Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, April 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହର୍ମୁଜ ପାରି ଉଦ୍ୟମ ବେଳେ ଦୁଇଟି ଜାହାଜ ...

  • ରାହୁଲ ଗାନ୍ଧୀଙ୍କ ବାସଭବନ ସାମ୍ନାରେ ...

  • ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ...

  • ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ...

  • ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ...

  • ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ...

  • ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ...

  • ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ

  • ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ...

  • ଅସ୍ଥି ମଜଭୁତ କରେ ଖଜୁରି

Home ›› ››ହୃଦ୍‌ୟ ସ୍ୱାସ୍ଥ୍ୟକୁ ସୁସ୍ଥ ରଖେ କଞ୍ଚା ପିଆଜ

ହୃଦ୍‌ୟ ସ୍ୱାସ୍ଥ୍ୟକୁ ସୁସ୍ଥ ରଖେ କଞ୍ଚା ପିଆଜ

2024-08-13 03:03:40
16223
Share:
Facebook
Twitter
E-Mail
WhatsApp
Telegram
ହୃଦ୍‌ୟ ସ୍ୱାସ୍ଥ୍ୟକୁ ସୁସ୍ଥ ରଖେ କଞ୍ଚା ପିଆଜ

କଞ୍ଚା ପିଆଜ ସ୍ୱାସ୍ଥ୍ୟ ପାଇଁ ବେଶ୍ ଲାଭକାରୀ। ଏହାକୁ ଖାଇବା ଦ୍ୱାରା ସାମଗ୍ରୀକ ସ୍ୱାସ୍ଥ୍ୟରେ ଉନ୍ନତି ଆସେ। ଇମ୍ୟୁନିଟି ବୁଷ୍ଟଠୁ ନେଇ ହୃଦୟ ସ୍ୱାସ୍ଥ୍ୟକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ କଞ୍ଚା ପିଆଜ। ଏଥିରେ ଏପରି ସ୍ୱାସ୍ଥ୍ୟ ଉପକାରୀ ଗୁଣ ରହିଛି, ଯାହାକୁ ଜାଣିଲେ କଞ୍ଚା ପିଆଜର ଦୁର୍ଗନ୍ଧକୁ ଭୁଲିଯିବେ। କଣ ସେହି ସବୁ ସ୍ୱାସ୍ଥ୍ୟ ଉପକାରୀ ଗୁଣ, ଜାଣନ୍ତୁ...

ରୋଗ ପ୍ରତିରୋଧକ ଶକ୍ତି ବଢାଏ
କଞ୍ଚା ପିଆଜ ଭିଟାମିନ୍-ସିର ଏକ ଉତ୍କୃଷ୍ଟ ଉତ୍ସ। ଏହା ଶରୀରର ରୋଗ ପ୍ରତିରୋଧକ ଶକ୍ତି ବଢାଇବାରେ ସାହାଯ୍ୟ କରିଥାଏ। ଭିଟାମିନ୍-ସି ଶ୍ୱେତ ରକ୍ତ କଣିକା ସୃଷ୍ଟି କରିବାରେ ମଧ୍ୟ ସାହାଯ୍ୟ କରେ, ଯାହା ଶରୀରକୁ ଜୀବାଣୁଠାରୁ ରକ୍ଷା କରିଥାଏ। ଥଣ୍ଡା ଏବଂ ଫ୍ଲୁ ପରି ସାଧାରଣ ରୋଗକୁ ରୋକିବାରେ କଞ୍ଚା ପିଆଜ ବେଶ୍ ଲାଭଦାୟକ ମଧ୍ୟ।

