Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, June 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ ...

  • ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ...

  • ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ...

  • ୧ ରୁ ପାସପୋର୍ଟ ଦେୟ ମହଙ୍ଗା

  • କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ...

  • ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ...

  • ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ...

  • ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ...

  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ...

Home ›› ››ଚଳିତ ବଜେଟରେ ପୁରୁଣା ଆୟକର ସ୍ଲାବ ଅପରିବର୍ତ୍ତିତ

ଚଳିତ ବଜେଟରେ ପୁରୁଣା ଆୟକର ସ୍ଲାବ ଅପରିବର୍ତ୍ତିତ

2024-07-23 10:04:41
15628
Share:
Facebook
Twitter
E-Mail
WhatsApp
Telegram
ଚଳିତ ବଜେଟରେ ପୁରୁଣା ଆୟକର ସ୍ଲାବ ଅପରିବର୍ତ୍ତିତ

ନୂଆଦିଲ୍ଲୀ: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ସଂସଦରେ ଆଗତ ହେଲା ପୂର୍ଣ୍ଣାଙ୍ଗ ବଜେଟ୍ । ଦିନ ୧୧ଟା ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରିଛନ୍ତି ।  ସପ୍ତମ ଥର ବଜେଟ ଉପସ୍ଥାପନ କଲେ ନିର୍ମଳା ସୀତାରମଣ ।  ଲଗାତାର ସପ୍ତମ ଥର ପାଇଁ ସଂସଦରେ ଦେଶର ଆୟ-ବ୍ୟୟର ହିସାବ ରଖିଛନ୍ତି ସୀତାରମଣ ।  ତେବେ ଚଳିତ ବଜେଟରେ ପୁରୁଣା ଆୟକର ସ୍ଲାବ ଅପରିବର୍ତ୍ତିତ ରହିଛି । ନୂଆ ଟିକସ ବ୍ୟବସ୍ଥାରେ ୩ ଲକ୍ଷ ଯାଏ ଉପରେ କୌଣସି ଟିକସ ନାହିଁ । ତେବେ ୩ରୁ ୭ ଲକ୍ଷ ଆୟ ଉପରେ ୫ ପ୍ରତିଶତ ଟିକସ ଲାଗୁ ହେବ । ୭ରୁ ୧୦ ଲକ୍ଷ ଆୟ ଉପରେ ୧୦ ପ୍ରତିଶତ ଟିକସ ଲାଗୁ ହେବ । ସେହିପରି ୧୦ରୁ ୧୨ ଲକ୍ଷ ଆୟ ଉପରେ ୧୫ ପ୍ରତିଶତ ଟିକସ ଲାଗୁ ହେବ । ଏହାଛଡ଼ା ୧୨ରୁ ୧୫ ଲକ୍ଷ ଆୟ ଉପରେ ୨୦ ପ୍ରତିଶତ ଟିକସ ଲାଗୁ ହେବ । ତେବେ ୧୫ ଲକ୍ଷରୁ ଅଧିକ ଆୟ ପାଇଁ ୩୦ ପ୍ରତିଶତ ଟିକସ ଲାଗୁ ହେବ ।

ତେବେ ବଜେଟ ଉପସ୍ଥାପନବେଳେ ଅର୍ଥମନ୍ତ୍ରୀ କ’ଣ ସବୁ କହିଛନ୍ତି ତାହା ସଂକ୍ଷେପରେ ଜାଣନ୍ତୁ
-ଅନ୍ତରୀଣ ବଜେଟରେ ୪ ଗୋଷ୍ଠୀଙ୍କୁ ପ୍ରାଧାନ୍ୟ ଦିଆଯାଇଥିଲା
- ଗରିବ, ମହିଳା, ଯୁବବର୍ଗ ଓ କୃଷକଙ୍କୁ ପ୍ରାଧାନ୍ୟ ଦିଆଯାଇଥିଲା
- ପିଏମ ଗରିବ କଲ୍ୟାଣ ଅନ୍ନଯୋଜନା ୫ ବର୍ଷ ବୃଦ୍ଧି କରାଯାଇଛି
-୫ ବର୍ଷରେ ୪ କୋଟି ଯୁବବର୍ଗଙ୍କୁ ନିଯୁକ୍ତି ପାଇଁ ଲକ୍ଷ୍ୟ ରଖାଯାଇଛି
- ନିଯୁକ୍ତି, ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ୧ ଲକ୍ଷ ୪୮ ହଜାର କୋଟି ବ୍ୟବସ୍ଥା

