Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, January 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମାଞ୍ଜା ସୂତାରେ କଟିଗଲା ବେକ

  • ୧୦ ମିନିଟ୍‌ରେ ଡେଲିଭରି ହେବନାହିଁ, ହେଲେ ...

  • ଭାରତୀୟ ଦୂତାବାସ ଆଡଭାଇଜରୀ ଜାରି, ତୁରନ୍ତ ...

  • ବିଷ ଇଞ୍ଜେକ୍ସନ ଦେଇ ୫୦୦ କୁକୁରଙ୍କୁ ...

  • ବିବାଦରେ ‘ଟକ୍ସିକ’ ବୋଲ୍ଡ ସିନ୍

  • ଆଇସିସି ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ...

  • ପୋଙ୍ଗଲ ପାଳିବା ସହ ପୂଜାର୍ଚ୍ଚନା କଲେ ...

  • ଏହି ଆପ୍‌ରେ ଟିକେଟ୍ ବୁକିଂ କଲେ ମିଳିବ ୩ ...

  • ମକର ସଂକ୍ରାନ୍ତି: ୩ରାଶିଙ୍କ ଭାଗ୍ୟ ହେବ ...

  • ବୃଦ୍ଧ ପିତାମାତାଙ୍କୁ ଅଣଦେଖା କଲେ ...

ବିଶେଷ
Home ›› ବିଶେଷ ››ଶରୀର ପାଇଁ ଅମୃତତୁଲ୍ୟ ଏହି ଦୁଇଟି ଜିନିଷ

ଶରୀର ପାଇଁ ଅମୃତତୁଲ୍ୟ ଏହି ଦୁଇଟି ଜିନିଷ

2024-07-22 04:50:56
14761
Share:
Facebook
Twitter
E-Mail
WhatsApp
Telegram
ଶରୀର ପାଇଁ ଅମୃତତୁଲ୍ୟ ଏହି ଦୁଇଟି ଜିନିଷ

ହଳଦୀ ନିଜର ଆଣ୍ଟିସେପ୍ଟିକ୍‌ ଓ ଆଣ୍ଟିବାୟୋଟିକ୍‌ ଗୁଣ ପାଇଁ ପରିଚିତ। ସେହିପରି କ୍ଷୀରରେ ଥାଏ ପ୍ରଚୁର ପ୍ରୋଟିନ୍‌, ଭିଟାମିନ୍‌ ଓ କ୍ୟାଲ୍‌ସିୟମ୍‌, ଯାହା ଆମ ଶରୀର ପାଇଁ ଅମୃତତୁଲ୍ୟ। ଯେବେ ଏହି ଦୁଇଟି ଜିନିଷ ମିଶିଯାଏ, ଏହା ଶରୀର ପାଇଁ କେତେ ଉପକାରୀ ସାବ୍ୟସ୍ତ ହୋଇଥାଏ ଆସନ୍ତୁ ଜାଣିବା ସେ ସମ୍ପର୍କରେ…

*ଯଦି ଶରୀରର କୌଣସି ଅଂଶ ଖଣ୍ଡିଆ ହୋଇଯାଏ, ସାଙ୍ଗେସାଙ୍ଗେ ହଳଦୀ ମିଶା ଉଷୁମ କ୍ଷୀର ପିଇଲେ ଆରାମ ଲାଗିଥାଏ। ଏହା ଖଣ୍ଡିଆକୁ ଶୀଘ୍ର ଶୁଖିବାରେ ସାହାଯ୍ୟ କରିଥାଏ।

*ଦେହହାତ ଦରଜ ହେଉଥିଲେ କିମ୍ବା ରାତିରେ ନିଦ ହେଉ ନଥିଲେ ଶୋଇବାର ଅଧ ଘଣ୍ଟା ପୂର୍ବରୁ ହଳଦୀ ମିଶା ଉଷୁମ କ୍ଷୀର ପିଇଲେ ନିଦ ଭଲ ହୋଇଥାଏ ବୋଲି ବିଶ୍ୱାସ କରାଯାଏ।

*କୁହାଯାଏ, ନିୟମିତ କ୍ଷୀର ପିଇଲେ ତ୍ୱଚାରେ ପ୍ରାକୃତିକ ଚମକ୍‌ ଆସିଥାଏ। ଆଉ ଯଦି କ୍ଷୀରରେ ସାମାନ୍ୟ ହଳଦୀ ମିଶାଇ ନିୟମିତ ପିଆଯାଏ, ତା’ହେଲେ ତ୍ୱଚା ଜନିତ ସମସ୍ୟା ଯଥା: ଇନ୍‌ଫେକ୍ସନ୍‌, ତ୍ୱଚା କୁଣ୍ଡାଇହେବା, ବ୍ରଣ ଆଦି ସମସ୍ୟା ଧୀରେ ଧୀରେ ଠିକ୍‌ ହୋଇଯାଏ। ଯଦ୍ଦ୍ବାରା ତ୍ୱଚା ସଫା, ସୁସ୍ଥ ଆଉ ଚମକ୍‌ଦାର ଦେଖାଯାଇଥାଏ।