ହୃଦ୍‌ୟ ସ୍ୱାସ୍ଥ୍ୟକୁ ସୁସ୍ଥ ରଖେ
ପିଆଜରେ କ୍ୱେରେସିଟିନ୍ ପରି ଆଣ୍ଟିଅକ୍ସିଡାଣ୍ଟ ଗୁଣ ଭରପୂର ଥାଏ, ଯାହା ଶରୀରରେ ଖରାପ କୋଲେଷ୍ଟ୍ରଲ ସ୍ତର ହ୍ରାସ କରିବାରେ ସାହାଯ୍ୟ କରିଥାଏ। କୋଲେଷ୍ଟ୍ରଲ୍ ସ୍ତର ନିୟନ୍ତ୍ରଣରେ ରହିଲେ ହୃଦୟ ସ୍ୱାସ୍ଥ୍ୟ ସ୍ୱାଭାବିକ ହୋଇଥାଏ। କଞ୍ଚା ପିଆଜ ଖାଇବା ଦ୍ୱାରା ରକ୍ତ ସଞ୍ଚାଳନ ବୃଦ୍ଧି, ଉଚ୍ଚ ରକ୍ତଚାପ ହ୍ରାସ ହେବା ସହ ହୃଦରୋଗ ଆଶଙ୍କା କମ୍ ହୋଇଥାଏ।

ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ

କଞ୍ଚା ପିଆଜରେ ଡାଏଟାରୀ ଫାଇବର ଥାଏ। ଡାଏଟାରୀ ଫାଇବର୍ ସଠିକ୍ ହଜମ ଏବଂ ଶରୀରରୁ ବର୍ଜ୍ୟବସ୍ତୁ ନିଷ୍କାସନରେ ସହାୟକ ହୁଏ। ଫାଇବର ପୁଷ୍ଟିକର ଅବଶୋଷଣକୁ ବୃଦ୍ଧି କରି କୋଷ୍ଠକାଠିନ୍ୟ ସମସ୍ୟାକୁ ଦୂର କରେ।
ଅସ୍ତିକୁ ମଜବୁତ କରେ
ପିଆଜ ସଲଫର ଯୌଗିକର ଏକ ଉତ୍କୃଷ୍ଟ ଉତ୍ସ। ଆଉ ଏହି ସଲଫର ଯୌଗିକ ହାଡର ସ୍ୱାସ୍ଥ୍ୟରେ ଉନ୍ନତି ଆଣିଥାଏ। ଏହି ଯୌଗିକଗୁଡ଼ିକ କ୍ୟାଲସିୟମ୍ ଅବଶୋଷଣକୁ ପ୍ରୋତ୍ସାହିତ କରିବାରେ ଏବଂ ଅଷ୍ଟିଓପୋରୋସିସ୍ ବିପଦକୁ ରୋକିବାରେ ସାହାଯ୍ୟ କରେ।

ମସ୍ତିଷ୍କ କାର୍ୟ୍ୟକୁ ବଢାଇଥାଏ
କଞ୍ଚା ପିଆଜ ଖାଇବା ଫଳରେ ମସ୍ତିଷ୍କରେ ନ୍ୟୁରୋଟ୍ରାନ୍ସମିଟର ଉତ୍ପାଦନ ବୃଦ୍ଧି ହାଏ, ଯାହାଦ୍ୱାରା ସ୍ମୃତି ଶକ୍ତି, ଧ୍ୟାନ ଏବଂ ଏକାଗ୍ରତା ସ୍ତରରେ ଉନ୍ନତି ଆସେ।

ମଧୁମେହ ଆଶଙ୍କାକୁ ହ୍ରାସ କରେ
କଞ୍ଚା ପିଆଜରେ କ୍ରୋମିୟମ ଥାଏ, ଯାହା ରକ୍ତରେ ଶର୍କରା ସ୍ତର ନିୟନ୍ତ୍ରଣ କରିବାରେ ଏକ ଖଣିଜ ପଦାର୍ଥ। କ୍ରୋମିୟମ୍ ଇନସୁଲିନ୍ ଦକ୍ଷତାକୁ ଉନ୍ନତ କରିବାରେ ସାହାଯ୍ୟ କରେ, ରକ୍ତରେ ଶର୍କରା ସ୍ତରକୁ ନିୟନ୍ତ୍ରିତ କରେ। ମଧୁମେହ ହେବାର ଆଶଙ୍କା ହ୍ରାସପାଏ।

