Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ...

  • ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ ...

  • ନାଭିଗେସନ ଉପଗ୍ରହ ଏନ୍‌ଭିଏସ୍-୦୩ର ...

  • ୬ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ...

  • ଜାନୁଆରୀ ୨୫ ରୁ ଫେବୃଆରୀ ୨୮ ପର୍ଯ୍ୟନ୍ତ ...

  • ‘ଭୋଟ ବଞ୍ଚାଅ, ଦେଶ ବଞ୍ଚାଅ’ ...

  • ବଦ୍ରିନାଥ ଧାମରୁ ଡେରାଡୁନର ସହସ୍ରଧାରା ...

  • ମୋଦୀଙ୍କୁ ନେଇ ଏମିତି ବୟାନ ଦେଲେ ଅମିତ ଶାହ

  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ସୁନା ଓ ରୁପା ହେବ ଶସ୍ତା

ସୁନା ଓ ରୁପା ହେବ ଶସ୍ତା

2024-07-23 10:02:22
14433
Share:
Facebook
Twitter
E-Mail
WhatsApp
Telegram
ସୁନା ଓ ରୁପା ହେବ ଶସ୍ତା

ନୂଆଦିଲ୍ଲୀ: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ସଂସଦରେ ଆଗତ ହେଲା ପୂର୍ଣ୍ଣାଙ୍ଗ ବଜେଟ୍ । ଦିନ ୧୧ଟା ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରିଛନ୍ତି ।  ସପ୍ତମ ଥର ବଜେଟ ଉପସ୍ଥାପନ କଲେ ନିର୍ମଳା ସୀତାରମଣ ।  ଲଗାତାର ସପ୍ତମ ଥର ପାଇଁ ସଂସଦରେ ଦେଶର ଆୟ-ବ୍ୟୟର ହିସାବ ରଖିଛନ୍ତି ସୀତାରମଣ । ମୋଦି ସରକାର ୩.୦ର ଏହା ପ୍ରଥମ ବଜେଟ୍ ହୋଇଥିବାବେଳେ ଏଥିରୁ ଅନେକ ଆଶା ବାନ୍ଧି ବସିଛନ୍ତି ସବୁ ବର୍ଗର ଲୋକେ । ତେବେ ସୁନା ଓ ରୁପା ଶସ୍ତା ହେବ । କାରଣ ସୁନା, ରୁପା ଓ ପ୍ଲାଟିନମ ଉପରୁ କଷ୍ଟମ ଡୁ୍ୟଟି ହ୍ରାସ ନେଇ ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି । ସୁନା ଓ ରୁପା ଉପରୁ କଷ୍ଟମ ଡୁ୍ୟଟି ୬ ପ୍ରତିଶତ ହ୍ରାସ ହେବ । ପ୍ଲାଟିନମ ଉପରୁ କଷ୍ଟମ ଡୁ୍ୟଟି ୬.୪ ପ୍ରତିଶତ ହ୍ରାସ କରାଯିବ ।
ଅନ୍ୟପକ୍ଷରେ ୩ ପ୍ରକାର କ୍ୟାନସର ଔଷଧ ଉପରୁ କଷ୍ଟମ ଡୁ୍ୟଟି କମିବ । ଔଷଧ ଓ ମେଡିକାଲ ଜିନିଷ ଉପରୁ କଷ୍ଟମ ଡୁ୍ୟଟି କମିବ । ଏକ୍ସରେ ଟୁ୍ୟବ ଊପରୁ ମଧ୍ୟ ଅର୍ଥମନ୍ତ୍ରୀ ଶୁଳ୍କ ହ୍ରାସ ନେଇ ଘୋଷଣା କରିଛନ୍ତି । ଏହାଛଡ଼ା ଏଣିକି ମୋବାଇଲ, ଚାର୍ଜର ଓ ବ୍ୟାଟେରୀ ଶସ୍ତା ହେବ । ସମ୍ପୃକ୍ତ ଜିନିଷ ଉପରୁ କଷ୍ଟମ ଡୁ୍ୟଟି ହ୍ରାସ ନେଇ ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି । ସେହିପରି ସୋଲାର ପ୍ୟାନେଲ ଓ ସାମୁଦ୍ରିକ ଉପôାଦ ମଧ୍ୟ ଶସ୍ତା ହେବ । ଅନ୍ୟପକ୍ଷରେ ୩ ପ୍ରକାର କ୍ୟାନସର ଔଷଧ ଉପରୁ କଷ୍ଟମ ଡୁ୍ୟଟି କମିବ । ଔଷଧ ଓ ମେଡିକାଲ ଜିନିଷ ଉପରୁ କଷ୍ଟମ ଡୁ୍ୟଟି କମିବ । ଏକ୍ସରେ ଟୁ୍ୟବ ଊପରୁ ମଧ୍ୟ ଅର୍ଥମନ୍ତ୍ରୀ ଶୁଳ୍କ ହ୍ରାସ ନେଇ ଘୋଷଣା କରିଛନ୍ତି ।

