Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, August 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି କାରଣରୁ ଅଭିଜିତ୍‌ ଦୀପ୍‌କେଙ୍କ ...

  • କାନାଡ଼ା ସାମଗ୍ରୀ ଉପରେ ଆମେରିକା ଲଗାଇଲା ...

  • ବନ୍ଦ ଘରୁ ବାପା, ମାଆ ଓ ଦୁଇ ସନ୍ତାନଙ୍କ ...

  • ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ...

  • ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ...

  • ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ: ୨ ମୃତ, ...

  • ‘ମାଝୀରେ’ ଗୀତରୁ ମିଳିଥିଲା ସ୍ୱତନ୍ତ୍ର ...

  • ହୋମ୍ ୱାର୍କ ପ୍ରେସର: ଭୟରେ ହୃଦ୍‌ଘାତ, ...

  • ଫୋନ୍ ବିବାଦ: ଖାଇରେ ପଡ଼ି ବାପା, ମା, ପୁଅର ...

  • ଦୁଇ ପିଲାଙ୍କୁ ଛାଡ଼ି ଯୁବକ ସହ ମହିଳା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ୱାୟନାଡ ଭୂସ୍ଖଳନ:୨୫୦କୁ ବୃଦ୍ଧି ପାଇଲା ମୃତକଙ୍କ ସଂଖ୍ୟା

ୱାୟନାଡ ଭୂସ୍ଖଳନ:୨୫୦କୁ ବୃଦ୍ଧି ପାଇଲା ମୃତକଙ୍କ ସଂଖ୍ୟା

2024-08-01 06:54:46
14103
Share:
Facebook
Twitter
E-Mail
WhatsApp
Telegram
ୱାୟନାଡ ଭୂସ୍ଖଳନ:୨୫୦କୁ ବୃଦ୍ଧି ପାଇଲା ମୃତକଙ୍କ ସଂଖ୍ୟା

ନୂଆଦିଲ୍ଲୀ: କେରଳ ୱାୟନାଡ ଭୂସ୍ଖଳନ ଘଟଣାରେ ଲଗାତର ବଢ଼ି ଚାଲିଛି ମୃତ୍ୟୁ ସଂଖ୍ୟା। ମୃତକଙ୍କ ସଂଖ୍ୟା ବର୍ତ୍ତମାନ ସୁଦ୍ଧା ୨୫୦ରୁ ଅଧିକକୁ ବୃଦ୍ଧି ପାଇଛି। କେବଳ ଚେଲିୟାର ନଦୀରୁ ଏପର୍ୟ୍ୟନ୍ତ ୮୦ରୁ ଅଧକ ଶବ ମିଳିଲାଣି । ଏବେବି ୨୨୫ରୁ ଅଧିକ ଲୋକେ ନିଖୋଜ ଅଛନ୍ତି। ସର୍ଚ୍ଚ ଅପରେସନ ଜୋରାଦାର ଚାଲିଛି।

ସେପଟେ କେରଳରେ ବର୍ଷା ଥମିବାର ନାଁ ନେଉ ନାହିଁ। ପ୍ରବଳ ବର୍ଷା ଭିତରେ ହିଁ ଚାଲିଛି ମାଟି ତଳୁ ଜୀବନ ଖୋଜା। ଗତରାତିରେ ୨୦ ଘଣ୍ଟା ଧରି ଚାଲିଥିବା ଉଦ୍ଧାର ଅପରେସନ୍‌ ଅସ୍ଥାୟୀ ଭାବେ ବନ୍ଦ ରହିବା ପରେ ଆଜି ସକାଳୁ ପୁଣି ଏହା ଆରମ୍ଭ ହୋଇଛି। ଏଯାବତ ଉଦ୍ଧାର ହୋଇଥିବା ୨୭୦ ମୃତଦେହ ମଧ୍ୟରୁ ୧୦୩ ଜଣଙ୍କ ପରିଚୟ ଜଣାପଡ଼ିଛି।୧୬୭ ମର ଶରୀରର ବ୍ୟବଚ୍ଛେଦ ‌ଶେଷ ହୋଇଛି। ୫୨ଟି ମର ଶରୀରକୁ ସେମାନଙ୍କ ପରିବାର ସଦସ୍ୟଙ୍କୁ ହସ୍ତାନ୍ତର କରାଯାଇଛି। ଅନେକ ‌ଲୋକ ମାଟି ତଳେ ପୋତି ହୋଇଯାଇଥିବା ସନ୍ଦେହ କରାଯାଉଥିବାରୁ ସେନା, ଅଗ୍ନିଶମ ବାହିନୀ ଏବଂ ଏନ୍‌ଡିଆର୍‌ଏଫ୍‌ ଉଦ୍ଧାରରେ ଅହରହ ନିୟୋଜିତ ରହିଛନ୍ତି।

ଗତକାଲି ଚେଲିୟାର ନଦୀରୁ ୨୬ ଜଣଙ୍କ ମୃତଦେହ ମିଳିଥିବା ବେଳେ ଆଜି ୮୩ଟି ଶବ ମିଳିଛି। ପାଖାପାଖି ୨୦୦ ଲୋକ ଏବେ ବିଭିନ୍ନ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ୱାୟନାଡ଼ ବିପର୍ୟ୍ୟୟ ପାଇଁ ୪୫ଟି ରିଲିଫ୍‌ ଶିବିର ଖୋଲାଯାଇଛି। ଏଠାରେ ୩ ହଜାରରୁ ଅଧିକ ଲୋକ ରହୁଛନ୍ତି। 

Powered by Froala Editor

Tags Kerla landslide

Related articles Odisha News Lens 4.1

  • କାନାଡ଼ା ସାମଗ୍ରୀ ଉପରେ ଆମେରିକା ଲଗାଇଲା ୫୦% ସୀମା ଶୁଳ୍କ
    ଦେଶ-ଦେଶାନ୍ତର

    କାନାଡ଼ା ସାମଗ୍ରୀ ଉପରେ ଆମେରିକା ଲଗାଇଲା ୫୦% ସୀମା ଶୁଳ୍କ

    15300
    Aug 23, 2026
  • ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ...
    ଦେଶ-ଦେଶାନ୍ତର

    ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ...

