Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ...

  • ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ...

  • କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ...

  • ଲୁଚି ଲୁଚି ବିବାହ କଲେ କି କଙ୍ଗନା, ...

  • ଅଭିନୟ କରୁଥିଲେ ଆଜୀବନ କଏଦୀ

  • ମୋଦିଙ୍କୁ ଝାଲମୁଢ଼ି ଖୁଆଇଥିବା ...

  • ପୁଣି ହେବ ଟ୍ୱିଶାଙ୍କ ମୃତଦେହ ବ୍ୟବଚ୍ଛେଦ

  • ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ

  • ୨.୮୭ ଲକ୍ଷ କୋଟି ଲାଭାଂଶ ଦେବ ଆରବିଆଇ

  • ଆଫଗାନିସ୍ତାନରେ ଶିଶୁ ଟୀକାକରଣ ...

Home ›› ››ସୁଶୀଲଙ୍କ ସହ ଫଟୋ ଉଠାଇବାକୁ ନିୟମ ଭୁଲିଗଲେ ପୁଲିସ କର୍ମଚାରୀ

ସୁଶୀଲଙ୍କ ସହ ଫଟୋ ଉଠାଇବାକୁ ନିୟମ ଭୁଲିଗଲେ ପୁଲିସ କର୍ମଚାରୀ

2021-06-25 19:08:17
14871
Share:
Facebook
Twitter
E-Mail
WhatsApp
Telegram
ସୁଶୀଲଙ୍କ ସହ ଫଟୋ ଉଠାଇବାକୁ ନିୟମ ଭୁଲିଗଲେ ପୁଲିସ କର୍ମଚାରୀ

କୁସ୍ତି ସାଗର ଧନଖଡ଼ ହତ୍ୟା ଅଭିଯୋଗରେ ଗିରଫ ଅଲିମ୍ପିକ୍ସ ମେଡାଲିଷ୍ଟ ସୁଶୀଲ କୁମାରଙ୍କ ପ୍ରତି ପୁଲିସ୍‌ କର୍ମଚାରୀଙ୍କୁ ଦୁର୍ବଳତାକୁ ସାଧାରଣରେ ନିନ୍ଦା କରାଯାଇଛି । ସୁଶୀଲ କୁମାରଙ୍କୁ ଆଜି ତିହାର ଜେଲକୁ ନିଆଯାଇଥିଲା। ଜେଲ ଯିବା ପୂର୍ବରୁ  କିଛି ପୁଲିସ କର୍ମଚାରୀ ପହଲୱାନ୍ ସୁଶୀଲ କୁମାରଙ୍କ ସହ ସେଲଫି ନେଇଥିଲେ। ତାଙ୍କ ସହ ଫଟୋ ପୋଜ ଦେବାକୁ ସବୁ ନିୟମକୁ ଜଳାଞ୍ଜଳୀ ଦେଇଥିଲେ।

ଏହି ସମୟରେ ସୁଶୀଲ କମଳା ରଙ୍ଗର ଟି-ସାର୍ଟ ପିନ୍ଧିଥିଲେ। ସୁଶୀଲଙ୍କ ସହ ପ୍ରାୟ ଅଧ ଡଜନ ପୋଲିସ ଉପସ୍ଥିତ ଥିଲେ। ଏହି ପୁଲିସ୍ କର୍ମଚାରୀଙ୍କ ମଧ୍ୟରୁ କେତେକ ହାତରେ ଅସ୍ତ୍ରଶସ୍ତ୍ର ଧରି ସିଭିଲ୍ ଡ୍ରେସ ପିନ୍ଧିଥିବାର ଦେଖିବାକୁ ମିଳିଥିଲା। ସୁଶୀଲ କୁମାର ମଧ୍ୟ ପୁଲିସ୍‌ କର୍ମଚାରୀଙ୍କ ସହ ହସ ଖୁସିରେ ଫଟୋ ଉଠାଇବା ବେଳେ ଦୃଶ୍ୟ ଏବେ ସୋଶାଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। 

ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ସୁଶୀଲ କିମ୍ବା ଅନ୍ୟ କୌଣସି ପୁଲିସ କର୍ମଚାରୀଙ୍କ ମୁହଁରେ ମାସ୍କ ନାହିଁ। କରୋନା ସଂକ୍ରମଣ ଭିତରେ ପୁଲିସ୍‌ର ଏପରି ବେପରୁଆ ଆଚରଣ ସମସ୍ତଙ୍କୁ ଚକିତ କରିଛି। ଏହି ଫଟୋ ଭାଇରାଲ ହେବା ପରେ ଦିଲ୍ଲୀ ପୁଲିସକୁ ସୋଶାଲ ମିଡିଆରେ ତୀବ୍ର ସମାଲୋଚନା ହେବାକୁ ପଡ଼ିଛି।

ସୂଚନାଯୋଗ୍ୟ, ସୁଶୀଲ କୁମାର ଏକମାତ୍ର ଭାରତୀୟ ରେସଲର ଯିଏ ଅଲିମ୍ପିକ୍ସରେ ଦୁଇଥର ମେଡାଲ ଜିତିଛନ୍ତି। ତେବେ ରେସଲର ସାଗରଙ୍କୁ ହତ୍ୟା ଅଭିଯୋଗରେ ତାଙ୍କୁ ଦିଲ୍ଲୀ ପୁଲିସ୍‌ ମେ' ୨୩ରେ ଗିରଫ କରିଥିଲା। ମଡେଲ ଟାଉନ ଅଞ୍ଚଳରେ ଥିବା ଏକ ଫ୍ଲାଟକୁ ଖାଲି କରିବା ପାଇଁ ମାରପିଟ ହୋଇଥିଲା । ଏହି ମାମଲାରେ ସୁଶୀଲ କୁମାରଙ୍କ ଭୂମିକା ଥିବାବେଳେ ଦିଲ୍ଲୀ ଏନସିଆର ବ୍ୟତୀତ ପଡ଼ୋଶୀ ରାଜ୍ୟରେ ସୁଶୀଲ କୁମାରଙ୍କ ସନ୍ଧାନ ଚଳାଇଥିଲା। ସୁଶୀଲଙ୍କ ବ୍ୟତୀତ ୯ଜଣଙ୍କ ବିରୋଧରେ ଜାମିନ ବିହୀନ ୱାରେଣ୍ଟ ଜାରି କରାଯାଇଥିଲା। କାରଣ ସୁଶୀଲ ଓ ତାଙ୍କ ସହଯୋଗୀମାନେ ସାଗରଙ୍କୁ ପିଟିପିଟି ହତ୍ୟା କରିଥିବା ପୁଲିସ୍‌ କହିଛି। ମେ' ୨୩ରୁ ଗିତରଫ ହେବା ପରେ ସୁଶୀଲ ପୁଲିସ୍‌ ହେପାଜତରେ ଅଛନ୍ତି।

Powered by Froala Editor

Tags SUSHIL

Related articles Odisha News Lens 4.1

  • ମୋଦିଙ୍କୁ ଝାଲମୁଢ଼ି ଖୁଆଇଥିବା ବ୍ୟକ୍ତିଙ୍କୁ ହତ୍ୟା ଧମକ
    ଦେଶ-ଦେଶାନ୍ତର

    ମୋଦିଙ୍କୁ ଝାଲମୁଢ଼ି ଖୁଆଇଥିବା ବ୍ୟକ୍ତିଙ୍କୁ ହତ୍ୟା ଧମକ

    14778
    May 23, 2026
  • ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ
    ଦେଶ-ଦେଶାନ୍ତର

    ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ

    13808
    May 23, 2026
  • କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ୯ ଶ୍ରମିକଙ୍କ ମିଳୁନି ପତ୍ତା
    ଦେଶ-ଦେଶାନ୍ତର

    କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ୯ ଶ୍ରମିକଙ୍କ ମିଳୁନି ପତ୍ତା

    15043
    May 23, 2026
  •  ଆଫଗାନିସ୍ତାନରେ ଶିଶୁ ଟୀକାକରଣ କାର୍ଯ୍ୟକ୍ରମକୁ ବୃଦ୍ଧି କରିବା ପାଇଁ ୨୦ଟନ୍ ...
    ଦେଶ-ଦେଶାନ୍ତର

    ଆଫଗାନିସ୍ତାନରେ ଶିଶୁ ଟୀକାକରଣ କାର୍ଯ୍ୟକ୍ରମକୁ ବୃଦ୍ଧି କରିବା ପାଇଁ ୨୦ଟନ୍ ...

    14030
    May 22, 2026
  • ପୁଣି ହେବ ଟ୍ୱିଶାଙ୍କ ମୃତଦେହ ବ୍ୟବଚ୍ଛେଦ
    ଦେଶ-ଦେଶାନ୍ତର

    ପୁଣି ହେବ ଟ୍ୱିଶାଙ୍କ ମୃତଦେହ ବ୍ୟବଚ୍ଛେଦ

    13473
    May 23, 2026
  • ୨.୮୭ ଲକ୍ଷ କୋଟି ଲାଭାଂଶ ଦେବ ଆରବିଆଇ
    ଦେଶ-ଦେଶାନ୍ତର

    ୨.୮୭ ଲକ୍ଷ କୋଟି ଲାଭାଂଶ ଦେବ ଆରବିଆଇ

    13628
    May 23, 2026
  • ଅଭିନୟ କରୁଥିଲେ ଆଜୀବନ କଏଦୀ
    ଦେଶ-ଦେଶାନ୍ତର

    ଅଭିନୟ କରୁଥିଲେ ଆଜୀବନ କଏଦୀ

    13813
    May 23, 2026
  • ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ
    ଦେଶ-ଦେଶାନ୍ତର

    ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ

    14744
    May 23, 2026
  • ଲୁଚି ଲୁଚି ବିବାହ କଲେ କି କଙ୍ଗନା, ଜାଣନ୍ତୁ କ’ଣ ସତ...
    ମନୋରଞ୍ଜନ

    ଲୁଚି ଲୁଚି ବିବାହ କଲେ କି କଙ୍ଗନା, ଜାଣନ୍ତୁ କ’ଣ ସତ...

    15045
    May 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ

    13808
    May 23, 2026
  • ଦେଶ-ଦେଶାନ୍ତର

    ୨.୮୭ ଲକ୍ଷ କୋଟି ଲାଭାଂଶ ଦେବ ଆରବିଆଇ

    13628
    May 23, 2026
  • ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ, ସନ୍ଦିଗ୍ଧ ଗିରଫ

    13609
    May 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16874
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17492
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17540
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17925
    Sep 06, 2023

ବିଶେଷ

  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14775
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14343
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14468
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15528
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    15144
    May 15, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15415
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15158
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15648
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13979
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ, ସନ୍ଦିଗ୍ଧ ଗିରଫ

    13609
    May 23, 2026
  • ଆଫଗାନିସ୍ତାନରେ ଶିଶୁ ଟୀକାକରଣ କାର୍ଯ୍ୟକ୍ରମକୁ ବୃଦ୍ଧି କରିବା ପାଇଁ ୨୦ଟନ୍ ଗୁରୁତ୍ୱପୂର୍ଣ୍ଣ ସାମଗ୍ରୀ ପଠାଇଲା ଭାରତ

    14030
    May 22, 2026
  • ଲୁଚି ଲୁଚି ବିବାହ କଲେ କି କଙ୍ଗନା, ଜାଣନ୍ତୁ କ’ଣ ସତ...

    15045
    May 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In