Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 02, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏୟାରଟେଲର ନୂଆ ରିଚାର୍ଜ ପ୍ଲାନ୍‌, ...

  • ଚାଷୀଙ୍କ ଆକାଉଣ୍ଟକୁ ଆସିଲା ପିଏମ୍ ...

  • ଧରାପଡ଼ିଲା ତେଜସ୍ଵୀ ଯାଦବଙ୍କ ମିଛ

  • ପନିପରିବାଗୁଡ଼ିକୁ କେଉଁ ପଦ୍ଧତିରେ ଖାଇବା ...

  • ବହୁ ଉପାଦେୟ ମେଥିପାଣି

  • ଇଫ୍‌କୋ ଚେୟାରମ୍ୟାନ ଶ୍ରୀ ଦିଲୀପ ...

  • ବଢ଼ିବାରେ ଲାଗିଛି ଅନିଲ ଅମ୍ବାନୀଙ୍କ ...

  • କମିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ...

  • ଆଜିଠୁ UPI ୟୁଜର୍ସଙ୍କ ପାଇଁ ନୂଆ ନିୟମ, ...

  • ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଁ ...

ରାଜ୍ୟ
Home ›› ରାଜ୍ୟ ››୧୦୦ ଟଙ୍କାରେ ୩ କିଲୋ ଆଳୁ

୧୦୦ ଟଙ୍କାରେ ୩ କିଲୋ ଆଳୁ

2024-08-10 13:00:31
13908
Share:
Facebook
Twitter
E-Mail
WhatsApp
Telegram
୧୦୦ ଟଙ୍କାରେ ୩ କିଲୋ ଆଳୁ

ଭୁବନେଶ୍ୱର:ରାଜ୍ୟରେ ଆଳୁ ସଙ୍କଟ ଭିତରେ ଖାଉଟିଙ୍କ ପାଇଁ ଭଲ ଖବର। ୧୦୦ ଟଙ୍କାରେ ମିଳୁଛି ୩ କିଲୋ ଆଳୁ। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟ ଠାରେ ଭୁବନେଶ୍ୱରର ବିଭିନ୍ନ ଡିଲର ମାନଙ୍କୁ ଆଳୁ ଦେବା ଆରମ୍ଭ ହୋଇଛି। ଏମାନେ ସରକାରୀ ଖୁଚୁରା ବିକ୍ରୟ କେନ୍ଦ୍ର ମାଧ୍ୟମରେ ସାଧାରଣ ଲୋକଙ୍କୁ ଆଳୁ ବିକ୍ରି କରୁଛନ୍ତି। ସରକାରୀ ଖୁଚରା ବିକ୍ରିୟ କେନ୍ଦ୍ରରୁ ଆଳୁ ନେବା ପାଇଁ ଲୋକଙ୍କ ଲମ୍ବା ଲାଇନ୍ ଲାଗିଛି। ଘର ପିଛା ୩ କିଲୋ ଆଳୁ ଦିଆଯାଉଛି। ଦୀର୍ଘ ଦିନ ହେବ ରାଜ୍ୟରେ ଆଳୁ ସଙ୍କଟ ଦେଖିବାକୁ ମିଳିଥିବା ବେଳେ ଆଜିଠାରୁ ସରକାର ଏପରି ପଦକ୍ଷେପ ଗ୍ରହଣ କରିଛନ୍ତି।

