Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, April 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ...

  • କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା

  • ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ...

  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ...

  • ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ...

  • ଇରାନ ଏବଂ ଆମେରିକା ମଧ୍ୟରେ ଅଚଳାବସ୍ଥା, ...

  • ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ

  • ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର

  • ‘ମହାବତାର ପର୍ଶୁରାମ’ର ପୋଷ୍ଟର ରିଲିଜ୍

  • ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷ ଫଲୋଅର୍ସ, ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଜାମ୍ମୁ କାଶ୍ମୀରରେ ଧାରା ୩୭୦ ପୁଣି ଲାଗୁ କରାଯାଉ : ମେହବୁବା

ଜାମ୍ମୁ କାଶ୍ମୀରରେ ଧାରା ୩୭୦ ପୁଣି ଲାଗୁ କରାଯାଉ : ମେହବୁବା

2021-06-24 20:46:16
14870
Share:
Facebook
Twitter
E-Mail
WhatsApp
Telegram
ଜାମ୍ମୁ କାଶ୍ମୀରରେ ଧାରା ୩୭୦ ପୁଣି ଲାଗୁ କରାଯାଉ : ମେହବୁବା

ଜାମ୍ମୁ କାଶ୍ମୀର ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଡାକିଥିବା ସର୍ବଦଳୀୟ ବୈଠକ ପରେ ପିଡିପି ସଭାପତି ମେହବୁବା ମୁଫତି କହିଛନ୍ତି ଯେ, ଜାମ୍ମୁ କାଶ୍ମୀରରେ ଧାରା ୩୭୦ ପୁଣି ଲାଗୁ କରାଯାଉ ବୋଲି ଆମେ ଚାହୁଁଛୁ। “ମୁଁ ବୈଠକରେ ପ୍ରଧାନମନ୍ତ୍ରୀଙ୍କୁ ପ୍ରଶଂସା କରିଥିଲି ଏବଂ କହିଥିଲି ଯେ ଯଦି ଜାମ୍ମୁ କାଶ୍ମୀରର ଲୋକମାନେ ଶାନ୍ତିରେ ରୁହନ୍ତୁ ବୋଲି ଆପଣ ଚାଁହୁଛନ୍ତି, ତେବେ ତୁମେ ପାକିସ୍ତାନ ସହ କଥା ହେବା ଉଚିତ୍’।

୨୦୧୯ ମସିହା ଅଗଷ୍ଟ ୫ରେ ଭାରତ ସରକାର ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ କରିଥିଲେ। ଉପତ୍ୟକାରୁ ଧାରା ୩୭୦ ଉଚ୍ଛେଦ କରିବା ବେଆଇନ ଓ ଅସାମ୍ବିଧାନିକ ବୋଲି ମୁଫତି କହିଛନ୍ତି।

ସେ ଗଣମାଧ୍ୟମକୁ କହିଛନ୍ତି, “୨୦୧୯ ଅଗଷ୍ଟ ୫ ପରେ ଜମ୍ମୁ-କଶ୍ମୀର ଲୋକ ଅନେକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସେମାନେ କ୍ରୋଧିତ, ହତାଶ ଓ ମାନସିକ ଆଘାତ ପାଇଛନ୍ତି। ସେମାନେ ହଇରାଣ ହେଉଥିବା ଅନୁଭବ କରୁଛନ୍ତି। ମୁଁ ପ୍ରଧାନମନ୍ତ୍ରୀଙ୍କୁ ଏ ବିଷୟରେ ଜଣାଇବା ସହ ସରକାର ଯେଉଁଭଳି ଭାବେ ଏହାକୁ ଉଚ୍ଛେଦ କଲେ, ତାହା ଅସାମ୍ବିଧାନିକ ବୋଲି କହିଛି। 

