Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, December 11, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ପୁରୁଷଙ୍କୁ ପସନ୍ଦ କରନ୍ତି ମହିଳା

  • ବିମାନ ଉଡାଣ ସଂଖ୍ୟା ବୃଦ୍ଧି କରିବ ...

  • ମୋଦି-ରାହୁଲଙ୍କ ମଧ୍ୟରେ ୮୮ ମିନିଟ୍ ବୈଠକ, ...

  • ପାକିସ୍ତାନକୁ ୧୨ଟି ରାଜ୍ୟର ବିଭକ୍ତ ...

  • ବିବାହ ଭାଙ୍ଗିବା ପରେ ମୁହଁ ଖୋଲିଲେ ...

  • ଭୋଟ ଚୋରି ଅଭିଯୋଗର ଦୃଢ ଜବାବ : ...

  • ତିରୁପତି ମନ୍ଦିରରେ ଲଡୁ ପରେ ଶାଲ୍ ...

  • ଅନନ୍ତ ଅମ୍ବାନୀଙ୍କୁ 'ଗ୍ଲୋବାଲ୍ ...

  • ଦିଲ୍ଲୀର ଏହି ସ୍କୁଲକୁ ପୁଣି ଥରେ ବୋମା ଧମକ

  • ଦୀପାବଳିକୁ ୟୁନେସ୍କୋରେ ସାମିଲ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ›› ୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ

୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ

2024-07-23 06:42:31
15772
Share:
Facebook
Twitter
E-Mail
WhatsApp
Telegram
 ୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ

ନୂଆଦିଲ୍ଲୀ: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ସଂସଦରେ ଆଗତ ହେଲା ପୂର୍ଣ୍ଣାଙ୍ଗ ବଜେଟ୍ । ଦିନ ୧୧ଟା ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରିଛନ୍ତି ।  ସପ୍ତମ ଥର ବଜେଟ ଉପସ୍ଥାପନ କଲେ ନିର୍ମଳା ସୀତାରମଣ ।  ଲଗାତାର ସପ୍ତମ ଥର ପାଇଁ ସଂସଦରେ ଦେଶର ଆୟ-ବ୍ୟୟର ହିସାବ ରଖିଛନ୍ତି ସୀତାରମଣ । ମୋଦି ସରକାର ୩.୦ର ଏହା ପ୍ରଥମ ବଜେଟ୍ ହୋଇଥିବାବେଳେ ଏଥିରୁ ଅନେକ ଆଶା ବାନ୍ଧି ବସିଛନ୍ତି ସବୁ ବର୍ଗର ଲୋକେ । ତେବେ ବଜେଟ ଉପସ୍ଥାପନ ବେଳେ ଅର୍ଥମନ୍ତ୍ରୀ ମାଗଣା ବିଜୁଳି ନେଇ ଏକ ବଡ଼ ଘୋଷଣା କରିଛନ୍ତି ।  ତାହା ହେଲା ଆଗାମୀ ଦିନରେ ୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ । ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମୁକ୍ତ ବିଜୁଳି ଯୋଜନାରେ  ୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ । ସରକାରୀ ସହାୟତାରେ ଲୋକଙ୍କ ଘର ଛାତ ଉପରେ ସୋଲାର ପ୍ୟାନେଲ ଲାଗିବ । ପ୍ରତି ଘରୁ ମାସିକ ୩୦୦ ୟୁନିଟ ବିଜୁଳି ଉପôାଦନ ଲକ୍ଷ୍ୟ ରଖାଯାଇଛି । 

ତେବେ ବଜେଟ ଉପସ୍ଥାପନବେଳେ ଅର୍ଥମନ୍ତ୍ରୀ କ’ଣ ସବୁ କହିଛନ୍ତି ତାହା ସଂକ୍ଷେପରେ ଜାଣନ୍ତୁ
-ଅନ୍ତରୀଣ ବଜେଟରେ ୪ ଗୋଷ୍ଠୀଙ୍କୁ ପ୍ରାଧାନ୍ୟ ଦିଆଯାଇଥିଲା
- ଗରିବ, ମହିଳା, ଯୁବବର୍ଗ ଓ କୃଷକଙ୍କୁ ପ୍ରାଧାନ୍ୟ ଦିଆଯାଇଥିଲା
- ପିଏମ ଗରିବ କଲ୍ୟାଣ ଅନ୍ନଯୋଜନା ୫ ବର୍ଷ ବୃଦ୍ଧି କରାଯାଇଛି
-୫ ବର୍ଷରେ ୪ କୋଟି ଯୁବବର୍ଗଙ୍କୁ ନିଯୁକ୍ତି ପାଇଁ ଲକ୍ଷ୍ୟ ରଖାଯାଇଛି
- ନିଯୁକ୍ତି, ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ୧ ଲକ୍ଷ ୪୮ ହଜାର କୋଟି ବ୍ୟବସ୍ଥା

