Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ...

  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

  • ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ...

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ...

  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ...

  • ଭାରତ ମହାସାଗରରେ ଆମେରିକା ନୌସେନା ...

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ...

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ...

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

Home ›› ››କେରଳରେ ଲଗାଣ ବର୍ଷା ପରେ ଭୟଙ୍କର ଭୂସ୍ଖଳନ, ୧୯ ମୃତ

କେରଳରେ ଲଗାଣ ବର୍ଷା ପରେ ଭୟଙ୍କର ଭୂସ୍ଖଳନ, ୧୯ ମୃତ

2024-07-30 07:28:27
14596
Share:
Facebook
Twitter
E-Mail
WhatsApp
Telegram
କେରଳରେ ଲଗାଣ ବର୍ଷା ପରେ ଭୟଙ୍କର ଭୂସ୍ଖଳନ, ୧୯ ମୃତ

ନୂଆଦିଲ୍ଲୀ: କେରଳର ଓ୍ବାଇନାଡରେ ଲଗାଣ ବର୍ଷା ପରେ ଭୟଙ୍କର ଭୂସ୍ଖଳନ ହୋଇଛି। ଏଥିରେ ୧୯ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୦୦ରୁ ଅଧିକ ଲୋକ ମାଟି ତଳେ ପୋତି ହୋଇ ରହିଥିବା ସୂଚନା ମିଳିଛି।  ପ୍ରଥମେ ରାତି ୨ଟାରେ ଓ ପରେ ସକାଳ ପ୍ରାୟ ୪ଟା ୧୦ରେ ଆଉ ଏକ ଭୂସ୍ଖଳନ ଘଟିଥିଲା । ପ୍ରାୟ ୧୦୦ରୁ ଅଧିକ ଲୋକ ମାଟି ତଳେ ପଶିରହିଛନ୍ତି। ସେମାନଙ୍କୁ ଉଦ୍ଧାର କରିବା ଲାଗି ଉଦ୍ୟମ ଜାରି ରହିଛି। ମୃତକଙ୍କ ମଧ୍ୟରେ ଦୁଇ ଜଣ ଶିଶୁ ଥିବା ଜଣାପଡିଛି। ଆଗକୁ ଆହୁରି ମୃତକଙ୍କ ସଂଖ୍ୟା ବଢିବାର ଆଶଙ୍କା ରହିଛି। ଉଦ୍ଧାର କାର୍ଯ୍ୟରେ ଏନଡିଆରଏଫ୍ ଟିମ୍ ଏବଂ ବାୟୁସେନାର ଦୁଇଟି ହେଲିକପ୍ଟର ନିୟୋଜିତ ଅଛି। ଜରୁରୀକାଳୀନ ସହାୟତା ପାଇଁ ହେଲ୍ପଲାଇନ୍ ନମ୍ବର ଜାରି କରାଯାଇଛି। ଭୂସ୍ଖଳନ ଯୋଗୁ ୧୬ ଲୋକ ଆହତ ହୋଇଛନ୍ତି। ସେମାନଙ୍କୁ ଓ୍ୱାଇନାଡର ମେପ୍ପାଡିସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେପଟେ ଏହି ଅଘଟଣକୁ ନେଇ କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ କହିଛନ୍ତି ଉଦ୍ଧାର କାର୍ଯ୍ୟରେ ରାଜ୍ୟର ସମସ୍ତ ସରକାରୀ ଏଜେନ୍ସି ନିୟୋଜିତ ଅଛନ୍ତି ।  ପ୍ରପୀଡିତ ଲୋକଙ୍କୁ ସମସ୍ତ ପ୍ରକାର ସାହାଯ୍ଯ ସହଯୋଗ ଯୋଗାଇ ଦିଆଯିବ।  ଆସନ୍ତା ତିନି ଘଣ୍ଟା ମଧ୍ୟରେ କେରଳର କୋଲାମ, ଆଲାପୁଝା, କୋଟାୟାମ, ଏର୍ନାକୁଲମ୍ଏବଂ ମାଲାପୁରମ୍ ଜିଲ୍ଲାର ବିଚ୍ଛିନ୍ନ ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ନେଇ ସମ୍ଭାବନା ରହିଛି।

Powered by Froala Editor

Tags Landslide in kerla

Related articles Odisha News Lens 4.1

  • ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ
    ଦେଶ-ଦେଶାନ୍ତର

    ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ

    14110
    Mar 06, 2026
  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା
    ଦେଶ-ଦେଶାନ୍ତର

    ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

    13635
    Mar 07, 2026
  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ
    ଦେଶ-ଦେଶାନ୍ତର

    ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ

    13392
    Mar 07, 2026
  •  UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ
    ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13445
    Mar 06, 2026
  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15210
    Mar 05, 2026
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ
    ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14877
    Mar 06, 2026
  •  ଏହି  ସ୍ଥାନରେ କଳାଜାଇ ଥିଲେ  ଖୋଲେ ପୂର୍ବଜନ୍ମର ରହସ୍ୟ
    ବିଶେଷ

    ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14079
    Mar 07, 2026
  •  ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର
    ଦେଶ-ଦେଶାନ୍ତର

    ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର

    14171
    Mar 07, 2026
  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15190
    Mar 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

    13635
    Mar 07, 2026
  • ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15190
    Mar 05, 2026
  • ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14877
    Mar 06, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16247
    Apr 03, 2021

ବିଶେଷ

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14079
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14712
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15179
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14387
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15071
    Feb 28, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15669
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15127
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14978
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14492
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14877
    Mar 06, 2026
  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15190
    Mar 05, 2026
  • ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ

    14110
    Mar 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In