ରାଜ୍ୟ ସରକାର ଉଚ୍ଚା ଦରରେ ଆଳୁ କିଣିଲେ ସୁଦ୍ଧା କିଲୋ ପିଛା ୩୦ ଟଙ୍କାରେ ବିକିବାକୁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟର ସବୁ ସହରରେ କିଲୋ ପିଛା ୩୦ ଟଙ୍କାରେ ଆଳୁ ବିକ୍ରି କରାଯିବ, ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।ଶ୍ରୀ ପାତ୍ର କହିଛନ୍ତି, ଆଳୁ ସମସ୍ୟା ସମାଧାନ ପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀଙ୍କ ସହିତ ଓଡ଼ିଶାର ମୁଖ୍ୟମନ୍ତ୍ରୀ କଥା ହୋଇଥିଲେ। ପରେ ପଶ୍ଚିମବଙ୍ଗର ମୁଖ୍ୟଶାସନ ସଚିବଙ୍କୁ ଓଡ଼ିଶା ସରକାରଙ୍କ ମୁଖ୍ୟଶାସନ ସଚିବ ଚିଠି ଲେଖିଥିଲେ। ଏବେ ମଧ୍ୟ ଆଳୁ ସମସ୍ୟା ସମାଧାନ ପାଇଁ ଉଦ୍ୟମ ଚାଲିଛି। ରାଜ୍ୟରେ ଦେଖାଦେଇଥିବା ଆଳୁ ସଙ୍କଟ ଦୂର ପାଇଁ ନାଫେଡ୍‌ ମାଧ୍ୟମରେ ଉତ୍ତରପ୍ରଦେଶରୁ ଆଳୁ ଆଣିବାକୁ ଅର୍ଡର ଦିଆଯାଇଛି। ଦିନେ ଦୁଇ ଦିନ ଭିତରେ ଆଳୁ ପହଞ୍ଚିବ। ପର୍ୟ୍ୟାପ୍ତ ପରିମାଣରେ ଆଳୁ ଆସୁଛି ବୋଲି ଶ୍ରୀ ପାତ୍ର କହିଛନ୍ତି।

ଓଡ଼ିଶାରୁ ବା ଓଡ଼ିଶା ଦେଇ ଯେଉଁ ସବୁ ସାମଗ୍ରୀ ପଶ୍ଚିମବଙ୍ଗ ଯାଉଛି, ସେଥିପ୍ରତି ରାଜ୍ୟ ସରକାର କିଛି ପଦକ୍ଷେପ ନେବେ କି ପ୍ରଶ୍ନରେ ମନ୍ତ୍ରୀ କହିଛନ୍ତି, ସେମିତି କିଛି ପରିସ୍ଥିତି ନଉପୁଜୁ ବୋଲି ଆମେ ଚାହୁଁଛୁ। କଥାବାର୍ତ୍ତା ମାଧ୍ୟମରେ ସମସ୍ୟା ସମାଧାନ ହେଉ ବୋଲି ଚାହୁଁଛୁ। କାରଣ ପଶ୍ଚିମବଙ୍ଗ ଆମ ରାଜ୍ୟର ପଡ଼ୋଶୀ ରାଜ୍ୟ। ଆମ ସହିତ ତାଙ୍କର ସମ୍ପର୍କ ଭଲ ରହୁ। ଯେମିତି ଆଳୁ ଆସୁଥିଲା, ସେମିତି ଆସୁ। ସେଥିପାଇଁ ଉଦ୍ୟମ ଜାରି ରହିଛି। 

Powered by Froala Editor

Tags Patato

Related articles Odisha News Lens 4.1

  • ବଢ଼ିବାରେ ଲାଗିଛି ଅନିଲ ଅମ୍ବାନୀଙ୍କ ଅଡୁଆ, ସମନ ଜାରି କଲା ଇଡି
    ଦେଶ-ଦେଶାନ୍ତର

    ବଢ଼ିବାରେ ଲାଗିଛି ଅନିଲ ଅମ୍ବାନୀଙ୍କ ଅଡୁଆ, ସମନ ଜାରି କଲା ଇଡି

    14906
    Aug 01, 2025
  • ଆଜିଠୁ UPI ୟୁଜର୍ସଙ୍କ ପାଇଁ ନୂଆ ନିୟମ, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ଆଜିଠୁ UPI ୟୁଜର୍ସଙ୍କ ପାଇଁ ନୂଆ ନିୟମ, ଜାଣନ୍ତୁ କ’ଣ?

