Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, April 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ...

  • ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ...

  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

  • ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ...

  • ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ...

  • କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ...

  • ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

  • ଗୋଟିଏ ଘରୁ ୪ ସଦସ୍ୟଙ୍କ ମୃତଦେହ ଉଦ୍ଧାର

  • ରୁଷରେ ଭୟଙ୍କର ବିମାନ ଦୁର୍ଘଟଣା, ୨୯ ମୃତ

  • ବାଣିଜ୍ୟିକ ସିଲିଣ୍ଡରର ଦର ବୃଦ୍ଧି

ବିଶେଷ
Home ›› ବିଶେଷ ››ପାଦର ଯତ୍ନ ନେବେ କେମିତି ?

ପାଦର ଯତ୍ନ ନେବେ କେମିତି ?

2024-08-11 05:35:44
15825
Share:
Facebook
Twitter
E-Mail
WhatsApp
Telegram
ପାଦର ଯତ୍ନ ନେବେ କେମିତି ?

ପାଗରେ ପରିବର୍ତ୍ତନ ହେବା ପରେ ଆମ ଶରୀରରେ ଏହାର ପ୍ରଭାବ ଦେଖିବାକୁ ମିଳେ । ପ୍ରବଳ ଖରା ଗରମ ପରେ ଏବେ ବର୍ଷା ଋତୁ ଆରମ୍ଭ ହୋଇଥିବାରୁ ଆମ ତ୍ୱଚା ଉପରେ ମଧ୍ୟ ପ୍ରଭାବ ପଡିଥାଏ । ତ୍ୱଚା ଶୁଷ୍କ ହେବା ଆରମ୍ଭ କରେ । ଏହି କାରଣରୁ ଅନେକ ସମୟରେ ଆମ ପାଦ ମଧ୍ୟ ଫାଟିବା ବା ବର୍ଷା ପାଣିରେ କାମ କରିବା ଦ୍ୱାରା ପାଦରେ ପାଣି ଖାଇବା ଭଳି ସମସ୍ୟା ଦେଖାଯାଏ । ଏଥିପାଇଁ ଆପଣ ଅନେକ ସମୟ ବାହାରକୁ ବୁଲି ଯିବାକୁ ଭଲ ପସନ୍ଦ କରନ୍ତି ନାହିଁ । ସମସ୍ୟା ବଢିବା ସହ ଗୋଡରେ ଯନ୍ତ୍ରଣା ମଧ୍ୟ ବଢିବାରେ ଲାଗେ । ଏଭଳି ପରିସ୍ଥିତିରେ ପାଦକୁ ସୁନ୍ଦର କରିବାକୁ ଚାହୁଁଥିରେ କିଛି ଘରୋଇ ଉପାୟ ଆପଣାନ୍ତୁ ।

ମହୁ:-
ପାଦ ଫାଟିବାରୁ ମୁକ୍ତି ପାଇବା ପାଇଁ ମହୁ ସବୁଠାରୁ ଭଲ ବିକଳ୍ପ ଅଟେ । ଏହାକୁ ଗୋଡରେ ଲଗାଇବା ଦ୍ୱାରା କୋମଳ କରିବା ସହ ପ୍ରାକୃତି ମଶ୍ଚରାଇଜର ଭଳି କାମ କରିଥାଏ । ଏଥିପାଇଁ ପାଣିରେ ମହୁ ମିଶାଇ ସେଥିରେ ପାଦକୁ ୧୫ରୁ ୨୦ମିନିଟ୍ ପର୍ୟ୍ୟନ୍ତ ରଖନ୍ତୁ । ଏହାପରେ ଶୁଖିଲା କପଡାରେ ଗୋଡ ପୋଛି ତା ପରେ ସ୍କ୍ରବ୍ କରନ୍ତୁ । କିଛି ଦିନ ଏଭଳି କରିବା ଦ୍ୱାରା ଆପଣ ଫରକ ଦେଖିପାରିବେ ।
ଲୁଣ ଏବଂ ଉଷୁମ ପାଣି:-
ଗୋଡା ଲୁଣକୁ ବ୍ୟବହାର କରି ଆପଣ ପାଦ ଫାଟିବାକୁ ମୁକ୍ତି ପାଇପାରିବେ । ଏକ ଟବରେ ଉଷୁମ ପାଣି ପକାଇ ସେଥିରେ ଦୁଇ ଚାମଚ ଗୋଡା ଲୁଣ ମିଶାନ୍ତୁ । କିଛି ସମୟ ପାଇଁ ପାଦକୁ ସେଥିରେ ବୁଡାଇ ରଖନ୍ତୁ । କିଛି ସମୟ ପରେ ପାଦକୁ ଭଲ ଭାବରେ ସଫା କପଡାରେ ପୋଛି ଶୁଖାଇ ଦିଅନ୍ତୁ । ଯଦି ଆପଣ ନିୟମିତ ଏହି ପ୍ରକ୍ରିୟା କରୁଛନ୍ତି ତେବେ ପାଦ ନରମ ରହିବା ସହ ଟ୍ୟାନରୁ ମୁକ୍ତି ପାଇବେ ଏବଂ କୋମଳ ରହିବ।

