Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 23, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

  • ସପ୍ତାହକରେ ରେକର୍ଡ ରୋଜଗାର, ୭କୋଟି ପାର ...

  • ଡିଏନଏରୁ ସ୍ପଷ୍ଟ, ବିମାନ ଦୁର୍ଘଟଣାରେ ...

  • ଅଲଗା ହେଲେ ଅକ୍ଷରାଙ୍କ ଅନସ୍କ୍ରିନ୍ ...

  • ‘ମନ୍ନତ’ରେ ପଶିଲା ବିଏମ୍‌ସି

  • ବୋହୂକୁ ୧୦ ଫୁଟ୍‌ ଗାତ କରି ପୋତି ଦେଲେ

  • ୩ କ୍ରୁ ମେମ୍ବରଙ୍କୁ ବହିଷ୍କାର ପାଇଁ DGCAର ...

  • ସରିଗଲା ଇଣ୍ଡିଗୋ ଇନ୍ଧନ, ବେଙ୍ଗାଲୁରୁର ...

  • ବାଂଲାଦେଶ, ଚୀନ ଓ ପାକିସ୍ତାନ ପକ୍ଷରୁ ...

  • ସାରା ରାତି ଇସ୍ରାଏଲ ଉପରେ ଇରାନର ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଏଣିକି ମୋବାଇଲ, ଚାର୍ଜର ଓ ବ୍ୟାଟେରୀ ହେବ ଶସ୍ତା

ଏଣିକି ମୋବାଇଲ, ଚାର୍ଜର ଓ ବ୍ୟାଟେରୀ ହେବ ଶସ୍ତା

2024-07-23 08:28:24
15218
Share:
Facebook
Twitter
E-Mail
WhatsApp
Telegram
ଏଣିକି ମୋବାଇଲ, ଚାର୍ଜର ଓ ବ୍ୟାଟେରୀ ହେବ ଶସ୍ତା

ନୂଆଦିଲ୍ଲୀ: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ସଂସଦରେ ଆଗତ ହେଲା ପୂର୍ଣ୍ଣାଙ୍ଗ ବଜେଟ୍ । ଦିନ ୧୧ଟା ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରିଛନ୍ତି ।  ସପ୍ତମ ଥର ବଜେଟ ଉପସ୍ଥାପନ କଲେ ନିର୍ମଳା ସୀତାରମଣ ।  ଲଗାତାର ସପ୍ତମ ଥର ପାଇଁ ସଂସଦରେ ଦେଶର ଆୟ-ବ୍ୟୟର ହିସାବ ରଖିଛନ୍ତି ସୀତାରମଣ । ମୋଦି ସରକାର ୩.୦ର ଏହା ପ୍ରଥମ ବଜେଟ୍ ହୋଇଥିବାବେଳେ ଏଥିରୁ ଅନେକ ଆଶା ବାନ୍ଧି ବସିଛନ୍ତି ସବୁ ବର୍ଗର ଲୋକେ । ତେବେ ଏଣିକି ମୋବାଇଲ, ଚାର୍ଜର ଓ ବ୍ୟାଟେରୀ ଶସ୍ତା ହେବ । ସମ୍ପୃକ୍ତ ଜିନିଷ ଉପରୁ କଷ୍ଟମ ଡୁ୍ୟଟି ହ୍ରାସ ନେଇ ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି । ସେହିପରି ସୋଲାର ପ୍ୟାନେଲ ଓ ସାମୁଦ୍ରିକ ଉପôାଦ ମଧ୍ୟ ଶସ୍ତା ହେବ । ଅନ୍ୟପକ୍ଷରେ ୩ ପ୍ରକାର କ୍ୟାନସର ଔଷଧ ଉପରୁ କଷ୍ଟମ ଡୁ୍ୟଟି କମିବ । ଔଷଧ ଓ ମେଡିକାଲ ଜିନିଷ ଉପରୁ କଷ୍ଟମ ଡୁ୍ୟଟି କମିବ । ଏକ୍ସରେ ଟୁ୍ୟବ ଊପରୁ ମଧ୍ୟ ଅର୍ଥମନ୍ତ୍ରୀ ଶୁଳ୍କ ହ୍ରାସ ନେଇ ଘୋଷଣା କରିଛନ୍ତି । 

