Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ...

  • ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ: ୨ ମୃତ, ...

  • ‘ମାଝୀରେ’ ଗୀତରୁ ମିଳିଥିଲା ସ୍ୱତନ୍ତ୍ର ...

  • ହୋମ୍ ୱାର୍କ ପ୍ରେସର: ଭୟରେ ହୃଦ୍‌ଘାତ, ...

  • ଫୋନ୍ ବିବାଦ: ଖାଇରେ ପଡ଼ି ବାପା, ମା, ପୁଅର ...

  • ଦୁଇ ପିଲାଙ୍କୁ ଛାଡ଼ି ଯୁବକ ସହ ମହିଳା ...

  • ରିଲ୍ସ କରିବାକୁ ବିହାର ସରକାର ଦେବେ ଟଙ୍କା, ...

  • ଚିନି ଦର ବୃଦ୍ଧି ପରେ ମନ୍ତ୍ରୀଙ୍କ ମଧୁମେହ ...

  • ମ୍ୟାକଡୋନାଲ୍ଡ୍ସ ସହ ୭ଟି ରେଷ୍ଟୁରାଣ୍ଟର ...

  • ଗାନ୍ଧୀଙ୍କ ହାତଲେଖା ଚିଠି ବିକ୍ରି ହେଲା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପୂର୍ଣ୍ଣାଙ୍ଗ ବଜେଟର ପରିମାଣ ୪୮,୨୦,୫୧୨ କୋଟି ଟଙ୍କା: କେଉଁ ବଡ଼ କ୍ଷେତ୍ର ପାଇଁ କେତେ ଟଙ୍କା ଖର୍ଚ୍ଚ ହେବ ଜାଣନ୍ତୁ

ପୂର୍ଣ୍ଣାଙ୍ଗ ବଜେଟର ପରିମାଣ ୪୮,୨୦,୫୧୨ କୋଟି ଟଙ୍କା: କେଉଁ ବଡ଼ କ୍ଷେତ୍ର ପାଇଁ କେତେ ଟଙ୍କା ଖର୍ଚ୍ଚ ହେବ ଜାଣନ୍ତୁ

2024-07-23 10:23:03
15518
Share:
Facebook
Twitter
E-Mail
WhatsApp
Telegram
ପୂର୍ଣ୍ଣାଙ୍ଗ ବଜେଟର ପରିମାଣ ୪୮,୨୦,୫୧୨ କୋଟି ଟଙ୍କା: କେଉଁ ବଡ଼ କ୍ଷେତ୍ର ପାଇଁ କେତେ ଟଙ୍କା ଖର୍ଚ୍ଚ ହେବ ଜାଣନ୍ତୁ

ନୂଆଦିଲ୍ଲୀ: ଆଜି ଦେଶର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ସେ ଫେବୃଆରୀ ୧ରେ ୪୭,୬୫,୭୬୮ କୋଟି ଟଙ୍କାର କାମଚଳା ବଜେଟ ଉପସ୍ଥାପନ କରିଥିଲେ। ସାଧାରଣ ନିର୍ବାଚନ ପରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରାଯାଇଛି। ପୂର୍ଣ୍ଣାଙ୍ଗ ବଜେଟର ପରିମାଣ ୪୮,୨୦,୫୧୨ କୋଟି ଟଙ୍କା ରହିଛି।
ତେବେ କେଉଁ ବଡ଼ କ୍ଷେତ୍ର ପାଇଁ କେତେ ଟଙ୍କା ଖର୍ଚ୍ଚ ହେବ ଆସନ୍ତୁ ଜାଣିବା।

