ରାଜ୍ୟରେ ୧୬ ଲକ୍ଷ ୨୭ ହଜାର ୯୩୨ ଭୂତ ରାସନକାର୍ଡଧାରୀ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ୧୬ ଲକ୍ଷ ୨୭ ହଜାର ୯୩୨ ଭୂତ ରାଶନ କାର୍ଡଧାରୀ ଚିହ୍ନଟ ହୋଇଛି। ବିଧାୟକ ଦୁର୍ଗା ପ୍ରସାଦ ନାୟକଙ୍କ ପ୍ରଶ୍ନରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତର ଦେଇ ଏହି ସୂଚନା ଦେଇଛନ୍ତି। ୬ ଲକ୍ଷ ୧୯ ହଜାର ୮୩୬ ରାଶନ କାର୍ଡ ପାଇଁ ଆବେଦନ କରିଛନ୍ତି। କୌଣସି କାରଣରୁ ରାଶନ କାର୍ଡ କଟିଥିଲେ ପୁଣି ଆବେଦନ କରିପାରିବେ। ସରକାର KYC ଲାଗୁ କରୁଛନ୍ତି, ଯାହା ଦ୍ବାରା ଅଯୋଗ୍ୟଙ୍କ ନାଁ କଟିଯିବ ବୋଲି ମନ୍ତ୍ରୀ କହିଛନ୍ତି।
Powered by Froala Editor