ତେବେ ବଜେଟ ଉପସ୍ଥାପନବେଳେ ଅର୍ଥମନ୍ତ୍ରୀ କ’ଣ ସବୁ କହିଛନ୍ତି ତାହା ସଂକ୍ଷେପରେ ଜାଣନ୍ତୁ
-ଅନ୍ତରୀଣ ବଜେଟରେ ୪ ଗୋଷ୍ଠୀଙ୍କୁ ପ୍ରାଧାନ୍ୟ ଦିଆଯାଇଥିଲା
- ଗରିବ, ମହିଳା, ଯୁବବର୍ଗ ଓ କୃଷକଙ୍କୁ ପ୍ରାଧାନ୍ୟ ଦିଆଯାଇଥିଲା
- ପିଏମ ଗରିବ କଲ୍ୟାଣ ଅନ୍ନଯୋଜନା ୫ ବର୍ଷ ବୃଦ୍ଧି କରାଯାଇଛି
-୫ ବର୍ଷରେ ୪ କୋଟି ଯୁବବର୍ଗଙ୍କୁ ନିଯୁକ୍ତି ପାଇଁ ଲକ୍ଷ୍ୟ ରଖାଯାଇଛି
- ନିଯୁକ୍ତି, ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ୧ ଲକ୍ଷ ୪୮ ହଜାର କୋଟି ବ୍ୟବସ୍ଥା