*କ୍ଷୀରରେ କ୍ୟାଲ୍‌ସିୟମ୍‌ ରହୁଥିବାରୁ ଏହା ଅସ୍ଥିକୁ ମଜଭୁତ୍‌ କରିଥାଏ। ହଳଦୀ ମିଶା କ୍ଷୀର ପିଇଲେ ଶରୀରରେ ରୋଗପ୍ରତିରୋଧକ ଶକ୍ତି ବି ବୃଦ୍ଧି ପାଇଥାଏ।

Powered by Froala Editor

Tags Haldi and milk

Related articles Odisha News Lens 4.1

  • ୧୦ ମିନିଟ୍‌ରେ ଡେଲିଭରି ହେବନାହିଁ, ହେଲେ ଏବେବି ରହିଛି ଚାପ
    ଦେଶ-ଦେଶାନ୍ତର

    ୧୦ ମିନିଟ୍‌ରେ ଡେଲିଭରି ହେବନାହିଁ, ହେଲେ ଏବେବି ରହିଛି ଚାପ

    14088
    Jan 14, 2026
  • ଭାରତୀୟ ଦୂତାବାସ ଆଡଭାଇଜରୀ ଜାରି, ତୁରନ୍ତ ଇରାନ ଛାଡି ଦିଅନ୍ତୁ
    ଦେଶ-ଦେଶାନ୍ତର

    ଭାରତୀୟ ଦୂତାବାସ ଆଡଭାଇଜରୀ ଜାରି, ତୁରନ୍ତ ଇରାନ ଛାଡି ଦିଅନ୍ତୁ

    15339
    Jan 14, 2026
  • ବୃଦ୍ଧ ପିତାମାତାଙ୍କୁ ଅଣଦେଖା କଲେ କଟିଯିବ ୧୦ପ୍ରତିଶତ ଦରମା
    ଦେଶ-ଦେଶାନ୍ତର

    ବୃଦ୍ଧ ପିତାମାତାଙ୍କୁ ଅଣଦେଖା କଲେ କଟିଯିବ ୧୦ପ୍ରତିଶତ ଦରମା

    14605
    Jan 13, 2026
  • ପୋଙ୍ଗଲ ପାଳିବା ସହ ପୂଜାର୍ଚ୍ଚନା କଲେ ମୋଦୀ
    ଦେଶ-ଦେଶାନ୍ତର

    ପୋଙ୍ଗଲ ପାଳିବା ସହ ପୂଜାର୍ଚ୍ଚନା କଲେ ମୋଦୀ

    14922
    Jan 14, 2026
  • ମକର ସଂକ୍ରାନ୍ତି: ୩ରାଶିଙ୍କ ଭାଗ୍ୟ ହେବ ମାଲାମାଲ
    ବିଶେଷ

    ମକର ସଂକ୍ରାନ୍ତି: ୩ରାଶିଙ୍କ ଭାଗ୍ୟ ହେବ ମାଲାମାଲ

    13589
    Jan 14, 2026
  •  ଏହି ଆପ୍‌ରେ ଟିକେଟ୍ ବୁକିଂ କଲେ ମିଳିବ ୩ ପ୍ରତିଶତ ରିହାତି
    ଦେଶ-ଦେଶାନ୍ତର

    ଏହି ଆପ୍‌ରେ ଟିକେଟ୍ ବୁକିଂ କଲେ ମିଳିବ ୩ ପ୍ରତିଶତ ରିହାତି

    13542
    Jan 14, 2026
  • ମାଞ୍ଜା ସୂତାରେ କଟିଗଲା ବେକ
    ଦେଶ-ଦେଶାନ୍ତର

    ମାଞ୍ଜା ସୂତାରେ କଟିଗଲା ବେକ

    15440
    Jan 14, 2026
  • ବିବାଦରେ ‘ଟକ୍ସିକ’ ବୋଲ୍ଡ ସିନ୍
    ମନୋରଞ୍ଜନ

    ବିବାଦରେ ‘ଟକ୍ସିକ’ ବୋଲ୍ଡ ସିନ୍

    14447
    Jan 14, 2026
  • ବିଷ ଇଞ୍ଜେକ୍ସନ ଦେଇ ୫୦୦ କୁକୁରଙ୍କୁ ମାରିଦେଲେ ସରପଞ୍ଚ
    ଦେଶ-ଦେଶାନ୍ତର

    ବିଷ ଇଞ୍ଜେକ୍ସନ ଦେଇ ୫୦୦ କୁକୁରଙ୍କୁ ମାରିଦେଲେ ସରପଞ୍ଚ

    14741
    Jan 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ବିବାଦରେ ‘ଟକ୍ସିକ’ ବୋଲ୍ଡ ସିନ୍

    14447
    Jan 14, 2026
  • ଦେଶ-ଦେଶାନ୍ତର

    ଏହି ଆପ୍‌ରେ ଟିକେଟ୍ ବୁକିଂ କଲେ ମିଳିବ ୩ ପ୍ରତିଶତ ରିହାତି

    13542
    Jan 14, 2026
  • ବିଶେଷ