ଗ୍ଲିସେରିନ୍ ଓ ଲେମ୍ବୁ:-
ପାଦକୁ କୋମଳ କରିବା ପାଇଁ ଗ୍ଲିସେରିନ୍ ଏବଂ ଲେମ୍ବୁ ବ୍ୟବହାର କରନ୍ତୁ। ଏଥିପାଇଁ ଏକ ପାତ୍ରରେ ଦୁଇ ଚାମଚ ଗ୍ଲିସେରିନ୍ ନେଇ ସେଥିରେ ଲେମ୍ବୁ ରସ ମିଶାଇ ଦିଅନ୍ତୁ। ଏହି ମିଶ୍ରଣକୁ ନିୟମିତ ରାତିରେ ଗୋଡ଼ରେ ଲଗାନ୍ତୁ। କିଛି ଦିନ ମଧ୍ୟରେ ଆପଣଙ୍କ ଗୋଡ ସଫା ହେବା ସହ କୋମଳ ରହିବ ।

ଚାଉଳ ଗୁଣ୍ଡ :-
ଆପଣ ଚାଉଳ ଗୁଣ୍ଡକୁ ପାଦ ଫଟା କମାଇବା ପାଇଁ ବ୍ୟବହାର କରିପାରିବେ । ଏଥିପାଇଁ ଏକ ପାତ୍ରରେ ୨ ଚାମଚ ଚାଉଳ ଗୁଣ୍ଡ ନେଇ ସେଥିରେ ମହୁ ଏବଂ ସେଓ ପେଷ୍ଟକୁ ଭିନେଗାର ସହ ମିଶାନ୍ତୁ । ଏହାକୁ ପାଦ ଫାଟିଥିବା ସ୍ଥାନରେ ଲଗାଇ ୧୫-୨୦ ମିନିଟରେ ଧୋଇ ଦିଅନ୍ତୁ । ଦେଖିବେ କିଛି ଦିନରେ ପାଦ ଫଟା କମିବା ସହ ସଫା ଏବଂ କୋମଳ ରହିବ ।

ଏସବୁ ଘରୋଇ ଉପାୟରେ ଆପଣ ପାଦ ଫାଟିବା ଏବଂ ଯନ୍ତ୍ରଣାରୁ ମୁକ୍ତି ପାଇପାରିବେ । ହେଲେ ଏଥିରୁ ଯଦି ଆପଣ ଉପଶମ ପାଉନାହାଁନ୍ତି ତେବେ ଡାକ୍ତରଙ୍କ ପରାମର୍ଶ କରିବା ଜରୁରୀ ।

Powered by Froala Editor

Tags Foot care

Related articles Odisha News Lens 4.1

  •  ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ
    ବିଶେଷ

    ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    14792
    Apr 02, 2026
  • ବାଣିଜ୍ୟିକ ସିଲିଣ୍ଡରର ଦର ବୃଦ୍ଧି
    ଦେଶ-ଦେଶାନ୍ତର

    ବାଣିଜ୍ୟିକ ସିଲିଣ୍ଡରର ଦର ବୃଦ୍ଧି

    14323
    Apr 01, 2026
  • ରୁଷରେ ଭୟଙ୍କର ବିମାନ ଦୁର୍ଘଟଣା, ୨୯ ମୃତ
    ଦେଶ-ଦେଶାନ୍ତର

    ରୁଷରେ ଭୟଙ୍କର ବିମାନ ଦୁର୍ଘଟଣା, ୨୯ ମୃତ

    15010
    Apr 01, 2026
  • ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ହେବେ ଚାଷୀ
    ଦେଶ-ଦେଶାନ୍ତର

    ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ହେବେ ଚାଷୀ

    15281
    Apr 01, 2026
  • ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ
    ଦେଶ-ଦେଶାନ୍ତର

    ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ

    13801
    Apr 01, 2026
  • ଗୋଟିଏ ଘରୁ ୪ ସଦସ୍ୟଙ୍କ ମୃତଦେହ ଉଦ୍ଧାର
    ଦେଶ-ଦେଶାନ୍ତର

    ଗୋଟିଏ ଘରୁ ୪ ସଦସ୍ୟଙ୍କ ମୃତଦେହ ଉଦ୍ଧାର

    13563
    Apr 01, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି
    ବାଣିଜ୍ୟ

    ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14172
    Apr 01, 2026
  • ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ
    ଦେଶ-ଦେଶାନ୍ତର

    ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ

    15518
    Apr 01, 2026
  • ଏନକାଉଣ୍ଟରରେ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

    15094
    Apr 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14172
    Apr 01, 2026
  • ଦେଶ-ଦେଶାନ୍ତର

    ଗୋଟିଏ ଘରୁ ୪ ସଦସ୍ୟଙ୍କ ମୃତଦେହ ଉଦ୍ଧାର

    13563
    Apr 01, 2026
  • ଦେଶ-ଦେଶାନ୍ତର

    ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

    15094
    Apr 01, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17391
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17456
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17805
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16282
    Apr 03, 2021

ବିଶେଷ

  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    14792
    Apr 02, 2026
  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    14202
    Apr 01, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15673
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15360
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    16145
    Mar 28, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15306
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15036
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15539
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13834
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    14792
    Apr 02, 2026
  • ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

    15094
    Apr 01, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14172
    Apr 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In