-୩୨ ଫସଲର ୧୦୯ ଉନ୍ନତ ଅମଳକ୍ଷମ ବିହନ ଚାଷୀଙ୍କୁ ମିଳିବ
-୧କୋଟି ଚାଷୀଙ୍କୁ ପ୍ରାକୃତିକ ଉପାୟରେ ଚାଷ କରିବାକୁ ପ୍ରୋତ୍ସାହନ
-ଚାଷୀଙ୍କ ଉପôାଦର ଷ୍ଟୋରେଜ ଓ ମାର୍କେଟିଂ ପାଇଁ ବିଶେଷ ବ୍ୟବସ୍ଥା ହେବ
-ଚାଷୀଙ୍କ ପାଇଁ ୧୦ ହଜାର ବାୟୋ ରିସର୍ଚ୍ଚ କେନ୍ଦ୍ର ପ୍ରତିଷ୍ଠା ହେବ
-କୃଷିକ୍ଷେତ୍ର ପାଇଁ ୧ ଲକ୍ଷ ୫୨ହଜାର କୋଟିର ପ୍ରବଧାନ
-ପୂର୍ବାଞ୍ଚଳ ରାଜ୍ୟର ବିକାଶ ପାଇଁ ଆରମ୍ଭ ହେବ ‘ପୂର୍ବୋଦୟ’ ସ୍କିମ ।
-ପୂର୍ବାଞ୍ଚଳ ରାଜ୍ୟ ସହ ଆଉ ୫ଟି ରାଜ୍ୟ ସାମିଲ ହେବେ ।
-ଏହି ସ୍କିମରେ ସାମିଲ ହେବେ ଓଡ଼ିଶା, ବିହାର, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରେଦଶ ।
-ବିହାର ଓ ଆନ୍ଧ୍ରପ୍ରଦେଶ ପାଇଁ ବିଶେଷ ଘୋଷଣା
-ବିହାରରେ ବିମାନବନ୍ଦର ଓ ମେଡିକାଲ କଲେଜର ବିକାଶ ହେବ ।
-ନୂଆ ବିମାନମନ୍ଦର ଓ ମେଡିକାଲ କଲେଜ ପାଇଁ ଅନୁଦାନ ମିଳିବ ।
- ଆନ୍ଧ୍ରପ୍ରଦେଶ ପୋଲାଭରମ ପ୍ରକଳ୍ପର ଶୀଘ୍ର ସମାପ୍ତ ପାଇଁ ପଦକ୍ଷେପ ନିଆଯିବ
-ପୋଲାଭରମ ପ୍ରକଳ୍ପ ଆନ୍ଧ୍ରର ଜୀବନ ରେଖା
- ଆଉ ୩ କୋଟି ଆବାସ ଗୃହ ନିର୍ମାଣ ହେବ
-ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ପାଇଁ ୩ କୋଟି ଆବାସ ଗୃହ ନିର୍ମାଣ ହେବ
-ମହିଳା ଓ ଯୁବତୀଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ୩ ଲକ୍ଷ କୋଟିର ବ୍ୟବସ୍ଥା କରାଯାଇଛି
-ମୁଦ୍ରା ଲୋନରେ ଲୋନ ସୀମା ୧୦ ଲକ୍ଷରୁ ୨୦ ଲକ୍ଷକୁ ବୃଦ୍ଧି କରାଯାଇଛି ।
-ଧାର୍ଯ୍ୟ ସମୟରେ ପୈଠ କରିଥିବା ବ୍ୟକ୍ତି ଲୋନ ନେଇପାରିବେ ।
-ଦେଶରେ ଆଉ ୧୨ଟି ଇଣ୍ଡଷ୍ଟ୍ରିଆଲ ପାର୍କ ନିର୍ମାଣ ହେବ
-ଶିଳ୍ପ କାରଖାନାରେ କାର୍ଯ୍ୟରତ ଶ୍ରମିକଙ୍କ ପାଇଁ ବିଶେଷ ବ୍ୟବସ୍ଥା ହେବ
- ପିପିପି ମୋଡରେ ରେଣ୍ଟାଲ ହାଉସିଂ ବ୍ୟବସ୍ଥା ନିର୍ମାଣ ହେବ -ଡର୍ମିଟୋରୀ ବ୍ୟବସ୍ଥା ରହିବ, ଯେଉଁଥିରେ ଶ୍ରମିକମାନେ ସୁବିଧାରେ ରହିପାରିବେ
-ଦେଶର ବିଭିନ୍ନ ସହରରେ ୧୦୦ ଷ୍ଟ୍ରିଟଫୁଡ ହବ ନିର୍ମାଣ କରାଯିବ
-ବଛା ବଛା ସହରରେ ୧୦୦ ଷ୍ଟ୍ରିଟଫୁଡ ହବ ଓ ହାଟ ନିର୍ମାଣ ହେବ
-୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ ।
-ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମୁକ୍ତ ବିଜୁଳି ଯୋଜନାରେ ୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ
-ସରକାରୀ ସହାୟତାରେ ଲୋକଙ୍କ ଘର ଛାତ ଉପରେ ସୋଲାର ପ୍ୟାନେଲ ଲାଗିବ
-ପ୍ରତି ଘରୁ ମାସିକ ୩୦୦ ୟୁନିଟ ବିଜୁଳି ଉପôାଦନ ଲକ୍ଷ୍ୟ ରଖାଯାଇଛି
-ଆଉ ୨୫ ହଜାର ଗାଁକୁ ପକ୍କା ରାସ୍ତା ନିର୍ମାଣ କରାଯିବ
- ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ଏହା ନିର୍ମାଣ କରାଯିବ
-୫ରାଜ୍ୟକୁ ବନ୍ୟା ନିୟନ୍ତ୍ରଣ ସହାୟତା ପ୍ରଦାନ
-ବନ୍ୟା ମୁକାବିଲା ପାଇଁ ବିହାରକୁ ମିଳିବ ୧୧, ୫୦୦ କୋଟି
- ଆସାମ, ହିମାଚଳପ୍ରଦେଶ, ସିକ୍କିମ ଓ ଉତ୍ତରାଖଣ୍ଡକୁ ମଧ୍ୟ ମିଳିବ ସହାୟତା
-ଓଡ଼ିଶା ପର୍ଯ୍ୟଟନର ବିକାଶ ପାଇଁ ବିଜେଟରେ ଘୋଷଣା
-ମନ୍ଦିର, ବନ୍ୟଜନ୍ତୁ ଓ ସାମୁଦ୍ରିକ ସମ୍ପଦ ପାଇଁ ଓଡ଼ିଶା ଜଣାଶୁଣା
-ପର୍ଯ୍ୟଟନର ବିକାଶ ପାଇଁ ଓଡ଼ିଶାକୁ ସହାୟତା ମିଳିବ
-ରାଜ୍ୟଗୁଡ଼ିକୁ ଦୀର୍ଘମିଆଦି ଋଣ ଯୋଗାଣ ଚାଲୁ ରହିବ
- ରାଜ୍ୟଗୁଡ଼ିକୁ ୫୦ ବର୍ଷ ଅବଧି ବିଶିଷ୍ଟ ଋଣ ଯୋଗାଣ ହେବ
-ବିନା ସୁଧରେ ରାଜ୍ୟଗୁଡ଼ିକୁ ଋର ଯୋଗାଇ ଦିଆଯିବ
-୩ ପ୍ରକାର କ୍ୟାନସର ଔଷଧ ଉପରୁ କଷ୍ଟମ ଡୁ୍ୟଟି କମିବ
-ଔଷଧ ଓ ମେଡିକାଲ ଜିନିଷ ଉପରୁ କଷ୍ଟମ ଡୁ୍ୟଟି କମିବ
-ଏକ୍ସରେ ଟୁ୍ୟବ ଊପରୁ ମଧ୍ୟ ଅର୍ଥମନ୍ତ୍ରୀ ଶୁଳ୍କ ହ୍ରାସ ନେଇ ଘୋଷଣା
-ଏଣିକି ମୋବାଇଲ, ଚାର୍ଜର ଓ ବ୍ୟାଟେରୀ ଶସ୍ତା ହେବ
-ସମ୍ପୃକ୍ତ ଜିନିଷ ଉପରୁ କଷ୍ଟମ ଡୁ୍ୟଟି ହ୍ରାସ ନେଇ ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି
- ସୋଲାର ପ୍ୟାନେଲ ଓ ସାମୁଦ୍ରିକ ଉପôାଦ ମଧ୍ୟ ଶସ୍ତା ହେବ
-ସୁନା ଓ ରୁପା ଶସ୍ତା ହେବ
-ସୁନା, ରୁପା ଓ ପ୍ଲାଟିନମ ଉପରୁ କଷ୍ଟମ ଡୁ୍ୟଟି ହ୍ରାସ ନେଇ ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି
- ସୁନା ଓ ରୁପା ଉପରୁ କଷ୍ଟମ ଡୁ୍ୟଟି ୬ ପ୍ରତିଶତ ହ୍ରାସ ହେବ
- ପ୍ଲାଟିନମ ଉପରୁ କଷ୍ଟମ ଡୁ୍ୟଟି ୬.୪ ପ୍ରତିଶତ ହ୍ରାସ କରାଯିବ ।

