Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

  • ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ...

  • କାବେରୀରେ ଭାସିଗଲେ ୫ ଜଣ

  • ଥରେ ନୁହେଁ, ବାରମ୍ବାର କେତନଙ୍କୁ ...

  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ...

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ...

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ ...

  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ...

Home ›› ››ସକ୍ରିୟ ମୌସୁମୀ ବାୟୁ: ଏହି ସବୁ ଜିଲ୍ଲାରେ ମୂଷଳଧାରରେ ବର୍ଷିବ

ସକ୍ରିୟ ମୌସୁମୀ ବାୟୁ: ଏହି ସବୁ ଜିଲ୍ଲାରେ ମୂଷଳଧାରରେ ବର୍ଷିବ

2024-08-01 06:30:26
13867
Share:
Facebook
Twitter
E-Mail
WhatsApp
Telegram
ସକ୍ରିୟ ମୌସୁମୀ ବାୟୁ: ଏହି ସବୁ ଜିଲ୍ଲାରେ ମୂଷଳଧାରରେ ବର୍ଷିବ

ଭୁବନେଶ୍ୱର: ଝାଡ଼ଖଣ୍ଡ ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ ରହିଥିବା ଘୂର୍ଣ୍ଣିବଳୟ ସହ ସକ୍ରିୟ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। କେଉଁଠି ଝିପିଝିପି ତ ଆଉ କେଉଁଠି ମୂଷଳଧାରରେ ବର୍ଷୁଛି। ମେଘୁଆ ପାଗ ସାଙ୍ଗକୁ ତୁହାକୁ ତୁହା ଲାଗି ରହିଛି ବର୍ଷା। ଆଜି ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ଆଜି ଅନୁଗୋଳ, ବୌଦ୍ଧ, ନୟାଗଡ଼, ଢେଙ୍କାନାଳ ଓ କଟକ ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ୟ୍ୟନ୍ତ ବର୍ଷା ହୋଇପାରେ। ସେହିପରି ସୁନ୍ଦରଗଡ଼, ଦେବଗଡ଼, ସମ୍ୱଲପୁର, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ନବରଙ୍ଗପୁର,କୋରାପୁଟ, ମାଲକାନଗିରି, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ୟ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ସେହିପରି ଆସନ୍ତାକାଲି ଶୁକ୍ରବାର ମୟୂରଭଞ୍ଜ,କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼ ଓ ଅନୁଗୋଳ ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ୟ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଗତ ୨୪ଘଣ୍ଟାରେ ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରିଛି ପାଣିପାଗ କେନ୍ଦ୍ର । ବାରିପଦାରେ ସର୍ବାଧିକ ୧୫୬.୬ ମିଲିମିଟର ବର୍ଷା ହୋଇଛି।

ସୂଚନାଯୋଗ୍ୟ, ରାଜ୍ୟରେ କିଛି ଦିନ ହେବ ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ ନଦୀ ଗୁଡ଼ିକ ଫୁଲିବା ସହ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ହୋଇଛି। ଏଥିସହ ତଳିଆ ଅଞ୍ଚଳରେ ବିଭିନ୍ନ ଗାଁକୁ ଯୋଗାଯୋଗ ବିଚ୍ଛନ୍ନ ହୋଇଥିବା ଖବର ରହିଛି।

Powered by Froala Editor

Tags Rain

Related articles Odisha News Lens 4.1

  • ଥରେ ନୁହେଁ, ବାରମ୍ବାର କେତନଙ୍କୁ ମାରିବାକୁ ଚେଷ୍ଟା କରିଥିଲେ ସିୟା
    ଅପରାଧ

    ଥରେ ନୁହେଁ, ବାରମ୍ବାର କେତନଙ୍କୁ ମାରିବାକୁ ଚେଷ୍ଟା କରିଥିଲେ ସିୟା

    13543
    Jun 25, 2026
  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ

    15352
    Jun 24, 2026
  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ

    15423
    Jun 25, 2026
  • କାବେରୀରେ ଭାସିଗଲେ ୫ ଜଣ
    ଦେଶ-ଦେଶାନ୍ତର

    କାବେରୀରେ ଭାସିଗଲେ ୫ ଜଣ

    14993
    Jun 25, 2026
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    14172
    Jun 23, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା
    ବିଶେଷ

    ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15018
    Jun 24, 2026
  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14735
    Jun 24, 2026
  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର
    ଦେଶ-ଦେଶାନ୍ତର

    ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

    14069
    Jun 25, 2026
  • ୨ ଫାଳ ଉଦ୍ଧବସେନା  : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ
    ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    14190
    Jun 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    14190
    Jun 23, 2026
  • ଦେଶ-ଦେଶାନ୍ତର

    କାବେରୀରେ ଭାସିଗଲେ ୫ ଜଣ

    14993
    Jun 25, 2026
  • ଦେଶ-ଦେଶାନ୍ତର

    ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

    14069
    Jun 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16942
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17560
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17610
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18006
    Sep 06, 2023

ବିଶେଷ

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15018
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15183
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15026
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15637
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14502
    Jun 19, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13784
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14874
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15489
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15241
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

    15086
    Jun 25, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15018
    Jun 24, 2026
  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    14190
    Jun 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In