ସେ ଆହୁରି କହିଛନ୍ତି, ଧାରା ୩୭୦ ଉଚ୍ଛେଦ ପରେ ଲୋକମାନେ ଭୟରେ ରହୁଛନ୍ତି। ସେମାନଙ୍କୁ ବିଭିନ୍ନ ଏଜେନ୍ସି ବେଆଇନ ଭାବେ ଗିରଫ କରିବାର ଆଶଙ୍କା ସେମାନେ କରୁଛନ୍ତି। ଧାରା ୩୭୦ ଉଚ୍ଛେଦ ପରେ ଲକଡାଉନ ଯୋଗୁ ଯେଉଁମାନେ ହଇରାଣ ହୋଇଛନ୍ତି, ସେମାନଙ୍କୁ କ୍ଷତିପୂରଣ ଦେବାକୁ ମଧ୍ୟ ସେ ଦାବି କରିଛନ୍ତି।

Powered by Froala Editor

Tags mehbooba

Related articles Odisha News Lens 4.1

  • ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ସମ୍ବିଧାନ ବିରୋଧୀ କହିଲେ ଅଖିଳେଶ
    ଦେଶ-ଦେଶାନ୍ତର

    ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ସମ୍ବିଧାନ ବିରୋଧୀ କହିଲେ ଅଖିଳେଶ

    13298
    Apr 21, 2026
  • ‘ମହାବତାର ପର୍ଶୁରାମ’ର ପୋଷ୍ଟର ରିଲିଜ୍
    ମନୋରଞ୍ଜନ

    ‘ମହାବତାର ପର୍ଶୁରାମ’ର ପୋଷ୍ଟର ରିଲିଜ୍

    14095
    Apr 20, 2026
  • ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର
    ଦେଶ-ଦେଶାନ୍ତର

    ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର

    15043
    Apr 20, 2026
  • ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ମାଡ଼
    ଦେଶ-ଦେଶାନ୍ତର

    ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ମାଡ଼

    15137
    Apr 21, 2026
  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ
    ବିଶେଷ

    ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ

    14131
    Apr 21, 2026
  • ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷ ଫଲୋଅର୍ସ, କିନ୍ତୁ ସନ୍ୟାସିନୀ ପାଲଟିଲେ ହର୍ଷା
    ମନୋରଞ୍ଜନ

    ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷ ଫଲୋଅର୍ସ, କିନ୍ତୁ ସନ୍ୟାସିନୀ ପାଲଟିଲେ ହର୍ଷା

    14700
    Apr 20, 2026
  • କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା
    ଦେଶ-ଦେଶାନ୍ତର

    କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା

    13865
    Apr 21, 2026
  • ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ସବୁଠାରୁ ବଡ଼ ସୁଯୋଗ ହରାଇଲି
    ଦେଶ-ଦେଶାନ୍ତର

    ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ସବୁଠାରୁ ବଡ଼ ସୁଯୋଗ ହରାଇଲି

    15688
    Apr 20, 2026
  • ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ
    ଦେଶ-ଦେଶାନ୍ତର

    ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ

    13653
    Apr 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ସବୁଠାରୁ ବଡ଼ ସୁଯୋଗ ହରାଇଲି

    15688
    Apr 20, 2026
  • ଦେଶ-ଦେଶାନ୍ତର

    କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା

    13865
    Apr 21, 2026
  • ଦେଶ-ଦେଶାନ୍ତର

    ଇରାନ ଏବଂ ଆମେରିକା ମଧ୍ୟରେ ଅଚଳାବସ୍ଥା, ବୃଦ୍ଧି ପାଇଲା ତୈଳ ଦର

    14525
    Apr 20, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17427
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17481
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17839
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16309
    Apr 03, 2021

ବିଶେଷ

  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ

    14131
    Apr 21, 2026
  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13653
    Apr 20, 2026
  • ଅସ୍ଥି ମଜଭୁତ କରେ ଖଜୁରି

    16149
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15845
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16201
    Apr 12, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15346
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15077
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15579
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13877
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର

    15043
    Apr 20, 2026
  • ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ସବୁଠାରୁ ବଡ଼ ସୁଯୋଗ ହରାଇଲି

    15688
    Apr 20, 2026
  • ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ

    13653
    Apr 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In