Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 15, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଆମେରିକା ଉପରେ ଆକ୍ରମଣ କଲେ ଇରାନକୁ ଧ୍ବଂସ ...

ରାଜ୍ୟ
Home ›› ରାଜ୍ୟ ››ବଜ୍ରପାତରେ ୨୩ ଛାତ୍ରଛାତ୍ରୀ ଆହତ

ବଜ୍ରପାତରେ ୨୩ ଛାତ୍ରଛାତ୍ରୀ ଆହତ

2024-08-14 06:49:31
14816
Share:
Facebook
Twitter
E-Mail
WhatsApp
Telegram
ବଜ୍ରପାତରେ ୨୩ ଛାତ୍ରଛାତ୍ରୀ ଆହତ

ଭଞ୍ଜନଗର : ଗଞ୍ଜାମ ଜିଲା ଭଞ୍ଜନଗର ବ୍ଳକ ଅନ୍ତର୍ଗତ ଗାଲେରି ସରକାରୀ ଉଚ୍ଚ ବିଦ୍ୟାଳୟରେ ମଙ୍ଗଳବାର ଅପରାହ୍ଣରେ ପାଠପଢା ଚାଲିଥିବାବେଳେ ସାଢେ ୧୨ଟାରୁ ଗୋଟାଏ ମଧ୍ୟରେ ବଜ୍ରପାତ ଘଟିବାରୁ ୨୩ ଜଣ ବିଦ୍ୟାର୍ଥୀ ଆହତ ହୋଇଥିଲେ। ସମସ୍ତଙ୍କୁ ଗାଲେରି ସରକାରୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଥିଲା। ଏହି ଉଚ୍ଚ ବିଦ୍ୟାଳୟର କିଛି କୋଠା ୫-ଟିରେ କାମ ହୋଇଥିବା ବେଳେ ଅନ୍ୟ ଏକ ଟିଣ ଘରେ କିଛି ଛାତ୍ରଛାତ୍ରୀ ପାଠ ପଢୁଥିଲେ। ବଜ୍ରପାତରେ ଟିଣ ଘରର ୩ଟି ପଙ୍ଖା ପୋଡି ଯାଇଥିବା ବେଳେ ଟିଣ ଘର ଯୋଗୁ ବଜ୍ରାଘାତର ଶବ୍ଦ ଅଧିକ ଜୋର୍‌ରେ ଶୁଭିଥିଲା। ଫଳରେ ଛାତ୍ରଛାତ୍ରୀ ଭୟଭୀତ ହୋଇ ପଡିଥିଲେ। ବଜ୍ରପାତ ଶବ୍ଦରେ ଛାତ୍ରଛାତ୍ରୀ ଦୌଡ଼ାଦୌଡ଼ି କରିଥିଲେ। ଏପରି ଅସ୍ୱାଭାବିକ ବାତାବରଣ ମଧ୍ୟରେ ଛାତ୍ରଛାତ୍ରୀ ଡରିଯାଇ ଅସୁସ୍ଥ ଅନୁଭବ କରିଥିଲେ। ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହ ଗ୍ରାମବାସୀଙ୍କ ସହଯୋଗରେ ଛାତ୍ରଛାତ୍ରୀଙ୍କୁ ଗାଲେରି ମେଡିକାଲକୁ ନିଆଯାଇଥିଲା। ଡାକ୍ତର ଭଗବାନ ସାହୁ ସମସ୍ତ ଛାତ୍ରଛାତ୍ରୀଙ୍କୁ ଚିକିତ୍ସା କରିବା ପରେ ସମସ୍ତେ ନିଜ ଘରକୁ ଫେରିଥିଲେ। ଅସୁସ୍ଥ ଅନୁଭବ କରିଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରୁ ଅଧିକାଂଶ ଷଷ୍ଠ ଶ୍ରେଣୀର ହୋଇଥିବା ବେଳେ ଅନ୍ୟ କିଛି ୯ମ ଓ ୮ମ ଶ୍ରେଣୀର ଥିଲେ।