ତେବେ ବଜେଟ ଉପସ୍ଥାପନବେଳେ ଅର୍ଥମନ୍ତ୍ରୀ କ’ଣ ସବୁ କହିଛନ୍ତି ତାହା ସଂକ୍ଷେପରେ ଜାଣନ୍ତୁ
-ଅନ୍ତରୀଣ ବଜେଟରେ ୪ ଗୋଷ୍ଠୀଙ୍କୁ ପ୍ରାଧାନ୍ୟ ଦିଆଯାଇଥିଲା
- ଗରିବ, ମହିଳା, ଯୁବବର୍ଗ ଓ କୃଷକଙ୍କୁ ପ୍ରାଧାନ୍ୟ ଦିଆଯାଇଥିଲା
- ପିଏମ ଗରିବ କଲ୍ୟାଣ ଅନ୍ନଯୋଜନା ୫ ବର୍ଷ ବୃଦ୍ଧି କରାଯାଇଛି
-୫ ବର୍ଷରେ ୪ କୋଟି ଯୁବବର୍ଗଙ୍କୁ ନିଯୁକ୍ତି ପାଇଁ ଲକ୍ଷ୍ୟ ରଖାଯାଇଛି
- ନିଯୁକ୍ତି, ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ୧ ଲକ୍ଷ ୪୮ ହଜାର କୋଟି ବ୍ୟବସ୍ଥା

