Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନରେ ଗ୍ୟାସ ଦର ଆକାଶଛୁଆଁ, ୭ ହଜାର ...

  • ଡିଏ ବୃଦ୍ଧି ଘୋଷଣା ନେଇ ଆସିଲା ଏହି ଖବର ...

  • କେନ୍ଦ୍ର ସରକାରଙ୍କୁ ବଡ଼ ଚେତାବନୀ ଦେଲେ ...

  • ଉଷା ମଙ୍ଗେଶକରଙ୍କୁ ମିଳିବ ‘ଭାରତ ରତ୍ନ ...

  • ୧୫୪ ବର୍ଷ ପରେ ଗୁଜରାଟରେ ଦେଖାଦେଲା ...

  • ନବଜାତ ଶିଶୁ ମୁହଁରେ ନିଶ !

  • ବିବାହ ପାଇଁ ଚୋରି କରି ଗିରଫ ହେଲେ ...

  • ୭ ଟଙ୍କା ଲଟେରୀରେ ଭାଗ୍ୟ ଚମକିଗଲା

  • ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››କାଉଡ଼ିଆଙ୍କ ଉପରେ ଚଢ଼ିଗଲା ଏସ୍‌ୟୁଭି, ୬ ମୃତ

କାଉଡ଼ିଆଙ୍କ ଉପରେ ଚଢ଼ିଗଲା ଏସ୍‌ୟୁଭି, ୬ ମୃତ

2024-08-12 13:13:55
15097
Share:
Facebook
Twitter
E-Mail
WhatsApp
Telegram
କାଉଡ଼ିଆଙ୍କ ଉପରେ ଚଢ଼ିଗଲା ଏସ୍‌ୟୁଭି, ୬ ମୃତ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ବାଗଡୋଗରା ନିକଟରେ କାଉଡ଼ିଆଙ୍କ ଉପରେ ଚଢ଼ିଗଲା ଏସ୍‌ୟୁଭି। ଫଳରେ ଘଟଣାସ୍ଥଳରେ ହିଁ ୬ ଜଣ କାଉଡ଼ିଆଙ୍କ ମୃତ୍ୟୁ ହୋଇଛି। ସୂଚନା ମୁତାବକ, ଶ୍ରାବଣ ମାସ ଶେଷ ସୋମବାର ହୋଇଥିବା ଯୋଗୁ ବାବାଧାମରେ ଭଗବାନ ଶିବଙ୍କ ନିକଟରେ ଜଳଲାଗି କରି ଏସ୍‌ୟୁଭିରେ କିଛି କାଉଡିଆ ସିକ୍କିମ ଯାଇଉଥିଲେ। ଅନ୍ୟପଟେ ବାଗଡୋଗରା ରିଜର୍ଭ ଫରେଷ୍ଟ ସ୍ଥିତ ଜଙ୍ଗଲି ବାବା ମନ୍ଦିର ଆଡକୁ ଚାଲି ଚାଲି କିଛି କାଉଡିଆ ଜଳ ନେଇ ଯାଉଥିଲେ।ଏହି ସମୟରେ ଉକ୍ତ ଏସ୍‌ୟୁଭି ଦ୍ରୁତ ଗତିରେ ଆସି ନିୟନ୍ତ୍ରଣ ହରାଇ ରାସ୍ତାରେ ଯାଉଥିବା କାଉଡିଆଙ୍କୁ ଦଳି ଦେଇ ରାସ୍ତାକଡକୁ ଓଲଟି ପଡିଥିଲା। ଏଥିରେ ଘଟଣାସ୍ଥଳରେ ହିଁ ୬ ଜଣ କାଉଡିଆଙ୍କ ମୃତ୍ୟୁ ହୋଇଛି। ସେହିପରି ଏସ୍‌ୟୁଭିରେ ଥିବା ସମସ୍ତ କାଉଡିଆ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।ପ୍ରତ୍ୟକ୍ଷଦର୍ଶୀଙ୍କ କହିବାନୁସାରେ, ବାବାଧାମରୁ ଆସୁଥିବା କାରଟି ନିୟନ୍ତ୍ରଣ ହରାଇ ଜାତୀୟ ରାଜପଥ ୩୧ରେ ଚାଲୁଥିବା କାଉଡିଆଙ୍କୁ ଧକ୍କା ଦେଇ ଓଲଟି ପଡ଼ିଥିଲା। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା ଗାଡ଼ିକୁ ଜବତ କରିବା ସହ ଘଟଣାର ତଦନ୍ତ ଜାରି ରଖିଛି।

Powered by Froala Editor

Tags Accident

Related articles Odisha News Lens 4.1

  • ନବଜାତ ଶିଶୁ ମୁହଁରେ ନିଶ !
    ଦେଶ-ଦେଶାନ୍ତର

    ନବଜାତ ଶିଶୁ ମୁହଁରେ ନିଶ !

