Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, September 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନାବାଳିକାଙ୍କୁ ଗଣଦୁଷ୍କର୍ମ ପରେ ନିର୍ମମ ...

  • ମାଓବାଦୀର ବଡ଼ ନେତାଙ୍କୁ ଗିରଫ

  • ଗାଡ଼ିର ବୀମା ନ ଥିଲେ ଟାଙ୍କିରେ ମିଳିବ ...

  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

  • ପ୍ରେମିକର ଋଣ ସୁଝିବାକୁ ପ୍ରେମିକା ...

  • UPSC ଆଶାୟୀଙ୍କୁ ଅସଲାମ୍ ୱାଲିକୁମ୍ କହିବାରୁ ...

  • ପୁଣି ଟାଟା ସନ୍ସର ଅଧ୍ୟକ୍ଷ ହେବେ ଏନ୍. ...

  • ସମସ୍ତ ଅଙ୍ଗ ଦାନ କରିବାକୁ ନିଷ୍ପତ୍ତି ...

  • ଋଷ ଠାରୁ ତୈଳ ଓ ଗ୍ୟାସ କିଣୁଥିବା ରାଷ୍ଟ୍ର ...

  • ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ...

ଖେଳ ଖବର
Home ›› ଖେଳ ଖବର ››ମନୁଙ୍କ ପାଇଁ ପୁଣି ଦିଶିଲା ଆଶାର କିରଣ, ମିଳିପାରେ ଆଉ ଏକ ପଦକ

ମନୁଙ୍କ ପାଇଁ ପୁଣି ଦିଶିଲା ଆଶାର କିରଣ, ମିଳିପାରେ ଆଉ ଏକ ପଦକ

2024-08-02 20:38:30
25099
Share:
Facebook
Twitter
E-Mail
WhatsApp
Telegram
ମନୁଙ୍କ ପାଇଁ ପୁଣି ଦିଶିଲା ଆଶାର କିରଣ, ମିଳିପାରେ ଆଉ ଏକ ପଦକ

ଭାରତର ଷ୍ଟାର ଶୁଟର ମନୁ ଭାକର ଦେଶ ପାଇଁ ଚଳିତ ଅଲିମ୍ପିକ୍ସରେ ଆଉ ଏକ ପଦକ ଜିତିବାର ଅତି ନିକଟରେ ପହଞ୍ଚି ଯାଇଛନ୍ତି। ୨୫ ମିଟର ପିସ୍ତଲ ଇଭେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି ମନୁ ।  ଫାଇନାଲରେ ପହଞ୍ଚିବା ପରେ ଏବେ ତୃତୀୟ ପଦକ ଆଶା ବଢିଯାଇଛି ।

ଯୋଗ୍ୟତା ପର୍ଯ୍ୟାୟରେ ସେ ଦମଦାର ପ୍ରଦର୍ଶନ ସହ ଦ୍ୱିତୀୟ ସ୍ଥାନରେ ରହିଥିଲେ। ତେଣୁ ସେ ସିଧାସଳଖ ଫାଇନାଲ ଖେଳିବାକୁ ଯୋଗ୍ୟତା ଅର୍ଜନ କରିଛନ୍ତି। କାରଣ ୨ଟି ପର୍ଯ୍ୟାୟ ପରେ ଟପ ୮ରେ ରହୁଥିବା ଖେଳାଳିମାନେ ସିଧାସଳଖ ପଦକ ଦୌଡ଼ରେ ସାମିଲ ହେବାର ପ୍ରାବଧାନ ରହିଛି। ଏହି ନିୟମ ଅନୁସାରେ ମନୁ ପଦକ ଦୌଡ଼ରେ ନିଜକୁ ସାମିଲ କରିଛନ୍ତି।

ପ୍ୟାରିସ୍ ଅଲିମ୍ପିକ୍ସରେ ମନୁ ଭାକର ଭାରତକୁ ପ୍ରଥମ ପଦକ ଦେଇଥିଲେ । ୧୦ ମିଟର ଏୟାର ପିସ୍ତଲ ଗୁଳିକାଣ୍ଡର ମହିଳା ଫାଇନାଲରେ ସେ ତୃତୀୟ ସ୍ଥାନରେ ରହିଥିଲେ । ଏହାପରେ ମନୁ ଭାକର ୧୦ ମିଟର ଏୟାର ପିସ୍ତଲର ମିଶ୍ରିତ ଦଳଗତ ଇଭେଣ୍ଟରେ ସରବଜୋତ ସିଂହଙ୍କ ସହ କାଂସ୍ୟ ପଦକ ଜିତିଥିଲେ । ମନୁ ଭାକର ପ୍ରଥମ ଭାରତୀୟ ଖେଳାଳି ଯିଏ ଗୋଟିଏ ଅଲିମ୍ପିକ୍ସରେ ଦୁଇଟି ପଦକ ଜିତିଛନ୍ତି ।

Powered by Froala Editor

Tags manu

Related articles Odisha News Lens 4.1

  • ଋଷ ଠାରୁ ତୈଳ ଓ ଗ୍ୟାସ କିଣୁଥିବା ରାଷ୍ଟ୍ର ଉପରେ 100 ପ୍ରତିଶତ ଟାରିଫ କଷିବ ଆମେରିକା
    ଦେଶ-ଦେଶାନ୍ତର