-୩୨ ଫସଲର ୧୦୯ ଉନ୍ନତ ଅମଳକ୍ଷମ ବିହନ ଚାଷୀଙ୍କୁ ମିଳିବ
-୧କୋଟି ଚାଷୀଙ୍କୁ ପ୍ରାକୃତିକ ଉପାୟରେ ଚାଷ କରିବାକୁ ପ୍ରୋତ୍ସାହନ
-ଚାଷୀଙ୍କ ଉପôାଦର ଷ୍ଟୋରେଜ ଓ ମାର୍କେଟିଂ ପାଇଁ ବିଶେଷ ବ୍ୟବସ୍ଥା ହେବ
-ଚାଷୀଙ୍କ ପାଇଁ ୧୦ ହଜାର ବାୟୋ ରିସର୍ଚ୍ଚ କେନ୍ଦ୍ର ପ୍ରତିଷ୍ଠା ହେବ
-କୃଷିକ୍ଷେତ୍ର ପାଇଁ ୧ ଲକ୍ଷ ୫୨ହଜାର କୋଟିର ପ୍ରବଧାନ
-ପୂର୍ବାଞ୍ଚଳ ରାଜ୍ୟର ବିକାଶ ପାଇଁ ଆରମ୍ଭ ହେବ ‘ପୂର୍ବୋଦୟ’ ସ୍କିମ ।
-ପୂର୍ବାଞ୍ଚଳ ରାଜ୍ୟ ସହ ଆଉ ୫ଟି ରାଜ୍ୟ ସାମିଲ ହେବେ ।
-ଏହି ସ୍କିମରେ ସାମିଲ ହେବେ ଓଡ଼ିଶା, ବିହାର, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରେଦଶ ।
-ବିହାର ଓ ଆନ୍ଧ୍ରପ୍ରଦେଶ ପାଇଁ ବିଶେଷ ଘୋଷଣା
-ବିହାରରେ ବିମାନବନ୍ଦର ଓ ମେଡିକାଲ କଲେଜର ବିକାଶ ହେବ ।
-ନୂଆ ବିମାନମନ୍ଦର ଓ ମେଡିକାଲ କଲେଜ ପାଇଁ ଅନୁଦାନ ମିଳିବ ।
- ଆନ୍ଧ୍ରପ୍ରଦେଶ ପୋଲାଭରମ ପ୍ରକଳ୍ପର ଶୀଘ୍ର ସମାପ୍ତ ପାଇଁ ପଦକ୍ଷେପ ନିଆଯିବ
-ପୋଲାଭରମ ପ୍ରକଳ୍ପ ଆନ୍ଧ୍ରର ଜୀବନ ରେଖା
- ଆଉ ୩ କୋଟି ଆବାସ ଗୃହ ନିର୍ମାଣ ହେବ
-ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ପାଇଁ ୩ କୋଟି ଆବାସ ଗୃହ ନିର୍ମାଣ ହେବ
-ମହିଳା ଓ ଯୁବତୀଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ୩ ଲକ୍ଷ କୋଟିର ବ୍ୟବସ୍ଥା କରାଯାଇଛି
-ମୁଦ୍ରା ଲୋନରେ ଲୋନ ସୀମା ୧୦ ଲକ୍ଷରୁ ୨୦ ଲକ୍ଷକୁ ବୃଦ୍ଧି କରାଯାଇଛି ।
-ଧାର୍ଯ୍ୟ ସମୟରେ ପୈଠ କରିଥିବା ବ୍ୟକ୍ତି ଲୋନ ନେଇପାରିବେ ।
-ଦେଶରେ ଆଉ ୧୨ଟି ଇଣ୍ଡଷ୍ଟ୍ରିଆଲ ପାର୍କ ନିର୍ମାଣ ହେବ
-ଶିଳ୍ପ କାରଖାନାରେ କାର୍ଯ୍ୟରତ ଶ୍ରମିକଙ୍କ ପାଇଁ ବିଶେଷ ବ୍ୟବସ୍ଥା ହେବ
- ପିପିପି ମୋଡରେ ରେଣ୍ଟାଲ ହାଉସିଂ ବ୍ୟବସ୍ଥା ନିର୍ମାଣ ହେବ -ଡର୍ମିଟୋରୀ ବ୍ୟବସ୍ଥା ରହିବ, ଯେଉଁଥିରେ ଶ୍ରମିକମାନେ ସୁବିଧାରେ ରହିପାରିବେ
