Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, June 27, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ସ୍ପେଶ ଷ୍ଟେଶନରେ ଶୁଭାଂଶୁଙ୍କୁ ଭବ୍ୟ ...

ରାଜ୍ୟ
Home ›› ରାଜ୍ୟ ››ଚଢ଼ିଗଲା ଟ୍ରକ, ୨ କାଉଡ଼ିଆଙ୍କ ସମେତ ୩ ମୃତ

ଚଢ଼ିଗଲା ଟ୍ରକ, ୨ କାଉଡ଼ିଆଙ୍କ ସମେତ ୩ ମୃତ

2024-08-03 06:35:39
14042
Share:
Facebook
Twitter
E-Mail
WhatsApp
Telegram
ଚଢ଼ିଗଲା ଟ୍ରକ,  ୨ କାଉଡ଼ିଆଙ୍କ ସମେତ ୩ ମୃତ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟର ଡିମିରିଆ ଗାଁ ଛକରେ ୧୬ ନମ୍ବର ଜାତୀୟ ରାଜପଥରେ ଟ୍ରକ୍ ଚଢ଼ି ଯିବାରୁ ୨ ଜଣ କାଉଡ଼ିଆଙ୍କ ସମେତ ୩ ଜଣଙ୍କର ମୃତ୍ୟୁ ଘଟିଛି।
ମୃତ କାଉଡ଼ିଆଙ୍କ ମଧ୍ୟରୁ ଜଣଙ୍କ ନାଁ ରଞ୍ଜି ନାୟକ ହୋଇଥିବା ବେଳେ ଅନ୍ୟ ଜଣଙ୍କର ପରିଚୟ ମିଳିପାରି ନାହିଁ। ସେମାନେ ବାଣପୁର ଅଞ୍ଚଳର। ଅନ୍ୟ ଜଣେ ମୃତକଙ୍କ ନାଁ ଏ. ବନମାଳି ପାତ୍ର। ସେ ସ୍ଥାନୀୟ ଅଞ୍ଚଳର ଜଣେ ଶ୍ରମିକ। ରଞ୍ଜି ନାୟକ ଓ ତାଙ୍କର ଅନ୍ୟ କାଉଡ଼ିଆ ସାଥୀ ଜଣଙ୍କ ଋଷିକୁଲ୍ୟା ନଦୀରୁ ପାଣି ଉଠାଇ ବାଣପୁର ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇଥିଲେ। ସେମାନଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଅନ୍ୟପକ୍ଷରେ ଏ. ବନମାଳି ପାତ୍ରଙ୍କୁ ଖଲ୍ଲିକୋଟ ଡାକ୍ତରଖାନାରେ ମୃତ ଘୋଷଣା କରାଯାଇଥିଲା। ୩ ଜଣଙ୍କ ଉପରେ ଚଢ଼ିଯିବା ପରେ ଟ୍ରକ୍‌ଟି ଓଲଟି ପଡ଼ିଥିଲା। ତେବେ ଡ୍ରାଇଭରଙ୍କର କିଛି ହୋଇନାହିଁ। ଡ୍ରାଇଭରଙ୍କୁ ଖଲ୍ଲିକୋଟ ଥାନା ପୁଲିସ ଅଟକ ରଖିବା ସହିତ ଟ୍ରକ୍‌ଟିକୁ ଜବତ କରିଛି।

Powered by Froala Editor

Tags Accident

Related articles Odisha News Lens 4.1

  • ଅପରେଶନ ସିନ୍ଦୁର ତଥ୍ୟ ଦେଇଥିଲେ ନୌସେନା କିରାଣି, ଗିରଫ କଲା ଗୁଇନ୍ଦା ବିଭାଗ
    ଦେଶ-ଦେଶାନ୍ତର

