Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ...

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ...

  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ...

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ...

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ...

  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ...

  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ...

  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ...

  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ...

Home ›› ››ପ୍ରଥମ ଓ ଦ୍ବିତୀୟ ଲହରର ଅଭିଜ୍ଞତା ଆମକୁ ତୃତୀୟ ଲହରର ମୁକାବିଲାରେ ସାହାଯ୍ୟ କରିବ – ମୁଖ୍ୟମନ୍ତ୍ରୀ

ପ୍ରଥମ ଓ ଦ୍ବିତୀୟ ଲହରର ଅଭିଜ୍ଞତା ଆମକୁ ତୃତୀୟ ଲହରର ମୁକାବିଲାରେ ସାହାଯ୍ୟ କରିବ – ମୁଖ୍ୟମନ୍ତ୍ରୀ

2021-06-25 16:53:50
14807
Share:
Facebook
Twitter
E-Mail
WhatsApp
Telegram
ପ୍ରଥମ ଓ ଦ୍ବିତୀୟ ଲହରର ଅଭିଜ୍ଞତା ଆମକୁ ତୃତୀୟ ଲହରର ମୁକାବିଲାରେ ସାହାଯ୍ୟ କରିବ – ମୁଖ୍ୟମନ୍ତ୍ରୀ


ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ  ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟର ଆଉ ୭ଟି ଜିଲ୍ଲାରେ Liquid Medical Oxygen ସଂପକ୍ଷଣ ଓ ବଣ୍ଟନ ବ୍ୟବସ୍ଥା ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି।  ଏହାସହିତ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ଅକ୍‌ସିଜେନ ପ୍ଲାଣ୍ଟ ପାଇଁ କାମ ଆରମ୍ଭ ହୋଇଛି। ଆଗାମୀ ଦୁଇ ମାସ ମଧ୍ୟରେ ଏହିସବୁ ପ୍ଲାଣ୍ଟରୁ ସେବା ଯୋଗାଇ ଦିଆଯାଇପାରିବ।


ଆଜି ଭିତ୍ତିପ୍ରସ୍ତର ଦିଆଯାଇଥିବା ଜିଲ୍ଲାଗୁଡିକ ହେଲା – ଅନୁଗୁଳ, ବୌଦ୍ଧ, ଦେବଗଡ, ଢେଙ୍କାନାଳ, ଗଜପତି, ଭବାନୀପାଟଣା ଓ ନୂଆପଡା । ପ୍ରତ୍ୟେକ ସଂରକ୍ଷଣ ବ୍ୟବସ୍ଥାରେ ୬ କିଲୋଲିଟର ତରଳ ଅକ୍‌ସିଜେନ ସଂରକ୍ଷଣ ଓ ବଣ୍ଟନ କରାଯାଇପାରିବ । ଏହାସହିତ ମୁଖ୍ୟମନ୍ତ୍ରୀ ଆଠମଲ୍ଲିକ ଉପଖଣ୍ଡ ହସ୍‌ପିଟାଲରେ ଅକ୍‌ସିଜେନ ପାଇପ ସଂଯୁକ୍ତ କୋଭିଡ ୱାର୍ଡ; ପାଲଲହଡା ଉପଖଣ୍ଡ ହସ୍‌ପିଟାଲ, ମାଧପୁର ଓ କିଶୋରନଗରର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ଠାକୁରମୁଣ୍ଡା ଓ ବଇଣ୍ଡାର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଅକ୍‌ସିଜେନ ପାଇପ ସଂଯୁକ୍ତ ଆଇସୋଲେସନ୍‌ ୱାର୍ଡ, ଓ ତା ସହିତ ଦେବଗଡ ରାଜମୁଣ୍ଡାସ୍ଥିତ ନୂତନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଟୀକା ଭଣ୍ଡାର ଗୃହର ଉଦ୍‌ଘାଟନ କରିଛନ୍ତି ।


ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ମହାମାରୀ ସମୟରେ ରାଜ୍ୟ ସରକାରଙ୍କ ପାଇଁ ଲୋକଙ୍କ ସ୍ବାସ୍ଥ୍ୟ ସୁରକ୍ଷା ହେଉଛି ସର୍ବାଧିକ ପ୍ରାଥମିକତା । ଜଣେ ବି କୋଭିଡ ରୋଗୀ ଯେପରି ସ୍ବାସ୍ଥ୍ୟସେବାରୁ ବଞ୍ଚିତ ନ ହୁଅନ୍ତି, ସେ ଦିଗରେ ଆମେ କାମ କରୁଛୁ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ସମସ୍ତ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନବାଡୀ କର୍ମୀ ମାନଙ୍କୁ ପୁଣିଥରେ ଧନ୍ୟବାଦ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ କରୋନାର ପ୍ରଥମ ଓ ଦ୍ବିତୀୟ ଲହରରୁ ଆମେ ଯେଉଁ ଅଭିଜ୍ଞତା ପାଇଛୁ, ତୃତୀୟ ଲହରର ମୁକାବିଲାରେ ତାହା ଆମ ପାଇଁ ନିଶ୍ଚୟ ସହାୟକ ହେବ। ଏହାସହିତ ଭିତ୍ତିଭୂମି କ୍ଷେତ୍ରରେ ଯେଉଁ କାମ ହେଉଛି, ତାହାଦ୍ବାରା କୋଭିଡ ବିରୁଦ୍ଧରେ ଆମର ଲଢେଇ ଆହୁରି ମଜବୁତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।


ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନବ ଦାସ, ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂହ, ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ଶକ୍ତି ମନ୍ତ୍ରୀ ଶ୍ରୀ ଦିବ୍ୟଶଂକର ମିଶ୍ର, ଢେଙ୍କାନାଳ ସାଂସଦ ଶ୍ରୀ ମହେଶ ସାହୁ, ବ୍ରହ୍ମପୁର ସାଂସଦ ଶ୍ରୀ ଚନ୍ଦ୍ରଶେଖର ସାହୁ, ବୌଦ୍ଧ ବିଧାୟକ ଶ୍ରୀ ପ୍ରଦୀପ ଅମାତ, ନୂଆପଡା ବିଧାୟକ ଶ୍ରୀ ରାଜେନ୍ଦ୍ର ଢୋଲକିଆ ପ୍ରମୁଖ ରାଜ୍ୟରେ କୋଭିଡ ଯୁଦ୍ଧରେ ଓଡିଶାର ଉତ୍ତମ ପ୍ରଦର୍ଶନ ଓ ସ୍ବାସ୍ଥ୍ୟ ଭିତ୍ତିଭୂମିରେ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ  ଦକ୍ଷ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଜିଲ୍ଲାରେ ସାଂସଦ ଓ ବିଧାୟକମାନେ ଉପସ୍ଥିତ ଥିଲେ ।


ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ ।


ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର ସ୍ବାଗତ ଭାଷଣ ଦେଇଥିଲେ। ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀମତୀ ଯାମିନୀ ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ।


ମୁଖ୍ୟଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ପୂର୍ତ୍ତ ବିଭାଗ ସଚିବ ଶ୍ରୀ କିଶନ କୁମାର ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Powered by Froala Editor

Tags Chief Minister, Naveen Patnaik, Odisha

Related articles Odisha News Lens 4.1

  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...
    ଦେଶ-ଦେଶାନ୍ତର

    ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...

    15754
    May 29, 2026
  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ
    ଦେଶ-ଦେଶାନ୍ତର

    ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ

    15632
    May 29, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ
    ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14288
    May 29, 2026
  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ
    ଦେଶ-ଦେଶାନ୍ତର

    ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14101
    May 30, 2026
  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ
    ଦେଶ-ଦେଶାନ୍ତର

    ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13393
    May 30, 2026
  •  ପୁଣି  ବୃଦ୍ଧି ହେଲା CNG ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14574
    May 30, 2026
  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ
    ଦେଶ-ଦେଶାନ୍ତର

    ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15830
    May 29, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....
    ବିଶେଷ

    ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14560
    May 30, 2026
  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ

    15076
    May 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14560
    May 30, 2026
  • ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14574
    May 30, 2026
  • ଦେଶ-ଦେଶାନ୍ତର

    ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ

    15632
    May 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16895
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17515
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17564
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17949
    Sep 06, 2023

ବିଶେଷ

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14560
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14288
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15335
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14915
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15842
    May 24, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15440
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15183
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15667
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14005
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15830
    May 29, 2026
  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ତ୍ରୁଟିକୁ ନେଇ କଡା ପ୍ରତିକ୍ରିୟା ରଖିଲେ ଧର୍ମେନ୍ଦ୍ର

    15754
    May 29, 2026
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15063
    May 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In