Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ...

  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ...

  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ...

  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ ...

  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ...

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା

  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ...

  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››କେରଳର ଭୂସ୍ଖଳନରେ ୩୪୪ ଛୁଇଁଲା ମୃତ୍ୟୁସଂଖ୍ୟା

କେରଳର ଭୂସ୍ଖଳନରେ ୩୪୪ ଛୁଇଁଲା ମୃତ୍ୟୁସଂଖ୍ୟା

2024-08-03 08:52:09
14982
Share:
Facebook
Twitter
E-Mail
WhatsApp
Telegram
କେରଳର ଭୂସ୍ଖଳନରେ ୩୪୪ ଛୁଇଁଲା ମୃତ୍ୟୁସଂଖ୍ୟା

ୱାୟାନାଡ: କେରଳର ୱାୟାନାଡର ମୃତ୍ୟୁ ସଂଖ୍ୟା ୩୪୪ରେ ପହଞ୍ଚିଛି। ରାଜ୍ୟ ସରକାରଙ୍କ ସର୍ବଶେଷ ଅଦ୍ୟତନ ଅନୁଯାୟୀ କେରଳର ୱାୟାନାଡ ଭୂସ୍ଖଳନରେ ମୃତ୍ୟୁସଂଖ୍ୟା ୩୪୪ ଛୁଇଁଛି।ୱାୟନାଡରେ ଭୂସ୍ଖଳନ ପରେ ପଞ୍ଚମ ଦିନରେ ସର୍ଚ୍ଚ ଅପରେସନ୍ ଜାରି ରହିଛି। ଏପର୍ୟ୍ୟନ୍ତ ୩୪୪ ଲୋକଙ୍କ ମୃତ ହୋଇଥିବେ ବେଳେ ୨୦୦ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ଏମାନଙ୍କୁ ଖୋଜିବା ପାଇଁ ରିଲିଫ ଏବଂ ଉଦ୍ଧାର କାର୍ୟ୍ୟରେ ନିୟୋଜିତ ଏଜେନ୍ସିଗୁଡ଼ିକ ସାହସ ହରାଇ ନାହାଁନ୍ତି। ଶୁକ୍ରବାର ଦିନ ଅନେକ ଜୀବନ୍ତ ଲୋକଙ୍କୁ ମାଟି ତଳୁ ଉଦ୍ଧାର କରାଯାଇଛି। ଏଭଳି ପରିସ୍ଥିତିରେ ସ୍ୱତନ୍ତ୍ର ଟେକ୍ନୋଲୋଜି ସାହାଯ୍ୟରେ ସର୍ଚ୍ଚ ଅପରେସନକୁ ତୀବ୍ର କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେରଳର ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟଙ୍କ ସହ ଏ ସଂକ୍ରାନ୍ତରେ କଥା ହୋଇଛନ୍ତି ଏବଂ ଏଲ୍‌ଡିଏଫ୍‌ ସରକାରଙ୍କୁ ସମସ୍ତ ସାହାଯ୍ୟ କରିବେ ବୋଲି ନିଶ୍ଚିତ କରିଛନ୍ତି। ଏଥିସହ ଦଳର କର୍ମୀମାନେ ଉଦ୍ଧାର କାର୍ୟ୍ୟରେ ସହାୟତା କରିବାକୁ  ବିଜେପି ମୁଖ୍ୟ ଜେପି ନାଡାଙ୍କୁ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି କହିଛନ୍ତି। ଏହି ପରିପ୍ରେକ୍ଷୀରେ ବିଜେପିର ଏକମାତ୍ର କେରଳ ସାଂସଦ କେନ୍ଦ୍ର ମନ୍ତ୍ରୀ ସୁରେଶ ଗୋପୀଙ୍କ ସହ ମଧ୍ୟ ପ୍ରଧାନମନ୍ତ୍ରୀ କଥା ହୋଇଛନ୍ତି।
“ୱାୟାନାଡ଼ର କିଛି ଅଂଶରେ ଭୂସ୍ଖଳନ ହେତୁ ମୁଁ ବିବ୍ରତ। ମୋର ସମବେଦନା ସେହି ସମସ୍ତଙ୍କ ସହ ଅଛି ଯେଉଁମାନେ ନିଜର ପ୍ରିୟଜନଙ୍କୁ ହରାଇଛନ୍ତି ଏବଂ ଆହତଙ୍କ ପାଇଁ ପ୍ରାର୍ଥନା କରୁଛନ୍ତି। ବର୍ତ୍ତମାନ ପ୍ରଭାବିତ ସମସ୍ତଙ୍କୁ ସାହାଯ୍ୟ କରିବା ପାଇଁ ଉଦ୍ଧାର କାର୍ୟ୍ୟ ଚାଲିଛି। ସେଠାରେ ଥିବା ପରିସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ରର ସମ୍ଭାବ୍ୟ ସହାୟତା ଯୋଗାଇ ଦିଅଯିବ’’ ବୋଲି ପ୍ରଧାନମନ୍ତ୍ରୀ ଏକ୍ସରେ ଏକ ପୋଷ୍ଟ କରି କହିଛନ୍ତି। ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ପରିବାରଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ କାର୍ୟ୍ୟାଳୟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରିଛି। ଆହତମାନଙ୍କୁ ୫୦ ହଜାର ଟଙ୍କା ଦିଆଯିବ।
ଭୂସ୍ଖଳନ ପରେ ରାଡାରା ଡ୍ରୋନ୍‌ ସହାୟତାରେ ମାଟି ତଳେ ଫଶି ରହିଥିବା ଲୋକଙ୍କୁ ଖୋଜାଖୋଜି ଚାଲିଛି। କେବଳ ସେତିକି ନୁହେଁ ସନ୍ଧାନୀ କୁକୁର ସହାୟତା ମଧ୍ୟ ନିଆଯାଇଛି। ବ୍ୟସ୍ତ ଅଛନ୍ତି। ସେନା ୧୯୦ ଫୁଟ ଲମ୍ବର 'ବେଲି ବ୍ରିଜ୍' ନିର୍ମାଣ କାର୍ୟ୍ୟ ଶେଷ କରିବା ପରେ ସର୍ଚ୍ଚ ଅପରେସନ୍ ତୀବ୍ର ହୋଇଛି। ଉଦ୍ଧାରକାରୀ ଦଳ ଶୁକ୍ରବାର ଦିନ ଜିପିଏସ୍ କୋର୍ଡିନେଟ୍ ଏବଂ ଡ୍ରୋନ୍ ଚିତ୍ର ବ୍ୟବହାର କରି, ଭୂସ୍ଖଳନ ଘଟିଥିବା ଅଞ୍ଚଳରେ ରହୁଥିବା ଲୋକଙ୍କ ମୋବାଇଲ୍ ଫୋନରୁ ଶେଷ ଲୋକେସନ୍‌କୁ ସର୍ଚ୍ଚ କରି ମାଟି ତଳେ ଫସି ରହିଥିବା ଲୋକଙ୍କୁ ଖୋଜାଖୋଜି ଚଳାଇଛି।

