Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

  • ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ...

  • କାବେରୀରେ ଭାସିଗଲେ ୫ ଜଣ

  • ଥରେ ନୁହେଁ, ବାରମ୍ବାର କେତନଙ୍କୁ ...

  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ...

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ...

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ ...

  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ...

ରାଜ୍ୟ
Home ›› ରାଜ୍ୟ ››ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

2024-08-02 05:57:38
14128
Share:
Facebook
Twitter
E-Mail
WhatsApp
Telegram
ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡକୁ ଲାଗି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।  ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗକୁ ଗତି କରି ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆଗାମୀ ଦୁଇ ଦିନ ପର୍ୟ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ର୍ପୂବାନୁମାନ କରାଯାଇଛି। । ୟୟପ୍ରବଳ ବର୍ଷା ନେଇ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲା ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Powered by Froala Editor

Tags Low pressure

Related articles Odisha News Lens 4.1

  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ

    15334
    Jun 24, 2026
  • କାବେରୀରେ ଭାସିଗଲେ ୫ ଜଣ
    ଦେଶ-ଦେଶାନ୍ତର

    କାବେରୀରେ ଭାସିଗଲେ ୫ ଜଣ

    14971
    Jun 25, 2026
  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14717
    Jun 24, 2026
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    14154
    Jun 23, 2026
  • ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ
    ଦେଶ-ଦେଶାନ୍ତର

    ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

    15064
    Jun 25, 2026
  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ

    15401
    Jun 25, 2026
  • ୨ ଫାଳ ଉଦ୍ଧବସେନା  : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ
    ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    14176
    Jun 23, 2026
  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର
    ଦେଶ-ଦେଶାନ୍ତର

    ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

    14046
    Jun 25, 2026
  • ଥରେ ନୁହେଁ, ବାରମ୍ବାର କେତନଙ୍କୁ ମାରିବାକୁ ଚେଷ୍ଟା କରିଥିଲେ ସିୟା
    ଅପରାଧ

    ଥରେ ନୁହେଁ, ବାରମ୍ବାର କେତନଙ୍କୁ ମାରିବାକୁ ଚେଷ୍ଟା କରିଥିଲେ ସିୟା

    13522
    Jun 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

    15064
    Jun 25, 2026
  • ବିଶେଷ

    ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15002
    Jun 24, 2026
  • ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14717
    Jun 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16942
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17560
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17610
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18006
    Sep 06, 2023

ବିଶେଷ

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15002
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15167
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15024
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15635
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14500
    Jun 19, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13784
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14874
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15489
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15240
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

    14046
    Jun 25, 2026
  • କାବେରୀରେ ଭାସିଗଲେ ୫ ଜଣ

    14971
    Jun 25, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15002
    Jun 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In