ଖର୍ଚ୍ଚର ହିସାବ (କୋଟିରେ)
 ପେନସନ- ୨୪,୩୨୯୬,  ପ୍ରତିରକ୍ଷା – ୪,୫୪,୭୭୩, ସାର - ୧,୬୪,୦୦୦, ଖାଦ୍ୟ – ୨,୦୫,୨୫୦, ପେଟ୍ରୋଲିୟମ – ୧୧,୯୨୫, କୃଷି ଓ ଏହା ସହ ଜଡ଼ିତ କାର୍ୟ୍ୟକ୍ରମ – ୧,୫୧,୮୫୧,  କମର୍ସ ଓ ଇଣ୍ତଷ୍ଟ୍ରୀ – ୪୭,୫୫୯, ଉତ୍ତର ପୂର୍ବର ବିକାଶ – ୫,୯୦୦,  ଶିକ୍ଷା – ୧,୨୫,୬୩୮,  ଶକ୍ତି – ୬୮,୭୬୯,  ବୈଦେଶିକ ବ୍ୟାପାର – ୨୨,୧୫୫ ,ଅର୍ଥ – ୮୬,୩୩୯,ସ୍ୱାସ୍ଥ୍ୟ – ୮୯,୨୮୭,ସ୍ୱରାଷ୍ଟ୍ର – ୧୫୦୯୮୩, ସୁଧ – ୧୧,୬୨,୯୪୦, ଆଇଟି ଓ ଟେଲିକମ – ୧୧୬୩୪୨ ,ଅନ୍ୟାନ୍ୟ – ୧୪୪୪୭୭, ଯୋଜନା ଓ ପରିସଂଖ୍ୟନ – ୬,୨୯୧ ,ଗ୍ରାମୀଣ ବିକାଶ – ୨,୬୫,୮୦୮ , ବିଜ୍ଞାନ ଭିତ୍ତିକ ବିଭାଗ – ୩୨,୭୩୬, ସାମାଜିକ କଲ୍ୟାଣ – ୫୬,୫୦୧, ଜିଏସଟି କ୍ଷତି ପୂରଣ ପାଣ୍ଠି – ୧୫,୦୦୦୦, ରାଜ୍ୟର ଭାଗ –୩୨୨୭୮୭, ପରିବହନ – ୫,୪୪,୧୨୮, କେନ୍ଦ୍ର ଶାସିତ ଅଞ୍ଚଳ – ୬୮,୬୬୦, ସହରୀ ବିକାଶ – ୮୨,୫୭୭