Powered by Froala Editor

Tags Kerla landslide

Related articles Odisha News Lens 4.1

  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ
    ଦେଶ-ଦେଶାନ୍ତର

    ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ

    14909
    Jun 22, 2026
  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ
    ଦେଶ-ଦେଶାନ୍ତର

    ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14838
    Jun 22, 2026
  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା
    ଦେଶ-ଦେଶାନ୍ତର

    ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14660
    Jun 22, 2026
  • ୨ ଫାଳ ଉଦ୍ଧବସେନା  : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ
    ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    13821
    Jun 23, 2026
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    13750
    Jun 23, 2026
  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା
    ରାଜନୀତି

    କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15538
    Jun 23, 2026
  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା
    ଦେଶ-ଦେଶାନ୍ତର

    କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା

    13463
    Jun 23, 2026
  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...
    ଦେଶ-ଦେଶାନ୍ତର

    ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...

    14649
    Jun 22, 2026
  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ
    ଦେଶ-ଦେଶାନ୍ତର

    ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    14875
    Jun 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    13750
    Jun 23, 2026
  • ଦେଶ-ଦେଶାନ୍ତର

    ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14660
    Jun 22, 2026
  • ରାଜନୀତି

    କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15538
    Jun 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16937
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17556
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17606
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18003
    Sep 06, 2023

ବିଶେଷ

  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14769
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14642
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15588
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14450
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15772
    Jun 18, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13779
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14870
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15484
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15235
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ

    14909
    Jun 22, 2026
  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    14875
    Jun 23, 2026
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    13750
    Jun 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In