Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, August 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗାନ୍ଧୀଙ୍କ ହାତଲେଖା ଚିଠି ବିକ୍ରି ହେଲା ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ...

  • ଜନ୍ତରମନ୍ତର ଆନ୍ଦୋଳନ: ତଦନ୍ତ ପାଇଁ ...

  • ପରଲୋକରେ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ ...

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ...

  • ଜାମ୍ମୁ-କାଶ୍ମୀରର ସୁରକ୍ଷା ବ୍ୟବସ୍ଥାକୁ ...

  • ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ...

  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ...

ରାଜ୍ୟ
Home ›› ରାଜ୍ୟ ››୨ ଓଏସଡି ଅଫିସରଙ୍କୁ ନୂଆ ନିଯୁକ୍ତି

୨ ଓଏସଡି ଅଫିସରଙ୍କୁ ନୂଆ ନିଯୁକ୍ତି

2024-08-09 05:58:27
14373
Share:
Facebook
Twitter
E-Mail
WhatsApp
Telegram
୨ ଓଏସଡି ଅଫିସରଙ୍କୁ ନୂଆ ନିଯୁକ୍ତି

ଭୁବନେଶ୍ୱର: ନବୀନ ପଟ୍ଟନାୟକ ସରକାରରେ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟରେ ଅଫିସର ଅନ୍ ସ୍ପେଶାଲ ଡ୍ୟୁଟି(ଓଏସଡି) ଥିବା ୨ଜଣ ଓଏଏସ ଅଫିସରଙ୍କୁ  ନୂଆ ନିଯୁକ୍ତି ମିଳିଛି । ମୋହନ ମାଝୀଙ୍କ ସରକାର ଆସିବା ପରେ ମୁଖ୍ୟମନ୍ତ୍ରୀ କାର୍ୟ୍ୟାଳୟରେ କାର୍ୟ୍ୟରତ ଆଇଏଏସ୍ ଓ ଓଏଏସ୍ ଅଫିସରଙ୍କ ବଦଳି ହୋଇଥିଲା ।ରାଜସ୍ୱ ଓ ବିପର୍ୟ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ମୁଖ୍ୟମନ୍ତ୍ରୀ କାର୍ୟ୍ୟାଳୟର ପୂର୍ବତନ ଓଏସଡି ରଶ୍ମୀରଞ୍ଜନ ରାଉତଙ୍କୁ ଓସଡମା ଡେପୁଟି ଜେନେରାଲ ମ୍ୟାନେଜର ଭାବେ ଡେପୁଟେସନରେ ପଠାଯାଇଥିବାବେଳେ ମୁଖ୍ୟମନ୍ତ୍ରୀ କାର୍ୟ୍ୟାଳୟର ପୂର୍ବତନ ଓଏସଡି ବିନୟ କୁମାର ପଟେଲଙ୍କୁ ଝାରସୁଗୁଡ଼ା ଡେପୁଟି କଲେକ୍ଟର(ଜମି ଅଧିଗ୍ରହଣ) ଭାବେ ବଦଳି ହୋଇଛି । ଏହି ଦୁଇ ଅଫିସରଙ୍କୁ  ନୂଆ ଦାୟିତ୍ୱ ମିଳିଥିବାବେଳେ ମୁଖ୍ୟମନ୍ତ୍ରୀ କାର୍ୟ୍ୟାଳୟର ଅନ୍ୟ ୪ଜଣ ବରିଷ୍ଠ ଓଏଏସ୍ ଲାଲା ମନୋଜ ରାୟ,ଶୁଭ୍ରାଂଶୁ ମିଶ୍ର, ମନୋଜ ସ୍ୱାଇଁ ଓ ରବୀନ୍ଦ୍ର ସେଠୀଙ୍କୁ ଗତ ସପ୍ତାହରେ ନୂଆ ନିଯୁକ୍ତି ମିଳିଥିଲା । ଏହି ସମସ୍ତ ଅଫିସର ନବୀନ ପଟ୍ଟନାୟକ ସରକାରରେ ମୁଖ୍ୟମନ୍ତ୍ରୀ କାର୍ୟ୍ୟାଳୟର କାର୍ୟ୍ୟ କରୁଥିଲେ ।
ସେହିପରି ଝାରସୁଗୁଡ଼ା ତହସିଲଦାର ଓଏଏସ୍ ତକ୍ଷକରାଜ ଭିତ୍ରିଆଙ୍କୁ ରେଙ୍ଗାଳି ତହସିଲଦାର ଭାବେ ବଦଳି ହୋଇଛି । ଆଉ ରେଙ୍ଗାଳିରେ ଥିବା ସଦାକର କୁମ୍ଭାରଙ୍କୁ ଝାରସୁଗୁଡ଼ା ତହସିଲଦାର ଭାବେ ବଦଳି କରାଯାଇଛି ।