-୩୨ ଫସଲର ୧୦୯ ଉନ୍ନତ ଅମଳକ୍ଷମ ବିହନ ଚାଷୀଙ୍କୁ ମିଳିବ
-୧କୋଟି ଚାଷୀଙ୍କୁ ପ୍ରାକୃତିକ ଉପାୟରେ ଚାଷ କରିବାକୁ ପ୍ରୋତ୍ସାହନ
-ଚାଷୀଙ୍କ ଉପôାଦର ଷ୍ଟୋରେଜ ଓ ମାର୍କେଟିଂ ପାଇଁ ବିଶେଷ ବ୍ୟବସ୍ଥା ହେବ
-ଚାଷୀଙ୍କ ପାଇଁ ୧୦ ହଜାର ବାୟୋ ରିସର୍ଚ୍ଚ କେନ୍ଦ୍ର ପ୍ରତିଷ୍ଠା ହେବ
-କୃଷିକ୍ଷେତ୍ର ପାଇଁ ୧ ଲକ୍ଷ ୫୨ହଜାର କୋଟିର ପ୍ରବଧାନ
-ପୂର୍ବାଞ୍ଚଳ ରାଜ୍ୟର ବିକାଶ ପାଇଁ ଆରମ୍ଭ ହେବ ‘ପୂର୍ବୋଦୟ’ ସ୍କିମ ।
-ପୂର୍ବାଞ୍ଚଳ ରାଜ୍ୟ ସହ ଆଉ ୫ଟି ରାଜ୍ୟ ସାମିଲ ହେବେ ।
-ଏହି ସ୍କିମରେ ସାମିଲ ହେବେ ଓଡ଼ିଶା, ବିହାର, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରେଦଶ ।
-ବିହାର ଓ ଆନ୍ଧ୍ରପ୍ରଦେଶ ପାଇଁ ବିଶେଷ ଘୋଷଣା
-ବିହାରରେ ବିମାନବନ୍ଦର ଓ ମେଡିକାଲ କଲେଜର ବିକାଶ ହେବ ।
-ନୂଆ ବିମାନମନ୍ଦର ଓ ମେଡିକାଲ କଲେଜ ପାଇଁ ଅନୁଦାନ ମିଳିବ ।
- ଆନ୍ଧ୍ରପ୍ରଦେଶ ପୋଲାଭରମ ପ୍ରକଳ୍ପର ଶୀଘ୍ର ସମାପ୍ତ ପାଇଁ ପଦକ୍ଷେପ ନିଆଯିବ
-ପୋଲାଭରମ ପ୍ରକଳ୍ପ ଆନ୍ଧ୍ରର ଜୀବନ ରେଖା
- ଆଉ ୩ କୋଟି ଆବାସ ଗୃହ ନିର୍ମାଣ ହେବ
-ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ପାଇଁ ୩ କୋଟି ଆବାସ ଗୃହ ନିର୍ମାଣ ହେବ
-ମହିଳା ଓ ଯୁବତୀଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ୩ ଲକ୍ଷ କୋଟିର ବ୍ୟବସ୍ଥା କରାଯାଇଛି
-ମୁଦ୍ରା ଲୋନରେ ଲୋନ ସୀମା ୧୦ ଲକ୍ଷରୁ ୨୦ ଲକ୍ଷକୁ ବୃଦ୍ଧି କରାଯାଇଛି ।
-ଧାର୍ଯ୍ୟ ସମୟରେ ପୈଠ କରିଥିବା ବ୍ୟକ୍ତି ଲୋନ ନେଇପାରିବେ ।
-ଦେଶରେ ଆଉ ୧୨ଟି ଇଣ୍ଡଷ୍ଟ୍ରିଆଲ ପାର୍କ ନିର୍ମାଣ ହେବ
-ଶିଳ୍ପ କାରଖାନାରେ କାର୍ଯ୍ୟରତ ଶ୍ରମିକଙ୍କ ପାଇଁ ବିଶେଷ ବ୍ୟବସ୍ଥା ହେବ
- ପିପିପି ମୋଡରେ ରେଣ୍ଟାଲ ହାଉସିଂ ବ୍ୟବସ୍ଥା ନିର୍ମାଣ ହେବ -ଡର୍ମିଟୋରୀ ବ୍ୟବସ୍ଥା ରହିବ, ଯେଉଁଥିରେ ଶ୍ରମିକମାନେ ସୁବିଧାରେ ରହିପାରିବେ
-ଦେଶର ବିଭିନ୍ନ ସହରରେ ୧୦୦ ଷ୍ଟ୍ରିଟଫୁଡ ହବ ନିର୍ମାଣ କରାଯିବ
-ବଛା ବଛା ସହରରେ ୧୦୦ ଷ୍ଟ୍ରିଟଫୁଡ ହବ ଓ ହାଟ ନିର୍ମାଣ ହେବ
-୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ ।
-ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମୁକ୍ତ ବିଜୁଳି ଯୋଜନାରେ ୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ
-ସରକାରୀ ସହାୟତାରେ ଲୋକଙ୍କ ଘର ଛାତ ଉପରେ ସୋଲାର ପ୍ୟାନେଲ ଲାଗିବ
-ପ୍ରତି ଘରୁ ମାସିକ ୩୦୦ ୟୁନିଟ ବିଜୁଳି ଉପôାଦନ ଲକ୍ଷ୍ୟ ରଖାଯାଇଛି
-ଆଉ ୨୫ ହଜାର ଗାଁକୁ ପକ୍କା ରାସ୍ତା ନିର୍ମାଣ କରାଯିବ
- ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ଏହା ନିର୍ମାଣ କରାଯିବ
-୫ରାଜ୍ୟକୁ ବନ୍ୟା ନିୟନ୍ତ୍ରଣ ସହାୟତା ପ୍ରଦାନ
-ବନ୍ୟା ମୁକାବିଲା ପାଇଁ ବିହାରକୁ ମିଳିବ ୧୧, ୫୦୦ କୋଟି
- ଆସାମ, ହିମାଚଳପ୍ରଦେଶ, ସିକ୍କିମ ଓ ଉତ୍ତରାଖଣ୍ଡକୁ ମଧ୍ୟ ମିଳିବ ସହାୟତା
-ଓଡ଼ିଶା ପର୍ଯ୍ୟଟନର ବିକାଶ ପାଇଁ ବିଜେଟରେ ଘୋଷଣା
-ମନ୍ଦିର, ବନ୍ୟଜନ୍ତୁ ଓ ସାମୁଦ୍ରିକ ସମ୍ପଦ ପାଇଁ ଓଡ଼ିଶା ଜଣାଶୁଣା
-ପର୍ଯ୍ୟଟନର ବିକାଶ ପାଇଁ ଓଡ଼ିଶାକୁ ସହାୟତା ମିଳିବ
-ରାଜ୍ୟଗୁଡ଼ିକୁ ଦୀର୍ଘମିଆଦି ଋଣ ଯୋଗାଣ ଚାଲୁ ରହିବ
- ରାଜ୍ୟଗୁଡ଼ିକୁ ୫୦ ବର୍ଷ ଅବଧି ବିଶିଷ୍ଟ ଋଣ ଯୋଗାଣ ହେବ
-ବିନା ସୁଧରେ ରାଜ୍ୟଗୁଡ଼ିକୁ ଋର ଯୋଗାଇ ଦିଆଯିବ
-୩ ପ୍ରକାର କ୍ୟାନସର ଔଷଧ ଉପରୁ କଷ୍ଟମ ଡୁ୍ୟଟି କମିବ
-ଔଷଧ ଓ ମେଡିକାଲ ଜିନିଷ ଉପରୁ କଷ୍ଟମ ଡୁ୍ୟଟି କମିବ
 -ଏକ୍ସରେ ଟୁ୍ୟବ ଊପରୁ ମଧ୍ୟ ଅର୍ଥମନ୍ତ୍ରୀ ଶୁଳ୍କ ହ୍ରାସ ନେଇ ଘୋଷଣା