    15639
    Aug 22, 2026
  • ଫୋନ୍ ବିବାଦ: ଖାଇରେ ପଡ଼ି ବାପା, ମା, ପୁଅର ଜୀବନ ଚାଲିଗଲା
    ଦେଶ-ଦେଶାନ୍ତର

    ଫୋନ୍ ବିବାଦ: ଖାଇରେ ପଡ଼ି ବାପା, ମା, ପୁଅର ଜୀବନ ଚାଲିଗଲା

    15515
    Aug 22, 2026
  • ବନ୍ଦ ଘରୁ ବାପା, ମାଆ ଓ ଦୁଇ ସନ୍ତାନଙ୍କ ମୃତଦେହ ଉଦ୍ଧାର
    ଦେଶ-ଦେଶାନ୍ତର

    ବନ୍ଦ ଘରୁ ବାପା, ମାଆ ଓ ଦୁଇ ସନ୍ତାନଙ୍କ ମୃତଦେହ ଉଦ୍ଧାର

    15433
    Aug 23, 2026
  • ‘ମାଝୀରେ’ ଗୀତରୁ ମିଳିଥିଲା ସ୍ୱତନ୍ତ୍ର ପରିଚୟ
    ମନୋରଞ୍ଜନ

    ‘ମାଝୀରେ’ ଗୀତରୁ ମିଳିଥିଲା ସ୍ୱତନ୍ତ୍ର ପରିଚୟ

    13648
    Aug 22, 2026
  • ଦୁଇ ପିଲାଙ୍କୁ ଛାଡ଼ି ଯୁବକ ସହ ମହିଳା ଫେରାର
    ଦେଶ-ଦେଶାନ୍ତର

    ଦୁଇ ପିଲାଙ୍କୁ ଛାଡ଼ି ଯୁବକ ସହ ମହିଳା ଫେରାର

    14188
    Aug 22, 2026
  • ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ:  ୨ ମୃତ, ୯ ଆହତ
    ଦେଶ-ଦେଶାନ୍ତର

    ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ: ୨ ମୃତ, ୯ ଆହତ

    15182
    Aug 22, 2026
  • ଏହି କାରଣରୁ ଅଭିଜିତ୍‌ ଦୀପ୍‌କେଙ୍କ ବିରୋଧରେ ହେଲା ମାମଲା ରୁଜୁ
    ଦେଶ-ଦେଶାନ୍ତର

    ଏହି କାରଣରୁ ଅଭିଜିତ୍‌ ଦୀପ୍‌କେଙ୍କ ବିରୋଧରେ ହେଲା ମାମଲା ରୁଜୁ

    14011
    Aug 23, 2026
  • ହୋମ୍ ୱାର୍କ ପ୍ରେସର: ଭୟରେ ହୃଦ୍‌ଘାତ, ଶିଶୁର ଜୀବନ ଚାଲିଗଲା
    ଦେଶ-ଦେଶାନ୍ତର

    ହୋମ୍ ୱାର୍କ ପ୍ରେସର: ଭୟରେ ହୃଦ୍‌ଘାତ, ଶିଶୁର ଜୀବନ ଚାଲିଗଲା

    13650
    Aug 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କାନାଡ଼ା ସାମଗ୍ରୀ ଉପରେ ଆମେରିକା ଲଗାଇଲା ୫୦% ସୀମା ଶୁଳ୍କ

    15300
    Aug 23, 2026
  • ମନୋରଞ୍ଜନ

    ‘ମାଝୀରେ’ ଗୀତରୁ ମିଳିଥିଲା ସ୍ୱତନ୍ତ୍ର ପରିଚୟ

    13648
    Aug 22, 2026
  • ଦେଶ-ଦେଶାନ୍ତର

    ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ଜ୍ୟାକେଟ୍

    15565
    Aug 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17048
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17677
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17719
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18115
    Sep 06, 2023

ବିଶେଷ

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15457
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16030
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13951
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14974
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14747
    Aug 10, 2026

ବାଣିଜ୍ୟ

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି  ବେଦାନ୍ତର ୧୦୦% ମହିଳା ଅପରେଟର

ଭୁବନେଶ୍ୱର : ଔଦ୍ୟୋଗିକ କାର୍ଯ୍ୟକଳାପର ମୂଳରେ ଥିବା ଦାୟିତ୍ୱ ଗ୍ରହଣ କରି, ଉତ୍ପାଦନ କ୍ଷେତ୍ରର ଭବିଷ୍ୟତକୁ ରୂପ ଦେବାରେ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15967
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14003
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14268
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14392
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ: ୨ ମୃତ, ୯ ଆହତ

    15182
    Aug 22, 2026
  • ବନ୍ଦ ଘରୁ ବାପା, ମାଆ ଓ ଦୁଇ ସନ୍ତାନଙ୍କ ମୃତଦେହ ଉଦ୍ଧାର

    15433
    Aug 23, 2026
  • ‘ମାଝୀରେ’ ଗୀତରୁ ମିଳିଥିଲା ସ୍ୱତନ୍ତ୍ର ପରିଚୟ

    13648
    Aug 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In