Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ ...

  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ...

  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ...

  • ରାଷ୍ଟ୍ରପତି ଭବନ ଉପରେ ହୁତି ...

  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ...

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, ...

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଶାସ୍ତା ହେବ ଏହି ଔଷଧ

ଶାସ୍ତା ହେବ ଏହି ଔଷଧ

2024-07-23 08:26:09
16191
Share:
Facebook
Twitter
E-Mail
WhatsApp
Telegram
ଶାସ୍ତା ହେବ ଏହି ଔଷଧ

ନୂଆଦିଲ୍ଲୀ:୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ସଂସଦରେ ଆଗତ ହେଲା ପୂର୍ଣ୍ଣାଙ୍ଗ ବଜେଟ୍ । ଦିନ ୧୧ଟା ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରିଛନ୍ତି ।  ସପ୍ତମ ଥର ବଜେଟ ଉପସ୍ଥାପନ କଲେ ନିର୍ମଳା ସୀତାରମଣ ।  ଲଗାତାର ସପ୍ତମ ଥର ପାଇଁ ସଂସଦରେ ଦେଶର ଆୟ-ବ୍ୟୟର ହିସାବ ରଖିଛନ୍ତି ସୀତାରମଣ । ମୋଦି ସରକାର ୩.୦ର ଏହା ପ୍ରଥମ ବଜେଟ୍ ହୋଇଥିବାବେଳେ ଏଥିରୁ ଅନେକ ଆଶା ବାନ୍ଧି ବସିଛନ୍ତି ସବୁ ବର୍ଗର ଲୋକେ ।     ତେବେ ୩ ପ୍ରକାର କ୍ୟାନସର ଔଷଧ ଉପରୁ କଷ୍ଟମ ଡୁ୍ୟଟି କମିବ । ଔଷଧ ଓ ମେଡିକାଲ ଜିନିଷ ଉପରୁ କଷ୍ଟମ ଡୁ୍ୟଟି କମିବ । ଏକ୍ସରେ ଟୁ୍ୟବ ଊପରୁ ମଧ୍ୟ ଅର୍ଥମନ୍ତ୍ରୀ ଶୁଳ୍କ ହ୍ରାସ ନେଇ ଘୋଷଣା କରିଛନ୍ତି । 

ତେବେ ବଜେଟ ଉପସ୍ଥାପନବେଳେ ଅର୍ଥମନ୍ତ୍ରୀ କ’ଣ ସବୁ କହିଛନ୍ତି ତାହା ସଂକ୍ଷେପରେ ଜାଣନ୍ତୁ
-ଅନ୍ତରୀଣ ବଜେଟରେ ୪ ଗୋଷ୍ଠୀଙ୍କୁ ପ୍ରାଧାନ୍ୟ ଦିଆଯାଇଥିଲା
- ଗରିବ, ମହିଳା, ଯୁବବର୍ଗ ଓ କୃଷକଙ୍କୁ ପ୍ରାଧାନ୍ୟ ଦିଆଯାଇଥିଲା
- ପିଏମ ଗରିବ କଲ୍ୟାଣ ଅନ୍ନଯୋଜନା ୫ ବର୍ଷ ବୃଦ୍ଧି କରାଯାଇଛି
-୫ ବର୍ଷରେ ୪ କୋଟି ଯୁବବର୍ଗଙ୍କୁ ନିଯୁକ୍ତି ପାଇଁ ଲକ୍ଷ୍ୟ ରଖାଯାଇଛି
- ନିଯୁକ୍ତି, ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ୧ ଲକ୍ଷ ୪୮ ହଜାର କୋଟି ବ୍ୟବସ୍ଥା

