Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, October 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ...

  • କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ

  • ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ...

  • ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ...

  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ...

  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ...

  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ...

  • ଆଖି ଭ୍ରୁଲତାରେ ଦାନ୍ତ

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ...

ବିଶେଷ
Home ›› ବିଶେଷ ››ହୃଦ୍‌ୟ ସ୍ୱାସ୍ଥ୍ୟକୁ ସୁସ୍ଥ ରଖେ କଞ୍ଚା ପିଆଜ

ହୃଦ୍‌ୟ ସ୍ୱାସ୍ଥ୍ୟକୁ ସୁସ୍ଥ ରଖେ କଞ୍ଚା ପିଆଜ

2024-08-13 03:03:40
16394
Share:
Facebook
Twitter
E-Mail
WhatsApp
Telegram
ହୃଦ୍‌ୟ ସ୍ୱାସ୍ଥ୍ୟକୁ ସୁସ୍ଥ ରଖେ କଞ୍ଚା ପିଆଜ

କଞ୍ଚା ପିଆଜ ସ୍ୱାସ୍ଥ୍ୟ ପାଇଁ ବେଶ୍ ଲାଭକାରୀ। ଏହାକୁ ଖାଇବା ଦ୍ୱାରା ସାମଗ୍ରୀକ ସ୍ୱାସ୍ଥ୍ୟରେ ଉନ୍ନତି ଆସେ। ଇମ୍ୟୁନିଟି ବୁଷ୍ଟଠୁ ନେଇ ହୃଦୟ ସ୍ୱାସ୍ଥ୍ୟକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ କଞ୍ଚା ପିଆଜ। ଏଥିରେ ଏପରି ସ୍ୱାସ୍ଥ୍ୟ ଉପକାରୀ ଗୁଣ ରହିଛି, ଯାହାକୁ ଜାଣିଲେ କଞ୍ଚା ପିଆଜର ଦୁର୍ଗନ୍ଧକୁ ଭୁଲିଯିବେ। କଣ ସେହି ସବୁ ସ୍ୱାସ୍ଥ୍ୟ ଉପକାରୀ ଗୁଣ, ଜାଣନ୍ତୁ...

ରୋଗ ପ୍ରତିରୋଧକ ଶକ୍ତି ବଢାଏ
କଞ୍ଚା ପିଆଜ ଭିଟାମିନ୍-ସିର ଏକ ଉତ୍କୃଷ୍ଟ ଉତ୍ସ। ଏହା ଶରୀରର ରୋଗ ପ୍ରତିରୋଧକ ଶକ୍ତି ବଢାଇବାରେ ସାହାଯ୍ୟ କରିଥାଏ। ଭିଟାମିନ୍-ସି ଶ୍ୱେତ ରକ୍ତ କଣିକା ସୃଷ୍ଟି କରିବାରେ ମଧ୍ୟ ସାହାଯ୍ୟ କରେ, ଯାହା ଶରୀରକୁ ଜୀବାଣୁଠାରୁ ରକ୍ଷା କରିଥାଏ। ଥଣ୍ଡା ଏବଂ ଫ୍ଲୁ ପରି ସାଧାରଣ ରୋଗକୁ ରୋକିବାରେ କଞ୍ଚା ପିଆଜ ବେଶ୍ ଲାଭଦାୟକ ମଧ୍ୟ।

ହୃଦ୍‌ୟ ସ୍ୱାସ୍ଥ୍ୟକୁ ସୁସ୍ଥ ରଖେ
ପିଆଜରେ କ୍ୱେରେସିଟିନ୍ ପରି ଆଣ୍ଟିଅକ୍ସିଡାଣ୍ଟ ଗୁଣ ଭରପୂର ଥାଏ, ଯାହା ଶରୀରରେ ଖରାପ କୋଲେଷ୍ଟ୍ରଲ ସ୍ତର ହ୍ରାସ କରିବାରେ ସାହାଯ୍ୟ କରିଥାଏ। କୋଲେଷ୍ଟ୍ରଲ୍ ସ୍ତର ନିୟନ୍ତ୍ରଣରେ ରହିଲେ ହୃଦୟ ସ୍ୱାସ୍ଥ୍ୟ ସ୍ୱାଭାବିକ ହୋଇଥାଏ। କଞ୍ଚା ପିଆଜ ଖାଇବା ଦ୍ୱାରା ରକ୍ତ ସଞ୍ଚାଳନ ବୃଦ୍ଧି, ଉଚ୍ଚ ରକ୍ତଚାପ ହ୍ରାସ ହେବା ସହ ହୃଦରୋଗ ଆଶଙ୍କା କମ୍ ହୋଇଥାଏ।

ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ

କଞ୍ଚା ପିଆଜରେ ଡାଏଟାରୀ ଫାଇବର ଥାଏ। ଡାଏଟାରୀ ଫାଇବର୍ ସଠିକ୍ ହଜମ ଏବଂ ଶରୀରରୁ ବର୍ଜ୍ୟବସ୍ତୁ ନିଷ୍କାସନରେ ସହାୟକ ହୁଏ। ଫାଇବର ପୁଷ୍ଟିକର ଅବଶୋଷଣକୁ ବୃଦ୍ଧି କରି କୋଷ୍ଠକାଠିନ୍ୟ ସମସ୍ୟାକୁ ଦୂର କରେ।
ଅସ୍ତିକୁ ମଜବୁତ କରେ
ପିଆଜ ସଲଫର ଯୌଗିକର ଏକ ଉତ୍କୃଷ୍ଟ ଉତ୍ସ। ଆଉ ଏହି ସଲଫର ଯୌଗିକ ହାଡର ସ୍ୱାସ୍ଥ୍ୟରେ ଉନ୍ନତି ଆଣିଥାଏ। ଏହି ଯୌଗିକଗୁଡ଼ିକ କ୍ୟାଲସିୟମ୍ ଅବଶୋଷଣକୁ ପ୍ରୋତ୍ସାହିତ କରିବାରେ ଏବଂ ଅଷ୍ଟିଓପୋରୋସିସ୍ ବିପଦକୁ ରୋକିବାରେ ସାହାଯ୍ୟ କରେ।

ମସ୍ତିଷ୍କ କାର୍ୟ୍ୟକୁ ବଢାଇଥାଏ
କଞ୍ଚା ପିଆଜ ଖାଇବା ଫଳରେ ମସ୍ତିଷ୍କରେ ନ୍ୟୁରୋଟ୍ରାନ୍ସମିଟର ଉତ୍ପାଦନ ବୃଦ୍ଧି ହାଏ, ଯାହାଦ୍ୱାରା ସ୍ମୃତି ଶକ୍ତି, ଧ୍ୟାନ ଏବଂ ଏକାଗ୍ରତା ସ୍ତରରେ ଉନ୍ନତି ଆସେ।

ମଧୁମେହ ଆଶଙ୍କାକୁ ହ୍ରାସ କରେ
କଞ୍ଚା ପିଆଜରେ କ୍ରୋମିୟମ ଥାଏ, ଯାହା ରକ୍ତରେ ଶର୍କରା ସ୍ତର ନିୟନ୍ତ୍ରଣ କରିବାରେ ଏକ ଖଣିଜ ପଦାର୍ଥ। କ୍ରୋମିୟମ୍ ଇନସୁଲିନ୍ ଦକ୍ଷତାକୁ ଉନ୍ନତ କରିବାରେ ସାହାଯ୍ୟ କରେ, ରକ୍ତରେ ଶର୍କରା ସ୍ତରକୁ ନିୟନ୍ତ୍ରିତ କରେ। ମଧୁମେହ ହେବାର ଆଶଙ୍କା ହ୍ରାସପାଏ।

ଓଜନ ନିୟନ୍ତ୍ରଣରେ ରଖେ
କଞ୍ଚା ପିଆଜରେ କମ୍ କ୍ୟାଲୋରୀ ଏବଂ ଉଚ୍ଚ ଫାଇବର ଥାଏ, ଯାହା ଓଜନ ହ୍ରାସ କରିବାରେ ସହାୟକ ହୋଇଥାଏ। ଫାଇବର କ୍ୟାଲୋରୀ ହ୍ରାସ କରି ଓଜନକୁ ନିୟନ୍ତ୍ରଣରେ ରଖେ।

Powered by Froala Editor

Tags Onion

Related articles Odisha News Lens 4.1

  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ
    ଦେଶ-ଦେଶାନ୍ତର

    ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15686
    Oct 20, 2026
  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15965
    Oct 19, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ...
    ବାଣିଜ୍ୟ

    ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ...

    13893
    Oct 21, 2026
  • ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ...
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ...

    13309
    Oct 21, 2026
  • କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ

    13641
    Oct 21, 2026
  •  ବିଜୟାଦଶମୀରେ  ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ
    ଦେଶ-ଦେଶାନ୍ତର

    ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15475
    Oct 20, 2026
  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15450
    Oct 20, 2026
  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି
    ଦେଶ-ଦେଶାନ୍ତର

    ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14836
    Oct 20, 2026
  • ଆଖି ଭ୍ରୁଲତାରେ ଦାନ୍ତ
    ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    15287
    Oct 19, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15686
    Oct 20, 2026
  • ଦେଶ-ଦେଶାନ୍ତର

    ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14411
    Oct 19, 2026
  • ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15965
    Oct 19, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17201
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17897
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17841
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18267
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14863
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15426
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14770
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14865
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15867
    Sep 29, 2026

ବାଣିଜ୍ୟ

ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

ଫ୍ୟୁଚର ରେଡି ଓମେନ୍‌ ପ୍ରୋଗ୍ରାମ ଅଧୀନରେ ଏହି ସର୍ବପ୍ରଥମ ପ୍ରୟାସ ରଜୋନିବୃତ୍ତି ସଚେତନତାକୁ ଓଡ଼ିଶାର ଚାରିଟି ଜିଲ୍ଲାରେ ଗ୍ରାମାଞ୍ଚଳ, ଆଦିବାସୀ ବହୁଳ ଓ ସହରାଞ୍ଚଳ ସମୁଦାୟଙ୍କ ନିକଟକୁ ଆଣିଛି

...

  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14603
    Oct 16, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14630
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13995
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15114
    Oct 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15475
    Oct 20, 2026
  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15686
    Oct 20, 2026
  • ଆଖି ଭ୍ରୁଲତାରେ ଦାନ୍ତ

    15287
    Oct 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In