Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, August 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ...

  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ...

  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ...

  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ...

  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ...

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ...

  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ...

  • ୭୮ଟି ସାହସିକତା ପୁରସ୍କାରକୁ ...

  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ...

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

ରାଜ୍ୟ
Home ›› ରାଜ୍ୟ ››କୃଷି ଓ ଆନୁସଙ୍ଗିକ କ୍ଷେତ୍ର ପାଇଁ ୩୩,୯୧୯ କୋଟି ଟଙ୍କାର ବ୍ୟୟବରାଦ

କୃଷି ଓ ଆନୁସଙ୍ଗିକ କ୍ଷେତ୍ର ପାଇଁ ୩୩,୯୧୯ କୋଟି ଟଙ୍କାର ବ୍ୟୟବରାଦ

2024-07-26 07:20:55
15189
Share:
Facebook
Twitter
E-Mail
WhatsApp
Telegram
କୃଷି ଓ ଆନୁସଙ୍ଗିକ କ୍ଷେତ୍ର ପାଇଁ ୩୩,୯୧୯ କୋଟି ଟଙ୍କାର ବ୍ୟୟବରାଦ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ବିଧାନସଭାରେ ୨୦୨୪-୨୫ର ବଜେଟ୍ ଉପସ୍ଥାପନ କରି କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ପାଇଁ ୩୩,୯୧୯ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି। ୨୦୨୩-୨୪ରେ କୃଷି ବଜେଟ୍ ପରିମାଣ ୨୪,୮୨୯ କୋଟି ଟଙ୍କା ଥିଲା। ଚଳିତ ବର୍ଷ ସେଥିରେ ୩୬ ପ୍ରତିଶତ ବୃଦ୍ଧି ଘଟିଛି। ଏଥି ସହିତ ବଜେଟ୍‌ରେ ଜଳ ସମ୍ପଦ ବିଭାଗର ବ୍ୟୟବରାଦକୁ ୨୫ ପ୍ରତିଶତ ବୃଦ୍ଧି କରାଯାଇଛି।
କୃଷି ବଜେଟ୍‌ରେ ରାଜ୍ୟ ସରକାର ସମୃଦ୍ଧ କୃଷକ ଯୋଜନା, ପିଏମ୍ କିଷାନ ଯୋଜନା, ଓଡ଼ିଶା ବଳଭଦ୍ର ଜୈବିକ ଚାଷ ମିସନ, ଡ୍ୟାମ୍‌ ସୁରକ୍ଷା ଓ ଉନ୍ନତୀକରଣ ଭଳି ନୂଆ ଯୋଜନା ଘୋଷଣା କରିଛନ୍ତି। ବିକଶିତ ଓଡ଼ିଶା ସ୍ବପ୍ନ ସାକାର କରିବା ଲାଗି ନୂଆ ସମୃଦ୍ଧ କୃଷକ ଯୋଜନା ଘୋଷଣା କରାଯାଇଛି। ଏହି ଯୋଜନାରେ ଚାଷୀମାନଙ୍କଠାରୁ ଉଚିତ୍‌ ମୂଲ୍ୟରେ ଧାନ କ୍ରୟ କରାଯିବାର ଲକ୍ଷ୍ୟ ରହିଛି। ଚାଷୀମାନଙ୍କଠାରୁ କ୍ବିଣ୍ଟାଲ ପିଛା ୩୧୦୦ ଟଙ୍କାରେ ଧାନ କିଣାଯିବ ଯାହା ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍ଏସ୍‌ପି)ଠାରୁ ୮୦୦ ଟଙ୍କା ଅଧିକ। ସମୃଦ୍ଧ କୃଷକ ଯୋଜନା ଅଧୀନରେ ୫୦୦୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ସେହିଭଳି ସିଏମ୍ କିଷାନ ଯୋଜନାରେ ଚାଷୀଙ୍କୁ ଅତିରିକ୍ତ ଟପ୍‌-ଅପ୍ ପ୍ରଦାନ କରାଯିବ।