    15313
    Aug 01, 2025
  • ଧରାପଡ଼ିଲା ତେଜସ୍ଵୀ ଯାଦବଙ୍କ ମିଛ
    ଦେଶ-ଦେଶାନ୍ତର

    ଧରାପଡ଼ିଲା ତେଜସ୍ଵୀ ଯାଦବଙ୍କ ମିଛ

    14701
    Aug 02, 2025
  • ଏୟାରଟେଲର ନୂଆ ରିଚାର୍ଜ ପ୍ଲାନ୍‌, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ଏୟାରଟେଲର ନୂଆ ରିଚାର୍ଜ ପ୍ଲାନ୍‌, ଜାଣନ୍ତୁ କ’ଣ?

    15378
    Aug 02, 2025
  • ଇଫ୍‌କୋ ଚେୟାରମ୍ୟାନ ଶ୍ରୀ ଦିଲୀପ ସଂଘାନିଙ୍କ ଘୋଷଣା; ଇଫ୍‌କୋର ନୂତନ ମ୍ୟାନେଜିଂ ...
    ବାଣିଜ୍ୟ

    ଇଫ୍‌କୋ ଚେୟାରମ୍ୟାନ ଶ୍ରୀ ଦିଲୀପ ସଂଘାନିଙ୍କ ଘୋଷଣା; ଇଫ୍‌କୋର ନୂତନ ମ୍ୟାନେଜିଂ ...

    14094
    Aug 01, 2025
  •  ଚାଷୀଙ୍କ ଆକାଉଣ୍ଟକୁ ଆସିଲା ପିଏମ୍ କିଷାନ୍ ନିଧିର ୨୦ତମ କିସ୍ତି ଟଙ୍କା
    ଦେଶ-ଦେଶାନ୍ତର

    ଚାଷୀଙ୍କ ଆକାଉଣ୍ଟକୁ ଆସିଲା ପିଏମ୍ କିଷାନ୍ ନିଧିର ୨୦ତମ କିସ୍ତି ଟଙ୍କା

    13860
    Aug 02, 2025
  • ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଁ ବିକ୍ରାନ୍ତ ଓ ରାଣୀଙ୍କ ନାଁ ତାଲିକାର ଆଗରେ
    ମନୋରଞ୍ଜନ

    ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଁ ବିକ୍ରାନ୍ତ ଓ ରାଣୀଙ୍କ ନାଁ ତାଲିକାର ଆଗରେ

    14698
    Aug 01, 2025
  • ପନିପରିବାଗୁଡ଼ିକୁ କେଉଁ ପଦ୍ଧତିରେ ଖାଇବା ଭଲ ଜାଣନ୍ତୁ....
    ବିଶେଷ

    ପନିପରିବାଗୁଡ଼ିକୁ କେଉଁ ପଦ୍ଧତିରେ ଖାଇବା ଭଲ ଜାଣନ୍ତୁ....

    14887
    Aug 02, 2025
  •  ବହୁ ଉପାଦେୟ ମେଥିପାଣି
    ବିଶେଷ

    ବହୁ ଉପାଦେୟ ମେଥିପାଣି

    14920
    Aug 02, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ବହୁ ଉପାଦେୟ ମେଥିପାଣି

    14920
    Aug 02, 2025
  • ଦେଶ-ଦେଶାନ୍ତର

    ଏୟାରଟେଲର ନୂଆ ରିଚାର୍ଜ ପ୍ଲାନ୍‌, ଜାଣନ୍ତୁ କ’ଣ?

    15378
    Aug 02, 2025
  • ମନୋରଞ୍ଜନ

    ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଁ ବିକ୍ରାନ୍ତ ଓ ରାଣୀଙ୍କ ନାଁ ତାଲିକାର ଆଗରେ

    14698
    Aug 01, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16650
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16763
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17088
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15569
    Apr 03, 2021

ବିଶେଷ

  • ପନିପରିବାଗୁଡ଼ିକୁ କେଉଁ ପଦ୍ଧତିରେ ଖାଇବା ଭଲ ଜାଣନ୍ତୁ....