-ଦେଶର ବିଭିନ୍ନ ସହରରେ ୧୦୦ ଷ୍ଟ୍ରିଟଫୁଡ ହବ ନିର୍ମାଣ କରାଯିବ
-ବଛା ବଛା ସହରରେ ୧୦୦ ଷ୍ଟ୍ରିଟଫୁଡ ହବ ଓ ହାଟ ନିର୍ମାଣ ହେବ
-୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ ।
-ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମୁକ୍ତ ବିଜୁଳି ଯୋଜନାରେ ୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ
-ସରକାରୀ ସହାୟତାରେ ଲୋକଙ୍କ ଘର ଛାତ ଉପରେ ସୋଲାର ପ୍ୟାନେଲ ଲାଗିବ
-ପ୍ରତି ଘରୁ ମାସିକ ୩୦୦ ୟୁନିଟ ବିଜୁଳି ଉପôାଦନ ଲକ୍ଷ୍ୟ ରଖାଯାଇଛି
-ଆଉ ୨୫ ହଜାର ଗାଁକୁ ପକ୍କା ରାସ୍ତା ନିର୍ମାଣ କରାଯିବ
- ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ଏହା ନିର୍ମାଣ କରାଯିବ
-୫ରାଜ୍ୟକୁ ବନ୍ୟା ନିୟନ୍ତ୍ରଣ ସହାୟତା ପ୍ରଦାନ
-ବନ୍ୟା ମୁକାବିଲା ପାଇଁ ବିହାରକୁ ମିଳିବ ୧୧, ୫୦୦ କୋଟି
- ଆସାମ, ହିମାଚଳପ୍ରଦେଶ, ସିକ୍କିମ ଓ ଉତ୍ତରାଖଣ୍ଡକୁ ମଧ୍ୟ ମିଳିବ ସହାୟତା
-ଓଡ଼ିଶା ପର୍ଯ୍ୟଟନର ବିକାଶ ପାଇଁ ବିଜେଟରେ ଘୋଷଣା
-ମନ୍ଦିର, ବନ୍ୟଜନ୍ତୁ ଓ ସାମୁଦ୍ରିକ ସମ୍ପଦ ପାଇଁ ଓଡ଼ିଶା ଜଣାଶୁଣା
-ପର୍ଯ୍ୟଟନର ବିକାଶ ପାଇଁ ଓଡ଼ିଶାକୁ ସହାୟତା ମିଳିବ
-ରାଜ୍ୟଗୁଡ଼ିକୁ ଦୀର୍ଘମିଆଦି ଋଣ ଯୋଗାଣ ଚାଲୁ ରହିବ
- ରାଜ୍ୟଗୁଡ଼ିକୁ ୫୦ ବର୍ଷ ଅବଧି ବିଶିଷ୍ଟ ଋଣ ଯୋଗାଣ ହେବ
-ବିନା ସୁଧରେ ରାଜ୍ୟଗୁଡ଼ିକୁ ଋର ଯୋଗାଇ ଦିଆଯିବ
-୩ ପ୍ରକାର କ୍ୟାନସର ଔଷଧ ଉପରୁ କଷ୍ଟମ ଡୁ୍ୟଟି କମିବ
-ଔଷଧ ଓ ମେଡିକାଲ ଜିନିଷ ଉପରୁ କଷ୍ଟମ ଡୁ୍ୟଟି କମିବ
-ଏକ୍ସରେ ଟୁ୍ୟବ ଊପରୁ ମଧ୍ୟ ଅର୍ଥମନ୍ତ୍ରୀ ଶୁଳ୍କ ହ୍ରାସ ନେଇ ଘୋଷଣା
-ଏଣିକି ମୋବାଇଲ, ଚାର୍ଜର ଓ ବ୍ୟାଟେରୀ ଶସ୍ତା ହେବ
-ସମ୍ପୃକ୍ତ ଜିନିଷ ଉପରୁ କଷ୍ଟମ ଡୁ୍ୟଟି ହ୍ରାସ ନେଇ ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି
- ସୋଲାର ପ୍ୟାନେଲ ଓ ସାମୁଦ୍ରିକ ଉପôାଦ ମଧ୍ୟ ଶସ୍ତା ହେବ