    14280
    Oct 25, 2026
  • ୭ ଟଙ୍କା ଲଟେରୀରେ ଭାଗ୍ୟ ଚମକିଗଲା
    ଦେଶ-ଦେଶାନ୍ତର

    ୭ ଟଙ୍କା ଲଟେରୀରେ ଭାଗ୍ୟ ଚମକିଗଲା

    15381
    Oct 25, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ
    ବିଶେଷ

    ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14633
    Oct 25, 2026
  • ପାକିସ୍ତାନରେ ଗ୍ୟାସ ଦର ଆକାଶଛୁଆଁ, ୭ ହଜାର ଟଙ୍କାରେ ବିକ୍ରି ହେଉଛି ସିଲିଣ୍ଡର
    ଦେଶ-ଦେଶାନ୍ତର

    ପାକିସ୍ତାନରେ ଗ୍ୟାସ ଦର ଆକାଶଛୁଆଁ, ୭ ହଜାର ଟଙ୍କାରେ ବିକ୍ରି ହେଉଛି ସିଲିଣ୍ଡର

    13504
    Oct 25, 2026
  • କେନ୍ଦ୍ର ସରକାରଙ୍କୁ ବଡ଼ ଚେତାବନୀ ଦେଲେ ସୋନମ ୱାଙ୍ଗଚୁକ, କହିଲେ ଏହା.....
    ଦେଶ-ଦେଶାନ୍ତର

    କେନ୍ଦ୍ର ସରକାରଙ୍କୁ ବଡ଼ ଚେତାବନୀ ଦେଲେ ସୋନମ ୱାଙ୍ଗଚୁକ, କହିଲେ ଏହା.....

    15443
    Oct 25, 2026
  • ଉଷା ମଙ୍ଗେଶକରଙ୍କୁ ମିଳିବ ‘ଭାରତ ରତ୍ନ ଡକ୍ଟର ଭୂପେନ ହଜାରିକା ଜାତୀୟ ପୁରସ୍କାର’
    ଦେଶ-ଦେଶାନ୍ତର

    ଉଷା ମଙ୍ଗେଶକରଙ୍କୁ ମିଳିବ ‘ଭାରତ ରତ୍ନ ଡକ୍ଟର ଭୂପେନ ହଜାରିକା ଜାତୀୟ ପୁରସ୍କାର’

    13792
    Oct 25, 2026
  • ଡିଏ ବୃଦ୍ଧି ଘୋଷଣା ନେଇ ଆସିଲା ଏହି ଖବର ଜାଣନ୍ତୁ.....
    ଦେଶ-ଦେଶାନ୍ତର

    ଡିଏ ବୃଦ୍ଧି ଘୋଷଣା ନେଇ ଆସିଲା ଏହି ଖବର ଜାଣନ୍ତୁ.....

    13589
    Oct 25, 2026
  • ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର
    ବାଣିଜ୍ୟ

    ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

    14061
    Oct 25, 2026
  • ୧୫୪ ବର୍ଷ ପରେ ଗୁଜରାଟରେ ଦେଖାଦେଲା  ସ୍ୟାଣ୍ଡ ସ୍ନେକ୍
    ଦେଶ-ଦେଶାନ୍ତର

    ୧୫୪ ବର୍ଷ ପରେ ଗୁଜରାଟରେ ଦେଖାଦେଲା ସ୍ୟାଣ୍ଡ ସ୍ନେକ୍

    13923
    Oct 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଉଷା ମଙ୍ଗେଶକରଙ୍କୁ ମିଳିବ ‘ଭାରତ ରତ୍ନ ଡକ୍ଟର ଭୂପେନ ହଜାରିକା ଜାତୀୟ ପୁରସ୍କାର’

    13792
    Oct 25, 2026
  • ବାଣିଜ୍ୟ

    ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

    14061
    Oct 25, 2026
  • ଦେଶ-ଦେଶାନ୍ତର

    ବିବାହ ପାଇଁ ଚୋରି କରି ଗିରଫ ହେଲେ ପ୍ରେମୀଯୁଗଳ

    15101
    Oct 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17218
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17913
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17858
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18280
    Sep 06, 2023

ବିଶେଷ

  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14633
    Oct 25, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15552
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15725
    Oct 23, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    15094
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15556
    Oct 16, 2026

ବାଣିଜ୍ୟ

ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

ଦୀପାବଳିର ଠିକ୍ ପୂର୍ବରୁ ସୁନା ଦରରେ ଦ୍ରୁତ ହ୍ରାସ ଦେଖିବାକୁ ମିଳିଛି । ଚଳିତ ସପ୍ତାହରେ ଅନ୍ତର୍ଜାତୀୟ ବଜାରରେ ସୁନା ଦର ପାଖାପାଖି ୪% ଖସିଛି । ଏହି ୪ ମାସରେ ସୁନାର ଏହା ସର୍ବବୃହତ୍ ହ୍ରାସ । ଅଶୋଧିତ ତୈଳ ଦରରେ ବୃଦ୍ଧି, ଦରଦାମ ଚିନ୍ତା ଏବଂ କଡ଼ା ମୁଦ୍ରାନୀତି ଆଶଙ୍କା ଯୋଗୁ ସୁନା ଆଉନ୍ସ ପିଛା ୪,୦୦୦ ଡଲାର ପର୍ଯ୍ ...

  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    15095
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14796
    Oct 23, 2026
  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    15239
    Oct 22, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    14425
    Oct 21, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଡିଏ ବୃଦ୍ଧି ଘୋଷଣା ନେଇ ଆସିଲା ଏହି ଖବର ଜାଣନ୍ତୁ.....

    13589
    Oct 25, 2026
  • ପାକିସ୍ତାନରେ ଗ୍ୟାସ ଦର ଆକାଶଛୁଆଁ, ୭ ହଜାର ଟଙ୍କାରେ ବିକ୍ରି ହେଉଛି ସିଲିଣ୍ଡର

    13504
    Oct 25, 2026
  • ୧୫୪ ବର୍ଷ ପରେ ଗୁଜରାଟରେ ଦେଖାଦେଲା ସ୍ୟାଣ୍ଡ ସ୍ନେକ୍

    13923
    Oct 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In