    ଋଷ ଠାରୁ ତୈଳ ଓ ଗ୍ୟାସ କିଣୁଥିବା ରାଷ୍ଟ୍ର ଉପରେ 100 ପ୍ରତିଶତ ଟାରିଫ କଷିବ ଆମେରିକା

    13843
    Sep 17, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ
    ବିଶେଷ

    ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    13850
    Sep 18, 2026
  • UPSC ଆଶାୟୀଙ୍କୁ ଅସଲାମ୍ ୱାଲିକୁମ୍ କହିବାରୁ ବଦଳିର ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    UPSC ଆଶାୟୀଙ୍କୁ ଅସଲାମ୍ ୱାଲିକୁମ୍ କହିବାରୁ ବଦଳିର ନିର୍ଦ୍ଦେଶ

    13441
    Sep 18, 2026
  • ଗାଡ଼ିର ବୀମା ନ ଥିଲେ ଟାଙ୍କିରେ ମିଳିବ ନାହିଁ ପେଟ୍ରୋଲ ଓ ଡିଜେଲ
    ଦେଶ-ଦେଶାନ୍ତର

    ଗାଡ଼ିର ବୀମା ନ ଥିଲେ ଟାଙ୍କିରେ ମିଳିବ ନାହିଁ ପେଟ୍ରୋଲ ଓ ଡିଜେଲ

    14302
    Sep 18, 2026
  • ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ଗୁଳି ବିନିମୟ:  ଦୁଇ ଆତଙ୍କବାଦୀ ନିପାତ
    ଦେଶ-ଦେଶାନ୍ତର

    ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ଗୁଳି ବିନିମୟ: ଦୁଇ ଆତଙ୍କବାଦୀ ନିପାତ

    14344
    Sep 17, 2026
  • ପ୍ରେମିକର ଋଣ ସୁଝିବାକୁ ପ୍ରେମିକା ଲୁଟିନେଲେ ୪୧.୭୦ ଲକ୍ଷ ଟଙ୍କା
    ଅପରାଧ

    ପ୍ରେମିକର ଋଣ ସୁଝିବାକୁ ପ୍ରେମିକା ଲୁଟିନେଲେ ୪୧.୭୦ ଲକ୍ଷ ଟଙ୍କା

    13940
    Sep 18, 2026
  • ପୁଣି ଟାଟା ସନ୍ସର ଅଧ୍ୟକ୍ଷ ହେବେ ଏନ୍. ଚନ୍ଦ୍ରଶେଖରନ
    ଦେଶ-ଦେଶାନ୍ତର

    ପୁଣି ଟାଟା ସନ୍ସର ଅଧ୍ୟକ୍ଷ ହେବେ ଏନ୍. ଚନ୍ଦ୍ରଶେଖରନ

    15613
    Sep 18, 2026
  • ମାଓବାଦୀର ବଡ଼ ନେତାଙ୍କୁ ଗିରଫ
    ଦେଶ-ଦେଶାନ୍ତର

    ମାଓବାଦୀର ବଡ଼ ନେତାଙ୍କୁ ଗିରଫ

    14389
    Sep 18, 2026
  • ନାବାଳିକାଙ୍କୁ ଗଣଦୁଷ୍କର୍ମ ପରେ ନିର୍ମମ ଭାବେ ହତ୍ୟା
    ଦେଶ-ଦେଶାନ୍ତର

    ନାବାଳିକାଙ୍କୁ ଗଣଦୁଷ୍କର୍ମ ପରେ ନିର୍ମମ ଭାବେ ହତ୍ୟା

    14887
    Sep 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସମସ୍ତ ଅଙ୍ଗ ଦାନ କରିବାକୁ ନିଷ୍ପତ୍ତି ନେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

    14690
    Sep 18, 2026
  • ଅପରାଧ

    ପ୍ରେମିକର ଋଣ ସୁଝିବାକୁ ପ୍ରେମିକା ଲୁଟିନେଲେ ୪୧.୭୦ ଲକ୍ଷ ଟଙ୍କା

    13940
    Sep 18, 2026
  • ଦେଶ-ଦେଶାନ୍ତର

    ଋଷ ଠାରୁ ତୈଳ ଓ ଗ୍ୟାସ କିଣୁଥିବା ରାଷ୍ଟ୍ର ଉପରେ 100 ପ୍ରତିଶତ ଟାରିଫ କଷିବ ଆମେରିକା

    13843
    Sep 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17105
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17786
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17770
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18176
    Sep 06, 2023

ବିଶେଷ

  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    13850
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14600
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16223
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14752
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    14061
    Sep 03, 2026

ବାଣିଜ୍ୟ

ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

ଭୁବନେଶ୍ୱର : ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଆର୍କିଟେକ୍ଟସ୍ (ଆଇଆଇଏ), ଓଡ଼ିଶା ଚାପ୍ଟରର ୨୦୨୬-୨୮ ନିମନ୍ତେ ନବ ନିର୍ବାଚିତ ଏକଜିକ୍ୟୁଟିଭ କମିଟି (କାର୍ଯ୍ୟନିର୍ବାହୀ କମିଟି) ନିର୍ବାଚନ ଫଳ  ସେପ୍ଟେମ୍ବର ୪, ୨୦୨୬ ...

  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15294
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15057
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14650
    Sep 12, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14322
    Sep 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସମସ୍ତ ଅଙ୍ଗ ଦାନ କରିବାକୁ ନିଷ୍ପତ୍ତି ନେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

    14690
    Sep 18, 2026
  • ନାବାଳିକାଙ୍କୁ ଗଣଦୁଷ୍କର୍ମ ପରେ ନିର୍ମମ ଭାବେ ହତ୍ୟା

    14887
    Sep 18, 2026
  • ଋଷ ଠାରୁ ତୈଳ ଓ ଗ୍ୟାସ କିଣୁଥିବା ରାଷ୍ଟ୍ର ଉପରେ 100 ପ୍ରତିଶତ ଟାରିଫ କଷିବ ଆମେରିକା

    13843
    Sep 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In