Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆମେରିକା କଲା ଏହି ଶକ୍ତିଶାଳୀ ...

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ...

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ...

  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ...

  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ...

  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ...

  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ...

ଖେଳ ଖବର
Home ›› ଖେଳ ଖବର ››ବଲିଉଡ ହିରୋଇନଙ୍କୁ ବି ମାତ୍ ଦିଅନ୍ତି ଏହି ଆଥଲେଟ୍

ବଲିଉଡ ହିରୋଇନଙ୍କୁ ବି ମାତ୍ ଦିଅନ୍ତି ଏହି ଆଥଲେଟ୍

2024-08-11 20:07:00
24886
Share:
Facebook
Twitter
E-Mail
WhatsApp
Telegram
ବଲିଉଡ ହିରୋଇନଙ୍କୁ ବି ମାତ୍ ଦିଅନ୍ତି ଏହି ଆଥଲେଟ୍

ପ୍ୟାରିସ ଅଲିମ୍ପିକ୍ସ ଉପରେ ଏବେ ସମସ୍ତଙ୍କ ନଜର । ହାର ଜିତ୍‌କୁ ନେଇ ଲାଗି ରହିଛି ଚର୍ଚ୍ଚା । ତେବେ ଅଲିମ୍ପିକ୍ସରେ ଜଣେ ଆଥଲେଟ ସମସ୍ତଙ୍କ ହାର୍ଟ ବ୍ରେକ୍ କରୁଥିବା ଚର୍ଚ୍ଚା ଜୋର ଧରିଛି । ସେ ହେଉଛନ୍ତି ଏଲିକା ଶ୍ମିଟ୍ । ଏଲିକା ଦୌଡିବା ବେଳେ କେହି ବି ନଜର ଫେରାଇ ପାରୁନାହାନ୍ତି ।

ଏଲିକାଙ୍କ ଜନ୍ମ ୮ ନଭେମ୍ବର ୧୯୯୮ ମସିହାରେ ଜର୍ମାମୀର ୱାର୍ମ୍ସରେ ହୋଇଥିଲା । ଏବେ ତାଙ୍କୁ ପ୍ରାୟ ୨୫ ବର୍ଷ ବୟସ ହେଉଛି । ବିଶ୍ୱର ସବୁଠୁ ସୌନ୍ଦର୍ଯ୍ୟମୟୀ ଆଥଲେଟ ଏଲିକା ହଲିଉଡ ତଥା ବଲିଉଡ ଅଭିନେତ୍ରୀଙ୍କୁ ବି ମାତ ଦିଅନ୍ତି ।

ଏଲିକା ଶ୍ମିଟ ଟ୍ରାକ ଆଣ୍ଡ ଫିଲ୍ଡ ଇଭେଣ୍ଟ ଆଥଲେଟ ଅଟନ୍ତି । ସେ ୪ ଗୁଣା ୪୦୦ ମିଟର ରିଲେରେ ଭାଗ ନେଇଥିଲେ । ଫାଇନାଲରେ ସେ ପଦକ ରେସରୁ ଆଉଟ ହୋଇଯାଇଥିଲେ । ସପ୍ତମ ସ୍ଥାନରେ ରହି ଏଲିକା ନିଜର ଅଭିଯାନ ଶେଷ କରିଛନ୍ତି । ହେଲେ ପ୍ୟାରିସ ଅଲିମ୍ପିକ୍ସରେ ଏଲିକା ନିଜର ସୌନ୍ଦର୍ଯ୍ୟତାରେ ସମସ୍ତଙ୍କୁ ଘାଇଲା କରିଛନ୍ତି । ପଡିଆରେ ଧାଉଁଥିବା ସମୟରେ ଏହି ଆଥଲେଟଙ୍କ ସୁନ୍ଦରତା ପ୍ରଶଂସକଙ୍କ ହୃଦୟରେ ଶିହରଣ ସୃଷ୍ଟି କରୁଛି । ନିଜର ପ୍ରତିଭା ସାଙ୍ଗକୁ ସୁନ୍ଦରତା ତାଙ୍କୁ ‘ବ୍ୟୁଟି ୱିଥ ବ୍ରେନ’ କରିଛି ।

Powered by Froala Editor

Tags athlet

Related articles Odisha News Lens 4.1

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ
    ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15478
    Mar 04, 2026
  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ
    ଦେଶ-ଦେଶାନ୍ତର

    ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14748
    Mar 03, 2026
  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    14776
    Mar 05, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...
    ବାଣିଜ୍ୟ

    ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...

    13595
    Mar 05, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି
    ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14227
    Mar 04, 2026
  • ଆମେରିକା କଲା ଏହି ଶକ୍ତିଶାଳୀ କ୍ଷେପଣାସ୍ତ୍ରର ପରୀକ୍ଷଣ
    ଦେଶ-ଦେଶାନ୍ତର

    ଆମେରିକା କଲା ଏହି ଶକ୍ତିଶାଳୀ କ୍ଷେପଣାସ୍ତ୍ରର ପରୀକ୍ଷଣ

    14607
    Mar 05, 2026
  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ
    ଦେଶ-ଦେଶାନ୍ତର

    ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ

    14385
    Mar 03, 2026
  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ
    ଦେଶ-ଦେଶାନ୍ତର

    ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    15160
    Mar 04, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15150
    Mar 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ...

    13595
    Mar 05, 2026
  • ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    14790
    Mar 05, 2026
  • ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14227
    Mar 04, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17774
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16246
    Apr 03, 2021

ବିଶେଷ

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14775
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13985
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15027
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14648
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14448
    Feb 26, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15667
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15125
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14976
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14489
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15478
    Mar 04, 2026
  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14748
    Mar 03, 2026
  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    14776
    Mar 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In