-୩୨ ଫସଲର ୧୦୯ ଉନ୍ନତ ଅମଳକ୍ଷମ ବିହନ ଚାଷୀଙ୍କୁ ମିଳିବ
-୧କୋଟି ଚାଷୀଙ୍କୁ ପ୍ରାକୃତିକ ଉପାୟରେ ଚାଷ କରିବାକୁ ପ୍ରୋତ୍ସାହନ
-ଚାଷୀଙ୍କ ଉପôାଦର ଷ୍ଟୋରେଜ ଓ ମାର୍କେଟିଂ ପାଇଁ ବିଶେଷ ବ୍ୟବସ୍ଥା ହେବ
-ଚାଷୀଙ୍କ ପାଇଁ ୧୦ ହଜାର ବାୟୋ ରିସର୍ଚ୍ଚ କେନ୍ଦ୍ର ପ୍ରତିଷ୍ଠା ହେବ
-କୃଷିକ୍ଷେତ୍ର ପାଇଁ ୧ ଲକ୍ଷ ୫୨ହଜାର କୋଟିର ପ୍ରବଧାନ
-ପୂର୍ବାଞ୍ଚଳ ରାଜ୍ୟର ବିକାଶ ପାଇଁ ଆରମ୍ଭ ହେବ ‘ପୂର୍ବୋଦୟ’ ସ୍କିମ ।
-ପୂର୍ବାଞ୍ଚଳ ରାଜ୍ୟ ସହ ଆଉ ୫ଟି ରାଜ୍ୟ ସାମିଲ ହେବେ ।
-ଏହି ସ୍କିମରେ ସାମିଲ ହେବେ ଓଡ଼ିଶା, ବିହାର, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରେଦଶ ।
-ବିହାର ଓ ଆନ୍ଧ୍ରପ୍ରଦେଶ ପାଇଁ ବିଶେଷ ଘୋଷଣା
-ବିହାରରେ ବିମାନବନ୍ଦର ଓ ମେଡିକାଲ କଲେଜର ବିକାଶ ହେବ ।
-ନୂଆ ବିମାନମନ୍ଦର ଓ ମେଡିକାଲ କଲେଜ ପାଇଁ ଅନୁଦାନ ମିଳିବ ।
- ଆନ୍ଧ୍ରପ୍ରଦେଶ ପୋଲାଭରମ ପ୍ରକଳ୍ପର ଶୀଘ୍ର ସମାପ୍ତ ପାଇଁ ପଦକ୍ଷେପ ନିଆଯିବ
-ପୋଲାଭରମ ପ୍ରକଳ୍ପ ଆନ୍ଧ୍ରର ଜୀବନ ରେଖା
- ଆଉ ୩ କୋଟି ଆବାସ ଗୃହ ନିର୍ମାଣ ହେବ
-ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ପାଇଁ ୩ କୋଟି ଆବାସ ଗୃହ ନିର୍ମାଣ ହେବ
-ମହିଳା ଓ ଯୁବତୀଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ୩ ଲକ୍ଷ କୋଟିର ବ୍ୟବସ୍ଥା କରାଯାଇଛି
-ମୁଦ୍ରା ଲୋନରେ ଲୋନ ସୀମା ୧୦ ଲକ୍ଷରୁ ୨୦ ଲକ୍ଷକୁ ବୃଦ୍ଧି କରାଯାଇଛି ।
-ଧାର୍ଯ୍ୟ ସମୟରେ ପୈଠ କରିଥିବା ବ୍ୟକ୍ତି ଲୋନ ନେଇପାରିବେ ।
-ଦେଶରେ ଆଉ ୧୨ଟି ଇଣ୍ଡଷ୍ଟ୍ରିଆଲ ପାର୍କ ନିର୍ମାଣ ହେବ
-ଶିଳ୍ପ କାରଖାନାରେ କାର୍ଯ୍ୟରତ ଶ୍ରମିକଙ୍କ ପାଇଁ ବିଶେଷ ବ୍ୟବସ୍ଥା ହେବ
- ପିପିପି ମୋଡରେ ରେଣ୍ଟାଲ ହାଉସିଂ ବ୍ୟବସ୍ଥା ନିର୍ମାଣ ହେବ -ଡର୍ମିଟୋରୀ ବ୍ୟବସ୍ଥା ରହିବ, ଯେଉଁଥିରେ ଶ୍ରମିକମାନେ ସୁବିଧାରେ ରହିପାରିବେ
-ଦେଶର ବିଭିନ୍ନ ସହରରେ ୧୦୦ ଷ୍ଟ୍ରିଟଫୁଡ ହବ ନିର୍ମାଣ କରାଯିବ
-ବଛା ବଛା ସହରରେ ୧୦୦ ଷ୍ଟ୍ରିଟଫୁଡ ହବ ଓ ହାଟ ନିର୍ମାଣ ହେବ