Powered by Froala Editor

Tags Appointment

Related articles Odisha News Lens 4.1

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର ...
    ବାଣିଜ୍ୟ

    ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର ...

    13949
    Aug 21, 2026
  • ଜାମ୍ମୁ-କାଶ୍ମୀରର ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ
    ଦେଶ-ଦେଶାନ୍ତର

    ଜାମ୍ମୁ-କାଶ୍ମୀରର ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ

    14116
    Aug 20, 2026
  • ଗାନ୍ଧୀଙ୍କ ହାତଲେଖା ଚିଠି ବିକ୍ରି ହେଲା ଏତିକି ଟଙ୍କାରେ, ଜାଣନ୍ତୁ କେତେ ?
    ଦେଶ-ଦେଶାନ୍ତର

    ଗାନ୍ଧୀଙ୍କ ହାତଲେଖା ଚିଠି ବିକ୍ରି ହେଲା ଏତିକି ଟଙ୍କାରେ, ଜାଣନ୍ତୁ କେତେ ?

    14795
    Aug 21, 2026
  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ
    ଦେଶ-ଦେଶାନ୍ତର

    ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ

    14830
    Aug 20, 2026
  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ  ...
    ଦେଶ-ଦେଶାନ୍ତର

    ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ...

    14291
    Aug 20, 2026
  • ଜନ୍ତରମନ୍ତର ଆନ୍ଦୋଳନ: ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ୫ ଜଣିଆ ହାଇପାୱାର ଏକ୍ସପର୍ଟ ...
    ଦେଶ-ଦେଶାନ୍ତର

    ଜନ୍ତରମନ୍ତର ଆନ୍ଦୋଳନ: ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ୫ ଜଣିଆ ହାଇପାୱାର ଏକ୍ସପର୍ଟ ...

    14560
    Aug 21, 2026
  • ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ହେଲେ ଦୋଷମୁକ୍ତ
    ଦେଶ-ଦେଶାନ୍ତର

    ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ହେଲେ ଦୋଷମୁକ୍ତ

    13710
    Aug 20, 2026
  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ
    ଦେଶ-ଦେଶାନ୍ତର

    ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

    14105
    Aug 20, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର
    ବିଶେଷ

    ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15062
    Aug 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଛି ଏହି ସୂଚନା

    14291
    Aug 20, 2026
  • ଦେଶ-ଦେଶାନ୍ତର

    ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ହେଲେ ଦୋଷମୁକ୍ତ

    13710
    Aug 20, 2026
  • ବାଣିଜ୍ୟ

    ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    13949
    Aug 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17045
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17667
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17714
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18112
    Sep 06, 2023

ବିଶେଷ

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15062
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    15985
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13903
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14931
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14704
    Aug 10, 2026

ବାଣିଜ୍ୟ

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି  ବେଦାନ୍ତର ୧୦୦% ମହିଳା ଅପରେଟର

ଭୁବନେଶ୍ୱର : ଔଦ୍ୟୋଗିକ କାର୍ଯ୍ୟକଳାପର ମୂଳରେ ଥିବା ଦାୟିତ୍ୱ ଗ୍ରହଣ କରି, ଉତ୍ପାଦନ କ୍ଷେତ୍ରର ଭବିଷ୍ୟତକୁ ରୂପ ଦେବାରେ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15876
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14000
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14264
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14386
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପରଲୋକରେ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାର

    13896
    Aug 21, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15062
    Aug 21, 2026
  • ଜାମ୍ମୁ-କାଶ୍ମୀରର ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ

    14116
    Aug 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In