Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, March 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସମୁଦ୍ର ଶଯ୍ୟାରେ ବିଛାଯାଇଥିବା ଇଣ୍ଟରନେଟ ...

  • ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ...

  • ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ...

  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ...

  • ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ...

  • କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ

  • ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା

  • ଦୁଇ ଦିନରେ ଦୁଇ ଘରୁ ଚୋରି

  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ...

Home ›› ››ଜ୍ୟାକଲିନଙ୍କ ଜନ୍ମ ଦିନରେ ଜାହାଜ, ହସ୍ପିଟାଲ ଉପହାର ଦେଲା ସୁକେଶ

ଜ୍ୟାକଲିନଙ୍କ ଜନ୍ମ ଦିନରେ ଜାହାଜ, ହସ୍ପିଟାଲ ଉପହାର ଦେଲା ସୁକେଶ

2024-08-12 20:19:37
17662
Share:
Facebook
Twitter
E-Mail
WhatsApp
Telegram
ଜ୍ୟାକଲିନଙ୍କ ଜନ୍ମ ଦିନରେ ଜାହାଜ, ହସ୍ପିଟାଲ ଉପହାର ଦେଲା ସୁକେଶ

ଦିଲ୍ଲୀର ତିହାର ଜେଲରେ ରହୁଥିବା ଠକ ସୁକେଶ ଚନ୍ଦ୍ରଶେଖର ଅଭିନେତ୍ରୀ ଜ୍ୟାକଲିନ ଫନାଡିଜଙ୍କୁ ଦେଇଛି ଦାମୀ ଉପହାର। ଜ୍ୟାକଲିନଙ୍କୁ ଜାହାଜ ଠାରୁ ଆରମ୍ଭ କରି ହସ୍ପିଟାଲ ସବୁକିଛି ଅଜାଡି ଦେଇଛି ।

ଜ୍ୟାକଲିନ ତାଙ୍କର ୩୯ତମ ଜନ୍ମଦିନକୁ ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ରବିବାର ଦିନ ପାଳନ କରିଥିଲେ। ସୁକେଶ ଦେଇଥିବା ଏହି ଜାହାଜର ନାମ ଜ୍ୟାକଲିନଙ୍କ ନାମରେ ରଖାଯାଇଛି। ଏହା ହେଉଛି ସମାନ ଜାହାଜ ଯାହା ସୁକେଶ ୨୦୨୧ରେ ଜ୍ୟାକଲିନଙ୍କ ପାଇଁ ବାଛିଥିଲେ।

ସୁକେଶ ଚନ୍ଦ୍ରଶେଖର ତାଙ୍କ ଚିଠିରେ କହିଛନ୍ତି ଯେ ‘ଲେଡି ଜ୍ୟାକଲିନ’ ନାମକ ଏହି ୟାଚ ବା ଜାହାଜ ଚଳିତ ମାସରେ ଡେଲିଭରି କରାଯିବ। ସେ କହିଛନ୍ତି ଯେ ଜାହାଜର ସମସ୍ତ ଟିକସ ପ୍ରଦାନ କରାଯାଇଛି ଏବଂ ଏହା ସମ୍ପୂର୍ଣ୍ଣ ଆଇନଗତ ଅଟେ।

ଜ୍ୟାକଲିନ ପଶୁ କଲ୍ୟାଣ କ୍ଷେତ୍ରରେ ମଧ୍ୟ କାର୍ଯ୍ୟ କରୁଛନ୍ତି। ଏ ସମ୍ପର୍କରେ ସୁକେଶ କହିଛନ୍ତି ଯେ ବେଙ୍ଗାଲୁରୁରେ ଜ୍ୟାକଲିନଙ୍କୁ ସେ ଦେଇଥିବା ପଶୁ ଡାକ୍ତରଖାନାର କାମ ଚଳିତ ବର୍ଷ ଶେଷ ହେବାକୁ ଯାଉଛି।

କେବଳ ଏତିକି ନୁହେଁ, ଜ୍ୟାକଲିନଙ୍କ ନୂଆ ଗୀତ 'ୟିମି ୟିମି' ମ୍ୟୁଜିକ୍‌ ଭିଡିଓକୁ ହିଟ୍‌ କରିବା ପାଇଁ ସେ ୧୦୦ ଆଇଫୋନ ୧୫ପ୍ରୋ ଦେବାକୁ ମଧ୍ୟ ଘୋଷଣା କରିଛନ୍ତି। 

