Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଝିଅର ଚିକିତ୍ସା କରିପାରିଲାନି ମା’, ...

  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ...

  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

  • ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ...

  • ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ...

  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ...

  • କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ...

  • ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ...

  • ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ...

  • ଆମେରିକାରେ କାମ କରୁଥିବା ବିଦେଶୀ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଓ୍ବାୟନାଡ ଭୂସ୍ଖଳନ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମୋଦୀ

ଓ୍ବାୟନାଡ ଭୂସ୍ଖଳନ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମୋଦୀ

2024-08-10 13:23:47
14901
Share:
Facebook
Twitter
E-Mail
WhatsApp
Telegram
ଓ୍ବାୟନାଡ ଭୂସ୍ଖଳନ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର କେରଳର ଓ୍ବାୟନାଡ ଜିଲା ଗସ୍ତ କରି ଭୂସ୍ଖଳନ ଦ୍ଵାରା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ମୋଦୀ ପ୍ରଥମେ ବାୟୁସେନା ହେଲିକପ୍ଟର ଯୋଗେ ଭୂସ୍ଖଳନରେ ଧ୍ବଂସ ହୋଇଯାଇଥିବା ଚୁରଲମାଲା, ମୁଣ୍ଡକ୍କଇ ଏବଂ ପଞ୍ଚିରିମଟ୍ଟମ ବସ୍ତିଗୁଡ଼ିକୁ ଆକାଶମାର୍ଗରୁ ନିରୀକ୍ଷଣ କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ସହିତ କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନ, ମୁଖ୍ୟମନ୍ତ୍ରୀ ପିନରାୟୀ ବିଜୟନ ଏବଂ କେନ୍ଦ୍ରୀୟ ପର୍ୟ୍ୟଟନ ତଥା ତୈଳ ଓ ପ୍ରାକୃତିକ ବାଷ୍ପ ରାଷ୍ଟ୍ରମନ୍ତ୍ରୀ ସୁରେଶ ଗୋପୀ ମଧ୍ୟ ସାମିଲ ଥିଲେ। ଆକାଶମାର୍ଗରେ ନିରୀକ୍ଷଣ ପରେ ପ୍ରଧାନମନ୍ତ୍ରୀ କଲପେଟ୍ଟାସ୍ଥିତ ଏସକେଏମଜେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପଡ଼ିଆରେ ଓହ୍ଲାଇ ସଡ଼କ ମାର୍ଗରେ କ୍ଷତିଗ୍ରସ୍ତ ଅଞ୍ଚଳ ବୁଲିଥିଲେ।
ଭୂସ୍ଖଳନରେ କ୍ଷତିଗ୍ରସ୍ତ ଅଞ୍ଚଳ ପାଇଁ କେରଳ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସରକାରଙ୍କୁ ୨ ହଜାର କୋଟି ଟଙ୍କାର ସହାୟତା ମାଗିଥିଲେ। ଏହା ପରେ ପ୍ରଧାନମନ୍ତ୍ରୀ ନିଜେ ଅଞ୍ଚଳ ପରିଦର୍ଶନ କରିବାକୁ ଆସିଛନ୍ତି। ଗତ ଜୁଲାଇ ୩୦ ତାରିଖରେ ଏହି ଅଞ୍ଚଳରେ ଭୂସ୍ଖଳନ ଯୋଗୁ ୩୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିଲା। ଶତାଧିକ ଲୋକ ଏବେ ବି ନିଖୋଜ ରହିଛନ୍ତି।

Powered by Froala Editor

Tags Modi

Related articles Odisha News Lens 4.1

  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ
    ଦେଶ-ଦେଶାନ୍ତର

    ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ

    15515
    Oct 11, 2026
  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା
    ଅପରାଧ

    ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

    13543
    Oct 11, 2026
  • ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ଡାକରା
    ଦେଶ-ଦେଶାନ୍ତର

    ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ଡାକରା

    13251
    Oct 11, 2026
  • ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ
    ଦେଶ-ଦେଶାନ୍ତର

    ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ

    15133
    Oct 11, 2026
  • ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା
    ଦେଶ-ଦେଶାନ୍ତର

    ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    13693
    Oct 11, 2026
  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...
    ଦେଶ-ଦେଶାନ୍ତର

    ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...

    13708
    Oct 11, 2026
  • ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

    15594
    Oct 10, 2026
  • ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ
    ଦେଶ-ଦେଶାନ୍ତର

    ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ

    13364
    Oct 11, 2026
  •  କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ...
    ଦେଶ-ଦେଶାନ୍ତର

    କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ...

    14401
    Oct 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

    15594
    Oct 10, 2026
  • ଅପରାଧ

    ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

    13543
    Oct 11, 2026
  • ଦେଶ-ଦେଶାନ୍ତର

    ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର କରିପାରିବେ ନାହିଁ

    13708
    Oct 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17171
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17861
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17818
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18235
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14491
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14598
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15605
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14278
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16015
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15794
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15023
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15548
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14024
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

    15594
    Oct 10, 2026
  • ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ସର୍ବୋଚ୍ଚ ରେଟିଂ

    13905
    Oct 11, 2026
  • କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ନିର୍ଦେଶାଳୟର ଚଢ଼ଉ

    14401
    Oct 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In