Powered by Froala Editor

Tags Budget

Related articles Odisha News Lens 4.1

  • ତିରୁପତି ମନ୍ଦିରରେ ଲଡୁ ପରେ ଶାଲ୍ ଦୁର୍ନୀତି : ରେଶମ କହି ପଲିଷ୍ଟର ଦେଉଥିଲେ
    ଦେଶ-ଦେଶାନ୍ତର

    ତିରୁପତି ମନ୍ଦିରରେ ଲଡୁ ପରେ ଶାଲ୍ ଦୁର୍ନୀତି : ରେଶମ କହି ପଲିଷ୍ଟର ଦେଉଥିଲେ

    14502
    Dec 10, 2025
  • ବିବାହ ଭାଙ୍ଗିବା ପରେ ମୁହଁ ଖୋଲିଲେ ସ୍ମୃତି : ମୁଁ କ୍ରିକେଟ୍ ଅପେକ୍ଷା ଆଉ କାହାକୁ ଅଧିକ ...
    ଖେଳ ଖବର

    ବିବାହ ଭାଙ୍ଗିବା ପରେ ମୁହଁ ଖୋଲିଲେ ସ୍ମୃତି : ମୁଁ କ୍ରିକେଟ୍ ଅପେକ୍ଷା ଆଉ କାହାକୁ ଅଧିକ ...

    13652
    Dec 10, 2025
  • ଏହି ପୁରୁଷଙ୍କୁ ପସନ୍ଦ କରନ୍ତି ମହିଳା
    ଦେଶ-ଦେଶାନ୍ତର

    ଏହି ପୁରୁଷଙ୍କୁ ପସନ୍ଦ କରନ୍ତି ମହିଳା

    14963
    Dec 11, 2025
  • ଦୀପାବଳିକୁ ୟୁନେସ୍କୋରେ ସାମିଲ
    ଦେଶ-ଦେଶାନ୍ତର

    ଦୀପାବଳିକୁ ୟୁନେସ୍କୋରେ ସାମିଲ

    15279
    Dec 10, 2025
  • ଭୋଟ ଚୋରି ଅଭିଯୋଗର ଦୃଢ ଜବାବ : ନେହେରୁଙ୍କୁ ମିଳିଥିଲା ୨ ଭୋଟ୍, ତଥାପି ହେଲେ ...
    ଦେଶ-ଦେଶାନ୍ତର

    ଭୋଟ ଚୋରି ଅଭିଯୋଗର ଦୃଢ ଜବାବ : ନେହେରୁଙ୍କୁ ମିଳିଥିଲା ୨ ଭୋଟ୍, ତଥାପି ହେଲେ ...

    13669
    Dec 10, 2025
  • ମୋଦି-ରାହୁଲଙ୍କ ମଧ୍ୟରେ ୮୮ ମିନିଟ୍ ବୈଠକ, କଣ ହେଲା ଆଲୋଚନା ଜାଣନ୍ତୁ....
    ଦେଶ-ଦେଶାନ୍ତର

    ମୋଦି-ରାହୁଲଙ୍କ ମଧ୍ୟରେ ୮୮ ମିନିଟ୍ ବୈଠକ, କଣ ହେଲା ଆଲୋଚନା ଜାଣନ୍ତୁ....

    15116
    Dec 11, 2025
  • ପାକିସ୍ତାନକୁ ୧୨ଟି ରାଜ୍ୟର ବିଭକ୍ତ କରିବା ହେଲା ନିଶ୍ଚିତ
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ୧୨ଟି ରାଜ୍ୟର ବିଭକ୍ତ କରିବା ହେଲା ନିଶ୍ଚିତ

    14510
    Dec 11, 2025
  • ଦିଲ୍ଲୀର ଏହି ସ୍କୁଲକୁ ପୁଣି ଥରେ ବୋମା ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀର ଏହି ସ୍କୁଲକୁ ପୁଣି ଥରେ ବୋମା ଧମକ

    14193
    Dec 10, 2025
  •  ବିମାନ ଉଡାଣ ସଂଖ୍ୟା ବୃଦ୍ଧି କରିବ ସ୍ପାଇସ୍ ଜେଟ୍‌
    ଦେଶ-ଦେଶାନ୍ତର

    ବିମାନ ଉଡାଣ ସଂଖ୍ୟା ବୃଦ୍ଧି କରିବ ସ୍ପାଇସ୍ ଜେଟ୍‌

    13599
    Dec 11, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦିଲ୍ଲୀର ଏହି ସ୍କୁଲକୁ ପୁଣି ଥରେ ବୋମା ଧମକ

    14193
    Dec 10, 2025
  • ଦେଶ-ଦେଶାନ୍ତର

    ପାକିସ୍ତାନକୁ ୧୨ଟି ରାଜ୍ୟର ବିଭକ୍ତ କରିବା ହେଲା ନିଶ୍ଚିତ

    14510
    Dec 11, 2025
  • ଦେଶ-ଦେଶାନ୍ତର

    ଦୀପାବଳିକୁ ୟୁନେସ୍କୋରେ ସାମିଲ

    15279
    Dec 10, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17135
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17225
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17569
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16042
    Apr 03, 2021