Powered by Froala Editor

Tags Budget

Related articles Odisha News Lens 4.1

  • ସାରା ରାତି ଇସ୍ରାଏଲ ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣ
    ଦେଶ-ଦେଶାନ୍ତର

    ସାରା ରାତି ଇସ୍ରାଏଲ ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣ

    13987
    Jun 21, 2025
  • ବାଂଲାଦେଶ, ଚୀନ ଓ ପାକିସ୍ତାନ ପକ୍ଷରୁ ତ୍ରିପକ୍ଷୀୟ ବୈଠକ
    ଦେଶ-ଦେଶାନ୍ତର

    ବାଂଲାଦେଶ, ଚୀନ ଓ ପାକିସ୍ତାନ ପକ୍ଷରୁ ତ୍ରିପକ୍ଷୀୟ ବୈଠକ

    14458
    Jun 21, 2025
  • ୩ କ୍ରୁ ମେମ୍ବରଙ୍କୁ ବହିଷ୍କାର ପାଇଁ DGCAର ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ୩ କ୍ରୁ ମେମ୍ବରଙ୍କୁ ବହିଷ୍କାର ପାଇଁ DGCAର ନିର୍ଦ୍ଦେଶ

    14834
    Jun 21, 2025
  • ଡିଏନଏରୁ ସ୍ପଷ୍ଟ, ବିମାନ ଦୁର୍ଘଟଣାରେ ଫିଲ୍ମ ନିର୍ମାତା ମହେଶଙ୍କ ମୃତ୍ୟୁ
    ମନୋରଞ୍ଜନ

    ଡିଏନଏରୁ ସ୍ପଷ୍ଟ, ବିମାନ ଦୁର୍ଘଟଣାରେ ଫିଲ୍ମ ନିର୍ମାତା ମହେଶଙ୍କ ମୃତ୍ୟୁ

    14350
    Jun 22, 2025
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି
    ବିଶେଷ

    ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15625
    Jun 22, 2025
  • ସପ୍ତାହକରେ ରେକର୍ଡ ରୋଜଗାର, ୭କୋଟି ପାର କଲା ‘ବୋଉ ବୁଟୁ ଭୂତ’
    ମନୋରଞ୍ଜନ