Powered by Froala Editor

Tags Budget

Related articles Odisha News Lens 4.1

  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....
    ବିଶେଷ

    ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15383
    Oct 30, 2026
  • ‘ଭୋଟ ବଞ୍ଚାଅ, ଦେଶ ବଞ୍ଚାଅ’ ଶୋଭାଯାତ୍ରାରେ ଯୋଗ ଦେବା ପାଇଁ ରାହୁଲଙ୍କ ନିବେଦନ
    ଦେଶ-ଦେଶାନ୍ତର

    ‘ଭୋଟ ବଞ୍ଚାଅ, ଦେଶ ବଞ୍ଚାଅ’ ଶୋଭାଯାତ୍ରାରେ ଯୋଗ ଦେବା ପାଇଁ ରାହୁଲଙ୍କ ନିବେଦନ

    15413
    Oct 30, 2026
  • ଜାନୁଆରୀ ୨୫ ରୁ ଫେବୃଆରୀ ୨୮ ପର୍ଯ୍ୟନ୍ତ ଦେଶରେ କରାଯିବ ଜନଗଣନା
    ଦେଶ-ଦେଶାନ୍ତର

    ଜାନୁଆରୀ ୨୫ ରୁ ଫେବୃଆରୀ ୨୮ ପର୍ଯ୍ୟନ୍ତ ଦେଶରେ କରାଯିବ ଜନଗଣନା

    14010
    Oct 31, 2026
  • ନାଭିଗେସନ ଉପଗ୍ରହ ଏନ୍‌ଭିଏସ୍-୦୩ର ସଫଳତାର ସହ ମହାକାଶକୁ ପ୍ରକ୍ଷେପଣ
    ଦେଶ-ଦେଶାନ୍ତର

    ନାଭିଗେସନ ଉପଗ୍ରହ ଏନ୍‌ଭିଏସ୍-୦୩ର ସଫଳତାର ସହ ମହାକାଶକୁ ପ୍ରକ୍ଷେପଣ

    14659
    Oct 31, 2026
  • ମୋଦୀଙ୍କୁ ନେଇ ଏମିତି ବୟାନ ଦେଲେ  ଅମିତ ଶାହ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ନେଇ ଏମିତି ବୟାନ ଦେଲେ ଅମିତ ଶାହ

    14998
    Oct 30, 2026
  •  ୬ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ ତଥା ଏସଆଇଆର ତାରିଖ ପରିବର୍ତ୍ତନ
    ଦେଶ-ଦେଶାନ୍ତର

    ୬ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ ତଥା ଏସଆଇଆର ତାରିଖ ପରିବର୍ତ୍ତନ

    15047
    Oct 31, 2026
  • ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ...
    ବାଣିଜ୍ୟ

    ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ...

    13377
    Oct 31, 2026
  • ଖିମଜୀ ଜୁଏଲର୍ସ  ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ...
    ବାଣିଜ୍ୟ

    ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ...

    13628
    Oct 31, 2026
  • ବଦ୍ରିନାଥ ଧାମରୁ ଡେରାଡୁନର ସହସ୍ରଧାରା ଫେରୁଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ବଦ୍ରିନାଥ ଧାମରୁ ଡେରାଡୁନର ସହସ୍ରଧାରା ଫେରୁଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15174
    Oct 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ଉତ୍ସବ ଅଫର ବର୍ଷା

    13628
    Oct 31, 2026
  • ବାଣିଜ୍ୟ

    ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ପ୍ରାକ୍‌-ସମ୍ମିଳନୀ କର୍ମଶାଳା

    13377
    Oct 31, 2026
  • ଦେଶ-ଦେଶାନ୍ତର

    ‘ଭୋଟ ବଞ୍ଚାଅ, ଦେଶ ବଞ୍ଚାଅ’ ଶୋଭାଯାତ୍ରାରେ ଯୋଗ ଦେବା ପାଇଁ ରାହୁଲଙ୍କ ନିବେଦନ

    15413
    Oct 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17240
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17939
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17881
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18305
    Sep 06, 2023

ବିଶେଷ

  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15383
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14867
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    16059
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14987
    Oct 25, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15721
    Oct 23, 2026

ବାଣିଜ୍ୟ

ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ କମ୍ପାନୀଗୁଡ଼ିକରେ ନିଯୁକ୍ତି ସୁନିଶ୍ଚିତ କରିଛି

ଭୁବନେଶ୍ୱର : ଯୁବ ସଶକ୍ତିକରଣ, ଗ୍ରାମୀଣ ବିକାଶ ଏବଂ ସ୍ଥାୟୀ ଜୀବିକା ସୃଷ୍ଟି ପ୍ରତି ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ ନିଜର ଲାଞ୍ଜିଗଡ ସ୍ଥିତ ବେଦାନ୍ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ଉତ୍ସବ ଅଫର ବର୍ଷା

    13628
    Oct 31, 2026
  • ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ପ୍ରାକ୍‌-ସମ୍ମିଳନୀ କର୍ମଶାଳା

    13377
    Oct 31, 2026
  • କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

    15173
    Oct 26, 2026
  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    16104
    Oct 26, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ‘ଭୋଟ ବଞ୍ଚାଅ, ଦେଶ ବଞ୍ଚାଅ’ ଶୋଭାଯାତ୍ରାରେ ଯୋଗ ଦେବା ପାଇଁ ରାହୁଲଙ୍କ ନିବେଦନ

    15413
    Oct 30, 2026
  • ୬ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ ତଥା ଏସଆଇଆର ତାରିଖ ପରିବର୍ତ୍ତନ

    15047
    Oct 31, 2026
  • ମୋଦୀଙ୍କୁ ନେଇ ଏମିତି ବୟାନ ଦେଲେ ଅମିତ ଶାହ

    14998
    Oct 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In