Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ‘ଏଭରେଷ୍ଟ ଜିରା ପାଉଡର’ରେ FSSAI ର ବଡ଼ ...

  • ଏହି ଦେଶରେ ଲୋକଙ୍କ ଜୀବନ ଆୟୁଷ କମ

  • ଆଣ୍ଡିଜ୍‌ ପର୍ବତମାଳାରେ ନୂଆ ପ୍ରଜାତି ...

  • ପ୍ରେସର୍ କୁକର୍, ପଥର, ଲାପଟପ୍ ଚାର୍ଜର ...

  • ଦୃଶ୍ୟମ୍ ଦେଖି ବାପାକୁ ହତ୍ୟା, ଗୋଟିଏ ଫୋନ୍ ...

  • ବେଦ ପଢି ଇସ୍ରୋ ବୈଜ୍ଞାନିକ

  • ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ...

  • ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ...

  • ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ...

  • ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ମର୍ମନ୍ତୁଦ ଦୁର୍ଘଟଣା, ୭ ମୃତ

ମର୍ମନ୍ତୁଦ ଦୁର୍ଘଟଣା, ୭ ମୃତ

2024-08-04 07:25:07
15510
Share:
Facebook
Twitter
E-Mail
WhatsApp
Telegram
ମର୍ମନ୍ତୁଦ ଦୁର୍ଘଟଣା, ୭ ମୃତ

ଲକ୍ଷ୍ନୌ: ଉତ୍ତରପ୍ରଦେଶ  ଏଟାୱା ଅଞ୍ଚଳର ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସୱେରେଏକ ଡବଲ ଡେକର ବସ୍ ଏବଂ କାର ମଧ୍ୟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୭ ଜଣଙ୍କର  ମୃତ୍ୟୁ ଘଟିଛି। ରାତି ପ୍ରାୟ ସାଢ଼େ ୧୨ଟା ବେଳେ ରାଏ ବରେଲିରୁ ଦିଲ୍ଲୀ ଯାଉଥିବା ଏକ ଡବଲ ଡେକର ବସ୍ ଏକ କାର ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ବସ୍‌ରେ ୬୦ଜଣ ଲୋକ ଥିଲେ। ସେଥିମଧ୍ୟରୁ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୨୦-୨୫ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କାରରେ ଯାତ୍ରା କରୁଥିବା ତିନି ଜଣଙ୍କର ମଧ୍ୟ ମୃତ୍ୟୁ ଘଟିଛି। ମୋଟ ୭ ଜଣଙ୍କର ମୃତ୍ୟୁ ହୋଇଛି। ମୃତ ଓ ଆହତଙ୍କ ପରିବାର ଲୋକଙ୍କୁ ପୁଲିସ୍ ସୂଚନା ଦେଇଛି।
ବସ୍ ନାଗାଲାଣ୍ଡ ନମ୍ବର ବୋଲି କୁହାଯାଉଛି। କାରଟି ଆଗ୍ରାରୁ ଲକ୍ଷ୍ନୌକୁ ଯାଉଥିଲା। ଦୁର୍ଘଟଣା ପରେ ବସ୍ ନିୟନ୍ତ୍ରଣ ହରାଇ ଏକ୍ସପ୍ରେସୱେ ତଳକୁ ଚାଲିଯାଇଥିଲା। ଆହତଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ମୃତକଙ୍କ ମଧ୍ୟରେ ଜଣେ ମହିଳା ମଧ୍ୟ ଅଛନ୍ତି। ବସ୍‌ରେ ଯାତ୍ରା କରୁଥିବା ଲୋକଙ୍କୁ ଅନ୍ୟ ଗାଡିରେ ଗନ୍ତବ୍ୟ ସ୍ଥଳକୁ ପଠାଯାଇଛି। କାର୍ ଡ୍ରାଇଭରଙ୍କୁ ନିଦ ମାଡ଼ିବାରୁ ତାଙ୍କ ଆଖି କିଛି ସମୟ ପାଇଁ ବନ୍ଦ ହୋଇଯାଇଥିଲା ବୋଲି କୁହାଯାଉଛି।

Powered by Froala Editor

Tags Accident

Related articles Odisha News Lens 4.1

  • ଆଣ୍ଡିଜ୍‌ ପର୍ବତମାଳାରେ ନୂଆ ପ୍ରଜାତି ଏଣ୍ଡୁଅ ସନ୍ଧାନ
    ଦେଶ-ଦେଶାନ୍ତର

    ଆଣ୍ଡିଜ୍‌ ପର୍ବତମାଳାରେ ନୂଆ ପ୍ରଜାତି ଏଣ୍ଡୁଅ ସନ୍ଧାନ

    13581
    Oct 05, 2026
  • ବେଦ ପଢି ଇସ୍ରୋ ବୈଜ୍ଞାନିକ
    ଦେଶ-ଦେଶାନ୍ତର

    ବେଦ ପଢି ଇସ୍ରୋ ବୈଜ୍ଞାନିକ

    14596
    Oct 05, 2026
  • ଏହି ଦେଶରେ ଲୋକଙ୍କ ଜୀବନ ଆୟୁଷ କମ
    ଦେଶ-ଦେଶାନ୍ତର

    ଏହି ଦେଶରେ ଲୋକଙ୍କ ଜୀବନ ଆୟୁଷ କମ

    14660
    Oct 05, 2026
  • ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ଡାକ୍ତରଖାନାରେ ଭେଟିଲେ ୟୁଏଇର ଉପ ...
    ଦେଶ-ଦେଶାନ୍ତର

    ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ଡାକ୍ତରଖାନାରେ ଭେଟିଲେ ୟୁଏଇର ଉପ ...