ବିଶେଷ

  • କାର୍ଯ୍ୟରତ ବ୍ୟକ୍ତି କିପରି ହୃଦରୋଗକୁ କରିବେ ନିୟନ୍ତ୍ରଣ ଜାଣନ୍ତୁ......

    16017
    Dec 09, 2025
  • ଧୂପକାଠି ଧୂଆଁ କରିଥାଏ ଏହି କ୍ଷତି....

    13868
    Dec 09, 2025
  • ଚିନି ସ୍ୱାସ୍ଥ୍ୟ ପାଇଁ କାହିଁକି କ୍ଷତିକାରକ ହୋଇଥାଏ ଜାଣନ୍ତୁ...

    15945
    Dec 08, 2025
  • ରାତିରେ ଶୋଇବା ପୂର୍ବରୁ କେତେବେଳେ ପଇବେ ପାଣି

    15876
    Dec 06, 2025
  • କଦଳୀ ଚୋପାରେ ଲୁଚି ରହିଛି ମହିଳାଙ୍କ ସୌନ୍ଦର୍ଯ୍ୟ

    15770
    Dec 05, 2025

ବାଣିଜ୍ୟ

ଲଞ୍ଚ ହେଲା ଟାଟା ସିଏରାର ଲାଟେଷ୍ଟ ମଡେଲ

ଟାଟା ମୋଟର୍ସ ସିଏରାର ୨୪ ପ୍ରକାର ମଡେଲ ଲଞ୍ଚ ହୋଇଛି । ଟାଟା ସିଏରାର ଏକ୍ସ-ଶୋରୁମ୍ ମୂଲ୍ୟ ୧୧.୪୯ ଲକ୍ଷରୁ ଆରମ୍ଭ ହୋଇ ୧୮.୪୯ ଲକ୍ଷ ପର୍ଯ୍ୟନ୍ତ ରହିଛି। ଟାଟା ସିଏରା ୫-ସିଟ୍ ବିଶିଷ୍ଟ ମଡେଲ ଭାରତୀୟ ବଜାରରେ ଲଞ୍ଚ୍ ହୋଇଥିଲା। ଲଞ୍ଚ୍ ସମୟରେ କେବଳ ସିଏରାର ମୂଳ ମଡେଲର ମୂଲ୍ୟ ପ୍ରକାଶ କରାଯାଇଥିଲା। ଏବେ ୨୪ ପ୍ରକାର ମଡ ...

  • ୟୁଡବ୍ଲୁ୍ଏ ଭୁବନେଶ୍ୱରରେ ପ୍ରମୁଖ ନୂଆ ସହଭାଗିତା ସହିତ ବୈଶ୍ୱିକ ଗତିଶୀଳତା ଜରିଆରେ ଆନ୍ତଃପିଢିଗତ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ଆଗକୁ ବଢାଉଛି

    15133
    Dec 08, 2025
  • ଏସଏସ୍‌ଆଇ ପକ୍ଷରୁ ୧୫୦ ଯୁବ ଆଥ୍‌ଲେଟଙ୍କ ପାଇଁ କଳିଙ୍ଗ ଷ୍ଟାଡିୟମ୍‌ରେ ପ୍ରଥମ ବୋନ୍‌ ମିନେରାଲ ଡେନ୍‌ସିଟି କ୍ୟାମ୍ପ ଆୟୋଜିତ

    14232
    Dec 06, 2025
  • ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ କର୍ପୋରେଟ ତାଲିମ କାର୍ଯ୍ୟକ୍ରମ ଆୟୋଜିତ

    14897
    Nov 20, 2025
  • ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

    15133
    Nov 15, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅନନ୍ତ ଅମ୍ବାନୀଙ୍କୁ 'ଗ୍ଲୋବାଲ୍ ହ୍ୟୁମାନିଟାରିଆନ୍ ପୁରସ୍କାର'

    15267
    Dec 10, 2025
  • ଦୀପାବଳିକୁ ୟୁନେସ୍କୋରେ ସାମିଲ

    15279
    Dec 10, 2025
  • ପାକିସ୍ତାନକୁ ୧୨ଟି ରାଜ୍ୟର ବିଭକ୍ତ କରିବା ହେଲା ନିଶ୍ଚିତ

    14510
    Dec 11, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In