    ମକର ସଂକ୍ରାନ୍ତି: ୩ରାଶିଙ୍କ ଭାଗ୍ୟ ହେବ ମାଲାମାଲ

    13589
    Jan 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17292
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17372
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17718
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16192
    Apr 03, 2021

ବିଶେଷ

  • ମକର ସଂକ୍ରାନ୍ତି: ୩ରାଶିଙ୍କ ଭାଗ୍ୟ ହେବ ମାଲାମାଲ

    13589
    Jan 14, 2026
  • ଘରୋଇ ମଏଶ୍ଚରାଇଜର ଲଗାଇ ତ୍ଵଚାକୁ ରଖନ୍ତୁ ସୁସ୍ଥ

    13794
    Jan 13, 2026
  • ପ୍ରତିଦିନ ଖାଆନ୍ତୁ ଗୋଟିଏ କଞ୍ଚାକଦଳୀ

    16008
    Jan 10, 2026
  • ଗ୍ୟାଷ୍ଟିକରୁ ରକ୍ଷା ପାଇବା ପାଇଁ ଆପଣାନ୍ତୁ ଏହି ଉପାୟ

    14626
    Jan 09, 2026
  • କେଶକୁ ଘନ କରିବ ଏହି ସ୍ପ୍ରେ

    15672
    Jan 07, 2026

ବାଣିଜ୍ୟ

୧.୪୦ ଲକ୍ଷ ଟପିଲା ସୁନା

ପୁଣି ବଢିଛି ସୁନା ଓ ରୂପା ଦାମ୍‌ । ସୁନା ଗତ ସପ୍ତାହରେ ସାମାନ୍ୟ କମିଥିବା ବେଳେ ଏବେ ପୁଣି ନୂଆ ରେକର୍ଡ ଆଡକୁ ମାଡିଯାଉଛି । ୨୪କ୍ୟାରେଟ ସୁନା ୧୦ଗ୍ରାମ ପ୍ରତି ୧.୪୦ଲକ୍ଷ ଅତିକ୍ରମ କରିଛି । ସେହିପରି ରୂପା ଦର ୧୨୦୦୦ରୁ ଅଧିକ ବୃଦ୍ଧି ପାଇଛି ।

ଭୁବନେଶ୍ବରରେ ୨୨ କ୍ୟାରେଟ୍‌ ସୁନାର ୧୦ ଗ୍ରାମ୍&zw ...

  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15460
    Jan 08, 2026
  • ଆଇଟିସି 'ଭିଟାମିନ୍ ଡି' ସହିତ ସନଫିଷ୍ଟ ମାରି ଲାଇଟ୍ ଶୁଭାରମ୍ଭ କରିଛି

    14427
    Jan 07, 2026
  • ୨୪ ଶହ ଟଙ୍କା ବଢ଼ିଲା ସୁନା

    14528
    Dec 23, 2025
  • ସିମେଣ୍ଟ ମାନୁଫାକ୍‌ଚରର୍ସ ଆସୋସିଏସନ (ସିଏମ୍‌ଏ) ପ୍ରେସିଡେଣ୍ଟ ଭାବରେ ଶ୍ରୀ ପାର୍ଥ ଜିନ୍ଦଲଙ୍କ ନାମ ଘୋଷଣା କଲା; ଡ. ରାଘବପତ୍‌ ସିଂଘାଣିଆ ଭାଇସ୍‌ ପ୍ରେସିଡେଣ୍ଟ ଘୋଷିତ

    14237
    Dec 18, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବୃଦ୍ଧ ପିତାମାତାଙ୍କୁ ଅଣଦେଖା କଲେ କଟିଯିବ ୧୦ପ୍ରତିଶତ ଦରମା

    14605
    Jan 13, 2026
  • ୧୦ ମିନିଟ୍‌ରେ ଡେଲିଭରି ହେବନାହିଁ, ହେଲେ ଏବେବି ରହିଛି ଚାପ

    14088
    Jan 14, 2026
  • ବିବାଦରେ ‘ଟକ୍ସିକ’ ବୋଲ୍ଡ ସିନ୍

    14447
    Jan 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In