Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, October 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୟୁପିଆଇକୁ ନେଇ ଆସିଲା ବଡ ଖବର: ଦୀପାବଳି ...

  • ଆଇଏନଏସ୍‌ ମାଙ୍ଗରୋଲ୍‌ ନୌସେନାରେ ହେଲା ...

  • ଦିନକୁୁ ଦିନ ଜଟିଳ ହେବାରେ ଲାଗିଛି ମଣିପୁର ...

  • ଇକୋନୋମିକ୍ସରେ ରବର୍ଟ ଇ ହାଲ୍ ଏବଂ ...

  • ବିରୋଧ ପ୍ରଦର୍ଶନ ପାଇଁ ଜନ୍ତର ମନ୍ତରରେ ...

  • ଚୋରି ଅଭିଯୋଗରେ ଚଳଚ୍ଚିତ୍ର ନିର୍ଦ୍ଦେଶକ ...

  • ପୂର୍ବତନ ଆଇଏଏସ ଅଫିସରଙ୍କ ମାଡରେ ...

  • ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ...

  • ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା ...

  • ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଡେଲ୍‌ଟା ଭୟ: ଏହି ଦେଶରେ ପୁଣି ଲାଗୁ ହେଲା କଟକଣା

ଡେଲ୍‌ଟା ଭୟ: ଏହି ଦେଶରେ ପୁଣି ଲାଗୁ ହେଲା କଟକଣା

2021-06-25 18:59:51
15494
Share:
Facebook
Twitter
E-Mail
WhatsApp
Telegram
ଡେଲ୍‌ଟା ଭୟ: ଏହି ଦେଶରେ ପୁଣି ଲାଗୁ ହେଲା କଟକଣା

ଡେଲ୍‌ଟା ଭାରିଏଣ୍ଟ ପାଇଁ ଅଷ୍ଟ୍ରେଲିଆ ଓ ଇସ୍ରାଏଲ ପୁଣି କଟକଣା ଲାଗୁ କରିଛନ୍ତି। ସଂକ୍ରମଣ ହ୍ରାସ ପାଉଥିବାରୁ ଅଷ୍ଟ୍ରେଲିଆର ସବୁଠାରୁ ବଡ଼ ସହର ସିଡ୍‌ନୀରେ ଲୋକମାନେ ଧୀରେଧୀରେ ସ୍ୱାଭାବିକ ଅବସ୍ଥାକୁ ଫେରୁଥିଲେ। ହେଲେ ଡେଲ୍‌ଟା ଭାରିଏଣ୍ଟ ଯୋଗୁ ସରକାର କେନ୍ଦ୍ରୀୟ ସିଡ୍‌ନୀରେ ପୁଣି ଲକଡାଉନ ଲାଗୁ କରିଛନ୍ତି। ଡେଲ୍‌ଟା ଭାରିଏଣ୍ଟ ଯୋଗୁ ସଂକ୍ରମଣ ବଢ଼ୁଥିବାରୁ ସେଠାକାର ସରକାର ଏପରି ପଦକ୍ଷେପ ନେଇଛନ୍ତି। ଯାହାକୁ ନେଇ ଲୋକମାନେ ପୁଣି ଚିନ୍ତାରେ ପଡ଼ିଛନ୍ତି। 

ଡେଲ୍‌ଟା ଭାରିଏଣ୍ଟ ଯୋଗୁ ସିଡ୍‌ନୀ ଓ ଏହାର ଆଖପାଖ ଲୋକଙ୍କୁ ସରକାର ଗୋଟିଏ ସପ୍ତାହ ପାଇଁ ଘରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଇସ୍ରାଏଲରେ ଲଗାତର ୪ ଦିନ ହେଲା ୧୦୦ ଉପରେ ସଂକ୍ରମିତ ଚିହ୍ନଟ ହେବାରେ ଲାଗିଛନ୍ତି। ଗୁରୁବାର ଏଠାରେ ୨୨୭ ଜଣଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିଲା। ଏହି କାରଣରୁ ଦେଶରେ ପୁଣି ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଫିଜିରେ ଡେଲ୍‌ଟା ଭାରିଏଣ୍ଟ ଯୋଗୁ ଦୈନିକ ସଂକ୍ରମଣ ୩୦୦ ପାର କରି ଯାଇଛି। ଏହି କାରଣରୁ ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ କଟକଣା ଲଗାଇବାକୁ ନିଷ୍ପତ୍ତି ନେଇଛନ୍ତି। ଟିକାକରଣ ଜୋରଦାର କରାଯାଉଥିବା ଏକାଧିକ ବିତ୍ତଶୀଳ ରାଷ୍ଟ୍ରରେ ସ୍ଥିତି ଧୀରେଧୀରେ ନିୟନ୍ତ୍ରଣକୁ ଆସୁଥିଲା। ହେଲେ ଏବେ ଡେଲ୍‌ଟା ଭାରିଏଣ୍ଟ ସମସ୍ତଙ୍କ ଚିନ୍ତା ବଢ଼ାଇ ଦେଇଛି। 

Powered by Froala Editor

Tags delta plus

Related articles Odisha News Lens 4.1

  • ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ଯିବାର ଅଧିକାର ଅଛି: ସିଜେଆଇ
    ଦେଶ-ଦେଶାନ୍ତର

    ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ଯିବାର ଅଧିକାର ଅଛି: ସିଜେଆଇ

    14702
    Oct 12, 2026
  • ୟୁପିଆଇକୁ ନେଇ ଆସିଲା ବଡ ଖବର: ଦୀପାବଳି ପର୍ଯ୍ୟନ୍ତ କୌଣସି ଶୁଳ୍କ ନିଆଯିବ ନାହିଁ
    ଦେଶ-ଦେଶାନ୍ତର

    ୟୁପିଆଇକୁ ନେଇ ଆସିଲା ବଡ ଖବର: ଦୀପାବଳି ପର୍ଯ୍ୟନ୍ତ କୌଣସି ଶୁଳ୍କ ନିଆଯିବ ନାହିଁ

    14633
    Oct 13, 2026
  • ଇକୋନୋମିକ୍ସରେ ରବର୍ଟ ଇ ହାଲ୍ ଏବଂ ମାଇକେଲ୍ ଉଡଫୋର୍ଡଙ୍କୁ ମିଳିବ ନୋବେଲ ସମ୍ମାନ
    ଦେଶ-ଦେଶାନ୍ତର

    ଇକୋନୋମିକ୍ସରେ ରବର୍ଟ ଇ ହାଲ୍ ଏବଂ ମାଇକେଲ୍ ଉଡଫୋର୍ଡଙ୍କୁ ମିଳିବ ନୋବେଲ ସମ୍ମାନ

    14551
    Oct 12, 2026
  • ବିରୋଧ ପ୍ରଦର୍ଶନ ପାଇଁ ଜନ୍ତର ମନ୍ତରରେ ଧାରଣା ମନା
    ଦେଶ-ଦେଶାନ୍ତର

    ବିରୋଧ ପ୍ରଦର୍ଶନ ପାଇଁ ଜନ୍ତର ମନ୍ତରରେ ଧାରଣା ମନା

    15125
    Oct 12, 2026
  • ଦିନକୁୁ ଦିନ ଜଟିଳ ହେବାରେ ଲାଗିଛି ମଣିପୁର ହିଂସା: କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ୪୮ ...
    ଦେଶ-ଦେଶାନ୍ତର

    ଦିନକୁୁ ଦିନ ଜଟିଳ ହେବାରେ ଲାଗିଛି ମଣିପୁର ହିଂସା: କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ୪୮ ...

    15266
    Oct 13, 2026
  • ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ବୃଦ୍ଧି
    ଦେଶ-ଦେଶାନ୍ତର

    ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ବୃଦ୍ଧି

    14689
    Oct 12, 2026
  • ଚୋରି ଅଭିଯୋଗରେ ଚଳଚ୍ଚିତ୍ର ନିର୍ଦ୍ଦେଶକ କାଜା ହୁସେନ୍‌ ଗିରଫ
    ଦେଶ-ଦେଶାନ୍ତର

    ଚୋରି ଅଭିଯୋଗରେ ଚଳଚ୍ଚିତ୍ର ନିର୍ଦ୍ଦେଶକ କାଜା ହୁସେନ୍‌ ଗିରଫ

    14179
    Oct 12, 2026
  • ଆଇଏନଏସ୍‌ ମାଙ୍ଗରୋଲ୍‌ ନୌସେନାରେ ହେଲା ସାମିଲ
    ଦେଶ-ଦେଶାନ୍ତର

    ଆଇଏନଏସ୍‌ ମାଙ୍ଗରୋଲ୍‌ ନୌସେନାରେ ହେଲା ସାମିଲ

    13523
    Oct 13, 2026
  • ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା କଲେ ରାହୁଲ
    ଦେଶ-ଦେଶାନ୍ତର

    ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା କଲେ ରାହୁଲ

    15032
    Oct 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିରୋଧ ପ୍ରଦର୍ଶନ ପାଇଁ ଜନ୍ତର ମନ୍ତରରେ ଧାରଣା ମନା

    15125
    Oct 12, 2026
  • ଦେଶ-ଦେଶାନ୍ତର

    ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା କଲେ ରାହୁଲ

    15032
    Oct 12, 2026
  • ଦେଶ-ଦେଶାନ୍ତର

    ଆଇଏନଏସ୍‌ ମାଙ୍ଗରୋଲ୍‌ ନୌସେନାରେ ହେଲା ସାମିଲ

    13523
    Oct 13, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17177
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17867
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17822
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18240
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14555
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14662
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15667
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14341
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16077
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15802
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15030
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15558
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14031
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିରୋଧ ପ୍ରଦର୍ଶନ ପାଇଁ ଜନ୍ତର ମନ୍ତରରେ ଧାରଣା ମନା

    15125
    Oct 12, 2026
  • ଆଇଏନଏସ୍‌ ମାଙ୍ଗରୋଲ୍‌ ନୌସେନାରେ ହେଲା ସାମିଲ

    13523
    Oct 13, 2026
  • ଚୋରି ଅଭିଯୋଗରେ ଚଳଚ୍ଚିତ୍ର ନିର୍ଦ୍ଦେଶକ କାଜା ହୁସେନ୍‌ ଗିରଫ

    14179
    Oct 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In