀକୁ କବଜା କରିବା ପାଇଁ ବଜାଜ୍ ଫିନସର୍ଭ ଆସେଟ୍ ମ୍ୟାନେଜମେଣ୍ଟ ଲିମିଟେଡ୍ ଆରମ୍ଭ କରିଛି ଏହାର ବ୍ୟାଙ୍କିଂ ଏବଂ ଆର୍ଥିକ ସେବା ପାଣ୍ଠି

    14722
    Nov 10, 2025
  • ଆମୱେର ହୃଦୟରେ ଭାରତ ରହିଛି: ପ୍ରେସିଡେଣ୍ଟ ଓ ସିଇଓ ମାଇକେଲ ନେଲ୍‌ସନ

    14314
    Oct 30, 2025
  • ଷ୍ଟାର୍ଟଅପ୍ ମାନ୍ଦା, ବନ୍ଦ ହୋଇଗଲାଣି ଅଧାରୁ ଅଧିକ

    13959
    Oct 27, 2025
  • ବ୍ରିକ୍ସ ଆଇଏଲ୍‌ଏସ ୪ର୍ଥ ଷ୍ଟାର୍ଟଅପ୍‌ କନ୍‌କ୍ଲେଭରେ ନୁ୍ୟରୋକସ୍‌ମେଟିକ୍ସ ଦ୍ୱାରା ଅନୁପ୍ରେରିତ ହୋଇ ଜୀବଦା ପ୍ରଚଳନ କଲା ବିଶ୍ୱର ପ୍ରଥମ ଲକ୍‌ଜୁରୀ ଆୟୁର୍ବେଦ ବର୍ଗ

    15028
    Oct 13, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    14280
    Nov 17, 2025
  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ

    14849
    Nov 18, 2025
  • ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ

    14646
    Nov 18, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In