Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, September 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୨ରେ ‘ନୋ ୟୁପିଆଇ ଡେ’ ଭାବରେ ପାଳନ କରିବେ ...

  • ଇତିହାସ ରଚିଲେ ୱୁଶୁ ଖେଳାଳି ରୋଶିବିନା

  • ପ୍ରକ୍ରିୟା ଆରମ୍ଭ, ଫେରିଯିବ ମୌସୁମୀ

  • ୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର, ...

  • ଭାରତ ଅଚାନକ ରୁଷରୁ ଅଶୋଧିତ ତୈଳ କ୍ରୟ ବନ୍ଦ ...

  • ଚୀନ୍ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବା ...

  • ସ୍ଲିପର ବସ୍‌ରେ ଲାଗିଲା ନିଆଁ, ୯ ଯାତ୍ରୀ ...

  • ‘ଲହରୀ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ...

  • ସ୍ଲିପର ବସରେ ଭୟାବହ ଅଗ୍ନିକାଣ୍ଡ, ୯ ...

  • ଡିଜେ ସାଉଣ୍ଡ୍ ଭୟଙ୍କର ଶବ୍ଦରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଚଳନ୍ତା କାର୍‌ରୁ ବାହାରିଗଲା ଚକା, ଛିଟିକି ପଡି ୩ ଯୁବକଯୁବତୀଙ୍କ ମୃତ୍ୟୁ

ଚଳନ୍ତା କାର୍‌ରୁ ବାହାରିଗଲା ଚକା, ଛିଟିକି ପଡି ୩ ଯୁବକଯୁବତୀଙ୍କ ମୃତ୍ୟୁ

2024-07-30 20:31:15
14022
Share:
Facebook
Twitter
E-Mail
WhatsApp
Telegram
ଚଳନ୍ତା କାର୍‌ରୁ ବାହାରିଗଲା ଚକା, ଛିଟିକି ପଡି ୩ ଯୁବକଯୁବତୀଙ୍କ ମୃତ୍ୟୁ

କାନାଡାର ମିଲ୍ଲ କୋଭେ ଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।  ଏହି ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଯାଇଛି।  ଗାଡ଼ିଟି ରାସ୍ତାରେ ଯାଉଥିବା ବେଳେ ଏହାର ଗୋଟିଏ ଟାୟାର ବାହାରି ଯାଇଥିଲା। ଆଉ ତା’ ପରେ କାର ଭିତରୁ ବାହାରକୁ ଛିଟିକି ପଡ଼ିଥିଲେ ଦୁଇ ଜଣ ଯୁବତୀ ଓ ଜଣେ ଯୁବକ। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣାସ୍ଥଳରେ ୩ ଜଣ ପ୍ରାଣ ହରାଇଛନ୍ତି।

ମୃତକଙ୍କ ମଧ୍ୟରେ ଦୁଇ ଜଣ ଭାଇ ଓ ଭଉଣୀ ରହିଛନ୍ତି। ତିନିଜଣ ମୃତକଙ୍କ ନାମ ହରମନ ସୋମାଲ, ନବଜୋତ ସୋମାଲ ଓ ରଶମଦୀପ କୌର। ଏମାନେ ସମସ୍ତେ କାନାଡାରେ ରହି ପାଠପଢ଼ୁଥିଲେ। ସୂଚନା ଅନୁଯାୟୀ, ଏହି ଦୁର୍ଘଟଣା ଜୁଲାଇ ୨୭ ତାରିଖ ରାତି ୯.୩୫ରେ ଜାତୀୟ ରାଜପଥ ୨ରେ ଘଟିଛି। କୌଣସି କାରଣବଶତଃ ହରମନ ସୋମାଲ, ନବଜୋତ ସୋମାଲ ଓ ରଶମଦୀପ କୌର ବସି ଯାଉଥିବା ଗାଡ଼ିର ଚକା ହଠାତ ଫାଟି ଯାଇଥିଲେ। ଫଳରେ ଡ୍ରାଇଭର ନିୟନ୍ତ୍ରଣ ହରାଇ ଦେଇଥିଲେ। ଫଳରେ ଗାଡ଼ି ଭିତରୁ ହରମନ ସୋମାଲ , ନବଜୋତ ସୋମାଲ ଓ ରଶମଦୀପ କୌର ବାହାରକୁ ଛିଟିକି ପଡ଼ିଥିଲେ। ଘଟଣାସ୍ଥଳରେ ହିଁ ତିନିଜଣଙ୍କ ପ୍ରାଣାବାୟୁ ଉଡ଼ି ଯାଇଥିଲା।

ହରମନ ପାଠପଢ଼ିବା ସହିତ ସହିତ ମୋନକଟନରେ ଥିବା ଡେକେୟାରରେ କାମ ବି କରୁଥିଲେ। ତାଙ୍କ ଭଉଣୀ ନବଜୋତ ସୋମାଲ କିଛି ମାସ ତଳେ ପାଠପଢ଼ା ଭିସା ନେଇ କାନାଡା ଯାଇଥିଲେ। ତୃତୀୟ ମୃତକ ଜଣଙ୍କ ହେଲେ ୨୩ ବର୍ଷୀୟ ରଶମଦୀପ କୌର। ତାଙ୍କ ବାପା ମା’ ସଙ୍ଗରୁର ଜିଲ୍ଲାର ସାମାନାରେ ସରକାରୀ ଶିକ୍ଷକ ଭାବେ କାମ କରନ୍ତି। ସାମାନାର ଦମ୍ପତି ପାଠପଢ଼ିବାକୁ ଯାଇଥିବା ଝିଅର ଏଭଳି ମୃତ୍ୟୁ ଖବର ଶୁଣି ଦୁଃଖରେ ଭାଙ୍ଗି ପଡ଼ିଛନ୍ତି।