ରାଜ୍ୟ ସରକାର ଉପ-ଖଣ୍ଡ ସ୍ତରରେ ଶୀତଳ ଭଣ୍ଡାର ସ୍ଥାପନ କରିବାକୁ ଯୋଜନା ରଖିଛନ୍ତି। ଆଗାମୀ ବର୍ଷଗୁଡ଼ିକରେ ବ୍ଲକ୍ ସ୍ତରରେ ତାହାକୁ କାର୍ୟ୍ୟକାରୀ କରାଯିବ। ଚାଷୀମାନଙ୍କ ଲାଗି ବ୍ଲକ୍‌ ସ୍ତରରେ କୃଷି ସମୃଦ୍ଧି କେନ୍ଦ୍ର ପ୍ରତିଷ୍ଠା କରାଯିବ। ତାହା ଜରିଆରେ ବିଭିନ୍ନ ସୂଚନା ପ୍ରଦାନ କରାଯିବ। ଖୁବ୍‌ଶୀଘ୍ର କୃଷି ସମୃଦ୍ଧି ହେଲ୍‌ପଲାଇନ୍ ଆରମ୍ଭ କରାଯିବ। ମିଲେଟ୍‌ ଜାତୀୟ ଫସଲର ଉତ୍ପାଦନ ଓ ବ୍ୟବହାରକୁ ବୃଦ୍ଧି କରିବା ପାଇଁ କୃଷି ବଜେଟ୍‌ରେ ଶ୍ରୀ ଅନ୍ନ ଅଭିଯାନ ପାଇଁ ୬୪୯ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ମିଲେଟ୍ ପ୍ରକ୍ରିୟାକରଣ ପ୍ଲାଣ୍ଟ ସ୍ଥାପନ ପାଇଁ ପ୍ରୋତ୍ସାହନ ଦେବା ସହ ସରକାରୀ କ୍ୟାଣ୍ଟିନ, ସ୍କୁଲ ଓ ଅନୁଷ୍ଠାନରେ ମିଲେଟ୍‌ ଯୋଗାଇ ପୁଷ୍ଟିହୀନତାର ମୁକାବିଲା କରାଯିବ। ‌ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ସବୁ ଚାଷୀଙ୍କୁ ସାମିଲ କରିବା ଉପରେ ସରକାର କାମ କରିବେ। ଏହା ବ୍ୟତୀତ ବନ୍ୟଜନ୍ତୁମାନଙ୍କ ଦ୍ବାରା କ୍ଷତିଗ୍ରସ୍ତ ଫସଲର କ୍ଷତିପୂରଣକୁ ଏଥିରେ ଅନ୍ତର୍ଭୁକ୍ତ କରାଯିବ। ଫସଲ ବୀମା ଯୋଜନା ଲାଗି ୬୦୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ଅକ୍ଷୟ ଶକ୍ତି ସାହାଯ୍ୟରେ ଚାଷୀଙ୍କୁ ସଶକ୍ତ କରିବା ଲାଗି ରାଜ୍ୟରେ ପିଏମ୍ କୁସୁମ୍ କାର୍ୟ୍ୟକାରୀ କରାଯିବ। ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା ପାଇଁ ୩୪୪ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ବଜେଟ୍‌ରେ ପ୍ରାଣୀ ସମ୍ପଦ ବିକାଶ ଆବଣ୍ଟନକୁ ୬୯୭ କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି।

Powered by Froala Editor

Tags Budget

Related articles Odisha News Lens 4.1

  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି
    ମନୋରଞ୍ଜନ

    ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    14851
    Aug 16, 2026
  •  ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌
    ଦେଶ-ଦେଶାନ୍ତର

    ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    14108
    Aug 15, 2026
  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ

    14844
    Aug 16, 2026
  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ
    ଦେଶ-ଦେଶାନ୍ତର

    ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14463
    Aug 15, 2026
  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ
    ଦେଶ-ଦେଶାନ୍ତର

    ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

    14804
    Aug 16, 2026
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ,  ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14486
    Aug 14, 2026
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା
    ଅପରାଧ

    କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14563
    Aug 16, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ
    ବିଶେଷ

    ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13410
    Aug 16, 2026
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...
    ଦେଶ-ଦେଶାନ୍ତର

    ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...

    15522
    Aug 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    14851
    Aug 16, 2026
  • ଦେଶ-ଦେଶାନ୍ତର

    ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ

    15522
    Aug 15, 2026
  • ଦେଶ-ଦେଶାନ୍ତର

    ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

    14804
    Aug 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17032
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17649
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17699
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18098
    Sep 06, 2023

ବିଶେଷ

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13410
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14797
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14572
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14410
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15989
    Aug 05, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14241
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14370
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15267
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14639
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    14108
    Aug 15, 2026
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ

    15522
    Aug 15, 2026
  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ

    14844
    Aug 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In