    ଅପରେଶନ ସିନ୍ଦୁର ତଥ୍ୟ ଦେଇଥିଲେ ନୌସେନା କିରାଣି, ଗିରଫ କଲା ଗୁଇନ୍ଦା ବିଭାଗ

    13400
    Jun 26, 2025
  • ଲାଲ କଦଳୀ ଖାଇବା ଦ୍ୱାରା ମିଳିଥାଏ ଅଗଣିତ ସ୍ବାସ୍ଥ୍ୟ ଲାଭ
    ବିଶେଷ

    ଲାଲ କଦଳୀ ଖାଇବା ଦ୍ୱାରା ମିଳିଥାଏ ଅଗଣିତ ସ୍ବାସ୍ଥ୍ୟ ଲାଭ

    13862
    Jun 26, 2025
  • ସ୍ପେଶ ଷ୍ଟେଶନରେ ଶୁଭାଂଶୁଙ୍କୁ ଭବ୍ୟ ସ୍ବାଗତ
    ଦେଶ-ଦେଶାନ୍ତର

    ସ୍ପେଶ ଷ୍ଟେଶନରେ ଶୁଭାଂଶୁଙ୍କୁ ଭବ୍ୟ ସ୍ବାଗତ

    15342
    Jun 26, 2025
  • ରିଲ୍ସ କରୁ କରୁ ୧୩ ମହଲାରୁ ପଡିଗଲେ ଯୁବତୀ
    ଦେଶ-ଦେଶାନ୍ତର

    ରିଲ୍ସ କରୁ କରୁ ୧୩ ମହଲାରୁ ପଡିଗଲେ ଯୁବତୀ

    15360
    Jun 26, 2025
  • ଏଣିକି ଆଉ ଶୁଭିବନି ଅମିତାଭ ବଚ୍ଚନଙ୍କ ସାଇବର କଲର୍‌ ଟ୍ୟୁନ୍‌
    ମନୋରଞ୍ଜନ

    ଏଣିକି ଆଉ ଶୁଭିବନି ଅମିତାଭ ବଚ୍ଚନଙ୍କ ସାଇବର କଲର୍‌ ଟ୍ୟୁନ୍‌

    15157
    Jun 26, 2025
  • ଋଣ ଶୁଝିବା ଲାଗି କରୁଥିଲେ ଗୁପ୍ତଚର କାମ, ନୌସେନା କର୍ମଚାରୀ ଗିରଫ
    ଦେଶ-ଦେଶାନ୍ତର

    ଋଣ ଶୁଝିବା ଲାଗି କରୁଥିଲେ ଗୁପ୍ତଚର କାମ, ନୌସେନା କର୍ମଚାରୀ ଗିରଫ

    13916
    Jun 26, 2025
  • ମହାକାଶରୁ ଫଟୋ ଏବଂ ଭିଡିଓ ଉତ୍ତୋଳନ କରି ପଠାଇଲେ ଶୁଭାଂଶୁ ଶୁକ୍ଳା
    ଦେଶ-ଦେଶାନ୍ତର

    ମହାକାଶରୁ ଫଟୋ ଏବଂ ଭିଡିଓ ଉତ୍ତୋଳନ କରି ପଠାଇଲେ ଶୁଭାଂଶୁ ଶୁକ୍ଳା

    14935
    Jun 26, 2025
  •  ୨ ପାଖୁଡ଼ା ରସୁଣର ଉପକାରିତା କ'ଣ ଜାଣନ୍ତୁ ?
    ବିଶେଷ

    ୨ ପାଖୁଡ଼ା ରସୁଣର ଉପକାରିତା କ'ଣ ଜାଣନ୍ତୁ ?

    15592
    Jun 26, 2025
  •  ତିଆରି କରୁଛି ପାକିସ୍ତାନ, ଆଇସିବିଏମ୍‌ର ଲକ୍ଷ୍ୟ ଭେଦ ଦୂରତା ୫୫୦୦ କିମି
    ଦେଶ-ଦେଶାନ୍ତର

    ତିଆରି କରୁଛି ପାକିସ୍ତାନ, ଆଇସିବିଏମ୍‌ର ଲକ୍ଷ୍ୟ ଭେଦ ଦୂରତା ୫୫୦୦ କିମି

    14708
    Jun 26, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଅପରେଶନ ସିନ୍ଦୁର ତଥ୍ୟ ଦେଇଥିଲେ ନୌସେନା କିରାଣି, ଗିରଫ କଲା ଗୁଇନ୍ଦା ବିଭାଗ

    13400
    Jun 26, 2025
  • ଦେଶ-ଦେଶାନ୍ତର

    ରିଲ୍ସ କରୁ କରୁ ୧୩ ମହଲାରୁ ପଡିଗଲେ ଯୁବତୀ

    15360
    Jun 26, 2025
  • ବିଶେଷ

    ଲାଲ କଦଳୀ ଖାଇବା ଦ୍ୱାରା ମିଳିଥାଏ ଅଗଣିତ ସ୍ବାସ୍ଥ୍ୟ ଲାଭ

    13862
    Jun 26, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16591
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16709
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17021
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15511
    Apr 03, 2021

ବିଶେଷ

  • ଲାଲ କଦଳୀ ଖାଇବା ଦ୍ୱାରା ମିଳିଥାଏ ଅଗଣିତ ସ୍ବାସ୍ଥ୍ୟ ଲାଭ

    13862
    Jun 26, 2025
  • ୨ ପାଖୁଡ଼ା ରସୁଣର ଉପକାରିତା କ'ଣ ଜାଣନ୍ତୁ ?

    15592
    Jun 26, 2025
  • ମାନସିକତାକୁ ସକାରାତ୍ମକ ରଖେ ଯୋଗ

    14830
    Jun 25, 2025
  • ବଦଳାନ୍ତୁ ଆଙ୍ଗୁଠି ଫୁଟାଇବା ଅଭ୍ୟାସ, ନହେଲେ ଭୋଗିବେ ସାଙ୍ଘାତିକ ସମସ୍ୟା

    15374
    Jun 25, 2025
  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

    15363
    Jun 24, 2025

ବାଣିଜ୍ୟ

ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

ଭୁବନେଶ୍ୱର - ୬୦ ବର୍ଷରୁ ଅଧିକ ଇତିହାସ ଥିବା ଭାରତର ଅନ୍ୟତମ ସର୍ବାଧିକ ଖ୍ୟାତିସମ୍ପନ୍ନ ହେୟାର କଲର (କେଶ ରଙ୍ଗ) ବ୍ରାଣ୍ଡ୍‌ ଭାସମଲ୍‌ ପ୍ରାକୃତିକ ହେନାର ଚିରନ୍ତନ ପରମ୍ପରାରେ ମୂଳ ରଖୁଥିବା ତାହାର ଆଧୁ ...

  • ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

    15532
    Jun 20, 2025
  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    15002
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14823
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14826
    Jun 19, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୨ ପାଖୁଡ଼ା ରସୁଣର ଉପକାରିତା କ'ଣ ଜାଣନ୍ତୁ ?

    15592
    Jun 26, 2025
  • ମା’ ହେବାକୁ ଯାଉଛନ୍ତି ଅଙ୍କିତା

    14976
    Jun 26, 2025
  • ସ୍ପେଶ ଷ୍ଟେଶନରେ ଶୁଭାଂଶୁଙ୍କୁ ଭବ୍ୟ ସ୍ବାଗତ

    15342
    Jun 26, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In