ଓଜନ ନିୟନ୍ତ୍ରଣରେ ରଖେ
କଞ୍ଚା ପିଆଜରେ କମ୍ କ୍ୟାଲୋରୀ ଏବଂ ଉଚ୍ଚ ଫାଇବର ଥାଏ, ଯାହା ଓଜନ ହ୍ରାସ କରିବାରେ ସହାୟକ ହୋଇଥାଏ। ଫାଇବର କ୍ୟାଲୋରୀ ହ୍ରାସ କରି ଓଜନକୁ ନିୟନ୍ତ୍ରଣରେ ରଖେ।

Powered by Froala Editor

Tags Onion

Related articles Odisha News Lens 4.1

  • ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ଶାସକ ଓ ବିରୋଧୀ ଦଳ ଦେଲେ ଏମିତି ପ୍ରତିକ୍ରିୟା
    ଦେଶ-ଦେଶାନ୍ତର

    ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ଶାସକ ଓ ବିରୋଧୀ ଦଳ ଦେଲେ ଏମିତି ପ୍ରତିକ୍ରିୟା

    14913
    Apr 18, 2026
  • ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ପ୍ରଣାଳୀ
    ଦେଶ-ଦେଶାନ୍ତର

    ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ପ୍ରଣାଳୀ

    15506
    Apr 18, 2026
  • ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ
    ମନୋରଞ୍ଜନ

    ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ

    15638
    Apr 18, 2026
  • ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର
    ଦେଶ-ଦେଶାନ୍ତର

    ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର

    14226
    Apr 18, 2026
  •  ଅସ୍ଥି ମଜଭୁତ କରେ ଖଜୁରି
    ବିଶେଷ

    ଅସ୍ଥି ମଜଭୁତ କରେ ଖଜୁରି

    15828
    Apr 16, 2026
  • ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ଚଳଚ୍ଚିତ୍ରକୁ ଇନ୍‌କା ଆୱାର୍ଡ
    ମନୋରଞ୍ଜନ

    ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ଚଳଚ୍ଚିତ୍ରକୁ ଇନ୍‌କା ଆୱାର୍ଡ

    15564
    Apr 18, 2026
  • ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ
    ଦେଶ-ଦେଶାନ୍ତର

    ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ

    15547
    Apr 18, 2026
  • ରାହୁଲ ଗାନ୍ଧୀଙ୍କ ବାସଭବନ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ ସହ କୁଶପୁତ୍ତଳିକା ଦାହ କଲା ...
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀଙ୍କ ବାସଭବନ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ ସହ କୁଶପୁତ୍ତଳିକା ଦାହ କଲା ...

    13353
    Apr 18, 2026
  • ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ସରକାର
    ଦେଶ-ଦେଶାନ୍ତର

    ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ସରକାର

    15042
    Apr 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ

    15547
    Apr 18, 2026
  • ଦେଶ-ଦେଶାନ୍ତର

    ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର

    14226
    Apr 18, 2026
  • ଦେଶ-ଦେଶାନ୍ତର

    ହର୍ମୁଜ ପାରି ଉଦ୍ୟମ ବେଳେ ଦୁଇଟି ଜାହାଜ ଉପରେ ଗୁଳିମାଡ଼

    14591
    Apr 18, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17423
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17477
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17834
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16306
    Apr 03, 2021

ବିଶେଷ

  • ଅସ୍ଥି ମଜଭୁତ କରେ ଖଜୁରି

    15828
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15778
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16135
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14753
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15729
    Apr 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15341
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15074
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15574
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13870
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ

    15547
    Apr 18, 2026
  • ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ

    15638
    Apr 18, 2026
  • ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ସରକାର

    15042
    Apr 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In