Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

  • ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ...

  • ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ...

  • ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ ...

  • ସୁଦାନରେ ଡ୍ରୋନ୍ ଆକ୍ରମଣ, ୧୦୦ରୁ ଅଧିକ ...

  • ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !

  • ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି

  • ଫର୍ମ-୬ କୁ ନେଇ ନିର୍ବାଚନ ଆୟୋଗଙ୍କୁ ...

  • କରଭା ଚୌଥ ପାଇଁ ଚୁଡ଼ି ଏବଂ ବିନ୍ଦି ମାଗିଲେ ...

  • ଅର୍ଣ୍ଣବ ନେଲା ୮ ଜୀବନ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଚଳିତ ବଜେଟରେ ପୁରୁଣା ଆୟକର ସ୍ଲାବ ଅପରିବର୍ତ୍ତିତ

ଚଳିତ ବଜେଟରେ ପୁରୁଣା ଆୟକର ସ୍ଲାବ ଅପରିବର୍ତ୍ତିତ

2024-07-23 10:04:41
15727
Share:
Facebook
Twitter
E-Mail
WhatsApp
Telegram
ଚଳିତ ବଜେଟରେ ପୁରୁଣା ଆୟକର ସ୍ଲାବ ଅପରିବର୍ତ୍ତିତ

ନୂଆଦିଲ୍ଲୀ: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ସଂସଦରେ ଆଗତ ହେଲା ପୂର୍ଣ୍ଣାଙ୍ଗ ବଜେଟ୍ । ଦିନ ୧୧ଟା ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରିଛନ୍ତି ।  ସପ୍ତମ ଥର ବଜେଟ ଉପସ୍ଥାପନ କଲେ ନିର୍ମଳା ସୀତାରମଣ ।  ଲଗାତାର ସପ୍ତମ ଥର ପାଇଁ ସଂସଦରେ ଦେଶର ଆୟ-ବ୍ୟୟର ହିସାବ ରଖିଛନ୍ତି ସୀତାରମଣ ।  ତେବେ ଚଳିତ ବଜେଟରେ ପୁରୁଣା ଆୟକର ସ୍ଲାବ ଅପରିବର୍ତ୍ତିତ ରହିଛି । ନୂଆ ଟିକସ ବ୍ୟବସ୍ଥାରେ ୩ ଲକ୍ଷ ଯାଏ ଉପରେ କୌଣସି ଟିକସ ନାହିଁ । ତେବେ ୩ରୁ ୭ ଲକ୍ଷ ଆୟ ଉପରେ ୫ ପ୍ରତିଶତ ଟିକସ ଲାଗୁ ହେବ । ୭ରୁ ୧୦ ଲକ୍ଷ ଆୟ ଉପରେ ୧୦ ପ୍ରତିଶତ ଟିକସ ଲାଗୁ ହେବ । ସେହିପରି ୧୦ରୁ ୧୨ ଲକ୍ଷ ଆୟ ଉପରେ ୧୫ ପ୍ରତିଶତ ଟିକସ ଲାଗୁ ହେବ । ଏହାଛଡ଼ା ୧୨ରୁ ୧୫ ଲକ୍ଷ ଆୟ ଉପରେ ୨୦ ପ୍ରତିଶତ ଟିକସ ଲାଗୁ ହେବ । ତେବେ ୧୫ ଲକ୍ଷରୁ ଅଧିକ ଆୟ ପାଇଁ ୩୦ ପ୍ରତିଶତ ଟିକସ ଲାଗୁ ହେବ ।

ତେବେ ବଜେଟ ଉପସ୍ଥାପନବେଳେ ଅର୍ଥମନ୍ତ୍ରୀ କ’ଣ ସବୁ କହିଛନ୍ତି ତାହା ସଂକ୍ଷେପରେ ଜାଣନ୍ତୁ
-ଅନ୍ତରୀଣ ବଜେଟରେ ୪ ଗୋଷ୍ଠୀଙ୍କୁ ପ୍ରାଧାନ୍ୟ ଦିଆଯାଇଥିଲା
- ଗରିବ, ମହିଳା, ଯୁବବର୍ଗ ଓ କୃଷକଙ୍କୁ ପ୍ରାଧାନ୍ୟ ଦିଆଯାଇଥିଲା
- ପିଏମ ଗରିବ କଲ୍ୟାଣ ଅନ୍ନଯୋଜନା ୫ ବର୍ଷ ବୃଦ୍ଧି କରାଯାଇଛି
-୫ ବର୍ଷରେ ୪ କୋଟି ଯୁବବର୍ଗଙ୍କୁ ନିଯୁକ୍ତି ପାଇଁ ଲକ୍ଷ୍ୟ ରଖାଯାଇଛି
- ନିଯୁକ୍ତି, ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ୧ ଲକ୍ଷ ୪୮ ହଜାର କୋଟି ବ୍ୟବସ୍ଥା

