Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, October 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇକୋନୋମିକ୍ସରେ ରବର୍ଟ ଇ ହାଲ୍ ଏବଂ ...

  • ବିରୋଧ ପ୍ରଦର୍ଶନ ପାଇଁ ଜନ୍ତର ମନ୍ତରରେ ...

  • ଚୋରି ଅଭିଯୋଗରେ ଚଳଚ୍ଚିତ୍ର ନିର୍ଦ୍ଦେଶକ ...

  • ପୂର୍ବତନ ଆଇଏଏସ ଅଫିସରଙ୍କ ମାଡରେ ...

  • ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ...

  • ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା ...

  • ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ...

  • ଝିଅର ଚିକିତ୍ସା କରିପାରିଲାନି ମା’, ...

  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ...

  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

ମନୋରଞ୍ଜନ
Home ›› ମନୋରଞ୍ଜନ ››ହାର୍ଦ୍ଦିକ ଧୋକ୍କା ଦେବା ପରେ ନତାଶା ଅଲଗା ହେଲେ!

ହାର୍ଦ୍ଦିକ ଧୋକ୍କା ଦେବା ପରେ ନତାଶା ଅଲଗା ହେଲେ!

2024-08-12 20:15:21
16876
Share:
Facebook
Twitter
E-Mail
WhatsApp
Telegram
ହାର୍ଦ୍ଦିକ ଧୋକ୍କା ଦେବା ପରେ ନତାଶା ଅଲଗା ହେଲେ!

ହାର୍ଦ୍ଦିକ ପାଣ୍ଡ୍ୟା ଓ ତାଙ୍କ ପତ୍ନୀ ନତାଶା ଅଲଗା ହୋଇଯାଇଛନ୍ତି। ଉଭୟ କିଛି ଦିନ ତଳେ ନିଜର ଛାଡପତ୍ର ବାବଦରେ ସୋସିଆଲ ମିଡିଆରେ ଏକ ପୋଷ୍ଟ ସେୟାର କରି ସୂଚନା ଦେଇଥିଲେ। ନତାଶା ଓ ହାର୍ଦ୍ଦିକ ଏକ ସୋସିଆଲ ମିଡିଆ ପୋଷ୍ଟରେ ଲେଖିଥିଲେ ଯେ ଉଭୟ ପାରସ୍ପରିକ ସମ୍ମତି ସହିତ ଅଲଗା ହୋଇଯାଇଛନ୍ତି।

ହାର୍ଦ୍ଦିକଙ୍କଠାରୁ ଅଲଗା ହେବା ପରେ ନତାଶା ସୋସିଆଲ ମିଡିଆରେ ନିରନ୍ତର ସକ୍ରିୟ ଅଛନ୍ତି। ସେ ତାଙ୍କ ପୁଅ ଅଗସ୍ତ୍ୟଙ୍କ ସହ ସର୍ବିଆ ଚାଲିଯାଇଛନ୍ତି। ହାର୍ଦ୍ଦିକ ଏବଂ ନତାଶା କାହିଁକି ଅଲଗା ହେଲେ? ଏ ପର୍ଯ୍ୟନ୍ତ ଉଭୟ ପକ୍ଷରୁ କୌଣସି ସରକାରୀ ବିବୃତ୍ତି ଆସିନାହିଁ। କିନ୍ତୁ ଏଥର ନତାଶା ସୋସିଆଲ ମିଡିଆରେ କିଛି ଏପରି କରିଛନ୍ତି ଯେଉଁଥିପାଇଁ ପ୍ରଶଂସକମାନେ ଅନୁମାନ କରୁଛନ୍ତି ଯେ ହାର୍ଦ୍ଦିକ ନତାଶାଙ୍କ ସହ ପ୍ରତାରଣା କରିଛନ୍ତି। ହାର୍ଦ୍ଦିକ, ନତାଶାଙ୍କୁ ଧୋକା ଦେବାରୁ ସେ ଅଲଗା ହେବାକୁ ନିଷ୍ପତ୍ତି ନେଇଥିବା ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।

ଗତ କିଛି ଦିନ ହେବ ନତାଶା ଇନଷ୍ଟାରେ ଧୋକାକୁ ନେଇ ବିଭିନ୍ନ ପେଜରେ କରାଯାଇଥିବା ପୋଷ୍ଟକୁ ଲାଇକ୍ କରିବା ଆରମ୍ଭ କରିଛନ୍ତି। ପୋଷ୍ଟ ସହ ସେ ରିଲ୍ସକୁ ମଧ୍ୟ ଲାଇକ୍ କରୁଥିବା ଦେଖାଯାଇଛି। ଏହାକୁ ଦେଖି ହାର୍ଦ୍ଦିକ, ନତାଶାଙ୍କୁ ଧୋକା ଦେଇଥିବା ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।