ବଜେଟ ମୁଖ୍ୟାଂଶ 
-ଅନ୍ତରୀଣ ବଜେଟରେ ୪ ଗୋଷ୍ଠୀଙ୍କୁ ପ୍ରାଧାନ୍ୟ ଦିଆଯାଇଥିଲା
- ଗରିବ, ମହିଳା, ଯୁବବର୍ଗ ଓ କୃଷକଙ୍କୁ ପ୍ରାଧାନ୍ୟ ଦିଆଯାଇଥିଲା
- ପିଏମ ଗରିବ କଲ୍ୟାଣ ଅନ୍ନଯୋଜନା ୫ ବର୍ଷ ବୃଦ୍ଧି କରାଯାଇଛି
-୫ ବର୍ଷରେ ୪ କୋଟି ଯୁବବର୍ଗଙ୍କୁ ନିଯୁକ୍ତି ପାଇଁ ଲକ୍ଷ୍ୟ ରଖାଯାଇଛି
- ନିଯୁକ୍ତି, ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ୧ ଲକ୍ଷ ୪୮ ହଜାର କୋଟି ବ୍ୟବସ୍ଥା
-୩୨ ଫସଲର ୧୦୯ ଉନ୍ନତ ଅମଳକ୍ଷମ ବିହନ ଚାଷୀଙ୍କୁ ମିଳିବ
-୧କୋଟି ଚାଷୀଙ୍କୁ ପ୍ରାକୃତିକ ଉପାୟରେ ଚାଷ କରିବାକୁ ପ୍ରୋତ୍ସାହନ
-ଚାଷୀଙ୍କ ଉପôାଦର ଷ୍ଟୋରେଜ ଓ ମାର୍କେଟିଂ ପାଇଁ ବିଶେଷ ବ୍ୟବସ୍ଥା ହେବ
-ଚାଷୀଙ୍କ ପାଇଁ ୧୦ ହଜାର ବାୟୋ ରିସର୍ଚ୍ଚ କେନ୍ଦ୍ର ପ୍ରତିଷ୍ଠା ହେବ
-କୃଷିକ୍ଷେତ୍ର ପାଇଁ ୧ ଲକ୍ଷ ୫୨ହଜାର କୋଟିର ପ୍ରବଧାନ
-ପୂର୍ବାଞ୍ଚଳ ରାଜ୍ୟର ବିକାଶ ପାଇଁ ଆରମ୍ଭ ହେବ ‘ପୂର୍ବୋଦୟ’ ସ୍କିମ । 
-ପୂର୍ବାଞ୍ଚଳ ରାଜ୍ୟ ସହ ଆଉ ୫ଟି ରାଜ୍ୟ ସାମିଲ ହେବେ ।
-ଏହି ସ୍କିମରେ ସାମିଲ ହେବେ ଓଡ଼ିଶା, ବିହାର, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରେଦଶ ।
-ବିହାର ଓ ଆନ୍ଧ୍ରପ୍ରଦେଶ ପାଇଁ ବିଶେଷ ଘୋଷଣା 
-ବିହାରରେ ବିମାନବନ୍ଦର ଓ ମେଡିକାଲ କଲେଜର ବିକାଶ ହେବ । 
-ନୂଆ ବିମାନମନ୍ଦର ଓ ମେଡିକାଲ କଲେଜ ପାଇଁ ଅନୁଦାନ ମିଳିବ ।  
- ଆନ୍ଧ୍ରପ୍ରଦେଶ ପୋଲାଭରମ ପ୍ରକଳ୍ପର ଶୀଘ୍ର ସମାପ୍ତ ପାଇଁ ପଦକ୍ଷେପ ନିଆଯିବ
-ପୋଲାଭରମ ପ୍ରକଳ୍ପ ଆନ୍ଧ୍ରର ଜୀବନ ରେଖା
- ଆଉ ୩ କୋଟି ଆବାସ ଗୃହ ନିର୍ମାଣ ହେବ
-ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ପାଇଁ ୩ କୋଟି ଆବାସ ଗୃହ ନିର୍ମାଣ ହେବ
-ମହିଳା ଓ ଯୁବତୀଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ୩ ଲକ୍ଷ କୋଟିର ବ୍ୟବସ୍ଥା କରାଯାଇଛି 
-ମୁଦ୍ରା ଲୋନରେ ଲୋନ ସୀମା ୧୦ ଲକ୍ଷରୁ ୨୦ ଲକ୍ଷକୁ ବୃଦ୍ଧି କରାଯାଇଛି । 
-ଧାର୍ଯ୍ୟ ସମୟରେ ପୈଠ କରିଥିବା ବ୍ୟକ୍ତି ଲୋନ ନେଇପାରିବେ । 
-ଦେଶରେ ଆଉ ୧୨ଟି ଇଣ୍ଡଷ୍ଟ୍ରିଆଲ ପାର୍କ ନିର୍ମାଣ ହେବ 
 -ଶିଳ୍ପ କାରଖାନାରେ କାର୍ଯ୍ୟରତ ଶ୍ରମିକଙ୍କ ପାଇଁ ବିଶେଷ ବ୍ୟବସ୍ଥା ହେବ
- ପିପିପି ମୋଡରେ ରେଣ୍ଟାଲ ହାଉସିଂ ବ୍ୟବସ୍ଥା  ନିର୍ମାଣ ହେବ 
-ଡର୍ମିଟୋରୀ ବ୍ୟବସ୍ଥା ରହିବ, ଯେଉଁଥିରେ ଶ୍ରମିକମାନେ ସୁବିଧାରେ ରହିପାରିବେ
-ଦେଶର ବିଭିନ୍ନ ସହରରେ ୧୦୦ ଷ୍ଟ୍ରିଟଫୁଡ ହବ ନିର୍ମାଣ କରାଯିବ
-ବଛା ବଛା ସହରରେ ୧୦୦ ଷ୍ଟ୍ରିଟଫୁଡ ହବ ଓ ହାଟ ନିର୍ମାଣ ହେବ
-୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ । 
-ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମୁକ୍ତ ବିଜୁଳି ଯୋଜନାରେ  ୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ
-ସରକାରୀ ସହାୟତାରେ ଲୋକଙ୍କ ଘର ଛାତ ଉପରେ ସୋଲାର ପ୍ୟାନେଲ ଲାଗିବ
-ପ୍ରତି ଘରୁ ମାସିକ ୩୦୦ ୟୁନିଟ ବିଜୁଳି ଉପôାଦନ ଲକ୍ଷ୍ୟ ରଖାଯାଇଛି 
-ଆଉ ୨୫ ହଜାର ଗାଁକୁ ପକ୍କା ରାସ୍ତା ନିର୍ମାଣ କରାଯିବ
- ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ଏହା ନିର୍ମାଣ କରାଯିବ
-୫ରାଜ୍ୟକୁ ବନ୍ୟା ନିୟନ୍ତ୍ରଣ ସହାୟତା ପ୍ରଦାନ
-ବନ୍ୟା ମୁକାବିଲା ପାଇଁ ବିହାରକୁ ମିଳିବ ୧୧, ୫୦୦ କୋଟି
- ଆସାମ, ହିମାଚଳପ୍ରଦେଶ, ସିକ୍କିମ ଓ ଉତ୍ତରାଖଣ୍ଡକୁ ମଧ୍ୟ ମିଳିବ ସହାୟତା
-ଓଡ଼ିଶା ପର୍ଯ୍ୟଟନର ବିକାଶ ପାଇଁ ବିଜେଟରେ ଘୋଷଣା 
-ମନ୍ଦିର, ବନ୍ୟଜନ୍ତୁ ଓ ସାମୁଦ୍ରିକ ସମ୍ପଦ ପାଇଁ ଓଡ଼ିଶା ଜଣାଶୁଣା
-ପର୍ଯ୍ୟଟନର ବିକାଶ ପାଇଁ ଓଡ଼ିଶାକୁ ସହାୟତା ମିଳିବ 
-ରାଜ୍ୟଗୁଡ଼ିକୁ ଦୀର୍ଘମିଆଦି ଋଣ ଯୋଗାଣ ଚାଲୁ ରହିବ
- ରାଜ୍ୟଗୁଡ଼ିକୁ ୫୦ ବର୍ଷ ଅବଧି ବିଶିଷ୍ଟ ଋଣ ଯୋଗାଣ ହେବ
-ବିନା ସୁଧରେ ରାଜ୍ୟଗୁଡ଼ିକୁ ଋର ଯୋଗାଇ ଦିଆଯିବ
-୩ ପ୍ରକାର କ୍ୟାନସର ଔଷଧ ଉପରୁ କଷ୍ଟମ ଡୁ୍ୟଟି କମିବ
-ଔଷଧ ଓ ମେଡିକାଲ ଜିନିଷ ଉପରୁ କଷ୍ଟମ ଡୁ୍ୟଟି କମିବ
 -ଏକ୍ସରେ ଟୁ୍ୟବ ଊପରୁ ମଧ୍ୟ ଅର୍ଥମନ୍ତ୍ରୀ ଶୁଳ୍କ ହ୍ରାସ ନେଇ ଘୋଷଣା
-ଏଣିକି ମୋବାଇଲ, ଚାର୍ଜର ଓ ବ୍ୟାଟେରୀ ଶସ୍ତା ହେବ
-ସମ୍ପୃକ୍ତ ଜିନିଷ ଉପରୁ କଷ୍ଟମ ଡୁ୍ୟଟି ହ୍ରାସ ନେଇ ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି
- ସୋଲାର ପ୍ୟାନେଲ ଓ ସାମୁଦ୍ରିକ ଉପôାଦ ମଧ୍ୟ ଶସ୍ତା ହେବ
-ସୁନା ଓ ରୁପା ଶସ୍ତା ହେବ
 -ସୁନା, ରୁପା ଓ ପ୍ଲାଟିନମ ଉପରୁ କଷ୍ଟମ ଡୁ୍ୟଟି ହ୍ରାସ ନେଇ ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି
- ସୁନା ଓ ରୁପା ଉପରୁ କଷ୍ଟମ ଡୁ୍ୟଟି ୬ ପ୍ରତିଶତ ହ୍ରାସ ହେବ
- ପ୍ଲାଟିନମ ଉପରୁ କଷ୍ଟମ ଡୁ୍ୟଟି ୬.୪ ପ୍ରତିଶତ ହ୍ରାସ କରାଯିବ ।
- ପ୍ଲାଷ୍ଟିକ ମହଙ୍ଗା ହେବ
- କାରଣ ପେଟ୍ରୋକେମିକାଲ ଉପôାଦ ଶୁଳ୍ପ ବଢ଼ିବ
- ପ୍ଲାଷ୍ଟିକ ଓ ପ୍ଲାଷ୍ଟିକ ସମ୍ପର୍କିତ ଉପôାଦ ଉପରେ ଶୁଳ୍କ ବଢ଼ିବ
-୩ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ଆୟକର ଶୂନ
- ୩ରୁ ୭ ଲକ୍ଷ ଆୟ ଉପରେ ୫ ପ୍ରତିଶତ ଟିକସ ଲାଗୁ 
-୭ରୁ ୧୦ ଲକ୍ଷ ଆୟ ଉପରେ ୧୦ ପ୍ରତିଶତ ଟିକସ ଲାଗୁ 
-୧୦ରୁ ୧୨ ଲକ୍ଷ ଆୟ ଉପରେ ୧୫ ପ୍ରତିଶତ ଟିକସ ଲାଗୁ 
-୧୨ରୁ ୧୫ ଲକ୍ଷ ଆୟ ଉପରେ ୨୦ ପ୍ରତିଶତ ଟିକସ ଲାଗୁ 
- ୧୫ ଲକ୍ଷରୁ ଅଧିକ ଆୟ ପାଇଁ ୩୦ ପ୍ରତିଶତ ଟିକସ ଲାଗୁ ହେବ