    ସପ୍ତାହକରେ ରେକର୍ଡ ରୋଜଗାର, ୭କୋଟି ପାର କଲା ‘ବୋଉ ବୁଟୁ ଭୂତ’

    13865
    Jun 22, 2025
  • ‘ମନ୍ନତ’ରେ ପଶିଲା ବିଏମ୍‌ସି
    ମନୋରଞ୍ଜନ

    ‘ମନ୍ନତ’ରେ ପଶିଲା ବିଏମ୍‌ସି

    15551
    Jun 21, 2025
  • ସରିଗଲା ଇଣ୍ଡିଗୋ ଇନ୍ଧନ, ବେଙ୍ଗାଲୁରୁର ଜରୁରୀ ଅବତରଣ
    ଦେଶ-ଦେଶାନ୍ତର

    ସରିଗଲା ଇଣ୍ଡିଗୋ ଇନ୍ଧନ, ବେଙ୍ଗାଲୁରୁର ଜରୁରୀ ଅବତରଣ

    15200
    Jun 21, 2025
  • ଅଲଗା ହେଲେ ଅକ୍ଷରାଙ୍କ ଅନସ୍କ୍ରିନ୍ ବାପା-ମାଆ
    ମନୋରଞ୍ଜନ

    ଅଲଗା ହେଲେ ଅକ୍ଷରାଙ୍କ ଅନସ୍କ୍ରିନ୍ ବାପା-ମାଆ

    15095
    Jun 22, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ‘ମନ୍ନତ’ରେ ପଶିଲା ବିଏମ୍‌ସି

    15551
    Jun 21, 2025
  • ଦେଶ-ଦେଶାନ୍ତର

    ବାଂଲାଦେଶ, ଚୀନ ଓ ପାକିସ୍ତାନ ପକ୍ଷରୁ ତ୍ରିପକ୍ଷୀୟ ବୈଠକ

    14458
    Jun 21, 2025
  • ମନୋରଞ୍ଜନ

    ଡିଏନଏରୁ ସ୍ପଷ୍ଟ, ବିମାନ ଦୁର୍ଘଟଣାରେ ଫିଲ୍ମ ନିର୍ମାତା ମହେଶଙ୍କ ମୃତ୍ୟୁ

    14350
    Jun 22, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16705
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17009
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15503
    Apr 03, 2021

ବିଶେଷ

  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15625
    Jun 22, 2025
  • ଆଶ୍ଚର୍ଯ୍ୟ: ଲିଟର ପିଛା ଗୋଲାପ ତେଲର ଦାମ୍ ୧୩ ଲକ୍ଷ ଟଙ୍କା

    14244
    Jun 21, 2025
  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14754
    Jun 19, 2025
  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15637
    Jun 19, 2025
  • ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ

    14634
    Jun 18, 2025

ବାଣିଜ୍ୟ

ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

ଭୁବନେଶ୍ୱର : ଓଡିଶାରେ ପାରମ୍ପରିକତା କେବଳ ସଂରକ୍ଷିତ ହୋଇନଥାଏ, ସେହିଟି ଲୋକଙ୍କ ଦୈନନ୍ଦିନ ଜୀବନ, ପାର୍ବଣ, ଓ ଅଭିବ୍ୟକ୍ତିର ଅଂଶ ଅଟୁଟ ଭାବରେ ରହିଛି। ଘୁମୁରା ନୃତ୍ୟର ଗାମ୍ଭୀର୍ୟପୂର୍ଣ୍ଣ ପଦକ୍ଷେପରୁ ଆରମ୍ଭ କରି ...

  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14959
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14818
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14819
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13790
    Jun 17, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ‘ମନ୍ନତ’ରେ ପଶିଲା ବିଏମ୍‌ସି

    15551
    Jun 21, 2025
  • ଅଲଗା ହେଲେ ଅକ୍ଷରାଙ୍କ ଅନସ୍କ୍ରିନ୍ ବାପା-ମାଆ

    15095
    Jun 22, 2025
  • ସାରା ରାତି ଇସ୍ରାଏଲ ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣ

    13987
    Jun 21, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In