    14887
    Aug 02, 2025
  • ବହୁ ଉପାଦେୟ ମେଥିପାଣି

    14920
    Aug 02, 2025
  • ଏମିତି କଲେ ଘରୁ ଦୂରେଇ ଯିବେ ଝିଟିପିଟି

    14584
    Jul 31, 2025
  • ଉପକାରୀ ଗୁଣରେ ଭରପୁର ଭିଟାମିନ୍‌-ଇ’

    14515
    Jul 31, 2025
  • ରାକ୍ଷୀରେ ଥାଳିରେ ରଖନ୍ତୁ ଏହିସବୁ ଜିନିଷ

    15184
    Jul 30, 2025

ବାଣିଜ୍ୟ

ଇଫ୍‌କୋ ଚେୟାରମ୍ୟାନ ଶ୍ରୀ ଦିଲୀପ ସଂଘାନିଙ୍କ ଘୋଷଣା; ଇଫ୍‌କୋର ନୂତନ ମ୍ୟାନେଜିଂ ଡାଇରେକ୍ଟର ହେଲେ ଶ୍ରୀ କେ ଜେ ପଟେଲ

ନୂଆଦିଲ୍ଲୀ: ଇଫ୍‌କୋ ଚେୟାରମ୍ୟାନ ଶ୍ରୀ ଦିଲୀପ ସଂଘାନି ଇଫ୍‌କୋର ନୂତନ ମ୍ୟାନେଜିଂ ଡାଇରେକ୍ଟର ଭାବରେ ଶ୍ରୀ କେ ଜେ ପଟେଲଙ୍କ ନାମ ଘୋଷଣା କରିଛନ୍ତି । ଶ୍ରୀ ପଟେଲ ଡାଇରେକ୍ଟର, ଟେକ୍‌ନିକାଲ, ଇଫ୍&z ...

  • ଏୟୁ ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କ ଭୁବନେଶ୍ୱରରେ ଚାରିଟି ନୂଆ ପୋଲିସ ବୁଥ୍‌ ସହିତ ସଡ଼କ ସୁରକ୍ଷାକୁ ପରିବର୍ଦ୍ଧିତ କଲା

    14258
    Jul 28, 2025
  • ଦୁର୍ଗମ ଅଞ୍ଚଳରେ ଜୀବନ ରକ୍ଷାକାରୀ ସ୍ୱାସ୍ଥ୍ୟସେବା ଯୋଗାଇ ଦେଉଛ ୟୁଏଆଇଏଲ୍‌ର ‘ନିରୋଗଶାଳା’

    14720
    Jul 28, 2025
  • ହିଣ୍ଡାଲ୍କୋ ଓ ରାଜ୍ୟ ସରକାରଙ୍କ ମଧ୍ୟରେ 2'ଟି ଏମଓୟୁ ସ୍ଵାକ୍ଷର, କେନ୍ଦୁଝର ଓ ସମ୍ବଲପୁରରେ ହେବ ପୋଷାକ ତିଆରି କାରଖାନା

    14811
    Jul 25, 2025
  • ନ୍ୟୁବର୍ଗ ପଲ୍ସ-ମହେନ୍ଦ୍ର ସିଂହ ଧୋନିଙ୍କ ସହଭାଗିତାରେ ରାଞ୍ଚିରେ ସ୍ୱୟଂ ସମ୍ପୂର୍ଣ୍ଣ ସମନ୍ଵିତ ନିଦାନ କେନ୍ଦ୍ର ଆରମ୍ଭ, ଏଥିରେ ରହିଛି, ସହରର ପ୍ରଥମ ଉନ୍ନତ ପେଟ୍-ସିଟି (PET-CT) ବ୍ୟବସ୍ଥା

    14157
    Jul 21, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଁ ବିକ୍ରାନ୍ତ ଓ ରାଣୀଙ୍କ ନାଁ ତାଲିକାର ଆଗରେ

    14698
    Aug 01, 2025
  • କମିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ

    14330
    Aug 01, 2025
  • ଧରାପଡ଼ିଲା ତେଜସ୍ଵୀ ଯାଦବଙ୍କ ମିଛ

    14701
    Aug 02, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In