    15479
    Oct 04, 2026
  • ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ଘଟଣାକୁ ନେଇ ରାଜନୀତି ଆରମ୍ଭ, ଏହା କହିଲେ ...
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ଘଟଣାକୁ ନେଇ ରାଜନୀତି ଆରମ୍ଭ, ଏହା କହିଲେ ...

    13514
    Oct 04, 2026
  • ‘ଏଭରେଷ୍ଟ ଜିରା ପାଉଡର’ରେ FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ
    ଦେଶ-ଦେଶାନ୍ତର

    ‘ଏଭରେଷ୍ଟ ଜିରା ପାଉଡର’ରେ FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ

    15283
    Oct 05, 2026
  • ପ୍ରେସର୍ କୁକର୍, ପଥର, ଲାପଟପ୍ ଚାର୍ଜର କେବଲରେ ସ୍ତ୍ରୀକୁ ମାରୁଥିଲେ ସ୍ୱାମୀ
    ଅପରାଧ

    ପ୍ରେସର୍ କୁକର୍, ପଥର, ଲାପଟପ୍ ଚାର୍ଜର କେବଲରେ ସ୍ତ୍ରୀକୁ ମାରୁଥିଲେ ସ୍ୱାମୀ

    14301
    Oct 05, 2026
  • ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ...
    ଦେଶ-ଦେଶାନ୍ତର

    ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ...

    14263
    Oct 04, 2026
  • ଦୃଶ୍ୟମ୍ ଦେଖି ବାପାକୁ ହତ୍ୟା, ଗୋଟିଏ ଫୋନ୍ କଲ୍ ଧରାଇଦେଲା
    ଅପରାଧ

    ଦୃଶ୍ୟମ୍ ଦେଖି ବାପାକୁ ହତ୍ୟା, ଗୋଟିଏ ଫୋନ୍ କଲ୍ ଧରାଇଦେଲା

    13980
    Oct 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ ନିଖୋଜ

    14862
    Oct 04, 2026
  • ଦେଶ-ଦେଶାନ୍ତର

    ‘ଏଭରେଷ୍ଟ ଜିରା ପାଉଡର’ରେ FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ

    15283
    Oct 05, 2026
  • ଅପରାଧ

    ଦୃଶ୍ୟମ୍ ଦେଖି ବାପାକୁ ହତ୍ୟା, ଗୋଟିଏ ଫୋନ୍ କଲ୍ ଧରାଇଦେଲା

    13980
    Oct 05, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17152
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17843
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17805
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18221
    Sep 06, 2023

ବିଶେଷ

  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14270
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15445
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14118
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15855
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15423
    Sep 21, 2026

ବାଣିଜ୍ୟ

ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

ପୂର୍ବରୁ ସୁନା ଚମକ ଆଗରେ ରୁପା ଫିକା ପଡ଼ିଥିଲା । ମାତ୍ର ଏବେ ରୁପାରେ ଚମକ ରହିଥିବା କହିଛନ୍ତି ବ୍ୟବସାୟୀ । ଲୋକେ ସୁନା ପରିବର୍ତ୍ତେ ରୁପା ମୁହାଁ ହୋଇଛନ୍ତି । ପାର୍ବଣରେ ଏହି ଧାରା ଆହୁରି ଦୃଢ଼ ହୋଇଛି । ଏହାକୁ ଦେଖି ସୁନା ଦୋକାନୀ ଏବଂ ବ୍ୟବସାୟୀମାନେ ବ୍ୟାପକ ବର୍ଗର ଗହଣା ରେଞ୍ଜ୍ ସହ ଆକର୍ଷଣୀୟ ଅଫର ଦେଉଛନ୍ତି ।

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15386
    Oct 01, 2026
  • ଭାରତରେ ‘Apple Pay’ ପ୍ରବେଶ

    15050
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14401
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14349
    Sep 26, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବେଦ ପଢି ଇସ୍ରୋ ବୈଜ୍ଞାନିକ

    14596
    Oct 05, 2026
  • ଦୃଶ୍ୟମ୍ ଦେଖି ବାପାକୁ ହତ୍ୟା, ଗୋଟିଏ ଫୋନ୍ କଲ୍ ଧରାଇଦେଲା

    13980
    Oct 05, 2026
  • ଏହି ଦେଶରେ ଲୋକଙ୍କ ଜୀବନ ଆୟୁଷ କମ

    14660
    Oct 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In