ମେ' ୨୦୨୦ରେ ନିରାଡମ୍ବର ଭାବେ ବିବାହ କରିବା ପରେ ଫେବ୍ରୁଆରି ୨୦୨୩ରେ ହିନ୍ଦୁ ଏବଂ ଖ୍ରୀଷ୍ଟିଆନ ରୀତିନୀତି ଅନୁଯାୟୀ ବଡ଼ ଆଡମ୍ବରରେ ବିବାହ କରିଥିଲେ ହାର୍ଦ୍ଦିକ-ନତାଶା। ହେ‌ଲେ ଜୁଲାଇ ୨୦୨୪ରେ ସେମାନେ ଅଲଗା ହେଉଥିବା ନିଶ୍ଚିତ କରିଥିଲେ।

Powered by Froala Editor

Tags hardik

Related articles Odisha News Lens 4.1

  • ଇକୋନୋମିକ୍ସରେ ରବର୍ଟ ଇ ହାଲ୍ ଏବଂ ମାଇକେଲ୍ ଉଡଫୋର୍ଡଙ୍କୁ ମିଳିବ ନୋବେଲ ସମ୍ମାନ
    ଦେଶ-ଦେଶାନ୍ତର

    ଇକୋନୋମିକ୍ସରେ ରବର୍ଟ ଇ ହାଲ୍ ଏବଂ ମାଇକେଲ୍ ଉଡଫୋର୍ଡଙ୍କୁ ମିଳିବ ନୋବେଲ ସମ୍ମାନ

    14348
    Oct 12, 2026
  • ପୂର୍ବତନ ଆଇଏଏସ ଅଫିସରଙ୍କ ମାଡରେ ବ୍ୟକ୍ତିଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ପୂର୍ବତନ ଆଇଏଏସ ଅଫିସରଙ୍କ ମାଡରେ ବ୍ୟକ୍ତିଙ୍କ ମୃତ୍ୟୁ

    14773
    Oct 12, 2026
  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା
    ଅପରାଧ

    ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

    13927
    Oct 11, 2026
  • ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ଯିବାର ଅଧିକାର ଅଛି: ସିଜେଆଇ
    ଦେଶ-ଦେଶାନ୍ତର

    ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ଯିବାର ଅଧିକାର ଅଛି: ସିଜେଆଇ

    14504
    Oct 12, 2026
  • ବିରୋଧ ପ୍ରଦର୍ଶନ ପାଇଁ ଜନ୍ତର ମନ୍ତରରେ ଧାରଣା ମନା
    ଦେଶ-ଦେଶାନ୍ତର

    ବିରୋଧ ପ୍ରଦର୍ଶନ ପାଇଁ ଜନ୍ତର ମନ୍ତରରେ ଧାରଣା ମନା

    14924
    Oct 12, 2026
  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...
    ଦେଶ-ଦେଶାନ୍ତର

    ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...

    14097
    Oct 11, 2026
  • ଚୋରି ଅଭିଯୋଗରେ ଚଳଚ୍ଚିତ୍ର ନିର୍ଦ୍ଦେଶକ କାଜା ହୁସେନ୍‌ ଗିରଫ
    ଦେଶ-ଦେଶାନ୍ତର

    ଚୋରି ଅଭିଯୋଗରେ ଚଳଚ୍ଚିତ୍ର ନିର୍ଦ୍ଦେଶକ କାଜା ହୁସେନ୍‌ ଗିରଫ

    13971
    Oct 12, 2026
  • ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା
    ଦେଶ-ଦେଶାନ୍ତର

    ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    14087
    Oct 11, 2026
  • ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା କଲେ ରାହୁଲ
    ଦେଶ-ଦେଶାନ୍ତର

    ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା କଲେ ରାହୁଲ

    14834
    Oct 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ବୃଦ୍ଧି

    14490
    Oct 12, 2026
  • ଦେଶ-ଦେଶାନ୍ତର

    ବିରୋଧ ପ୍ରଦର୍ଶନ ପାଇଁ ଜନ୍ତର ମନ୍ତରରେ ଧାରଣା ମନା

    14924
    Oct 12, 2026
  • ଦେଶ-ଦେଶାନ୍ତର

    ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    14087
    Oct 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17175
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17865
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17820
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18238
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14533
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14639
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15644
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14318
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16055
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15799
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15028
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15550
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14027
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର କରିପାରିବେ ନାହିଁ

    14097
    Oct 11, 2026
  • ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    14087
    Oct 11, 2026
  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

    13927
    Oct 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In