Powered by Froala Editor

Tags Budget

Related articles Odisha News Lens 4.1

  • ଦୁଇ ପିଲାଙ୍କୁ ଛାଡ଼ି ଯୁବକ ସହ ମହିଳା ଫେରାର
    ଦେଶ-ଦେଶାନ୍ତର

    ଦୁଇ ପିଲାଙ୍କୁ ଛାଡ଼ି ଯୁବକ ସହ ମହିଳା ଫେରାର

    13950
    Aug 22, 2026
  • ହୋମ୍ ୱାର୍କ ପ୍ରେସର: ଭୟରେ ହୃଦ୍‌ଘାତ, ଶିଶୁର ଜୀବନ ଚାଲିଗଲା
    ଦେଶ-ଦେଶାନ୍ତର

    ହୋମ୍ ୱାର୍କ ପ୍ରେସର: ଭୟରେ ହୃଦ୍‌ଘାତ, ଶିଶୁର ଜୀବନ ଚାଲିଗଲା

    13412
    Aug 22, 2026
  • ମ୍ୟାକଡୋନାଲ୍ଡ୍ସ ସହ ୭ଟି ରେଷ୍ଟୁରାଣ୍ଟର ଲାଇସେନ୍ସ ରଦ୍ଦ
    ଦେଶ-ଦେଶାନ୍ତର

    ମ୍ୟାକଡୋନାଲ୍ଡ୍ସ ସହ ୭ଟି ରେଷ୍ଟୁରାଣ୍ଟର ଲାଇସେନ୍ସ ରଦ୍ଦ

    14480
    Aug 22, 2026
  • ଗାନ୍ଧୀଙ୍କ ହାତଲେଖା ଚିଠି ବିକ୍ରି ହେଲା ଏତିକି ଟଙ୍କାରେ, ଜାଣନ୍ତୁ କେତେ ?
    ଦେଶ-ଦେଶାନ୍ତର

    ଗାନ୍ଧୀଙ୍କ ହାତଲେଖା ଚିଠି ବିକ୍ରି ହେଲା ଏତିକି ଟଙ୍କାରେ, ଜାଣନ୍ତୁ କେତେ ?