-୩୨ ଫସଲର ୧୦୯ ଉନ୍ନତ ଅମଳକ୍ଷମ ବିହନ ଚାଷୀଙ୍କୁ ମିଳିବ
-୧କୋଟି ଚାଷୀଙ୍କୁ ପ୍ରାକୃତିକ ଉପାୟରେ ଚାଷ କରିବାକୁ ପ୍ରୋତ୍ସାହନ
-ଚାଷୀଙ୍କ ଉପôାଦର ଷ୍ଟୋରେଜ ଓ ମାର୍କେଟିଂ ପାଇଁ ବିଶେଷ ବ୍ୟବସ୍ଥା ହେବ
-ଚାଷୀଙ୍କ ପାଇଁ ୧୦ ହଜାର ବାୟୋ ରିସର୍ଚ୍ଚ କେନ୍ଦ୍ର ପ୍ରତିଷ୍ଠା ହେବ
-କୃଷିକ୍ଷେତ୍ର ପାଇଁ ୧ ଲକ୍ଷ ୫୨ହଜାର କୋଟିର ପ୍ରବଧାନ
-ପୂର୍ବାଞ୍ଚଳ ରାଜ୍ୟର ବିକାଶ ପାଇଁ ଆରମ୍ଭ ହେବ ‘ପୂର୍ବୋଦୟ’ ସ୍କିମ ।
-ପୂର୍ବାଞ୍ଚଳ ରାଜ୍ୟ ସହ ଆଉ ୫ଟି ରାଜ୍ୟ ସାମିଲ ହେବେ ।
-ଏହି ସ୍କିମରେ ସାମିଲ ହେବେ ଓଡ଼ିଶା, ବିହାର, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରେଦଶ ।
-ବିହାର ଓ ଆନ୍ଧ୍ରପ୍ରଦେଶ ପାଇଁ ବିଶେଷ ଘୋଷଣା
-ବିହାରରେ ବିମାନବନ୍ଦର ଓ ମେଡିକାଲ କଲେଜର ବିକାଶ ହେବ ।
-ନୂଆ ବିମାନମନ୍ଦର ଓ ମେଡିକାଲ କଲେଜ ପାଇଁ ଅନୁଦାନ ମିଳିବ ।
- ଆନ୍ଧ୍ରପ୍ରଦେଶ ପୋଲାଭରମ ପ୍ରକଳ୍ପର ଶୀଘ୍ର ସମାପ୍ତ ପାଇଁ ପଦକ୍ଷେପ ନିଆଯିବ
-ପୋଲାଭରମ ପ୍ରକଳ୍ପ ଆନ୍ଧ୍ରର ଜୀବନ ରେଖା
- ଆଉ ୩ କୋଟି ଆବାସ ଗୃହ ନିର୍ମାଣ ହେବ
-ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ପାଇଁ ୩ କୋଟି ଆବାସ ଗୃହ ନିର୍ମାଣ ହେବ
-ମହିଳା ଓ ଯୁବତୀଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ୩ ଲକ୍ଷ କୋଟିର ବ୍ୟବସ୍ଥା କରାଯାଇଛି
-ମୁଦ୍ରା ଲୋନରେ ଲୋନ ସୀମା ୧୦ ଲକ୍ଷରୁ ୨୦ ଲକ୍ଷକୁ ବୃଦ୍ଧି କରାଯାଇଛି ।
-ଧାର୍ଯ୍ୟ ସମୟରେ ପୈଠ କରିଥିବା ବ୍ୟକ୍ତି ଲୋନ ନେଇପାରିବେ ।
-ଦେଶରେ ଆଉ ୧୨ଟି ଇଣ୍ଡଷ୍ଟ୍ରିଆଲ ପାର୍କ ନିର୍ମାଣ ହେବ
-ଶିଳ୍ପ କାରଖାନାରେ କାର୍ଯ୍ୟରତ ଶ୍ରମିକଙ୍କ ପାଇଁ ବିଶେଷ ବ୍ୟବସ୍ଥା ହେବ
- ପିପିପି ମୋଡରେ ରେଣ୍ଟାଲ ହାଉସିଂ ବ୍ୟବସ୍ଥା ନିର୍ମାଣ ହେବ -ଡର୍ମିଟୋରୀ ବ୍ୟବସ୍ଥା ରହିବ, ଯେଉଁଥିରେ ଶ୍ରମିକମାନେ ସୁବିଧାରେ ରହିପାରିବେ
-ଦେଶର ବିଭିନ୍ନ ସହରରେ ୧୦୦ ଷ୍ଟ୍ରିଟଫୁଡ ହବ ନିର୍ମାଣ କରାଯିବ
-ବଛା ବଛା ସହରରେ ୧୦୦ ଷ୍ଟ୍ରିଟଫୁଡ ହବ ଓ ହାଟ ନିର୍ମାଣ ହେବ
-୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ ।
-ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମୁକ୍ତ ବିଜୁଳି ଯୋଜନାରେ ୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ
-ସରକାରୀ ସହାୟତାରେ ଲୋକଙ୍କ ଘର ଛାତ ଉପରେ ସୋଲାର ପ୍ୟାନେଲ ଲାଗିବ
-ପ୍ରତି ଘରୁ ମାସିକ ୩୦୦ ୟୁନିଟ ବିଜୁଳି ଉପôାଦନ ଲକ୍ଷ୍ୟ ରଖାଯାଇଛି
-ଆଉ ୨୫ ହଜାର ଗାଁକୁ ପକ୍କା ରାସ୍ତା ନିର୍ମାଣ କରାଯିବ
- ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ଏହା ନିର୍ମାଣ କରାଯିବ
-୫ରାଜ୍ୟକୁ ବନ୍ୟା ନିୟନ୍ତ୍ରଣ ସହାୟତା ପ୍ରଦାନ
-ବନ୍ୟା ମୁକାବିଲା ପାଇଁ ବିହାରକୁ ମିଳିବ ୧୧, ୫୦୦ କୋଟି
- ଆସାମ, ହିମାଚଳପ୍ରଦେଶ, ସିକ୍କିମ ଓ ଉତ୍ତରାଖଣ୍ଡକୁ ମଧ୍ୟ ମିଳିବ ସହାୟତା
-ଓଡ଼ିଶା ପର୍ଯ୍ୟଟନର ବିକାଶ ପାଇଁ ବିଜେଟରେ ଘୋଷଣା
-ମନ୍ଦିର, ବନ୍ୟଜନ୍ତୁ ଓ ସାମୁଦ୍ରିକ ସମ୍ପଦ ପାଇଁ ଓଡ଼ିଶା ଜଣାଶୁଣା
-ପର୍ଯ୍ୟଟନର ବିକାଶ ପାଇଁ ଓଡ଼ିଶାକୁ ସହାୟତା ମିଳିବ
-ରାଜ୍ୟଗୁଡ଼ିକୁ ଦୀର୍ଘମିଆଦି ଋଣ ଯୋଗାଣ ଚାଲୁ ରହିବ
- ରାଜ୍ୟଗୁଡ଼ିକୁ ୫୦ ବର୍ଷ ଅବଧି ବିଶିଷ୍ଟ ଋଣ ଯୋଗାଣ ହେବ
-ବିନା ସୁଧରେ ରାଜ୍ୟଗୁଡ଼ିକୁ ଋର ଯୋଗାଇ ଦିଆଯିବ
-୩ ପ୍ରକାର କ୍ୟାନସର ଔଷଧ ଉପରୁ କଷ୍ଟମ ଡୁ୍ୟଟି କମିବ
-ଔଷଧ ଓ ମେଡିକାଲ ଜିନିଷ ଉପରୁ କଷ୍ଟମ ଡୁ୍ୟଟି କମିବ
-ଏକ୍ସରେ ଟୁ୍ୟବ ଊପରୁ ମଧ୍ୟ ଅର୍ଥମନ୍ତ୍ରୀ ଶୁଳ୍କ ହ୍ରାସ ନେଇ ଘୋଷଣା
-ଏଣିକି ମୋବାଇଲ, ଚାର୍ଜର ଓ ବ୍ୟାଟେରୀ ଶସ୍ତା ହେବ
-ସମ୍ପୃକ୍ତ ଜିନିଷ ଉପରୁ କଷ୍ଟମ ଡୁ୍ୟଟି ହ୍ରାସ ନେଇ ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି
- ସୋଲାର ପ୍ୟାନେଲ ଓ ସାମୁଦ୍ରିକ ଉପôାଦ ମଧ୍ୟ ଶସ୍ତା ହେବ
-ସୁନା ଓ ରୁପା ଶସ୍ତା ହେବ
-ସୁନା, ରୁପା ଓ ପ୍ଲାଟିନମ ଉପରୁ କଷ୍ଟମ ଡୁ୍ୟଟି ହ୍ରାସ ନେଇ ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି
- ସୁନା ଓ ରୁପା ଉପରୁ କଷ୍ଟମ ଡୁ୍ୟଟି ୬ ପ୍ରତିଶତ ହ୍ରାସ ହେବ
- ପ୍ଲାଟିନମ ଉପରୁ କଷ୍ଟମ ଡୁ୍ୟଟି ୬.୪ ପ୍ରତିଶତ ହ୍ରାସ କରାଯିବ ।