-୩୨ ଫସଲର ୧୦୯ ଉନ୍ନତ ଅମଳକ୍ଷମ ବିହନ ଚାଷୀଙ୍କୁ ମିଳିବ
-୧କୋଟି ଚାଷୀଙ୍କୁ ପ୍ରାକୃତିକ ଉପାୟରେ ଚାଷ କରିବାକୁ ପ୍ରୋତ୍ସାହନ
-ଚାଷୀଙ୍କ ଉପôାଦର ଷ୍ଟୋରେଜ ଓ ମାର୍କେଟିଂ ପାଇଁ ବିଶେଷ ବ୍ୟବସ୍ଥା ହେବ
-ଚାଷୀଙ୍କ ପାଇଁ ୧୦ ହଜାର ବାୟୋ ରିସର୍ଚ୍ଚ କେନ୍ଦ୍ର ପ୍ରତିଷ୍ଠା ହେବ
-କୃଷିକ୍ଷେତ୍ର ପାଇଁ ୧ ଲକ୍ଷ ୫୨ହଜାର କୋଟିର ପ୍ରବଧାନ
-ପୂର୍ବାଞ୍ଚଳ ରାଜ୍ୟର ବିକାଶ ପାଇଁ ଆରମ୍ଭ ହେବ ‘ପୂର୍ବୋଦୟ’ ସ୍କିମ ।
-ପୂର୍ବାଞ୍ଚଳ ରାଜ୍ୟ ସହ ଆଉ ୫ଟି ରାଜ୍ୟ ସାମିଲ ହେବେ ।
-ଏହି ସ୍କିମରେ ସାମିଲ ହେବେ ଓଡ଼ିଶା, ବିହାର, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରେଦଶ ।
-ବିହାର ଓ ଆନ୍ଧ୍ରପ୍ରଦେଶ ପାଇଁ ବିଶେଷ ଘୋଷଣା
-ବିହାରରେ ବିମାନବନ୍ଦର ଓ ମେଡିକାଲ କଲେଜର ବିକାଶ ହେବ ।
-ନୂଆ ବିମାନମନ୍ଦର ଓ ମେଡିକାଲ କଲେଜ ପାଇଁ ଅନୁଦାନ ମିଳିବ ।
- ଆନ୍ଧ୍ରପ୍ରଦେଶ ପୋଲାଭରମ ପ୍ରକଳ୍ପର ଶୀଘ୍ର ସମାପ୍ତ ପାଇଁ ପଦକ୍ଷେପ ନିଆଯିବ
-ପୋଲାଭରମ ପ୍ରକଳ୍ପ ଆନ୍ଧ୍ରର ଜୀବନ ରେଖା
- ଆଉ ୩ କୋଟି ଆବାସ ଗୃହ ନିର୍ମାଣ ହେବ
-ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ପାଇଁ ୩ କୋଟି ଆବାସ ଗୃହ ନିର୍ମାଣ ହେବ
-ମହିଳା ଓ ଯୁବତୀଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ୩ ଲକ୍ଷ କୋଟିର ବ୍ୟବସ୍ଥା କରାଯାଇଛି
-ମୁଦ୍ରା ଲୋନରେ ଲୋନ ସୀମା ୧୦ ଲକ୍ଷରୁ ୨୦ ଲକ୍ଷକୁ ବୃଦ୍ଧି କରାଯାଇଛି ।
-ଧାର୍ଯ୍ୟ ସମୟରେ ପୈଠ କରିଥିବା ବ୍ୟକ୍ତି ଲୋନ ନେଇପାରିବେ ।
-ଦେଶରେ ଆଉ ୧୨ଟି ଇଣ୍ଡଷ୍ଟ୍ରିଆଲ ପାର୍କ ନିର୍ମାଣ ହେବ
-ଶିଳ୍ପ କାରଖାନାରେ କାର୍ଯ୍ୟରତ ଶ୍ରମିକଙ୍କ ପାଇଁ ବିଶେଷ ବ୍ୟବସ୍ଥା ହେବ
- ପିପିପି ମୋଡରେ ରେଣ୍ଟାଲ ହାଉସିଂ ବ୍ୟବସ୍ଥା ନିର୍ମାଣ ହେବ -ଡର୍ମିଟୋରୀ ବ୍ୟବସ୍ଥା ରହିବ, ଯେଉଁଥିରେ ଶ୍ରମିକମାନେ ସୁବିଧାରେ ରହିପାରିବେ
-ଦେଶର ବିଭିନ୍ନ ସହରରେ ୧୦୦ ଷ୍ଟ୍ରିଟଫୁଡ ହବ ନିର୍ମାଣ କରାଯିବ
-ବଛା ବଛା ସହରରେ ୧୦୦ ଷ୍ଟ୍ରିଟଫୁଡ ହବ ଓ ହାଟ ନିର୍ମାଣ ହେବ
-୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ ।
-ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମୁକ୍ତ ବିଜୁଳି ଯୋଜନାରେ ୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ
-ସରକାରୀ ସହାୟତାରେ ଲୋକଙ୍କ ଘର ଛାତ ଉପରେ ସୋଲାର ପ୍ୟାନେଲ ଲାଗିବ
-ପ୍ରତି ଘରୁ ମାସିକ ୩୦୦ ୟୁନିଟ ବିଜୁଳି ଉପôାଦନ ଲକ୍ଷ୍ୟ ରଖାଯାଇଛି
-ଆଉ ୨୫ ହଜାର ଗାଁକୁ ପକ୍କା ରାସ୍ତା ନିର୍ମାଣ କରାଯିବ
- ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ଏହା ନିର୍ମାଣ କରାଯିବ
-୫ରାଜ୍ୟକୁ ବନ୍ୟା ନିୟନ୍ତ୍ରଣ ସହାୟତା ପ୍ରଦାନ
-ବନ୍ୟା ମୁକାବିଲା ପାଇଁ ବିହାରକୁ ମିଳିବ ୧୧, ୫୦୦ କୋଟି
- ଆସାମ, ହିମାଚଳପ୍ରଦେଶ, ସିକ୍କିମ ଓ ଉତ୍ତରାଖଣ୍ଡକୁ ମଧ୍ୟ ମିଳିବ ସହାୟତା
-ଓଡ଼ିଶା ପର୍ଯ୍ୟଟନର ବିକାଶ ପାଇଁ ବିଜେଟରେ ଘୋଷଣା
-ମନ୍ଦିର, ବନ୍ୟଜନ୍ତୁ ଓ ସାମୁଦ୍ରିକ ସମ୍ପଦ ପାଇଁ ଓଡ଼ିଶା ଜଣାଶୁଣା
-ପର୍ଯ୍ୟଟନର ବିକାଶ ପାଇଁ ଓଡ଼ିଶାକୁ ସହାୟତା ମିଳିବ
-ରାଜ୍ୟଗୁଡ଼ିକୁ ଦୀର୍ଘମିଆଦି ଋଣ ଯୋଗାଣ ଚାଲୁ ରହିବ
- ରାଜ୍ୟଗୁଡ଼ିକୁ ୫୦ ବର୍ଷ ଅବଧି ବିଶିଷ୍ଟ ଋଣ ଯୋଗାଣ ହେବ
-ବିନା ସୁଧରେ ରାଜ୍ୟଗୁଡ଼ିକୁ ଋର ଯୋଗାଇ ଦିଆଯିବ

Powered by Froala Editor

Tags Budget

Related articles Odisha News Lens 4.1

  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ ...
    ବାଣିଜ୍ୟ

    ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ ...

    13948
    Oct 16, 2026
  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...
    ଦେଶ-ଦେଶାନ୍ତର

    ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...

    13853
    Oct 16, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....
    ବିଶେଷ

    କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14827
    Oct 16, 2026
  •  ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...

    15515
    Oct 15, 2026
  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା
    ଦେଶ-ଦେଶାନ୍ତର

    ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା

    13570
    Oct 16, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13865
    Oct 15, 2026
  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14684
    Oct 15, 2026
  • ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼

    14862
    Oct 16, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...
    ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...

    14339
    Oct 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ଅଧିକାର ଶେଷ ହୋଇଯାଏ

    15515
    Oct 15, 2026
  • ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ...

    14339
    Oct 15, 2026
  • ବାଣିଜ୍ୟ

    ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    13948
    Oct 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17186
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17880
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17829
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18251
    Sep 06, 2023

ବିଶେଷ

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14827
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14629
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14734
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15736
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14410
    Sep 27, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14339
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13982
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15102
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15809
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼

    14862
    Oct 16, 2026
  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା

    13788
    Oct 16, 2026
  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14684
    Oct 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In