    14949
    Aug 21, 2026
  • ଫୋନ୍ ବିବାଦ: ଖାଇରେ ପଡ଼ି ବାପା, ମା, ପୁଅର ଜୀବନ ଚାଲିଗଲା
    ଦେଶ-ଦେଶାନ୍ତର

    ଫୋନ୍ ବିବାଦ: ଖାଇରେ ପଡ଼ି ବାପା, ମା, ପୁଅର ଜୀବନ ଚାଲିଗଲା

    15264
    Aug 22, 2026
  • ଚିନି ଦର ବୃଦ୍ଧି ପରେ ମନ୍ତ୍ରୀଙ୍କ ମଧୁମେହ ଯୁକ୍ତି
    ଦେଶ-ଦେଶାନ୍ତର

    ଚିନି ଦର ବୃଦ୍ଧି ପରେ ମନ୍ତ୍ରୀଙ୍କ ମଧୁମେହ ଯୁକ୍ତି

    15255
    Aug 22, 2026
  • ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ:  ୨ ମୃତ, ୯ ଆହତ
    ଦେଶ-ଦେଶାନ୍ତର

    ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ: ୨ ମୃତ, ୯ ଆହତ

    14934
    Aug 22, 2026
  • ‘ମାଝୀରେ’ ଗୀତରୁ ମିଳିଥିଲା ସ୍ୱତନ୍ତ୍ର ପରିଚୟ
    ମନୋରଞ୍ଜନ

    ‘ମାଝୀରେ’ ଗୀତରୁ ମିଳିଥିଲା ସ୍ୱତନ୍ତ୍ର ପରିଚୟ

    13410
    Aug 22, 2026
  • ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ...
    ଦେଶ-ଦେଶାନ୍ତର

    ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ...

    15374
    Aug 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହୋମ୍ ୱାର୍କ ପ୍ରେସର: ଭୟରେ ହୃଦ୍‌ଘାତ, ଶିଶୁର ଜୀବନ ଚାଲିଗଲା

    13412
    Aug 22, 2026
  • ଦେଶ-ଦେଶାନ୍ତର

    ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ନାୟକ

    15374
    Aug 22, 2026
  • ଦେଶ-ଦେଶାନ୍ତର

    ଫୋନ୍ ବିବାଦ: ଖାଇରେ ପଡ଼ି ବାପା, ମା, ପୁଅର ଜୀବନ ଚାଲିଗଲା

    15264
    Aug 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17046
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17671
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17715
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18112
    Sep 06, 2023

ବିଶେଷ

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15222
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16000
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13918
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14947
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14719
    Aug 10, 2026

ବାଣିଜ୍ୟ

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି  ବେଦାନ୍ତର ୧୦୦% ମହିଳା ଅପରେଟର

ଭୁବନେଶ୍ୱର : ଔଦ୍ୟୋଗିକ କାର୍ଯ୍ୟକଳାପର ମୂଳରେ ଥିବା ଦାୟିତ୍ୱ ଗ୍ରହଣ କରି, ଉତ୍ପାଦନ କ୍ଷେତ୍ରର ଭବିଷ୍ୟତକୁ ରୂପ ଦେବାରେ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15963
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14001
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14264
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14388
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଚିନି ଦର ବୃଦ୍ଧି ପରେ ମନ୍ତ୍ରୀଙ୍କ ମଧୁମେହ ଯୁକ୍ତି

    15255
    Aug 22, 2026
  • ଦୁଇ ପିଲାଙ୍କୁ ଛାଡ଼ି ଯୁବକ ସହ ମହିଳା ଫେରାର

    13950
    Aug 22, 2026
  • ‘ମାଝୀରେ’ ଗୀତରୁ ମିଳିଥିଲା ସ୍ୱତନ୍ତ୍ର ପରିଚୟ

    13410
    Aug 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In