Powered by Froala Editor

Tags Budget

Related articles Odisha News Lens 4.1

  • ସୁଦାନରେ ଡ୍ରୋନ୍ ଆକ୍ରମଣ, ୧୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ସୁଦାନରେ ଡ୍ରୋନ୍ ଆକ୍ରମଣ, ୧୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ

    14132
    Oct 29, 2026
  • ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି
    ଦେଶ-ଦେଶାନ୍ତର

    ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି

    14305
    Oct 29, 2026
  • ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ମୃତ
    ଦେଶ-ଦେଶାନ୍ତର

    ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ମୃତ

    14676
    Oct 29, 2026
  • କରଭା ଚୌଥ ପାଇଁ ଚୁଡ଼ି ଏବଂ ବିନ୍ଦି ମାଗିଲେ ମୁସ୍କାନ
    ଦେଶ-ଦେଶାନ୍ତର

    କରଭା ଚୌଥ ପାଇଁ ଚୁଡ଼ି ଏବଂ ବିନ୍ଦି ମାଗିଲେ ମୁସ୍କାନ

    14153
    Oct 29, 2026
  • ଅର୍ଣ୍ଣବ ନେଲା ୮ ଜୀବନ
    ଦେଶ-ଦେଶାନ୍ତର

    ଅର୍ଣ୍ଣବ ନେଲା ୮ ଜୀବନ

    13930
    Oct 29, 2026
  • ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !
    ମନୋରଞ୍ଜନ

    ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !

    14921
    Oct 29, 2026
  • ଫର୍ମ-୬ କୁ ନେଇ ନିର୍ବାଚନ ଆୟୋଗଙ୍କୁ ମାଗିଲେ ଜବାବ  ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଫର୍ମ-୬ କୁ ନେଇ ନିର୍ବାଚନ ଆୟୋଗଙ୍କୁ ମାଗିଲେ ଜବାବ ସୁପ୍ରିମକୋର୍ଟ

    14524
    Oct 29, 2026
  •  ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ କିସ୍ତି ଟଙ୍କା
    ଦେଶ-ଦେଶାନ୍ତର

    ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ କିସ୍ତି ଟଙ୍କା

    13757
    Oct 29, 2026
  • ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଶକ୍ତିଶାଳୀ ଭୂମିକମ୍ପ

    14025
    Oct 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ମୃତ

    14676
    Oct 29, 2026
  • ମନୋରଞ୍ଜନ

    ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !

    14921
    Oct 29, 2026
  • ଦେଶ-ଦେଶାନ୍ତର

    ଅର୍ଣ୍ଣବ ନେଲା ୮ ଜୀବନ

    13930
    Oct 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17236
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17935
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17877
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18302
    Sep 06, 2023

ବିଶେଷ

  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15080
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14831
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    16024
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14951
    Oct 25, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15683
    Oct 23, 2026

ବାଣିଜ୍ୟ

କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

ଭୁବନେଶ୍ୱରର ଅଗ୍ରଣୀ ଡାଏଗ୍ନୋଷ୍ଟିକ ସେଣ୍ଟର ୨୦୨୬ ନଭେମ୍ବର ୧୫ ପର୍ଯ୍ୟନ୍ତ ସୋନୋମାମ୍ମୋଗ୍ରାଫି ଉପରେ ଫ୍ଲାଟ୍ ୧୫% ରିହାତି ଘୋଷଣା କଲା

ଭୁବନେଶ୍ୱର : ଭୁବନେଶ୍ୱର ଟଙ୍କପାଣି ରୋଡରେ କିଓରବେ ଦ୍ଵାରା ପ ...

  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    16102
    Oct 26, 2026
  • ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

    14293
    Oct 25, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    15135
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14836
    Oct 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଶକ୍ତିଶାଳୀ ଭୂମିକମ୍ପ

    14025
    Oct 29, 2026
  • ସୁଦାନରେ ଡ୍ରୋନ୍ ଆକ୍ରମଣ, ୧୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ

    14132
    Oct 29, 2026
  • ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ମୃତ

    14676
    Oct 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In