Powered by Froala Editor

Tags Lightening

Related articles Odisha News Lens 4.1

  • ହୃଦୟ ବିଦାରକ ଦୃଶ୍ୟ, ନିଆଁ ସହ ଲଢ଼ି ମଧ୍ୟ ପୁଅକୁ ବଞ୍ଚାଇ ପାରିଲାନି ମା
    ଦେଶ-ଦେଶାନ୍ତର

    ହୃଦୟ ବିଦାରକ ଦୃଶ୍ୟ, ନିଆଁ ସହ ଲଢ଼ି ମଧ୍ୟ ପୁଅକୁ ବଞ୍ଚାଇ ପାରିଲାନି ମା

    14584
    Jun 13, 2025
  • ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ପ୍ରକାଶ କଲା ଭାରତ
    ଦେଶ-ଦେଶାନ୍ତର

    ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ପ୍ରକାଶ କଲା ଭାରତ

    15741
    Jun 13, 2025
  • ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ
    ଦେଶ-ଦେଶାନ୍ତର

    ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ

    14152
    Jun 12, 2025
  • ଆମେରିକା ଉପରେ ଆକ୍ରମଣ କଲେ ଇରାନକୁ ଧ୍ବଂସ କରିଦେବୁ: ଡୋନାଲ୍ଡ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଆମେରିକା ଉପରେ ଆକ୍ରମଣ କଲେ ଇରାନକୁ ଧ୍ବଂସ କରିଦେବୁ: ଡୋନାଲ୍ଡ ଟ୍ରମ୍ପ

    14167
    Jun 15, 2025
  • ବିମାନରେ ବୋମା, ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ
    ଦେଶ-ଦେଶାନ୍ତର

    ବିମାନରେ ବୋମା, ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ

    13804
    Jun 13, 2025
  • ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ
    ଦେଶ-ଦେଶାନ୍ତର

    ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ

    14225
    Jun 12, 2025
  • ଲାରି ଏଲିସନ ବିଶ୍ଵର ୨ୟ ଧନୀ
    ଦେଶ-ଦେଶାନ୍ତର

    ଲାରି ଏଲିସନ ବିଶ୍ଵର ୨ୟ ଧନୀ

    14111
    Jun 15, 2025
  •  କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…
    ବିଶେଷ

    କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    14372
    Jun 13, 2025
  • କେଶ ଝଡ଼ିବା କମାଇବ ଯୋଗ
    ବିଶେଷ

    କେଶ ଝଡ଼ିବା କମାଇବ ଯୋଗ

    14324
    Jun 13, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ପ୍ରକାଶ କଲା ଭାରତ

    15741
    Jun 13, 2025
  • ଦେଶ-ଦେଶାନ୍ତର

    ହୃଦୟ ବିଦାରକ ଦୃଶ୍ୟ, ନିଆଁ ସହ ଲଢ଼ି ମଧ୍ୟ ପୁଅକୁ ବଞ୍ଚାଇ ପାରିଲାନି ମା

    14584
    Jun 13, 2025
  • ଦେଶ-ଦେଶାନ୍ତର

    ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ

    14225
    Jun 12, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16660
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16965
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15489
    Apr 03, 2021

ବିଶେଷ

  • କେଶ ଝଡ଼ିବା କମାଇବ ଯୋଗ

    14324
    Jun 13, 2025
  • କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    14372
    Jun 13, 2025
  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    15550
    Jun 11, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର

    15081
    Jun 11, 2025
  • ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…

    14209
    Jun 10, 2025

ବାଣିଜ୍ୟ

ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

ମୁମ୍ବାଇ: ଭାରତର ୧ ନମ୍ବର ଡାକ୍ତରଙ୍କ ଦ୍ୱାରା ସୁପାରିଶ କରାଯାଉଥିବା ଶିଶୁ ବେବି କେୟାର ବ୍ରାଣ୍ଡ୍ ହିମାଳୟ ବେବିକେୟାର ପିତୃ ଦିବସ ପାଳନ କରିବାକୁ ଯାଇ ଏକ ହୃଦୟସ୍ପର୍ଶୀ ଡିଭିସି ଫିଲ୍ମ ଉନ୍ମୋଚନ କରିଛି । ଲୋକପି୍ର ...

  • କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

    14480
    May 30, 2025
  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15702
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16329
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14032
    Feb 06, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିମାନରେ ବୋମା, ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ

    13804
    Jun 13, 2025
  • ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ

    14225
    Jun 12, 2025
  • କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    14372
    Jun 13, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In