Powered by Froala Editor

Tags car

Related articles Odisha News Lens 4.1

  • ଚୀନ୍ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବା ବେଳେ ଚମକି ପଡ଼ିଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଚୀନ୍ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବା ବେଳେ ଚମକି ପଡ଼ିଲେ ଟ୍ରମ୍ପ

    15470
    Sep 24, 2026
  • ପ୍ରକ୍ରିୟା ଆରମ୍ଭ, ଫେରିଯିବ ମୌସୁମୀ
    ଦେଶ-ଦେଶାନ୍ତର

    ପ୍ରକ୍ରିୟା ଆରମ୍ଭ, ଫେରିଯିବ ମୌସୁମୀ

    14675
    Sep 25, 2026
  • ସ୍ଲିପର ବସ୍‌ରେ ଲାଗିଲା ନିଆଁ, ୯ ଯାତ୍ରୀ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ସ୍ଲିପର ବସ୍‌ରେ ଲାଗିଲା ନିଆଁ, ୯ ଯାତ୍ରୀ ଜୀବନ୍ତ ଦଗ୍ଧ

    14946
    Sep 24, 2026
  • ଭାରତ ଅଚାନକ ରୁଷରୁ ଅଶୋଧିତ ତୈଳ କ୍ରୟ ବନ୍ଦ କରିପାରିବ ନାହିଁ: ଅର୍ଥମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତ ଅଚାନକ ରୁଷରୁ ଅଶୋଧିତ ତୈଳ କ୍ରୟ ବନ୍ଦ କରିପାରିବ ନାହିଁ: ଅର୍ଥମନ୍ତ୍ରୀ

    15178
    Sep 24, 2026
  • ୨ରେ ‘ନୋ ୟୁପିଆଇ ଡେ’ ଭାବରେ ପାଳନ କରିବେ ବ୍ୟବସାୟୀ
    ଦେଶ-ଦେଶାନ୍ତର

    ୨ରେ ‘ନୋ ୟୁପିଆଇ ଡେ’ ଭାବରେ ପାଳନ କରିବେ ବ୍ୟବସାୟୀ

    13534
    Sep 25, 2026
  • ସ୍ଲିପର ବସରେ ଭୟାବହ ଅଗ୍ନିକାଣ୍ଡ, ୯ ଯାତ୍ରୀ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ସ୍ଲିପର ବସରେ ଭୟାବହ ଅଗ୍ନିକାଣ୍ଡ, ୯ ଯାତ୍ରୀ ଜୀବନ୍ତ ଦଗ୍ଧ

    14963
    Sep 24, 2026
  • ଇତିହାସ ରଚିଲେ ୱୁଶୁ ଖେଳାଳି ରୋଶିବିନା
    ଖେଳ ଖବର

    ଇତିହାସ ରଚିଲେ ୱୁଶୁ ଖେଳାଳି ରୋଶିବିନା

    14579
    Sep 25, 2026
  • ‘ଲହରୀ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର
    ମନୋରଞ୍ଜନ

    ‘ଲହରୀ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର

    15740
    Sep 24, 2026
  • ୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର, କେତେ ମିଳିବ ଦରମା ଜାଣନ୍ତୁ....
    ଦେଶ-ଦେଶାନ୍ତର

    ୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର, କେତେ ମିଳିବ ଦରମା ଜାଣନ୍ତୁ....

    15104
    Sep 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସ୍ଲିପର ବସ୍‌ରେ ଲାଗିଲା ନିଆଁ, ୯ ଯାତ୍ରୀ ଜୀବନ୍ତ ଦଗ୍ଧ

    14946
    Sep 24, 2026
  • ଦେଶ-ଦେଶାନ୍ତର

    ୨ରେ ‘ନୋ ୟୁପିଆଇ ଡେ’ ଭାବରେ ପାଳନ କରିବେ ବ୍ୟବସାୟୀ

    13534
    Sep 25, 2026
  • ଦେଶ-ଦେଶାନ୍ତର

    ସ୍ଲିପର ବସରେ ଭୟାବହ ଅଗ୍ନିକାଣ୍ଡ, ୯ ଯାତ୍ରୀ ଜୀବନ୍ତ ଦଗ୍ଧ

    14963
    Sep 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17125
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17811
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17784
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18194
    Sep 06, 2023

ବିଶେଷ

  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15592
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15159
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14532
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14775
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16406
    Sep 09, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

ଭୁବନେଶ୍ୱର : କଳାହାଣ୍ଡିର ଯୁବକଯୁବତୀଙ୍କ ପାଇଁ ଧନ୍ଦାମୂଳକ ତାଲିମ ଏବଂ ସ୍ଥାୟୀ ଜୀବିକା ନିର୍ବାହ ଏକ ଗୁରୁତ୍ୱପୂର୍ଣ୍ଣ ଆହ୍ୱାନ ହୋଇ ରହିଛି। ଏହି ଆବଶ୍ୟକତାକୁ ପୂରଣ କରି, ବେଦାନ୍ତ ଆଲୁମିନିୟମ ସ୍ଥାନୀୟ ଅଞ୍ଚଳର ଯୁ ...

  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14421
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15617
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15380
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14670
    Sep 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସ୍ଲିପର ବସରେ ଭୟାବହ ଅଗ୍ନିକାଣ୍ଡ, ୯ ଯାତ୍ରୀ ଜୀବନ୍ତ ଦଗ୍ଧ

    14963
    Sep 24, 2026
  • ‘ଲହରୀ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର

    15740
    Sep 24, 2026
  • ୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର, କେତେ ମିଳିବ ଦରମା ଜାଣନ୍ତୁ....

    15104
    Sep 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In