Powered by Froala Editor

Tags sukesh

Related articles Odisha News Lens 4.1

  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ
    ବିଶେଷ

    ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15093
    Mar 19, 2026
  •  ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା
    ବିଶେଷ

    ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14375
    Mar 20, 2026
  • ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ସାମିଲ ହେବାକୁ ଉସ୍‌କାଉଛି: ସାଉଦି ଆରବ
    ଦେଶ-ଦେଶାନ୍ତର

    ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ସାମିଲ ହେବାକୁ ଉସ୍‌କାଉଛି: ସାଉଦି ଆରବ

    14385
    Mar 20, 2026
  • ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ନିଯୁକ୍ତ ହେଲେ ରବି ମିତ୍ତଲ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ନିଯୁକ୍ତ ହେଲେ ରବି ମିତ୍ତଲ

    14926
    Mar 20, 2026
  • ଦୁଇ ଦିନରେ ଦୁଇ ଘରୁ ଚୋରି
    ଜିଲ୍ଲା ପରିକ୍ରମା

    ଦୁଇ ଦିନରେ ଦୁଇ ଘରୁ ଚୋରି

    13707
    Mar 20, 2026
  • ସମୁଦ୍ର ଶଯ୍ୟାରେ ବିଛାଯାଇଥିବା ଇଣ୍ଟରନେଟ କେବୁଲକୁ କାଟିବାକୁ ଚିନ୍ତା କରୁଛି ଇରାନ
    ଦେଶ-ଦେଶାନ୍ତର

    ସମୁଦ୍ର ଶଯ୍ୟାରେ ବିଛାଯାଇଥିବା ଇଣ୍ଟରନେଟ କେବୁଲକୁ କାଟିବାକୁ ଚିନ୍ତା କରୁଛି ଇରାନ

    13980
    Mar 20, 2026
  • ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ଆମେରିକାର ବିମାନବାହୀ ଜାହାଜ
    ଦେଶ-ଦେଶାନ୍ତର

    ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ଆମେରିକାର ବିମାନବାହୀ ଜାହାଜ

    15083
    Mar 20, 2026
  • କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ
    ଦେଶ-ଦେଶାନ୍ତର

    କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ

    13760
    Mar 20, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା
    ବାଣିଜ୍ୟ

    ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13335
    Mar 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ସାମିଲ ହେବାକୁ ଉସ୍‌କାଉଛି: ସାଉଦି ଆରବ

    14385
    Mar 20, 2026
  • ଦେଶ-ଦେଶାନ୍ତର

    ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ଆମେରିକାର ବିମାନବାହୀ ଜାହାଜ

    15083
    Mar 20, 2026
  • ଜିଲ୍ଲା ପରିକ୍ରମା

    ଦୁଇ ଦିନରେ ଦୁଇ ଘରୁ ଚୋରି

    13707
    Mar 20, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17379
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17442
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17790
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16261
    Apr 03, 2021

ବିଶେଷ

  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14375
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15093
    Mar 19, 2026
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    15189
    Mar 18, 2026
  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    14126
    Mar 17, 2026
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    14024
    Mar 15, 2026

ବାଣିଜ୍ୟ

୨୭୮୦ ଟଙ୍କା ଶସ୍ତା ହେଲା ସୁନା

ମଧ୍ୟପ୍ରାଚ୍ୟ ଯୁଦ୍ଧ ଘନଘଟାରେ ଶସ୍ତା ହୋଇଛି ସୁନା-ରୂପା । ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ୧୦ଗ୍ରାମ ପ୍ରତି ୨୭୮୦ ଟଙ୍କା କିମି ୧ ଲକ୍ଷ ୫୪ ହଜାର ୬୪୦ ଟଙ୍କା ହୋଇଛି । ଅନ୍ୟପଟେ ରୂପା ଦର ମଧ୍ୟ କମିଛି । ଭୁବନେଶ୍ୱରରେ ରୁପା ମୂଲ୍ୟ କିଲୋ ପ୍ରତି ୧୦ ହଜାର ଟଙ୍କା କମି ୨ ଲକ୍ଷ ୬୫ ହଜାର ଟଙ୍କା ରହିଛି । ବୁଧବ ...

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14255
    Mar 05, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15689
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15153
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14999
    Feb 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ସାମିଲ ହେବାକୁ ଉସ୍‌କାଉଛି: ସାଉଦି ଆରବ

    14385
    Mar 20, 2026
  • ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା

    15143
    Mar 20, 2026
  • ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ଆମେରିକାର ବିମାନବାହୀ ଜାହାଜ

    15083
    Mar 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In