Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ...

  • ଆମେରିକା କଲା ଏହି ଶକ୍ତିଶାଳୀ ...

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ...

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ...

  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ...

  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ...

  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ...

Home ›› ››ଓଡ଼ିଶା ପାଇଁ ବଢ଼ିଲା ଚିନ୍ତା: ଦେବଗଡ଼ରୁ ପ୍ରଥମ ଡେଲ୍‌ଟା ପ୍ଲସ୍ ରୋଗୀ ଚିହ୍ନଟ

ଓଡ଼ିଶା ପାଇଁ ବଢ଼ିଲା ଚିନ୍ତା: ଦେବଗଡ଼ରୁ ପ୍ରଥମ ଡେଲ୍‌ଟା ପ୍ଲସ୍ ରୋଗୀ ଚିହ୍ନଟ

2021-06-25 17:53:04
14565
Share:
Facebook
Twitter
E-Mail
WhatsApp
Telegram
ଓଡ଼ିଶା ପାଇଁ ବଢ଼ିଲା ଚିନ୍ତା: ଦେବଗଡ଼ରୁ ପ୍ରଥମ ଡେଲ୍‌ଟା ପ୍ଲସ୍ ରୋଗୀ ଚିହ୍ନଟ

ଭାରତରୁ ଡେଲଟା ପ୍ଲସ ଭାରିଆଣ୍ଟର ୪୮ ଟି ମାମଲା ଚିହ୍ନଟ ହୋଇଛି। ସେଥିମଧ୍ୟରେ ଓଡ଼ିଶାରେ ପ୍ରଥମ ଡେଲଟା ପ୍ଲସ୍‌ ରୋଗୀ ଚିହ୍ନଟ ହୋଇଛନ୍ତି। ଏନେଇ ଶୁକ୍ରବାର ସୂଚନା ଦେଇଛନ୍ତି ନ୍ୟାସନାଲ ସେଣ୍ଟର ଫର୍ ଡିଜିଜ କଣ୍ଟ୍ରୋଲ (ଏନସିଡିସି) ନିର୍ଦ୍ଦେଶକ ଡକ୍ଟର ଏସ.କେ ସିଂ।

ଦେଶରେ ଚିହ୍ନଟ ମୋଟ ୪୮ଟି କେସ୍‌ ଭିତରୁ ଓଡ଼ିଶାରେ ଗୋଟିଏ ଚିହ୍ନଟ ହୋଇଛି। ସେହିପରି ମହାରାଷ୍ଟ୍ରରେ ୨୦, ତାମିଲନାଡୁରେ ୯ ଓ ମଧ୍ୟପ୍ରଦେଶରେ ୭ ଜଣ ଚିହ୍ନଟ ହୋଇଛି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି। ଓଡ଼ିଶାରୁ ଚିହ୍ନଟ ହୋଇଥିବା ଡେଲଟା ପ୍ଲସ୍‌ ଆକ୍ରାନ୍ତ ହେଉଛନ୍ତି ଦେବଗଡ଼ ଜିଲ୍ଲାର। ଏବେ ତାଙ୍କ ଟ୍ରାଭେଲ୍‌ ହିଷ୍ଟ୍ରୀ ସମ୍ପର୍କରେ ତର୍ଜମା ଚାଲିଛି। ସେ କେମିତି ଡେଲ୍‌ଟା ପ୍ଲସ୍‌ ଭେରିଏଣ୍ଟରେ ଆକ୍ରାନ୍ତ ହେଲେ? ସେ ଆଉ କାହା ସଂସ୍ପର୍ଶରେ ଆସିଛନ୍ତି କି ନାହିଁ? ଏବେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା କେମିତି ଅଛି ? ତା’ ଉପରେ ସ୍ୱାସ୍ଥ୍ୟ ବିଭାଗ ନଜର ରଖିଛି।

ନ୍ୟୁଜ୍ ଏଜେନ୍ସି ଏଏନଆଇର ରିପୋର୍ଟ ଅନୁଯାୟୀ, ଆଠଟି ରାଜ୍ୟ ଅଧିକ ଚିନ୍ତାଜନକ, କାରଣ ଏଠାରେ ୫୦ ପ୍ରତିଶତରୁ ଅଧିକ ଡେଲଟା ଭାରିଆଣ୍ଟ ଚିହ୍ନଟ ହୋଇଛି। ଏହି ରାଜ୍ୟ ମଧ୍ୟରେ ରହିଛି ଆନ୍ଧ୍ରପ୍ରଦେଶ, ଦିଲ୍ଲୀ, ହରିୟାଣା, କେରଳ, ମହାରାଷ୍ଟ୍ର, ପଞ୍ଜାବ, ତେଲେଙ୍ଗାନା ଏବଂ ପଶ୍ଚିମବଙ୍ଗ ଆଦି ରହିଛି। 

Powered by Froala Editor

Tags delta plus

Related articles Odisha News Lens 4.1

  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15237
    Mar 04, 2026
  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    14869
    Mar 05, 2026
  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ
    ଦେଶ-ଦେଶାନ୍ତର

    ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    15247
    Mar 04, 2026
  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    14883
    Mar 05, 2026
  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ
    ଦେଶ-ଦେଶାନ୍ତର

    ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14834
    Mar 03, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...
    ବାଣିଜ୍ୟ

    ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...

    13676
    Mar 05, 2026
  •  ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ
    ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14384
    Mar 05, 2026
  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ
    ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15565
    Mar 04, 2026
  • ଆମେରିକା କଲା ଏହି ଶକ୍ତିଶାଳୀ କ୍ଷେପଣାସ୍ତ୍ରର ପରୀକ୍ଷଣ
    ଦେଶ-ଦେଶାନ୍ତର

    ଆମେରିକା କଲା ଏହି ଶକ୍ତିଶାଳୀ କ୍ଷେପଣାସ୍ତ୍ରର ପରୀକ୍ଷଣ

    14701
    Mar 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14384
    Mar 05, 2026
  • ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    14869
    Mar 05, 2026
  • ଦେଶ-ଦେଶାନ୍ତର

    ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14834
    Mar 03, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17774
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16246
    Apr 03, 2021

ବିଶେଷ

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14384
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14861
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14071
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15036
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14658
    Feb 27, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15667
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15125
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14977
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14490
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15237
    Mar 04, 2026
  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    14869
    Mar 05, 2026
  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14834
    Mar 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In