Powered by Froala Editor

Tags Budget

Related articles Odisha News Lens 4.1

  • ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ଦୁର୍ଗରୁ ଫିଙ୍ଗିଦିଅ
    ଅପରାଧ

    ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ଦୁର୍ଗରୁ ଫିଙ୍ଗିଦିଅ

    15620
    Jun 26, 2026
  • କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ନଥିଲା
    ଦେଶ-ଦେଶାନ୍ତର

    କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ନଥିଲା

    15206
    Jun 26, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ
    ବିଶେଷ

    ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15421
    Jun 26, 2026
  • ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର
    ମନୋରଞ୍ଜନ

    ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର

    15646
    Jun 26, 2026
  • ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ନାହିଁ: ମମତା
    ଦେଶ-ଦେଶାନ୍ତର

    ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ନାହିଁ: ମମତା

    15454
    Jun 27, 2026
  • ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ମୃତ
    ଦେଶ-ଦେଶାନ୍ତର

    ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ମୃତ

    15043
    Jun 26, 2026
  • ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ଅଭିଯୋଗ ମାମଲା: ୮ ଜଣଙ୍କ ନାଁରେ ଏଫଆଇଆର
    ଦେଶ-ଦେଶାନ୍ତର

    ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ଅଭିଯୋଗ ମାମଲା: ୮ ଜଣଙ୍କ ନାଁରେ ଏଫଆଇଆର

    14347
    Jun 26, 2026
  •  ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ କେତନଙ୍କ ପରି ମୃତ୍ୟୁ ଦିଆଯାଉ: ସିଆଙ୍କ ମାଆ
    ଦେଶ-ଦେଶାନ୍ତର

    ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ କେତନଙ୍କ ପରି ମୃତ୍ୟୁ ଦିଆଯାଉ: ସିଆଙ୍କ ମାଆ

    13764
    Jun 27, 2026
  • ୧ ରୁ ପାସପୋର୍ଟ ଦେୟ ମହଙ୍ଗା
    ଦେଶ-ଦେଶାନ୍ତର

    ୧ ରୁ ପାସପୋର୍ଟ ଦେୟ ମହଙ୍ଗା

    15315
    Jun 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୧ ରୁ ପାସପୋର୍ଟ ଦେୟ ମହଙ୍ଗା

    15315
    Jun 26, 2026
  • ଦେଶ-ଦେଶାନ୍ତର

    ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ନାହିଁ: ମମତା

    15454
    Jun 27, 2026
  • ଦେଶ-ଦେଶାନ୍ତର

    ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ କେତନଙ୍କ ପରି ମୃତ୍ୟୁ ଦିଆଯାଉ: ସିଆଙ୍କ ମାଆ

    13764
    Jun 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16952
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17566
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17616
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18013
    Sep 06, 2023

ବିଶେଷ

  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15421
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15501
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15256
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15085
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15700
    Jun 20, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13790
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14884
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15497
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15253
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧ ରୁ ପାସପୋର୍ଟ ଦେୟ ମହଙ୍ଗା

    15315
    Jun 26, 2026
  • ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର

    15646
    Jun 26, 2026
  • ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ଦୁର୍ଗରୁ ଫିଙ୍ଗିଦିଅ

    15620
    Jun 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In